Browsing Tag

bhubaneswar news

ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ଆଉ ୩ ଜଣ ଆକ୍ରାନ୍ତଙ୍କ ପ୍ରାଣ ନେଲା କରୋନା

ଭୁବନେଶ୍ଵର, (କେପିଏନ୍‌ଏସ୍‌) : ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ଆଉ ୩ ଜଣ ଆକ୍ରାନ୍ତଙ୍କ ପ୍ରାଣ ନେଇଛି କରୋନା । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ଜନିତ ମୃତ୍ୟୁ ସଂଖ୍ୟା ୮୪୭୧ କୁ ବୃଦ୍ଧି ପାଇଛି । ମୃତକ ମାନେ ଅନୁଗୁଳ, କେନ୍ଦ୍ରାପଡା ଓ ନୟାଗଡରୁ ଜଣେ ଲେଖାଏଁ ବୋଲି ଜଣାପଡିଛି । ଏନେଇ
Read More...

ଗତ ୨୪ ଘଂଟାରେ ୧୦ ହଜାର ୫୯ ଜଣ ନୂଆ ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ଗତ ୨୪ ଘଂଟା ମଧ୍ୟରେ ରାଜ୍ୟରେ ୧୦୦୫୯ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଥିବା ସରକାରୀ ସୂତ୍ରରେ କୁହାଯାଇଛି । ସେମାନଙ୍କ ମଧ୍ୟରୁ ୮୭୨ ଜଣ ୦ରୁ ୧୮ ବର୍ଷ ବୟସ ରହିଛି । ଏବେ ସକ୍ରିୟ ରୋଗୀଙ୍କ ସଂଖ୍ୟା ୪୪୩୪୯ ନୂଆ ଆକ୍ରାନ୍ତଙ୍କ ମଧ୍ୟରୁ ୫୮୩୩ ଜଣ
Read More...

ସ୍ୱାମୀ ବିବେକାନନ୍ଦଙ୍କ ଜୟନ୍ତୀ ତଥା ଜାତୀୟ ଯୁବ ଦିବସ ପାଳିତ

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ରାଜ୍ୟ କ୍ରୀଡ଼ା ଓ ଯୁବସେବା ବିଭାଗ ପକ୍ଷରୁ ସ୍ୱାମୀ ବିବେକାନନ୍ଦଙ୍କ ଜୟନ୍ତୀ ତଥା ଜାତୀୟ ଯୁବ ଦିବସ ପାଳିତ ହୋଇଛି । କଳିଙ୍ଗ ଷ୍ଟାଡିୟମ ସ୍ଥିତ ସ୍ୱାମୀ ବିବେକାନନ୍ଦଙ୍କ ପ୍ରତିମୂର୍ତ୍ତିରେ ଶ୍ରଦ୍ଧାସୁମନ ଅର୍ପଣ କରାଯାଇଥିଲା । କୋଭିଡ୍ କଟକଣା ଯୋଗୁ
Read More...

ମହାନ ବିପ୍ଳବୀ ଚକରା ବିଷୋୟୀଙ୍କୁ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ତରଫରୁ ଶ୍ରଦ୍ଧାଞ୍ଜଳି

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ଆଜି ମହାନ ବିପ୍ଳବୀ ଚକରା ବିଷୋୟୀଙ୍କ ୧୯୯ତମ ଜୟନ୍ତୀ ଅବସରରେ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ତରଫରୁ ବିଭାଗୀୟ ସମ୍ମିଳନୀ କକ୍ଷରେ ଭକ୍ତିପୂତ ଶ୍ରଦ୍ଧାଞ୍ଜଳି ଅର୍ପଣ କରାଯାଇଛି । କୋଭିଡ୍-୧୯ ସଂକ୍ରମଣ ଦ୍ରୁତଗତିରେ ବଢ଼ି ଚାଲିଥିବାରୁ କୋଭିଡ୍
Read More...

ଲକ୍ଷ୍ମୀଧର ବେହେରା ଆଇଆଇଟି ମଣ୍ଡି ନିର୍ଦ୍ଦେଶକ ଭାବେ ନିଯୁକ୍ତ

ଭୁବନେଶ୍ୱର, (ସୁଶାନ୍‌ନ୍ତ ସାହୁ) : ଇଣ୍ଡିଆନ୍‌ ଇନ୍‌ଷ୍ଟିଚ୍ୟୁଟ୍‌ ଅଫ୍‌ ଟେକ୍ନୋଲୋଜି(ଆଇଆଇଟି) ମଣ୍ଡିର ନୂତନ ନିର୍ଦ୍ଦେଶକ ଭାବେ ଓଡ଼ିଆ ଶିକ୍ଷାବିତ୍‌ ପ୍ରଫେସର ଲକ୍ଷ୍ମୀଧର ବେହେରାଙ୍କୁ ନିଯୁକ୍ତ କରାଯାଇଛି । ଆଇଆଇଟି କାନ୍‌ପୁରରେ ଇଲେକ୍ଟ୍ରିକାଲ୍‌ ଇଞ୍ଜିନିୟରିଂ ବିଭାଗର ପୁନମ୍‌ ଏବଂ
Read More...

