Browsing Tag

bhubaneswar news

ରାଜ୍ୟରେ ୬ ହଜାର ତଳକୁ ଖସିଲା କରୋନା ସଂକ୍ରମଣ : ଗତ ୨୪ ଘଂଟାରେ ୫୯୦୧ ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ରାଜ୍ୟରେ ୬ ହଜାର ତଳକୁ ଖସିଲା କରୋନା ସଂକ୍ରମଣ । ଗତ ୨୪ ଘଂଟାରେ ୫୯୦୧ ଜଣ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଥିବା ସରକାରୀ ସୂତ୍ରରେ କୁହାଯାଇଛି । ସେମାନଙ୍କ ମଧ୍ୟରୁ ୭୩୯ ଜଣ ୦ରୁ ୧୮ ବର୍ଷ ବୟସ ରହିଛି । ଏବେ ସକ୍ରିୟ ରୋଗୀଙ୍କ ସଂଖ୍ୟା ୭୦୩୨୭ ନୂଆ
Read More...

ଇଲେଭେନ ଷ୍ଟାର ସେବା ଟ୍ରଷ୍ଟ ତରଫରୁ ୭୩ ତମ ସାଧାରଣତନ୍ତ୍ର ଦିବସ ପାଳିତ

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ଇଲେଭେନ ଷ୍ଟାର ସେବା ଟ୍ରଷ୍ଟ ତରଫରୁ ୭୩ ତମ ସାଧାରଣ ତନ୍ତ୍ର ଦିବସପାଳିତ ହୋଇଯାଇଛି । ଏହି ଅବସରରେ ବିଭିନ୍ନ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ବିଭିନ୍ନ ଦୁର୍ବଳ ଓ ବ୍ରାହ୍ମଣମାନଙ୍କୁ ଶୀତ ବସ୍ତ୍ର ପ୍ରଦାନ କରାଯାଇଥିଲା । ଏହି ପ୍ରୋଗ୍ରାମରେ ମୁଖ୍ୟ
Read More...

ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ଆଉ ୧୦ ଜଣଙ୍କ ଜୀବନ ନେଲା କରୋନା

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ଆଉ ୧୦ ଜଣଙ୍କ ଜୀବନ ନେଲା କରୋନା । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୮୫୪୨କୁ ବୃଦ୍ଧି ପାଇଛି । ମୃତକଙ୍କ ମଧ୍ୟରେ ସୁନ୍ଦରଗଡ଼, ଖୋର୍ଦ୍ଧା ଜିଲ୍ଲାରୁ ୪ଜଣ ଲେଖାଏଁ ରହିଥିବା ବେଳେ ଅନୁଗୁଳ ଓ
Read More...

ରାଜଧାନୀରେ ରାଜ୍ୟସ୍ତରୀୟ ସାଧାରଣତନ୍ତ୍ର ଦିବସ ପାଳନ, ଜାତୀୟ ପତାକା ଉତ୍ତୋଳନ କଲେ ରାଜ୍ୟପାଳ ଗଣେଶୀ ଲାଲ

ଭୁବନେଶ୍ୱର : ଭୁବନେଶ୍ୱର ମହାତ୍ମା ଗାନ୍ଧୀ ମାର୍ଗରେ ରାଜ୍ୟସ୍ତରୀୟ ସାଧାରଣତନ୍ତ୍ର ଦିବସ ଆୟୋଜିତ ହୋଇଯାଇଛି । ଏହି ସମାରୋହରେ ରାଜ୍ୟପାଳ ଗଣେଶୀ ଲାଲ ମୁଖ୍ୟ ଅତିଥି ଭାବେ ଯୋଗଦେଇ ଜାତୀୟ ପତାକା ଉତ୍ତୋଳନ କରିଥିବା ବେଳେ ଏହି ଉତ୍ସବରେ ସମ୍ମାନିତ ଅତିଥି ଭାବେ ଯୋଗ ଦେଇଥିଲେ ମୁଖ୍ୟମନ୍ତ୍ରୀ
Read More...

ରାଜ୍ୟରେ ୮ ହଜାର ତଳକୁ ଖସିଲା କରୋନା ସଂକ୍ରମଣ : ଗତ ୨୪ ଘଂଟାରେ ୭୪୨୬ ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ରାଜ୍ୟରେ ୮ ହଜାର ତଳକୁ ଖସିଲା କରୋନା ସଂକ୍ରମଣ । ଗତ ୨୪ ଘଂଟାରେ ୭୪୨୬ ଜଣ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଥିବା ସରକାରୀ ସୂତ୍ରରେ କୁହାଯାଇଛି । ସେମାନଙ୍କ ମଧ୍ୟରୁ ୮୬୭ ଜଣ ୦ରୁ ୧୮ ବର୍ଷ ବୟସ ରହିଛି । ଏବେ ସକ୍ରିୟ ରୋଗୀଙ୍କ ସଂଖ୍ୟା ୭୪୫୧୨ ନୂଆ
Read More...

