୮ରୁ ବର୍ଷା ସମ୍ଭାବନା କାଳବୈଶାଖୀ ବର୍ଷାକୁ ନେଇ ୨୦ଜିଲ୍ଲା ପାଇଁ ସତର୍କତା
ଭୁବନେଶ୍ୱର : ଆସନ୍ତା ୨୪ ଘଣ୍ଟାରେ କାଳବୈଶାଖୀ ବର୍ଷା । ବିଜୁଳି ଘଡ଼ଘଡ଼ି ସହ ବର୍ଷା ସମ୍ଭାବନା । ୟେଲୋ ୱାର୍ଣ୍ଣିଂ ଜାରି କଲା ପାଣିପାଗ ବିଭାଗ । ପବନର ବେଗ ଘଣ୍ଟା ପ୍ରତି ୪୦-୫୦ କିଲୋମିଟର ରହିବ । ଏନେଇ ୨୦ ଜିଲ୍ଲାକୁ ସତର୍କତା ଜାରି କରାଯାଇଛି । ଜିଲ୍ଲା ଗୁଡ଼ିକ ହେଲା ସୁନ୍ଦରଗଡ଼,!-->…
Read More...
Read More...