Browsing Tag

bhubaneswar news

ଟିକେ ଆଶ୍ୱସ୍ତ, ରାଜ୍ୟରେ ଖସୁଛି କରୋନା ସଂକ୍ରମଣ ସଂଖ୍ୟା : ଗତ ୨୪ ଘଂଟାରେ ୨୬୦୩ ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ରାଜ୍ୟରେ ଖସୁଛି କରୋନା ସଂକ୍ରମଣ ସଂଖ୍ୟା । ଗତ ୨୪ ଘଂଟାରେ ୨୬୦୩ ଜଣ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଥିବା ସରକାରୀ ସୂତ୍ରରେ କୁହାଯାଇଛି । ସେମାନଙ୍କ ମଧ୍ୟରୁ ୩୪୯ ଜଣଙ୍କ ୦ରୁ ୧୮ ବର୍ଷ ବୟସ ରହିଛି । ଏବେ ସକ୍ରିୟ ରୋଗୀଙ୍କ ସଂଖ୍ୟା ୨୬୯୬୫ ରହିଥିବା ବେଳେ ନୂଆ
Read More...

ରାଜ୍ୟରେ ଗତ ୨୪ ଘଣ୍ଟାରେ ମଧ୍ୟରେ ୨୩ ଜଣଙ୍କ ଜୀବନ ନେଲା କରୋନା

ଭୁବନେଶ୍ୱର : ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୨୩ ଜଣଙ୍କ ଜୀବନ ନେଇଛି କରୋନା । ଏହାକୁ ମିଶାଇ ରାଜ୍ୟରେ ମୋଟ କରୋନାଜନିତ ମୃତ୍ୟୁ ସଂଖ୍ୟା ୮୬୮୯କୁ ବୃଦ୍ଧି ପାଇଛି । ମୃତକଙ୍କ ମଧ୍ୟରୁ ଖୋର୍ଦ୍ଧା ଜିଲାରୁ ୭ ଜଣ, ସୁନ୍ଦରଗଡ଼ ଜିଲାରୁ ୩ ଜଣ ଏବଂ ଭଦ୍ରକ, ଗଞ୍ଜାମ, ଜଗତସିଂହପୁର ଓ
Read More...

ଚଳିତ ବର୍ଷ ହେବାକୁ ଥିବା ନିଟ୍ ପିଜି ପରୀକ୍ଷା ସ୍ଥଗିତ

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ଚଳିତ ବର୍ଷ ହେବାକୁ ଥିବା ନିଟ୍ ପିଜି ପରୀକ୍ଷା ସ୍ଥଗିତ ହୋଇଥିବା ନେଇ ସ୍ୱାସ୍ଥ୍ୟ ମନ୍ତ୍ରାଳୟ ପକ୍ଷରୁ ସୂଚନା ମିଳିଛି । ମାର୍ଚ୍ଚ ୧୨ ତାରିଖରେ ହେବାର ଥିଲା ନିଟ୍ ପିଜି ପରୀକ୍ଷା । ତେବେ ଏହାକୁ ୬ରୁ ୮ ସପ୍ତାହ ପର୍ଯ୍ୟନ୍ତ ସ୍ଥଗିତ ରଖାଯାଇଥିବା ସୂଚନାରେ
Read More...

ରାଜ୍ୟରେ ଅଢେଇ ହଜାର ପାଖାପାଖି କରୋନା ସଂକ୍ରମିତଙ୍କ ସଂଖ୍ୟା : ଗତ ୨୪ ଘଂଟାରେ ୨ ହଜାର ୬୯୭ ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ରାଜ୍ୟରେ ଅଢେଇ ହଜାର ପାଖାପାଖି ରହିଛି କରୋନା ସଂକ୍ରମିତଙ୍କ ସଂଖ୍ୟା । ଗତ ୨୪ ଘଂଟାରେ ୨ ହଜାର ୬୯୭ ଆକ୍ରାନ୍ତ ଚିହ୍ନଟ ହୋଇଥିବା ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି । ତେବେ ସଂକ୍ରମିତଙ୍କ ମଧ୍ୟରେ ୧୮ ବର୍ଷ ବୟସ
Read More...

