Browsing Tag

bhubaneswar news

ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ ଅନୁସାରେ ଚାକିରିରୁ ବହିଷ୍କୃତ ହେଲେ ବରିଷ୍ଠ ଆଇଏଏସ ଅଫିସର ବିନୋଦ କୁମାର

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ଦୁର୍ନୀତି ଅଭିଯୋଗ ପ୍ରମାଣିତ ହେବା ପରେ ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ ଅନୁସାରେ ଚାକିରିରୁ ବହିଷ୍କୃତ ହୋଇଛନ୍ତି ବରିଷ୍ଠ ଆଇଏଏସ ଅଫିସର ତଥା ଗ୍ରାମ୍ୟ ଗୃହ ନିର୍ମାଣ ନିଗମର ପୂର୍ବତନ ପରିଚାଳନା ନିର୍ଦ୍ଦେଶକ ବିନୋଦ କୁମାର । ସୂଚନାଯୋଗ୍ୟ ଯେ, ଶ୍ରୀ
Read More...

ଜିଲ୍ଲା ମାଜିଷ୍ଟ୍ରେଟ୍‌ ମାନେ ଏନ୍‌ଏସିର ସୀମା ନିର୍ଦ୍ଧାରଣ ଓ ଆସନ ଆରକ୍ଷଣର ଚୂଡାନ୍ତ ତାଲିକାକୁ ନିର୍ବାଚନ ଆୟୋଗଙ୍କୁ…

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ରାଜ୍ୟର ୪୮ ମ୍ୟୁନିସିପାଲିଟି ଓ ୫୯ ଏନ୍‌ଏସିର ସୀମା ନିର୍ଦ୍ଧାରଣ ଓ ଆସନ ଆରକ୍ଷଣର ଚୂଡାନ୍ତ ତାଲିକା ଜିଲ୍ଲା ମାଜିଷ୍ଟ୍ରେଟ ମାନେ ରାଜ୍ୟ ନିର୍ବାଚନ ଆୟୋଗଙ୍କୁ ପ୍ରଦାନ କରିଛନ୍ତି । ସେହିପରି ରାଜ୍ୟର ୩ଟି ମ୍ୟୁନିସିପାଲ୍‌ କର୍‌ପୋରେସନ୍‌ର ସୀମା
Read More...

ଆସନ୍ତାକାଲିଠୁ ଦୁଇ ଦିନ ଧରି ରାଜ୍ୟରେ ବର୍ଷା ସମ୍ଭାବନା ହେବା ନେଇ ସୂଚନା ଦେଲା ପାଣିପାଗ ବିଭାଗ

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ଆସନ୍ତାକାଲିଠାରୁ ରାଜ୍ୟରେ ଦୁଇଦିନ ଧରି ବର୍ଷା ସମ୍ଭାବନା ବୋଲି ପାଣିପାଗ ବିଭାଗ ପକ୍ଷରୁ ସୂଚନାରେ କୁହାଯାଇଛି । ସୂଚନା ଅନୁସାରେ, ଆସନ୍ତାକାଲି ଓ ୪ ତାରିଖ ଦିନ ରାଜ୍ୟର କିଛି ଜିଲ୍ଲାରେ ମଧ୍ୟମ ଧରଣର ବୃଷ୍ଟିପାତ ସମ୍ଭାବନା ରହିଥିବା ବେଳେ ଜିଲ୍ଲାର
Read More...

ରାଜ୍ୟ ସରକାରଙ୍କୁ ହାଇକୋର୍ଟଙ୍କ ନିର୍ଦ୍ଦେଶ, ଆସନ୍ତା ୨ ମାସ ଭିତରେ ସ୍କୁଲ ଖୋଲ

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ରାଜ୍ୟ ସରକାରଙ୍କୁ ହାଇକୋର୍ଟଙ୍କ ନିର୍ଦ୍ଦେଶ ଆସିଛି । ଆସନ୍ତା ୨ ମାସ ଭିତରେ ସ୍କୁଲ ଖୋଲିବାକୁ ହାଇକୋର୍ଟଙ୍କ ନିର୍ଦ୍ଦେଶ ରହିଛି । କୋଭିଡ଼ କଟକଣା ଭିତରେ କିଭଳି ସ୍କୁଲ ଖୋଲା ଯାଇପାରିବ ଏନେଇ ରାଜ୍ୟ ସରକାର କୋର୍ଟଙ୍କୁ ଜଣାଇବେ । ତେବେ କୋଭିଡ଼ କଟକଣା
Read More...

ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ଆଉ ୧୯ ଜଣଙ୍କ ଜୀବନ ନେଲା କରୋନା

ଭୁବନେଶ୍ଵର, (କେପିଏନଏସ୍‌) : ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ଆଉ ୧୯ ଜଣଙ୍କ ଜୀବନ ନେଲା କରୋନା । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୮୬୪୮କୁ ବୃଦ୍ଧି ପାଇଛି । ମୃତକଙ୍କ ମଧ୍ୟରେ ମୟୁରଭଞ୍ଜ, ଖୋର୍ଦ୍ଧା ଜିଲ୍ଲାରୁ ୩ଜଣ ଲେଖାଏଁ ରହିଥିବା ବେଳେ ରାୟଗଡ଼ା, ପୁରୀ,
Read More...

