Browsing Tag

bhubaneswar news

ରାଜ୍ୟର ୭୩୦୦ ପଞ୍ଜିକୃତ ଖବରକାଗଜ ହକର ପାଇଲେ ଜଣକେ ୬୦୦୦ ଟଙ୍କା କୋଭିଡ଼ ସହାୟତା

• ରାଜ୍ୟର ଖବରକାଗଜ-ହକରଙ୍କୁ ସମୁଦାୟ ୪.୩୮ କୋଟି ଟଙ୍କା ମୁଖ୍ୟମନ୍ତ୍ରୀଙ୍କ କୋଭିଡ଼ ସହାୟତା• ଭାରତ ଇତିହାସରେ ମୁଖ୍ୟମନ୍ତ୍ରୀଙ୍କ ଏକ ଯୁଗାନ୍ତକାରୀ ପଦକ୍ଷେପ• ଦୁଃଖ ବୁଝିଥିବାରୁ ରାଜ୍ୟର ଖବରକାଗଜ ହକରମାନେ ମୁଖ୍ୟମନ୍ତ୍ରୀଙ୍କୁ କୃତଜ୍ଞତା ଜଣାଇଲେ ଭୁବନେଶ୍ୱର, (କେ.ସତ୍ୟନାରାୟଣ
Read More...

ଦାବୀ ପୁରଣ ନ ହେଲେ ରାଜରାସ୍ତାକୁ ଓହ୍ଲାଇବ ରାଜ୍ୟ ପ୍ରାଥମିକ ଶିକ୍ଷକ ଏକ୍ସ କ୍ୟାଡ଼ର ମହାସଂଘ

ଭୁବନେଶ୍ୱର, (ମମତା ମହାକୁର) : ରାଜ୍ୟ ସରକାରଙ୍କ ତରଫରୁ ଗତ ମଙ୍ଗଳବାର ଓଡିଶା ମାଧ୍ୟମିକ ଶିକ୍ଷା ପରିଷଦ ବିଂଜ୍ଞପ୍ତି ନ:-୯୮୯ ତା:-୨୧-୧୨-୨୧ରେ ଓଡିଶା ସେକେଣ୍ଡାରୀ ସ୍କୁଲ ଟିଚର ଏଲିଜିବିଲିଟି ଟେଷ୍ଟ ମାପଦଣ୍ତ କୋହଳ କରାଯାଇଥିବା ଉଭୟ ସାଧାରଣ ବର୍ଗ ଏବଂ ଅନୁସୂଚିତ ଜନଜାତି, ହରିଜନ,
Read More...

ଆଞ୍ଚଳିକ ଜନ ସମ୍ପର୍କ କାର୍ଯ୍ୟାଳୟ ଭୁବନେଶ୍ୱରର ଅତିରିକ୍ତ ମହାନିର୍ଦ୍ଦେଶକ ହେଲେ ଅଖିଳ କୁମାର ମିଶ୍ର

ଭୁବନେଶ୍ୱର, (ପିଆଇବି) : ଭାରତୀୟ ସୂଚନା ସେବାର ବରିଷ୍ଠ ଅଧିକାରୀ ଅଖିଳ କୁମାର ମିଶ୍ର କେନ୍ଦ୍ର ସୂଚନା ଏବଂ ପ୍ରସାରଣ ମନ୍ତ୍ରଣାଳୟ ଅଧୀନ ଆଞ୍ଚଳିକ ଜନ ସମ୍ପର୍କ କାର୍ୟ୍ୟାଳୟ(ଆରଓବି), ଭୁବନେଶ୍ବରର ଅତିରିକ୍ତ ମହାନିର୍ଦ୍ଦେଶକ ଭାବରେ ଦାୟିତ୍ଵ ଗ୍ରହଣ କରିଛନ୍ତି ।ଏହା ପୂର୍ବରୁ ସେ ସୂଚନା ଓ
Read More...

କୃଷକ ପରିଚୟ ପତ୍ର ପ୍ରଦାନ କରାଯିବାକୁ ରାଜ୍ୟ ସରକାରଙ୍କ ନିଷ୍ପତ୍ତି

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ରାଜ୍ୟର ସମସ୍ତ କୃଷକ ଯଥା ଭୂମିହୀନ, କୃଷି ଶ୍ରମିକ, ଭାଗଚାଷୀ, ଜମିଥିବା ଚାଷୀ, ପ୍ରାଣୀ ସମ୍ପଦ ଓ ମାଛଚାଷୀ, ମାଛ ଧରୁଥିବା ବ୍ୟକ୍ତି, ଉଦ୍ୟାନ କୃଷି ଓ ଜଙ୍ଗଲ ଉପରେ ନିର୍ଭର କରୁଥିବା ବ୍ୟକ୍ତିଙ୍କୁ ପ୍ରଦାନ କରାଯିବ କୃଷକ ପରିଚୟ ପତ୍ର । ବିଭିନ୍ନ ଯୋଜନାର
Read More...

