Browsing Tag

bhubaneswar news

ଆଞ୍ଚଳିକ ଶିକ୍ଷା ପ୍ରତିଷ୍ଠାନର ୬୦ତମ କ୍ରୀଡା ଉତ୍ସବ ଉଦ୍‌ଘାଟିତ

ଭୁବନେଶ୍ୱର, (ପିଆଇବି) : ଖେଳକୁଦ ଦ୍ଵାରା କେବଳ ଶାରୀରିକ ବିକାଶ ନୁହେଁ ବୌଦ୍ଧିକ ବିକାଶ ବି ସମ୍ଭବପର ହୋଇଥାଏ । ଖେଳାଳି ନିଜେ ଦେଖିଥିବା ସ୍ଵପ୍ନକୁ ସାକାର କରିବାପାଇଁ ତା’ର ସାମର୍ଥ୍ୟ ଉପଯୋଗ କରି ସଫଳତା ହାସଲ କରିଥାଏ ବୋଲି ଆଞ୍ଚଳିକ ଶିକ୍ଷା ପ୍ରତିଷ୍ଠାନର ଅଧ୍ୟକ୍ଷ ପ୍ରଫେସର ପ୍ରକାଶ
Read More...

ରାଜ୍ୟରେ ଆଜିଠୁ ସକାଳୁଆ ସ୍କୁଲ୍, ୬ ରୁ ୧୦ ପାଠପଢା

ଭୁବନେଶ୍ୱର : ସାରା ରାଜ୍ୟରେ ଆଜିଠୁ ସକାଳୁଆ ସ୍କୁଲ । ଅସହ୍ୟ ଖରା ଓ ଗୁଳୁଗୁଳି ପାଇଁ ତାରିଖ ଓ ସମୟରେ ପରିବର୍ତ୍ତନ କରାଯାଇଛି । ସ୍କୁଲ୍‌ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ଏନେଇ ବିଧିବଦ୍ଧ ବିଜ୍ଞପ୍ତି ପ୍ରକାଶ ପାଇଛି । ପ୍ରଥମରୁ ଦ୍ୱାଦଶ ଶ୍ରେଣୀ ପର୍ଯ୍ୟନ୍ତ ସକାଳ ୬ଟା ୩୦ରୁ ସ୍କୁଲ ଖୋଲି
Read More...

ବିଧାନସଭାରେ ନାରୀ ନିର୍ଯ୍ୟାତନା ପ୍ରସଙ୍ଗରେ ହୁଇସିଲ ବଜାଇ କଂଗ୍ରେସର ପ୍ରତିବାଦ

ଭୁବନେଶ୍ୱର : କଂଗ୍ରେସ ବିଧାୟକ ହୁଇସିଲ୍ ବଜେଇଲେ । ବାଚସ୍ପତି ବିଧାନସଭାକୁ ମୁଲତବି ଘୋଷଣା କଲେ । ଗୁରୁବାର ବିଧାନସଭାରେ ଦେଖିବାକୁ ମିଳିଥିବା ରୋଚକ ଦୃଶ୍ୟ । ଉପ-ମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡା ଶୋକ ପ୍ରସ୍ତାବ ଆଗତ କରିବା ପରେ, ଗୃହରେ ଏହାକୁ ସମର୍ଥନ ଜଣାଇଥିଲେ ବିରୋଧୀ । ତେବେ
Read More...

ଆଜିଠୁ କାଳବୈଶାଖି

ଭୁବନେଶ୍ୱର : ୨୩ ତାରିଖ ଯାଏଁ ରାଜ୍ୟର ବିଭିନ୍ନ ସ୍ଥାନରେ କାଳବୈଶାଖି ପ୍ରଭାବରେ ବର୍ଷା ଘଡଘଡ଼ି ସମ୍ଭାବନା । ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଅରେଞ୍ଜ ଓ ୟେଲୋ ୱାର୍ଣ୍ଣିଂ ଜାରି। କାଳବୈଶାଖୀ ପ୍ରଭାବରେ ଦିନର ସର୍ବୋଚ୍ଚ ତାପମାତ୍ରା ହ୍ରାସ ପାଇଛି । ଆସନ୍ତା ଦୁଇ ଦିନ ମଧ୍ୟରେ
Read More...

ମୁଖ୍ୟମନ୍ତ୍ରୀଙ୍କୁ ଭେଟିଲେ ପୂର୍ବତନ ମନ୍ତ୍ରୀ ସ୍ୱର୍ଗତ ନବ ଦାସଙ୍କ ପତ୍ନୀ ମୀନତି ଦାସ

ପ୍ରକୃତ ଦୋଷୀକୁ ଧରାଯାଇ ଆଇନ ଅନୁଯାୟୀ ଦୃଷ୍ଟାନ୍ତମୂଳକ ଦଣ୍ଡବିଧାନ କରାଯିବ - ଭରସା ଦେଲେ ମୁଖ୍ୟମନ୍ତ୍ରୀ ଭୁବନେଶ୍ୱର : ପୂର୍ବତନ ମନ୍ତ୍ରୀ ସ୍ୱର୍ଗତ ନବ ଦାସଙ୍କ ହତ୍ୟାକାଣ୍ଡ ସମ୍ପର୍କରେ ଉଚିତ୍ ତଦନ୍ତ କରାଯାଇ ପ୍ରକୃତ ଦୋଷୀକୁ ଆଇନ ଅନୁଯାୟୀ ଦୃଷ୍ଟାନ୍ତମୂଳକ ଦଣ୍ଡବିଧାନ କରାଯିବ ।
Read More...

