ପଞ୍ଚାୟତ ନିର୍ବାଚନ କାର୍ଯ୍ୟରେ ନିୟୋଜିତ ସମସ୍ତ କର୍ମଚାରୀଙ୍କୁ କୋଭିଡ୍-୧୯ ବୁଷ୍ଟର ଡୋଜ୍ ଦିଆଯିବ
ଭୁବନେଶ୍ୱର, (କେପିଏନ୍ଏସ୍) : ରାଜ୍ୟରେ ହେବାକୁ ଥିବା ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନ କାର୍ଯ୍ୟରେ ନିୟୋଜିତ ଥିବା ସମସ୍ତ ସରକାରୀ କର୍ମଚାରୀମାନଙ୍କୁ କୋଭିଡ-୧୯ ବୁଷ୍ଟର ଡୋଜ୍ ଦିଆଯିବ ବୋଲି ରାଜ୍ୟ ନିର୍ବାଚନ କାର୍ଯ୍ୟାଳୟ ସୂତ୍ରରୁ ପ୍ରକାଶ । ନିର୍ବାଚନ କାର୍ଯ୍ୟରେ ନିୟୋଜିତ ହୋଇଥିବା!-->…
Read More...
Read More...