ସାପ୍ତାହିକ ଖବର କାଗଜ ‘ଅଭିନନ୍ଦନ’ର ୧୩ତମ ସ୍ୱନକ୍ଷତ୍ର ଉତ୍ସବ

ଭୁବନେଶ୍ୱର, (ସୁଶାନ୍ତ ସାହୁ) : ବାଲେଶ୍ୱରରୁ ପ୍ରକାଶିତ ସାପ୍ତାହିକ ଖବରକାଗଜ ‘ଅଭିନନ୍ଦନ’ର ୧୩ତମ ସ୍ୱନକ୍ଷତ୍ର ଉତ୍ସବ ଭୁବନେଶ୍ୱରସ୍ଥିତ ଜୟଦେବ ଭବନଠାରେ ଅନୁଷ୍ଠିତ ହୋଇଯାଇଛି । ଅଭିନନ୍ଦନର ସମ୍ପାଦକ ଇଂ ଜଗଦୀଶ ମିଶ୍ରଙ୍କ ସଭାପତିତ୍ୱରେ ଅନୁଷ୍ଠିତ ଏହି ଉତ୍ସବରେ ମୁଖ୍ୟ ଅତିଥି ଭାବେ
Read More...

ରାଜ୍ୟରେ ଗତ ୨୪ ଘଣ୍ଟାରେ ଆଉ ଜଣେ ଆକ୍ରାନ୍ତଙ୍କ ପ୍ରାଣ ନେଲା କରୋନା

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ରାଜ୍ୟରେ ଗତ ୨୪ ଘଣ୍ଟାରେ ଆଉ ଜଣେ କରୋନା ଆକ୍ରାନ୍ତ ପ୍ରାଣ ହରାଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୮୪୪୭ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ଵାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି । ସୂଚନା
Read More...

ଗତ ୨୪ ଘଂଟାରେ ୧୮୩ ଜଣ ନୂଆ ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ଗତ ୨୪ ଘଂଟା ମଧ୍ୟରେ ରାଜ୍ୟରେ ୧୮୩ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଥିବା ସରକାରୀ ସୂତ୍ରରେ କୁହାଯାଇଛି । ସେମାନଙ୍କ ମଧ୍ୟରୁ ୩୦ ଜଣ ୦ରୁ ୧୮ ବର୍ଷ ବୟସ ରହିଛି । ଏବେ ସକ୍ରିୟ ରୋଗୀଙ୍କ ସଂଖ୍ୟା ୧୮୦୪ ନୂଆ ଆକ୍ରାନ୍ତଙ୍କ ମଧ୍ୟରୁ ୧୦୮ ଜଣ କ୍ୱାରେନ୍‌ଟାଇନ୍‌ରୁ
Read More...

ଗତ ୨୪ ଘଂଟାରେ ୧୪୬ ଜଣ ନୂଆ ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ଗତ ୨୪ ଘଂଟା ମଧ୍ୟରେ ରାଜ୍ୟରେ ୧୪୬ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଥିବା ସରକାରୀ ସୂତ୍ରରେ କୁହାଯାଇଛି । ସେମାନଙ୍କ ମଧ୍ୟରୁ ୨୫ ଜଣ ୦ରୁ ୧୮ ବର୍ଷ ବୟସ ରହିଛି । ଏବେ ସକ୍ରିୟ ରୋଗୀଙ୍କ ସଂଖ୍ୟା ୧୭୯୨ ନୂଆ ଆକ୍ରାନ୍ତଙ୍କ ମଧ୍ୟରୁ ୮୬ ଜଣ କ୍ୱାରେନ୍‌ଟାଇନ୍‌ରୁ
Read More...

ଚାଲିଗଲେ ବରିଷ୍ଠ ସାମ୍ବାଦିକ ବନ ବିହାରୀ ମହାନ୍ତି

ଭୁବନେଶ୍ୱର, (ସୁଶାନ୍ତ ସାହୁ) : ଚାଲିଗଲେ ବରିଷ୍ଠ ସାମ୍ବାଦିକ ବନ ବିହାରୀ ମହାନ୍ତି । ତାଙ୍କ ମୃତ୍ୟୁ ବେଳକୁ ତାଙ୍କୁ ୭୧ ବର୍ଷ ବୟସ ହେଉଥିଲା । ସେ ଦୀର୍ଘ ଦିନରୁ ଅସୁସ୍ଥ ଥିବା ବେଳେ ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର ଦେହାନ୍ତ ହୋଇଛି । ବନ ବିହାରୀ ମହାନ୍ତି ଦୀର୍ଘ ଦିନ ଧରି ବିଭିନ୍ନ
Read More...

ଗତ ୨୪ ଘଂଟାରେ ୧୯୩ ଜଣ ନୂଆ ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ଗତ ୨୪ ଘଂଟା ମଧ୍ୟରେ ରାଜ୍ୟରେ ୧୯୩ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଥିବା ସରକାରୀ ସୂତ୍ରରେ କୁହାଯାଇଛି । ସେମାନଙ୍କ ମଧ୍ୟରୁ ୩୪ ଜଣ ୦ରୁ ୧୮ ବର୍ଷ ବୟସ ରହିଛି । ଏବେ ସକ୍ରିୟ ରୋଗୀଙ୍କ ସଂଖ୍ୟା ୧୮୯୪ ନୂଆ ଆକ୍ରାନ୍ତଙ୍କ ମଧ୍ୟରୁ ୧୧୨ ଜଣ କ୍ୱାରେନ୍‌ଟାଇନ୍‌ରୁ
Read More...