Browsing Tag

bhubaneswar news

ଅଧିକ ସତର୍କତା, ଅଧିକ ସୁରକ୍ଷା

ଭୁବନେଶ୍ୱର, (କେପିଏନ୍‌ଏସ୍‌) : କରୋନା ଭୂତାଣୁ ସଂକ୍ରମଣର ୩ୟ ଲହର ପରିପ୍ରେକ୍ଷୀରେ ଆମକୁ ଅଧିକ ସତର୍କତା ଅବଲମ୍ବନ କରିବାକୁ ପଡିବ । ଅଯଥା ମିଳାମିଶା, ଭିଡ, ଜନଗହଳି ସ୍ଥାନରୁ ଦୂରେଇ ରୁହନ୍ତୁ । ସଠିକ୍ ଭାବରେ ମାସ୍କ ପରିଧାନ ନିଶ୍ଚିତ କରନ୍ତୁ । ଏନେଇ ରାଜ୍ୟ ସୂଚନା ଓ ଲୋକ ସଂପର୍କ…
Read More...

ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ପୁଣି ଆଉ ୪ ଜଣ ଆକ୍ରାନ୍ତଙ୍କ ପ୍ରାଣ ନେଲା କରୋନା

ଭୁବନେଶ୍ଵର, (କେପିଏନ୍‌ଏସ୍‌) : ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ପୁଣି ଆଉ ୪ ଜଣ ଆକ୍ରାନ୍ତଙ୍କ ପ୍ରାଣ ନେଲା କରୋନା । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ଜନିତ ମୃତ୍ୟୁ ସଂଖ୍ୟା ୮୪୭୬କୁ ବୃଦ୍ଧି ପାଇଛି । ମୃତକଙ୍କ ମଧ୍ୟରେ ଭଦ୍ରକ ଓ ସୁନ୍ଦରଗଡ଼ ଜିଲ୍ଲାରୁ ଜଣେ ଲେଖାଁଏ ପୁରୁଷ ଆକ୍ରାନ୍ତ…
Read More...

ଗତ ୨୪ ଘଂଟାରେ ୧୦ ହଜାର ୨୭୩ ଜଣ ନୂଆ ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ଗତ ୨୪ ଘଂଟା ମଧ୍ୟରେ ରାଜ୍ୟରେ ୧୦ ହଜାର ୨୭୩ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଥିବା ସରକାରୀ ସୂତ୍ରରେ କୁହାଯାଇଛି । ସେମାନଙ୍କ ମଧ୍ୟରୁ ୧୦୬୫ ଜଣ ୦ରୁ ୧୮ ବର୍ଷ ବୟସ ରହିଛି । ଏବେ ସକ୍ରିୟ ରୋଗୀଙ୍କ ସଂଖ୍ୟା ୫୩୧୭୧ ନୂଆ ଆକ୍ରାନ୍ତଙ୍କ ମଧ୍ୟରୁ ୫୯୬୨ ଜଣ…
Read More...

ରେଳ ପ୍ରକଳ୍ପ ପାଇଁ ଜମି ଅଧିଗ୍ରହଣ ସଂପର୍କରେ ସମୀକ୍ଷା ବୈଠକ

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ରାଜ୍ୟରେ ଚାଲୁ ରହିଥିବା ସମସ୍ତ ରେଳ ପ୍ରକଳ୍ପ ପାଇଁ ଥିବା ଜମି ଅଧିଗ୍ରହଣ ଓ ଏ କ୍ଷେତ୍ରରେ ଥିବା ସମସ୍ତ ଅସୁବିଧା ଦୂର କରିବା ଦିଗରେ ଏକ ସମୀକ୍ଷା ବୈଠକ ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗର ପ୍ରମୁଖ ଶାସନ ସଚିବ ସତ୍ୟବ୍ରତ ସାହୁଙ୍କ ଅଧ୍ୟକ୍ଷତାରେ…
Read More...

ଓଡ଼ିଶାର ବରପୁତ୍ର ରାଜା ରାମଚନ୍ଦ୍ର ମର୍ଦ୍ଦରାଜ ଦେଓଙ୍କ ଜୟନ୍ତୀ ପାଳନ

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ଓଡ଼ିଶାର ବରପୁତ୍ର ରାଜା ରାମଚନ୍ଦ୍ର ମର୍ଦ୍ଦରାଜ ଦେଓଙ୍କ ଜୟନ୍ତୀ ଅବସରରେ ସୂଚନା ଓ ଲୋକସମ୍ପର୍କ ବିଭାଗ ପକ୍ଷରୁ ଗତକାଲି ବିଭାଗୀୟ ସମ୍ମିଳନୀ କକ୍ଷଠାରେ ଭକ୍ତିପୂତ ଶ୍ରଦ୍ଧାଞ୍ଜଳି ଅର୍ପଣ କରାଯାଇଛି । କୋଭିଡ୍ ମାର୍ଗଦର୍ଶିକାର କଡାକଡି ଅନୁପାଳନ ସହ ରାଜା…
Read More...

