Browsing Tag

bhubaneswar news

ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ପୁଣି ଆଉ ୭ ଜଣ ଆକ୍ରାନ୍ତଙ୍କ ମୁଣ୍ଡ ନେଲା କରୋନା

ଭୁବନେଶ୍ଵର, (କେପିଏନ୍‌ଏସ୍‌) : ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ପୁଣି ଆଉ ୭ ଜଣ ଆକ୍ରାନ୍ତଙ୍କ ମୁଣ୍ଡ ନେଲା କରୋନା । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ଜନିତ ମୃତ୍ୟୁ ସଂଖ୍ୟା ୮୫୧୪କୁ ବୃଦ୍ଧି ପାଇଛି । ମୃତକଙ୍କ ମଧ୍ୟରୁ ଅନୁଗୁଳ ଜିଲ୍ଲାରୁ ୨ ଜଣ ରହିଥିବା ବେଳେ ଭଦ୍ରକ, କଟକ, ଯାଜପୁର,
Read More...

ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୯ ହଜାର ତଳେ କରୋନା ସଂକ୍ରମଣ ସଂଖ୍ୟା

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ଗତ ୨୪ ଘଂଟା ମଧ୍ୟରେ ରାଜ୍ୟରେ ୮୮୪୫ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଥିବା ସରକାରୀ ସୂତ୍ରରେ କୁହାଯାଇଛି । ସେମାନଙ୍କ ମଧ୍ୟରୁ ୯୨୭ ଜଣ ୦ରୁ ୧୮ ବର୍ଷ ବୟସ ରହିଛି । ଏବେ ସକ୍ରିୟ ରୋଗୀଙ୍କ ସଂଖ୍ୟା ୮୮୧୫୦ ନୂଆ ଆକ୍ରାନ୍ତଙ୍କ ମଧ୍ୟରୁ ୫୧୨୮ ଜଣ
Read More...

ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ଦିଆଯାଇଥିବା ମାର୍ଗଦର୍ଶିକା ପାଳନ କରନ୍ତୁ ଓ ସୁରକ୍ଷିତ ରୁହନ୍ତୁ

ଭୁବନେଶ୍ୱର : କରୋନା ସଂକ୍ରମିତ ବ୍ୟକ୍ତି ଯଦି ଗୃହ ସଙ୍ଗରୋଧରେ ଅଛନ୍ତି, ତେବେ ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ଦିଆଯାଇଥିବା ମାର୍ଗଦର୍ଶିକା ପାଳନ କରନ୍ତୁ । ଏହା ଦ୍ୱାରା ସଂକ୍ରମିତ ନିଜେ ସୁରକ୍ଷିତ ରହିବା ସହ ତାଙ୍କ ଆଖପାଖ ଲୋକ ମଧ୍ୟ ସୁରକ୍ଷିତ ରହିବେ । ସଚେତନ ହୁଅନ୍ତୁ ଓ ସୁରକ୍ଷିତ
Read More...

ଦେଶର ଅନ୍ୟ ରାଜ୍ୟର ମୁଖ୍ୟମନ୍ତ୍ରୀଙ୍କୁ ପଛରେ ପକାଇ ନବୀନ ଶୀର୍ଷରେ

ଭୁବନେଶ୍ୱର : ଇଣ୍ଡିଆ ଟୁଡେ ମୁଡ୍ ଅଫ ଦ ନେସନ୍-୨୦୨୨ ‌ଜନମତ ସର୍ଭେରେ ଦେଶର ଅନ୍ୟ ରାଜ୍ୟର ମୁଖ୍ୟମନ୍ତ୍ରୀଙ୍କୁ ପଛରେ ପକାଇ ନବୀନ ଶୀର୍ଷରେ ରହିଛନ୍ତି । ଓଡ଼ିଶା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଦେଶର ଏକ ନମ୍ବର ମୁଖ୍ୟମନ୍ତ୍ରୀ ବୋଲି କୁହାଯାଇଛି । ରାଜ୍ୟର ୭୧.୧ ପ୍ରତିଶତ ଲୋକଙ୍କ ପସନ୍ଦ
Read More...

ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ପୁଣି ଆଉ ୬ ଜଣ ଆକ୍ରାନ୍ତଙ୍କ ଜୀବନ ନେଲା କରୋନା

ଭୁବନେଶ୍ଵର, (କେପିଏନ୍‌ଏସ୍‌) : ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ପୁଣି ଆଉ ୬ ଜଣ ଆକ୍ରାନ୍ତଙ୍କ ଜୀବନ ନେଲା କରୋନା । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ଜନିତ ମୃତ୍ୟୁ ସଂଖ୍ୟା ୮୫୦୭କୁ ବୃଦ୍ଧି ପାଇଛି । ମୃତକଙ୍କ ମଧ୍ୟରେ କଟକରୁ ଦୁଇ ଜଣ, ଅନୁଗୁଳ, ଢେଙ୍କାନାଳ, ଜଗତସିଂହପୁର ଓ ପୁରୀରୁ
Read More...