୨ ଭାଇଙ୍କୁ ଖଣ୍ଡାରେ ଆକ୍ରମଣ

ଭୁବନେଶ୍ୱର : ରାସ୍ତା ଉପରେ ଦୁଇ ଭାଇଙ୍କୁ ଖଣ୍ଡାରେ ଆକ୍ରମଣ । ୨ ଭାଇ ବାଇକରେ ଯାଉଥିବା ବେଳେ ପଛ ପଟୁ ଆସି ଆକ୍ରମଣ କଲେ ଦୁର୍ବୃତ୍ତ । ଏକ ବାଇକରେ ଆସି ଆକ୍ରମଣ କରି ୨ ଦୁର୍ବୃତ୍ତ ଫେରାର । ୨ ଦୁର୍ବୃତ୍ତ ମୁହଁରେ ମଙ୍କି କ୍ୟାପ୍ ପିନ୍ଧି ଆସିଥିଲେ । ବଡଗଡ ଥାନା ଅଞ୍ଚଳରେ ଘଟିଛି ଘଟଣା ।
Read More...

ରାଜ୍ୟରେ ଏପ୍ରିଲ ୨ ତାରିଖରୁ ସକାଳୁଆ ସ୍କୁଲ

ଭୁବନେଶ୍ୱର : ରାଜ୍ୟରେ ଏପ୍ରିଲ ୨ ତାରିଖରୁ ସକାଳୁଆ ସ୍କୁଲ । ପ୍ରବଳ ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ରଖି ରାଜ୍ୟ ସରକାର ଏଭଳି ନିଷ୍ପତ୍ତି ନେଇଛନ୍ତି । ଏ ନେଇ ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ସୁରେଶ ପୂଜାରୀ ସୂଚନା ପ୍ରଦାନ କରିଛନ୍ତି । ସକାଳ ୭ଟାରୁ ୯ଟା ଯାଏଁ ରାଜ୍ୟରେ
Read More...

ଗ୍ରୀଷ୍ମ ପ୍ରବାହ ମୁକାବିଲା ପାଇଁ ସରକାରଙ୍କ ପ୍ରସ୍ତୁତି

ଭୁବନେଶ୍ୱର : ରାଜ୍ୟରେ ବଢ଼ିଲାଣି ଖରାର ପ୍ରକୋପ । ବିଶେଷ କରି ପଶ୍ଚିମ ଓଡ଼ିଶାରେ ଅନୁଭୂତ ହେଉଛି ଖରା । ଏମିତିରେ ଗ୍ରୀଷ୍ମ ପ୍ରବାହ ମୁକାବିଲା ପାଇଁ ସରକାର ଆରମ୍ଭ କରିଦେଇଛନ୍ତି ପ୍ରସ୍ତୁତି । ଏହି କ୍ରମରେ ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ରଖି ସରକାର ସକାଳ ୭ରୁ ୯ଟା ଅଙ୍ଗନବାଡ଼ି ଚାଲିବା
Read More...

୨୦ରୁ ରାଜ୍ୟରେ ଝଡ଼ ବର୍ଷା, ବିଭିନ୍ନ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ

ଭୁବନେଶ୍ୱର : ଗୁରୁବାରଠାରୁ ରାଜ୍ୟରେ କାଳବୈଶାଖୀ । ଏହାର ପ୍ରଭାବରେ ବିଜୁଳି ଓ ଘଡ଼ଘଡ଼ି ସହ ବର୍ଷା ସମ୍ଭାବନା ଅଛି । ବାଲେଶ୍ୱର, ଭଦ୍ରକ, କେନ୍ଦୁଝର, ମୟୂରଭଞ୍ଜ ଓ କେନ୍ଦ୍ରାପଡ଼ାରେ ଘଡ଼ଘଡ଼ି ସହ ବର୍ଷା ହେବ । ଏସବୁ ଜିଲ୍ଲା ପାଇଁ ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଛି । ୪୦ରୁ ୫୦ କିମି ବେଗରେ ପବନ
Read More...

ଆଞ୍ଚଳିକ ଶିକ୍ଷା ପ୍ରତିଷ୍ଠାନ ପରିଦର୍ଶନ କଲେ ମିଜୋରାମର ଶିକ୍ଷକ-ପ୍ରଶିକ୍ଷକ ପ୍ରତିନିଧି ଦଳ

ଭୁବନେଶ୍ୱର, (ପିଆଇବି) : ମିଜୋରାମର ଆଇଜଲ୍ ସ୍ଥିତ ଜିଲ୍ଲା ଶିକ୍ଷା ପ୍ରଶିକ୍ଷଣ ପ୍ରତିଷ୍ଠାନର ଅଧ୍ୟକ୍ଷ ଏଚ୍. ଲୋଲଫକ ଜୁଆଲାଙ୍କ ନେତୃତ୍ୱରେ ସେଠାକାର ବାରଜଣ ଶିକ୍ଷକ - ପ୍ରଶିକ୍ଷକ ଆଜି ସ୍ଥାନୀୟ ଆଞ୍ଚଳିକ ଶିକ୍ଷା ପ୍ରତିଷ୍ଠାନର ଶୈକ୍ଷିକ ପରିଦର୍ଶନରେ ଆସିଛନ୍ତି । ସେମାନେ ବିଭିନ୍ନ
Read More...