Browsing Tag

bhubaneswar news

ଏକା ଥରକେ ୭ ହଜାର ଶିକ୍ଷକ ପାଇବେ ନିଯୁକ୍ତି : ସୂଚନା ଦେଲେ ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ

ଭୁବନେଶ୍ୱର, (ସୁଶାନ୍ତ ସାହୁ) : ଏକା ଥରକେ ୭ ହଜାର ଶିକ୍ଷକ ପାଇବେ ନିଯୁକ୍ତି । ଏନେଇ ସୂଚନା ଦେଇଛନ୍ତି ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାସ । ପ୍ରଥମ ପର୍ଯ୍ୟାୟରେ ୧୧ ହଜାର ଶିକ୍ଷକ ନିଯୁକ୍ତି ପାଇଁ ସରକାରଙ୍କ ଟାର୍ଗେଟ ରଖିଥିଲେ । ଏ ନେଇ ରାଜ୍ୟ ଗଣଶିକ୍ଷା ବିଭାଗ ପକ୍ଷରୁ
Read More...

ଖୋର୍ଦ୍ଧା ଜିଲ୍ଲାରେ ବିଜୁ ସ୍ଵାସ୍ଥ୍ୟ କଲ୍ୟାଣ ଯୋଜନା ଅଧୀନରେ ସ୍ମାର୍ଟ ହେଲ୍‌ଥ କାର୍ଡ ବଣ୍ଟନର ଶୁଭାରମ୍ଭ କଲେ…

ଭୁବନେଶ୍ୱର, (ସୁଶାନ୍ତ ସାହୁ) : ଆଜି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଖୋର୍ଦ୍ଧା ଜିଲ୍ଲାକୁ ଗସ୍ତ କରି ବିଜୁ ସ୍ଵାସ୍ଥ୍ୟ କଲ୍ୟାଣ ଯୋଜନା ଅଧୀନରେ ସ୍ମାର୍ଟ ହେଲ୍‌ଥ କାର୍ଡ ବଣ୍ଟନର ଶୁଭାରମ୍ଭ କରିଛନ୍ତି । ଖୋର୍ଦ୍ଧାର ପ୍ରାୟ ୧୪ ଲକ୍ଷ ଲୋକ ସ୍ମାର୍ଟ କାର୍ଡ ପାଇବାକୁ ଥିବା ବେଳେ
Read More...

ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୨ ଜଣ ଆକ୍ରାନ୍ତଙ୍କ ପ୍ରାଣ ନେଲା କରୋନା

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୨ ଜଣଙ୍କ କରୋନା ଆକ୍ରାନ୍ତ ପ୍ରାଣ ହରାଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ଜନିତ ମୃତ୍ୟୁ ସଂଖ୍ୟା ୮୪୩୬ ବୃଦ୍ଧି ପାଇଛି । ମୃତକ ମଧ୍ୟରେ ବରଗଡ଼ ଓ ଖୋର୍ଦ୍ଧା ଜିଲ୍ଲାରୁ ଜଣେ ଲେଖାଁଏ ହୋଇଥିବା ଜଣାପଡିଛି । ଏନେଇ
Read More...

ଗତ ୨୪ ଘଂଟାରେ ୧୭୮ ଜଣ ନୂଆ ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ଗତ ୨୪ ଘଂଟା ମଧ୍ୟରେ ରାଜ୍ୟରେ ୧୭୮ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଥିବା ସରକାରୀ ସୂତ୍ରରେ କୁହାଯାଇଛି । ସେମାନଙ୍କ ମଧ୍ୟରୁ ୩୭ ଜଣ ୦ରୁ ୧୮ ବର୍ଷ ବୟସ ରହିଛି । ଏବେ ସକ୍ରିୟ ରୋଗୀଙ୍କ ସଂଖ୍ୟା ୧୮୯୮ ନୂଆ ଆକ୍ରାନ୍ତଙ୍କ ମଧ୍ୟରୁ ୧୦୫ ଜଣ କ୍ୱାରେନ୍‌ଟାଇନ୍‌ରୁ
Read More...

ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ଆଉ ଜଣେ ଆକ୍ରାନ୍ତଙ୍କ ପ୍ରାଣ ନେଲା କରୋନା

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ଆଉ ଜଣେ କରୋନା ଆକ୍ରାନ୍ତ ପ୍ରାଣ ହରାଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ଜନିତ ମୃତ୍ୟୁ ସଂଖ୍ୟା ୮୪୩୪ବୃଦ୍ଧି ପାଇଛି । ମୃତକ ଭଦ୍ରକ ଜିଲ୍ଲାର ହୋଇଥିବା ଜଣାପଡିଛି । ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ
Read More...