ଆସନ୍ତା ଜାନୁଆରୀ ୧୪ ଓ ୧୫ ତାରିଖ ଓଡିଶାର ଜିଲ୍ଲାଗୁଡିକର ଅଧିକାଂଶ ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ସମ୍ଭାବନା

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ଆସନ୍ତା ଜାନୁଆରୀ ୧୪ ଓ ୧୫ ତାରିଖ ଓଡିଶାର ଜିଲ୍ଲାଗୁଡିକର ଅଧିକାଂଶ ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ସମ୍ଭାବନା ରହିଥିବା ରାଜ୍ୟ ପାଣିପାଗ ବିଭାଗ ପକ୍ଷରୁ କୁହାଯାଇଛି । ଏଥିପାଇଁ ୟେଲୋ ଓ୍ଵାର୍ଣ୍ଣିଂ ଜାରି କରାଯାଇଛି । ରାଜ୍ୟରେ ଆଉ ଦୁଇ ଦିନ ଯାଏଁ…
Read More...

ଓସିଏସ୍‌ ମେନ୍‌ ପରୀକ୍ଷା ସ୍ଥଗିତ ରଖିବାକୁ ମୁଖ୍ୟମନ୍ତ୍ରୀଙ୍କ ନିକଟରେ ଅନୁରୋଧ କଲେ ପରୀକ୍ଷାର୍ଥୀ

ଭୁବନେଶ୍ୱର, (କେପିଏନ୍‌ଏସ୍‌) : କରୋନା ମହାମାରୀ ପୁଣି ହୁହୁ ହୋଇ ବଢିବାରେ ଲାଗିଲାଣି । ତେବେ କରୋନା ସ୍ଥିତି ସ୍ୱାଭାବିିକ ନ ହେବା ଯାଏ ଓଡିଶା ସିଭିଲ ସର୍ଭିସ ମେନ୍‌ ପରୀକ୍ଷା ସ୍ଥଗିତ ରଖିବାକୁ ମୁଖ୍ୟମନ୍ତ୍ରୀଙ୍କ ନିକଟରେ ଅନୁରୋଧ କରିଛନ୍ତି ପରୀକ୍ଷାର୍ଥୀ । ଆସନ୍ତା ୨୦ରୁ ପରୀକ୍ଷା…
Read More...

ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ଆଉ ୩ ଜଣ ଆକ୍ରାନ୍ତଙ୍କ ପ୍ରାଣ ନେଲା କରୋନା

ଭୁବନେଶ୍ଵର, (କେପିଏନ୍‌ଏସ୍‌) : ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ଆଉ ୩ ଜଣ ଆକ୍ରାନ୍ତଙ୍କ ପ୍ରାଣ ନେଇଛି କରୋନା । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ଜନିତ ମୃତ୍ୟୁ ସଂଖ୍ୟା ୮୪୭୧ କୁ ବୃଦ୍ଧି ପାଇଛି । ମୃତକ ମାନେ ଅନୁଗୁଳ, କେନ୍ଦ୍ରାପଡା ଓ ନୟାଗଡରୁ ଜଣେ ଲେଖାଏଁ ବୋଲି ଜଣାପଡିଛି । ଏନେଇ…
Read More...

ଗତ ୨୪ ଘଂଟାରେ ୧୦ ହଜାର ୫୯ ଜଣ ନୂଆ ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ଗତ ୨୪ ଘଂଟା ମଧ୍ୟରେ ରାଜ୍ୟରେ ୧୦୦୫୯ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଥିବା ସରକାରୀ ସୂତ୍ରରେ କୁହାଯାଇଛି । ସେମାନଙ୍କ ମଧ୍ୟରୁ ୮୭୨ ଜଣ ୦ରୁ ୧୮ ବର୍ଷ ବୟସ ରହିଛି । ଏବେ ସକ୍ରିୟ ରୋଗୀଙ୍କ ସଂଖ୍ୟା ୪୪୩୪୯ ନୂଆ ଆକ୍ରାନ୍ତଙ୍କ ମଧ୍ୟରୁ ୫୮୩୩ ଜଣ…
Read More...

ସ୍ୱାମୀ ବିବେକାନନ୍ଦଙ୍କ ଜୟନ୍ତୀ ତଥା ଜାତୀୟ ଯୁବ ଦିବସ ପାଳିତ

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ରାଜ୍ୟ କ୍ରୀଡ଼ା ଓ ଯୁବସେବା ବିଭାଗ ପକ୍ଷରୁ ସ୍ୱାମୀ ବିବେକାନନ୍ଦଙ୍କ ଜୟନ୍ତୀ ତଥା ଜାତୀୟ ଯୁବ ଦିବସ ପାଳିତ ହୋଇଛି । କଳିଙ୍ଗ ଷ୍ଟାଡିୟମ ସ୍ଥିତ ସ୍ୱାମୀ ବିବେକାନନ୍ଦଙ୍କ ପ୍ରତିମୂର୍ତ୍ତିରେ ଶ୍ରଦ୍ଧାସୁମନ ଅର୍ପଣ କରାଯାଇଥିଲା । କୋଭିଡ୍ କଟକଣା ଯୋଗୁ…
Read More...