Browsing Tag

bhubaneswar news

ଆଜି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ୫ଟି ଜିଲ୍ଲାର ୧୪୮ଟି ରୂପାନ୍ତରିତ ସ୍କୁଲକୁ ଲୋକାର୍ପିତ କଲେ

ଭୁବନେଶ୍ୱର : ଆଜି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ୫ଟି ଜିଲ୍ଲାର ୧୪୮ଟି ରୂପାନ୍ତରିତ ସ୍କୁଲକୁ ଲୋକାର୍ପିତ କରିଛନ୍ତି । ଏଥିରେ ଜଗତସିଂହପୁରର ୧୪ଟି ସ୍କୁଲ, ଦେବଗଡର ୩୨ଟି, ପୁରୀର ୪୮ଟି, ବଲାଙ୍ଗିରର ୨୪ଟି ଓ କେନ୍ଦ୍ରାପଡାର ୩୦ଟି ସ୍କୁଲ ସାମିଲ ହୋଇଥିବା ବେଳେ ଆଜି ସୁଦ୍ଧା ୮୩୮ଟି
Read More...

ଆସନ୍ତାକାଲି ଭୁବନେଶ୍ୱରରେ ଆୟୋଜିତ ହେବ ବିଶ୍ୱ ମତ୍ସ୍ୟପାଳନ ଦିବସ

ଦୀର୍ଘସ୍ଥାୟୀ ଭଣ୍ଡାର ଓ ସୁସ୍ଥ ପରିବେଶ ସୁନିଶ୍ଚିତ କରିବା ଲାଗି ବିଶ୍ୱ ମତ୍ସ୍ୟପାଳନ କ୍ଷେତ୍ରର ପରିଚାଳନାରେ ପରିବର୍ତ୍ତନ ଆଣିବା ଉପରେ ଗୁରୁତ୍ୱାରୋପ କରିବା ଏହି ଦିବସ ପାଳନର ଲକ୍ଷ୍ୟମତ୍ସ୍ୟପାଳନ କ୍ଷେତ୍ରରେ ଶ୍ରେଷ୍ଠ ପ୍ରଦର୍ଶନକାରୀ ରାଜ୍ୟମାନଙ୍କୁ ପୁରସ୍କୃତ କରିବେ ସରକାରନୀଳ ବିପ୍ଳବ
Read More...

ପ୍ରକାଶ ପାଇଲା ଯୁକ୍ତ ଦୁଇ ଅଫଲାଇନ୍ ପରୀକ୍ଷା ଫଳ

ଭୁବନେଶ୍ୱର : ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ ପକ୍ଷରୁ ଯୁକ୍ତ ଦୁଇ ଅଫଲାଇନ୍ ପରୀକ୍ଷା ଫଳ ପ୍ରକାଶ କରାଯାଇଛି । ପରୀକ୍ଷାର୍ଥୀମାନେ www.orissaresults.nic.in ୱେବସାଇଟରୁ ସେମାନଙ୍କ ରେଜଲ୍ଟ ଜାଣିପାରିବେ । ୧୨ହଜାର ୩୨୧ ଜଣ ଛାତ୍ରଛାତ୍ରୀ ଏହି ପରୀକ୍ଷା ଦେଇଥିବା ବେଳେ ୮୪୬୦ ଜଣ
Read More...

କଳାକାରମାନଙ୍କ ପାଇଁ ଖୁସିର ଖବର : ଯାତ୍ରା, ଅପେରା, ଡ୍ରାମା, ସିନେମା ଓ ମେଲୋଡିକୁ ରାଜ୍ୟ ସରକାରଙ୍କ ସ୍ୱିକୃତି…

ଭୁବନେଶ୍ଵର, (ସୁଶାନ୍ତ କୁମାର ସାହୁ) : ଯାତ୍ରା, ଅପେରା, ଡ୍ରାମା, ସିନେମା, ଓ ମେଲୋଡି କଳାକାର ମାନଙ୍କ ପାଇଁ ଖୁସିର ଖବର । ଯାତ୍ରା, ଅପେରା, ଡ୍ରାମା, ସିନେମା, ଓ ମେଲୋଡିକୁ ରାଜ୍ୟ ସରକାରଙ୍କ ସ୍ୱିକୃତି ମିଳିଥିବା ଜଣାପଡିଛି । ଏନେଇ ଏସ୍‌ଆର୍‌ସି ନୂଆ ଗାଇଡଲାଇନ୍ ଜାରି କରିଥିବା
Read More...

ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୨ ଜଣ ଆକ୍ରାନ୍ତଙ୍କ ପ୍ରାଣ ନେଲା କରୋନା

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୨ ଜଣ କରୋନା ଆକ୍ରାନ୍ତ ପ୍ରାଣ ହରାଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ଜନିତ ମୃତ୍ୟୁ ସଂଖ୍ୟା ୮୩୯୧ ବୃଦ୍ଧି ପାଇଛି । ମୃତକଙ୍କ ମଧ୍ୟରୁ ଖୋର୍ଦ୍ଧା ଜିଲ୍ଲା ଭୁବନେଶ୍ବରର ୨ ଜଣ ରହିଛନ୍ତି । ଏନେଇ ରାଜ୍ୟ
Read More...