କୁକୁରଙ୍କୁ ସଂକ୍ରମିତ କରୁଛି ଭୟାନକ ଭାଇରସ୍‌ ପାର୍ଭୋ

ଭୁବନେଶ୍ୱର : ମଣିଷ ଉପରେ ଯେମିତି କରୋନାର କରାଳ ଛାୟା ଘେରି ରହିଛି, ସେହିପରି ଏବେ କୁକୁରଙ୍କ ଉପରେ ମାଡି ଆସୁଛି ପାର୍ଭୋ ଭାଇରସ । ସୂଚନା ଅନୁସାରେ ଏହି ଭାଇରସ ବୁଲା କୁୁକୁରଙ୍କୁ ଅଧିକ ପରିମାଣରେ ଆକ୍ରାନ୍ତ କରୁଛି । ଏହି ଭାଇରସ୍‌ ଛୋଟ କୁକୁର ଛୁଆଙ୍କ ଠାରେ ଦେଖାଯାଉଛି । ଏହି ରୋଗ
Read More...

ମିହିର ଦାସଙ୍କୁ ମରଣୋତ୍ତର ପଦ୍ମଶ୍ରୀ ସମ୍ମାନ ଦିଆଯିବା ସହ କଟକ ସହରର ଏକ ରାସ୍ତାକୁ ତାଙ୍କ ନାମରେ ନାମିତ କରାଯାଉ ବୋଲି…

ଭୁବନେଶ୍ୱର : ଓଡିଆ ଫିଲ୍ମ ଇଣ୍ଡଷ୍ଟ୍ରୀର ବହୁ ଚର୍ଚ୍ଚିତ କଳାକାର ମିହିର ଦାସଙ୍କ ପରଲୋକ ପରେ ତାଙ୍କୁ ମରଣୋତ୍ତର ପଦ୍ମଶ୍ରୀ ସମ୍ମାନ ଦିଆଯିବା ସହ କଟକ ସହରର ଏକ ରାସ୍ତାକୁ ତାଙ୍କ ନାଁ' ରେ ନାମିତ କରାଯାଉ ବୋଲି କହିଲେ ଅଭିନେତା ଶ୍ରୀତମ ଦାସ । ବୁଧବାର ମିହିର ଦାସଙ୍କ ଶେଷକୃତ୍ୟ ସମୟରେ
Read More...

ଧରାପଡିଲା ହେରୋଇନ୍‌ କାରବାରର ମାଷ୍ଟର ମାଇଣ୍ଡ

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ପଶ୍ଚିମବଙ୍ଗ ବର୍ଦ୍ଧମାନରେ ୬୫ କୋଟି ଟଙ୍କାର ହେରୋଇନ୍‌ ଜବତ ଘଟଣାରେ ସଂପୃକ୍ତ ମାଷ୍ଟର ମାଇଣ୍ଡ ଲାଲନ୍‌ ସାହା ଧରାପଡିଥିବା ଜଣାପଡିଛି । ସୂଚନା ଅନୁସାରେ ଜଳେଶ୍ୱରରୁ ସମ୍ପୃକ୍ତ ଅଭିଯୁକ୍ତ ସ୍ପେସାଲ ଟାକ୍ସ ଫୋର୍ସ ଟିମ୍‌ ଦ୍ୱାରା ଗିରଫ ହୋଇଥିବା ଜଣାପଡିଛି
Read More...

ପଞ୍ଚଭୂତରେ ଲୀନ ହେଲେ ମହାନ ଅଭିନେତା ମିହିର ଦାସ

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ମହାନ ଅଭିନେତା ମିହିର ଦାସଙ୍କ ପାର୍ଥିବ ଶରୀର ଆଜି ପଞ୍ଚଭୂତରେ ମିଶି ଯାଇଛି । ସୂଚନା ଅନୁସାରେ କଟକର ସତୀଚୌରା ଶ୍ମଶାନରେ ତାଙ୍କର ଶେଷ କୃତ୍ୟ ସମ୍ପନ୍ନ ହୋଇଯାଇଛି । ତାଙ୍କର ଅନେକ ପ୍ରଶଂସକ ସେଠାରେ ଉପସ୍ଥିତ ରହିଥିଲେ । ମିହିର ଦାସ ଅମର ରହେ ଧ୍ୱନିରେ
Read More...

ଗତ ୨୪ ଘଂଟାରେ ୮୭୭୮ ଜଣ ନୂଆ ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ଗତ ୨୪ ଘଂଟା ମଧ୍ୟରେ ରାଜ୍ୟରେ ୮୭୭୮ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଥିବା ସରକାରୀ ସୂତ୍ରରେ କୁହାଯାଇଛି । ସେମାନଙ୍କ ମଧ୍ୟରୁ ୭୯୨ ଜଣ ୦ରୁ ୧୮ ବର୍ଷ ବୟସ ରହିଛି । ଏବେ ସକ୍ରିୟ ରୋଗୀଙ୍କ ସଂଖ୍ୟା ୩୫୨୪୨ ନୂଆ ଆକ୍ରାନ୍ତଙ୍କ ମଧ୍ୟରୁ ୫୦୯୬ ଜଣ
Read More...