ବ୍ୟାସକବି ଫକୀରମୋହନ ସେନାପତିଙ୍କ ୧୮୦ ତମ ଜୟନ୍ତୀ ପାଳିତ
ଭୁବନେଶ୍ୱର, (କେପିଏନ୍ଏସ୍) : ଏକାଧାରରେ ଜଣେ କବି, ଔପନ୍ୟାସିକ, ଦାର୍ଶନିକ ଏବଂ ସମାଜ ସଂସ୍କାରକ ଭାବେ ସୁପରିଚିତ ବ୍ୟାସକବି ଫକୀରମୋହନ ସେନାପତିଙ୍କ ୧୮୦ ତମ ଜୟନ୍ତୀ ଆଜି ରାଜ୍ୟ ସୂଚନା ଓ ଲୋକ ସଂପର୍କ ବିଭାଗ ପକ୍ଷରୁ ପାଳନ କରାଯାଇଛି । ଏହି ଅବସରରେ ଉତ୍କଳ ବିଶ୍ୱବିଦ୍ୟାଳୟ ସମ୍ମୁଖରେ!-->…
Read More...
Read More...