ଆଞ୍ଚଳିକ ଶିକ୍ଷା ପ୍ରତିଷ୍ଠାନ ପରିଦର୍ଶନ କଲେ ମିଜୋରାମର ଶିକ୍ଷକ-ପ୍ରଶିକ୍ଷକ ପ୍ରତିନିଧି ଦଳ
ଭୁବନେଶ୍ୱର, (ପିଆଇବି) : ମିଜୋରାମର ଆଇଜଲ୍ ସ୍ଥିତ ଜିଲ୍ଲା ଶିକ୍ଷା ପ୍ରଶିକ୍ଷଣ ପ୍ରତିଷ୍ଠାନର ଅଧ୍ୟକ୍ଷ ଏଚ୍. ଲୋଲଫକ ଜୁଆଲାଙ୍କ ନେତୃତ୍ୱରେ ସେଠାକାର ବାରଜଣ ଶିକ୍ଷକ - ପ୍ରଶିକ୍ଷକ ଆଜି ସ୍ଥାନୀୟ ଆଞ୍ଚଳିକ ଶିକ୍ଷା ପ୍ରତିଷ୍ଠାନର ଶୈକ୍ଷିକ ପରିଦର୍ଶନରେ ଆସିଛନ୍ତି । ସେମାନେ ବିଭିନ୍ନ!-->…
Read More...
Read More...