ରାଜଧାନୀରେ ଦ୍ୱାଦଶ ବୋର୍ଡପରୀକ୍ଷା ବାତିଲ ଦାବୀରେ ଗର୍ଜିଲେ ଛାତ୍ରଛାତ୍ରୀ

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ରାଜଧାନୀ ଭୁବନେଶ୍ୱରର ମାଷ୍ଟର କ୍ୟାଣ୍ଟିନ ଛକରେ ଦ୍ୱାଦଶ ବୋର୍ଡ ପରୀକ୍ଷା ବାତିଲ ଦାବୀରେ ଆଜି ଆନ୍ଦୋଳନକୁ ଓହ୍ଲାଇଛନ୍ତି ଶହ ଶହ ଛାତ୍ରଛାତ୍ରୀ । କ୍ୱାର୍ଟର ଓ ପରୀକ୍ଷା ଫଳ ଆଧାରରେ ମାର୍କ ଦେବାକୁ ସରକାରଙ୍କ ନିକଟରେ ଛାତ୍ରଛାତ୍ରୀ ମାନେ ଦାବୀ କରିଛନ୍ତି ।
Read More...

ଓପିଏସ୍‌ସି ଅଫିସ୍‌ରେ ନିଯୁକ୍ତି ପାଇଁ ବାହାରିଛି ବିଜ୍ଞପ୍ତି : ୮ରୁ ହେବ ଅନ୍‌ଲାଇନ୍ ଆବେଦନ

ଭୁବନେଶ୍ୱର, (ସୁଶାନ୍ତ ସାହୁ) : ଓଡ଼ିଶା ଲୋକସେବା ଆୟୋଗ (ଓପିଏସ୍‌ସି)ଙ୍କ ଅଫିସ୍‌ରେ ନିଯୁକ୍ତି ପାଇଁ ବାହାରିଛି ବିଜ୍ଞପ୍ତି । ଗ୍ରୁପ୍‌ ବି'ରେ ଜଣେ ପ୍ରୋଗ୍ରାମରଙ୍କୁ ନିଯୁକ୍ତି ଦେବାକୁ ଏହି ବିଜ୍ଞପ୍ତି ପ୍ରକାଶ ପାଇଥିବା ବେଳେ କେବଳ ଅନୁସୂଚିତ ଜନଜାତି (ଏସ୍‌ଟି) ପାଇଁ ଏହି ପଦଟି
Read More...

ରାଜ୍ୟରେ ୭ରୁ ଖୋଲିବ ସ୍କୁଲ କଲେଜ

ଭୁବନେଶ୍ୱର : ରାଜ୍ୟର ସମସ୍ତ ସରକାରୀ ଓ ଘରୋଇ ସ୍କୁଲରେ ଚଳିତ ମାସ ୭ ତାରିଖ ଠାରୁ ଅଷ୍ଟମରୁ ଉପରକୁ ସମସ୍ତ ଶ୍ରେଣୀର ଅଫ୍‌ଲାଇନ୍‌ ପାଠପଢ଼ା ଆରମ୍ଭ ହେବ । କେଜି ଠାରୁ ସପ୍ତମ ଶ୍ରେଣୀ ଯାଏଁ ଫେବୃଆରୀ ୧୪ ତାରିଖ ଠାରୁ ଅଫ୍‌ଲାଇନ୍‌ କ୍ଲାସ ହେବ । ରାଜ୍ୟବାସୀଙ୍କୁ ସମ୍ବୋଧିତ କରି ମୁଖ୍ୟ ଶାସନ
Read More...