ଉତ୍କଳ ସାମ୍ବାଦିକ ସଂଘ ପକ୍ଷରୁ ୭୩ତମ ସାଧାରଣତନ୍ତ୍ର ଦିବସ ପାଳିତ

ଭୁବନେଶ୍ୱର, (ସୁଶାନ୍ତ ସାହୁ) : ସ୍ଥାନୀୟ ସଂଘ କାର୍ଯ୍ୟାଳୟରେ ଉତ୍କଳ ସାମ୍ବାଦିକ ସଂଘ ପକ୍ଷରୁ ୭୩ତମ ସାଧାରଣତନ୍ତ୍ର ଦିବସ ପାଳିତ ହୋଇଯାଇଛି । ସଂଘର ରାଜ୍ୟ ସଭାପତି ବିଭୂତି ଭୁଷଣ କର ପତାକା ଉତ୍ତୋଳନ କରିଥିବା ବେଳେ ଏଥିରେ ସଂଘର ବରିଷ୍ଠ କାର୍ଯ୍ୟକର୍ତ୍ତାମାନେ ଉପସ୍ଥିତ ଥିଲେ ।
Read More...

ବରିଷ୍ଠ ସାମ୍ବାଦିକ ତୀର୍ଥବାସୀ ରଥ ଚାଲିଗଲେ

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ଦୈନିକ ଖବର କାଗଜ ‘ସମାଜ’ର ବରିଷ୍ଠ ସାମ୍ବାଦିକ ଗୋପ ବ୍ଲକର ପ୍ରତିନିଧି ତୀର୍ଥବାସୀ ରଥ (୬୧)ଙ୍କର ନିଜସ୍ୱ ବାସ ଭବନରେ ମୃତ୍ୟୁ ହୋଇଥିବା ଖବର ମିଳିଛି । ସୂଚନା ଅନୁସାରେ ଗତବର୍ଷ ସେ ବ୍ରେନ୍‌ଟ୍ୟୁମର ରୋଗରେ ପୀଡିତ ହୋଇ ଆମ୍ରରି ହସ୍‌ପିଟାଲରେ
Read More...

କୋଭିଡ଼ ସଂକ୍ରମଣ ପ୍ରତି ସତର୍କ ରୁହନ୍ତୁ

ଭୁବନେଶ୍ୱର, (କେପିଏନ୍‌ଏସ୍‌) : କୋଭିଡ୍‌ର ନୂଆ ପ୍ରଜାତି ଅଧିକ ସଂକ୍ରାମକ । କିନ୍ତୁ ସମସ୍ତଙ୍କ ଠାରେ ଲକ୍ଷଣ ପ୍ରକାଶ ପାଉନାହିଁ । ସାମାନ୍ୟ ଲକ୍ଷଣ ଦେଖାଦେଲେ ମଧ୍ୟ ପରୀକ୍ଷା କରନ୍ତୁ ଏବଂ ୭ଦିନ ଗୃହ ପୃଥକବାସରେ ରୁହନ୍ତୁ ବୋଲି ରାଜ୍ୟ ସୂଚନା ଓ ଲୋକ ସଂପର୍କ ବିଭାଗ ପକ୍ଷରୁ
Read More...

ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ପୁଣି ଆଉ ୭ ଜଣ ଆକ୍ରାନ୍ତଙ୍କ ଜୀବନ ନେଲା କରୋନା

ଭୁବନେଶ୍ଵର, (କେପିଏନ୍‌ଏସ୍‌) : ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ପୁଣି ଆଉ ୭ ଜଣ ଆକ୍ରାନ୍ତଙ୍କ ଜୀବନ ନେଲା କରୋନା । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ଜନିତ ମୃତ୍ୟୁ ସଂଖ୍ୟା ୮୫୩୨କୁ ବୃଦ୍ଧି ପାଇଛି । ମୃତକଙ୍କ ମଧ୍ୟରେ ଖୋର୍ଦ୍ଧା ଜିଲ୍ଲାରୁ ୩ଜଣ ରହିଥିବା ବେଳେ ଢେଙ୍କାନାଳ, ଯାଜପୁର,
Read More...

ରାଜ୍ୟରେ ୬ ହଜାର ତଳକୁ ଖସିଲା କରୋନା ସଂକ୍ରମଣ : ଗତ ୨୪ ଘଂଟାରେ ୫୮୯୧ ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ରାଜ୍ୟରେ ୮ ହଜାର ତଳକୁ ଖସିଲା କରୋନା ସଂକ୍ରମଣ । ଗତ ୨୪ ଘଂଟାରେ ୫୮୯୧ ଜଣ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଥିବା ସରକାରୀ ସୂତ୍ରରେ କୁହାଯାଇଛି । ସେମାନଙ୍କ ମଧ୍ୟରୁ ୮୫୨ ଜଣ ୦ରୁ ୧୮ ବର୍ଷ ବୟସ ରହିଛି । ଏବେ ସକ୍ରିୟ ରୋଗୀଙ୍କ ସଂଖ୍ୟା ୭୭୩୪୦ ନୂଆ
Read More...