ରାଜ୍ୟରେ ଗତ ୨୪ ଘଂଟାରେ ୧୦ ହଜାର ତଳକୁ ଖସିଲା କରୋନା ସଂକ୍ରମଣ ସଂଖ୍ୟା

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ଗତ ୨୪ ଘଂଟା ମଧ୍ୟରେ ରାଜ୍ୟରେ ୯ ହଜାର ୮୩୩ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଥିବା ସରକାରୀ ସୂତ୍ରରେ କୁହାଯାଇଛି । ସେମାନଙ୍କ ମଧ୍ୟରୁ ୯୭୨ ଜଣ ୦ରୁ ୧୮ ବର୍ଷ ବୟସ ରହିଛି । ଏବେ ସକ୍ରିୟ ରୋଗୀଙ୍କ ସଂଖ୍ୟା ୮୯୭୦୨ ନୂଆ ଆକ୍ରାନ୍ତଙ୍କ ମଧ୍ୟରୁ ୫୬୯୯ ଜଣ
Read More...

ଅଙ୍ଗଦାନ ଶିବିର ପାଇଁ ଓଡିଶା-ମୋ ପରିବାରର ପ୍ରସ୍ତୁତି ବୈଠକ

ଭୁବନେଶ୍ୱର : ଓଡିଶା-ମୋ ପରିବାର ଆନୁକୂଲ୍ୟରେ ଆବାହକ ଅରୂପ ପଟ୍ଟନାୟକଙ୍କ ନିର୍ଦ୍ଦେଶ କ୍ରମେ ଆଜି ଅଙ୍ଗଦାନ ଶିବିରର ଏକ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଯାଇଛି । ଏହି ବୈଠକରେ ଭାରତ ଶରୀର ଓ ଅଙ୍ଗଦାନ ସମିତି ସଭାପତି ଡ. ପ୍ରଭାସ ଆଚାର୍ଯ୍ୟଙ୍କ ସହ ଓଡ଼ିଶା ମୋ ପରିବାରର ଯୁଗ୍ମ ସଂପାଦକ
Read More...

ଜାତୀୟ ଉଠାଦୋକାନୀ ଦିବସ ପାଳିତ

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ଆଜି ଜାତୀୟ ଉଠାଦୋକାନୀ ଦିବସ ଅବସରରେ, ନିଖିଳ ଉତ୍କଳ କ୍ଷୁଦ୍ର ବ୍ୟବସାୟୀ ମହାସଂଘ ଦ୍ୱାରା ଏକ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା । କାର୍ଯ୍ୟକ୍ରମଟି କୋଭିଡର ସମସ୍ତ ନିୟମାବଳୀକୁ ଦୃଷ୍ଟିରେ ରଖି ଆୟୋଜିତ ହୋଇଥିଲା । ଏଥିରେ ମୁଖ୍ୟ ଅତିଥି ଭାବେ ବିଏମସି
Read More...

ହୃଦ୍‌ଘାତରେ ଅଭିନେତା ପ୍ରିୟ ସୁନ୍ଦର ମିଶ୍ରଙ୍କ ଦେହାନ୍ତ

ଭୁବନେଶ୍ୱର : ଭେଟେରାନ ଅଭିନେତା ପ୍ରିୟ ସୁନ୍ଦର ମିଶ୍ର ଚାଲିଗଲେ । ଆଜି ସକାଳେ ହୃଦ୍‌ଘାତରେ ତାଙ୍କର ପରଲୋକ ହୋଇଥିବା ସୂଚନା ମିଳିଛି । ମୃତ୍ୟୁ ବେଳକୁ ତାଙ୍କୁ ୬୮ ବର୍ଷ ବୟସ ହୋଇଥିଲା । ଅନେକ ଫିଲ୍ମରେ ଚିତ୍ତାକର୍ଷକ ଅଭିନୟ କରି ସେ ନିଜର ଏକ ସ୍ୱତନ୍ତ୍ର ପରିଚୟ ସୃଷ୍ଟି କରିଥିଲେ ।
Read More...

ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ଆଉ ୭ ଜଣ ଆକ୍ରାନ୍ତଙ୍କ ଜୀବନ ନେଲା କରୋନା

ଭୁବନେଶ୍ଵର, (କେପିଏନ୍‌ଏସ୍‌) : ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ଆଉ ୭ ଜଣ ଆକ୍ରାନ୍ତଙ୍କ ଜୀବନ ନେଲା କରୋନା । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ଜନିତ ମୃତ୍ୟୁ ସଂଖ୍ୟା ୮୫୦୧କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ଵାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି ।
Read More...