ବରିଷ୍ଠ ସାମ୍ବାଦିକ ସତ୍ୟନାରାୟଣ ବେହେରାଙ୍କୁ ଶ୍ରଦ୍ଧାଞ୍ଜଳି ଜ୍ଞାପନ

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ବରିଷ୍ଠ ସାମ୍ବାଦିକ ସତ୍ୟନାରାୟଣ ବେହେରାଙ୍କୁ ଗତକାଲି ଦ୍ୱାଦଶାହ ଅବସରରେ ଉତ୍କଳ ସାମ୍ବାଦିକ ସଂଘ ପକ୍ଷରୁ ଶ୍ରଦ୍ଧାଞ୍ଜଳି ଅର୍ପଣ କରାଯାଇଛି । ଶ୍ରଦ୍ଧାଞ୍ଜଳି ସଭାରେ ରାଜ୍ୟ ସଭାପତି ବିଭୁତି ଭୁଷଣ କର ଅଧ୍ୟକ୍ଷତା କରି ସ୍ୱର୍ଗତ ବେହେରାଙ୍କୁ ଜଣେ ବହୁ ମୁଖୀ
Read More...

ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ଆଉ ୨ ଜଣ ଆକ୍ରାନ୍ତଙ୍କ ପ୍ରାଣ ନେଲା କରୋନା

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ଆଉ ୨ ଜଣ କରୋନା ଆକ୍ରାନ୍ତ ପ୍ରାଣ ହରାଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ଜନିତ ମୃତ୍ୟୁ ସଂଖ୍ୟା ୮୪୩୩ବୃଦ୍ଧି ପାଇଛି । ମୃତକଙ୍କ ମଧ୍ୟରେ ବାଲେଶ୍ୱର ଓ ଭଦ୍ରକ ଜିଲ୍ଲାରୁ ଜଣେ ଲେଖାଏଁ ରହିଛନ୍ତି । ଏନେଇ ରାଜ୍ୟ
Read More...

ଗତ ୨୪ ଘଂଟାରେ ୧୭୩ ଜଣ ନୂଆ ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ଗତ ୨୪ ଘଂଟା ମଧ୍ୟରେ ରାଜ୍ୟରେ ୧୭୩ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଥିବା ସରକାରୀ ସୂତ୍ରରେ କୁହାଯାଇଛି । ସେମାନଙ୍କ ମଧ୍ୟରୁ ୨୧ ଜଣ ୦ରୁ ୧୮ ବର୍ଷ ବୟସ ରହିଛି । ଏବେ ସକ୍ରିୟ ରୋଗୀଙ୍କ ସଂଖ୍ୟା ୨୦୦୧ ନୂଆ ଆକ୍ରାନ୍ତଙ୍କ ମଧ୍ୟରୁ ୧୦୨ ଜଣ କ୍ୱାରେନ୍‌ଟାଇନ୍‌ରୁ
Read More...

ରାଜଧାନୀରେ ଓଡିଶା ରାଜ୍ୟ କୃଷି ଓ ବୈଷୟିକ ବିଶ୍ଵବିଦ୍ୟାଳୟର ଶିକ୍ଷକ ସଂଘର ସାଧାରଣ ସଭା

ଭୁବନେଶ୍ୱର, (କେ.ସତ୍ୟନାରାୟଣ ରେଡ୍ଡୀ) : ଓଡିଶା କୃଷି ଓ ବୈଷୟିକ ବିଶ୍ଵବିଦ୍ୟାଳୟର ଶିକ୍ଷକ ସଂଘର ରାଜ୍ୟସ୍ତରୀୟ ଏକ ସାଧାରଣ ସଭା ଭୁବନେଶ୍ୱର ସ୍ଥ ରାଜ୍ୟ କୃଷି ଓ ବୈଷୟିକ ବିଶ୍ଵବିଦ୍ୟାଳୟ ଅନ୍ତର୍ଗତ ଏମ୍‌.ଏସ୍. ସ୍ଵାମୀନାଥନ ହଲରେ ଅନୁଷ୍ଠିତ ହୋଇଯାଇଛି । ଏହି ଅବସରରେ ଡଃ.ସନ୍ତୋଷ କୁମାର
Read More...

କଂଗ୍ରେସ ଭବନରେ ପୋଲିସ ବର୍ବରତା ଘଟଣାର ବିଚାର ବିଭାଗୀୟ ତଦନ୍ତ ଦାବୀ କଲା କଂଗ୍ରେସ

ଭୁବନେଶ୍ୱର, (କେ.ସତ୍ୟନାରାୟଣ ରେଡ୍ଡୀ) :​ କଂଗ୍ରେସ ଭବନରେ ପୋଲିସ ବର୍ବରତା ଘଟଣାର ବିଚାର ବିଭାଗୀୟ ତଦନ୍ତ ଦାବୀ କରିଛି କଂଗ୍ରେସ । କଂଗ୍ରେସ ପକ୍ଷରୁ କୁହାଯାଇଛି ଯେ, ରାଜ୍ୟରେ ଗଣତନ୍ତ୍ର ଭୁଷୁଡ଼ି ପଡ଼ିଛି । ନବୀନ ପଟ୍ଟନାୟକ ଶାସନରେ ନାଗରିକର ସାମ୍ବିଧାନିକ ଅଧିକାର ଅପହରଣ କରାଯାଇଛି ।
Read More...