ସୂଚନା ଓ ଲୋକସମ୍ପର୍କ ବିଭାଗରେ ଅବସରକାଳୀନ ସମ୍ବର୍ଦ୍ଧନା

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗରୁ ଗତକାଲି ସରକାରୀ ଚାକିରୀରୁ ୫ଜଣ ଅଧିକାରୀ ଏବଂ କର୍ମଚାରୀଙ୍କ ଅବସର ଗ୍ରହଣ ପରିପ୍ରେକ୍ଷୀରେ ଆଜି ଅପରାହ୍ନରେ ବିଭାଗୀୟ କାର୍ଯ୍ୟାଳୟ ପରିସରରେ ଏକ ସମ୍ବର୍ଦ୍ଧନା ସଭା ଅନୁଷ୍ଠିତ ହୋଇଯାଇଛି । ମୁଖ୍ୟ ଶାସନ ସଚିବଙ୍କ
Read More...

ରାଜ୍ୟରେ ୪ ହଜାର ତଳକୁ ଖସିଲା କରୋନା ସଂକ୍ରମଣ : ଗତ ୨୪ ଘଂଟାରେ ୩୪୫୦ ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ରାଜ୍ୟରେ ୪ ହଜାର ତଳକୁ ଖସିଲା କରୋନା ସଂକ୍ରମଣ । ଗତ ୨୪ ଘଂଟାରେ ୩୪୫୦ ଜଣ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଥିବା ସରକାରୀ ସୂତ୍ରରେ କୁହାଯାଇଛି । ସେମାନଙ୍କ ମଧ୍ୟରୁ ୪୩୬ ଜଣ ୦ରୁ ୧୮ ବର୍ଷ ବୟସ ରହିଛି । ଏବେ ସକ୍ରିୟ ରୋଗୀଙ୍କ ସଂଖ୍ୟା ୩୭୭୬୨ ନୂଆ
Read More...

ସରକାରୀ କର୍ମଚାରୀଙ୍କୁ କୋଭିଡ୍ ହୋଇଥିଲେ ମିଳିବ ୭ଦିନ ଛୁଟି

ଭୁବନେଶ୍ୱର : ରାଜ୍ୟ ସରକାରଙ୍କ କୌଣସି କର୍ମଚାରୀଙ୍କୁ କୋଭିଡ୍ ହୋଇଥିଲେ ୭ଦିନ ଛୁଟିରେ ରହିପାରିବେ । ତେବେ ଦିନରୁ ଅଧିକ ଛୁଟିରେ ରହିଲେ ଏଥିପାଇଁ ମେଡିକାଲ ସାର୍ଟିଫିକେଟ ଦେବା ପାଇଁ ପଡିବ । ଏନେଇ ଆଜି ରାଜ୍ୟ ସରକାରଙ୍କ ସାଧାରଣ ପ୍ରଶାସନ ଓ ଅଭିଯୋଗ ବିଭାଗ ପକ୍ଷରୁ ନିର୍ଦ୍ଦେଶନାମା ଜାରି
Read More...

ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ଆଉ ୧୭ ଜଣଙ୍କ ଜୀବନ ନେଲା କରୋନା

ଭୁବନେଶ୍ଵର, (କେପିଏନ୍‌ଏସ୍‌) : ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ଆଉ ୧୭ ଜଣଙ୍କ ଜୀବନ ନେଲା କରୋନା । ଏହାକୁ ମିଶାଇ ରାଜ୍ୟରେ ମୋଟ କରୋନାଜନିତ ମୃତ୍ୟୁ ସଂଖ୍ୟା ୮୬୨୯କୁ ବୃଦ୍ଧି ପାଇଛି । ମୃତକଙ୍କ ମଧ୍ୟରେ କଟକ ଜିଲ୍ଲାରୁ ୪ଜଣ ରହିଥିବା ବେଳେ ପୁରୀ ଓ ଖୋର୍ଦ୍ଧା ଜିଲ୍ଲାରୁ ୨ଜଣ ଲେଖାଏଁ
Read More...

ରାଜ୍ୟରେ ୪ ହଜାର ତଳକୁ ଖସିଲା କରୋନା ସଂକ୍ରମଣ : ଗତ ୨୪ ଘଂଟାରେ ୩୦୮୬ ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ରାଜ୍ୟରେ ୬ ହଜାର ତଳକୁ ଖସିଲା କରୋନା ସଂକ୍ରମଣ । ଗତ ୨୪ ଘଂଟାରେ ୩୦୮୬ ଜଣ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଥିବା ସରକାରୀ ସୂତ୍ରରେ କୁହାଯାଇଛି । ସେମାନଙ୍କ ମଧ୍ୟରୁ ୪୫୪ ଜଣ ୦ରୁ ୧୮ ବର୍ଷ ବୟସ ରହିଛି । ଏବେ ସକ୍ରିୟ ରୋଗୀଙ୍କ ସଂଖ୍ୟା ୪୨୦୯୮ ନୂଆ
Read More...