ରେଳ ବଜେଟରେ ଓଡ଼ିଶାକୁ ୯୭୩୪ କୋଟି : ଖୋର୍ଦ୍ଧା-ବଲାଙ୍ଗିର ପ୍ରକଳ୍ପ ପାଇଁ ସର୍ବାଧିକ ୮୯୧ କୋଟି ଟଙ୍କା ମଞ୍ଜୁର

ଭୁବନେଶ୍ୱର, (ସୁଶାନ୍ତ ସାହୁ) : ରେଳ ବଜେଟରେ ଓଡ଼ିଶାକୁ ୯୭୩୪ କୋଟି ଟଙ୍କା ମିଳିଥିବା ବେଳେ ଖୋର୍ଦ୍ଧା-ବଲାଙ୍ଗିର ପ୍ରକଳ୍ପ ପାଇଁ ସର୍ବାଧିକ ୮୯୧ କୋଟି ଟଙ୍କା ମଞ୍ଜୁର ହୋଇଥିବା ବେଳେ ଭଦ୍ରକ-ନିର୍ଗୁଣ୍ଡି ତୃତୀୟ ଲାଇନ ପାଇଁ ୨୦୨୨-୨୦୨୩ ଆର୍ଥିକ ବର୍ଷ ପାଇଁ ୩୫୧ କୋଟିର ଅନୁଦାନ ମିଳିଛି ।
Read More...

ପବିତ୍ର ରଥ ନିର୍ମାଣ ପାଇଁ ପ୍ରଥମ ପର୍ଯ୍ୟାୟର କାଠ ନୟାଗଡ ରେଞ୍ଜରୁ ଆସି ପୁରୀରେ ପହଞ୍ଚିଲା

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ପବିତ୍ର ରଥଯାତ୍ରା-୨୦୨୨ ରଥ ନିର୍ମାଣ ପାଇଁ ପ୍ରଥମ ପର୍ଯ୍ୟାୟର ଅସନ ଓ ଧଉରା କାଠ ନୟାଗଡ ରେଞ୍ଜରୁ ଆସି ପୁରୀରେ ପହଞ୍ଚିଛି । ଏହା ମଧ୍ୟରୁ ତିନୋଟି କାଠ ଆସନ୍ତା ବସନ୍ତ ପଞ୍ଚମୀ ଦିନ ଅନୁକୂଳ ହେବ । ଏ ସଂପର୍କରେ ରାଜ୍ୟ ସୂଚନା ଓ ଲୋକ ସଂପର୍କ ବିଭାଗ ପକ୍ଷରୁ
Read More...

ବିଜୁ ପଟ୍ଟନାୟକ ଅନ୍ତର୍ଜାତୀୟ ବିମାନବନ୍ଦରରେ ଦିବ୍ୟାଙ୍ଗ ଯାତ୍ରୀଙ୍କ ଯିବାଆସିବା ସୁବିଧା ସମ୍ପର୍କିତ ଏକ ବୈଠକ…

ଭୁବନେଶ୍ୱର, (ସୁଶାନ୍ତ ସାହୁ) : ବିଜୁ ପଟ୍ଟନାୟକ ଅନ୍ତର୍ଜାତୀୟ ବିମାନବନ୍ଦରରେ ସିଆଇଏସ୍‌ଏଫ୍‌ର ସିଏଏସ୍‌ଓ ସୁଧୀର କୁମାରଙ୍କ ଆବାହକତ୍ୱରେ ଦିବ୍ୟାଙ୍ଗ ଯାତ୍ରୀଙ୍କ ଯିବାଆସିବା ସୁବିଧା ସମ୍ପର୍କିତ ଏକ ବୈଠକ ବୁଧବାର ଅନୁଷ୍ଠିତ ହୋଇଯାଇଥିବା ବେଳେ ବୈଠକକୁ ବିମାନବନ୍ଦର ନିର୍ଦ୍ଦେଶକ ପ୍ରଭାତ
Read More...