ଗତ ୨୪ ଘଂଟାରେ ୨୩୯ ଜଣ ନୂଆ ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ଗତ ୨୪ ଘଂଟା ମଧ୍ୟରେ ରାଜ୍ୟରେ ୨୩୯ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଥିବା ସରକାରୀ ସୂତ୍ରରେ କୁହାଯାଇଛି । ସେମାନଙ୍କ ମଧ୍ୟରୁ ୩୭ ଜଣ ୦ରୁ ୧୮ ବର୍ଷ ବୟସ ରହିଛି । ଏବେ ସକ୍ରିୟ ରୋଗୀଙ୍କ ସଂଖ୍ୟା ୨୩୮୭ ନୂଆ ଆକ୍ରାନ୍ତଙ୍କ ମଧ୍ୟରୁ ୧୪୦ ଜଣ କ୍ୱାରେନ୍‌ଟାଇନ୍‌ରୁ
Read More...

ରବୀନ୍ଦ୍ର ମଣ୍ଡପଠାରେ ଆୟୋଜିତ ହେଲା ରାଜ୍ୟସ୍ତରୀୟ କାର୍ତ୍ତିକ ପୂର୍ଣ୍ଣିମା ମହୋତ୍ସବ ଓ ପ୍ରତିଯୋଗିତା

ଭୁବନେଶ୍ୱର, (ସୁଶାନ୍ତ କୁମାର ସାହୁ) : କାର୍ତ୍ତିକ ପୂର୍ଣ୍ଣିମା ଆମ ଓଡିଶାର ପରମ୍ପରା ଓ ଧର୍ମୀୟ ଭାବନା ସହ ଅଙ୍ଗାଅଙ୍ଗୀ ଭାବେ ଜଡ଼ିତ । ଉତ୍କଳର ପ୍ରାଚୀନ ଗାରିମାମୟ ନୌବାଣିଜ୍ୟ ଇତିହାସ ଦୃଷ୍ଟିକୋଣରୁ ଏହାର ବୈଶିଷ୍ଟ୍ୟତା ରହିଛି । ଏହାକୁ ସାଧାରଣତଃ ଓଡ଼ିଶାର ପୁରପଲ୍ଲୀରେ ଧର୍ମ ମାସ
Read More...

ଗତ ୨୪ ଘଂଟାରେ ୨୪୨ ଜଣ ନୂଆ ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ଗତ ୨୪ ଘଂଟା ମଧ୍ୟରେ ରାଜ୍ୟରେ ୨୪୨ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଥିବା ସରକାରୀ ସୂତ୍ରରେ କୁହାଯାଇଛି । ସେମାନଙ୍କ ମଧ୍ୟରୁ ୪୫ ଜଣ ୦ରୁ ୧୮ ବର୍ଷ ବୟସ ରହିଛି । ଏବେ ସକ୍ରିୟ ରୋଗୀଙ୍କ ସଂଖ୍ୟା ୨୫୦୪ ନୂଆ ଆକ୍ରାନ୍ତଙ୍କ ମଧ୍ୟରୁ ୧୪୧ ଜଣ କ୍ୱାରେନ୍‌ଟାଇନ୍‌ରୁ
Read More...

ଅଲ୍ ଇଣ୍ଡିଆ ଆଇଡଲ୍ ଟିଚର୍ସ ଆସୋସିଏସନ୍‌ ତରଫରୁ କୌଶଳ ଓ ଦକ୍ଷତା ବୃଦ୍ଧି ତାଲିମ ଶିବିର ଅନୁଷ୍ଠିତ

ଭୁବନେଶ୍ୱର, (ଶୁଶାନ୍ତ ସାହୁ) : ଶିକ୍ଷକମାନଙ୍କର ନୂତନ ଜ୍ଞାନ କୌଶଳ ଓ ଦକ୍ଷତା ବୃଦ୍ଧି, ଛାତ୍ର ଛାତ୍ରୀ ଓ ଅବିଭାବକ ମଧ୍ୟରେ ଶିକ୍ଷା କ୍ଷେତ୍ରରେ ଉତ୍ତମ ସମ୍ପର୍କ ଗଠନ ସହ ଶିକ୍ଷା କ୍ଷେତ୍ରରେ ନୂତନ ଆହ୍ଵାନ ପାଇଁ ଏକ ଦକ୍ଷତା ତାଲିମ ଶିବିର ଭୁବନେଶ୍ୱରର ପଟିଆ ସ୍ଥିତ ଜମାତ୍ କାର୍ଯ୍ୟାଳୟରେ
Read More...

ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୩ ଜଣ ଆକ୍ରାନ୍ତଙ୍କ ପ୍ରାଣ ନେଲା କରୋନା

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୩ ଜଣ କରୋନା ଆକ୍ରାନ୍ତ ପ୍ରାଣ ହରାଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ଜନିତ ମୃତ୍ୟୁ ସଂଖ୍ୟା ୮୩୮୬ ବୃଦ୍ଧି ପାଇଛି । ଖୋର୍ଦ୍ଧା, ପୁରୀ ଓ ସୁନ୍ଦରଗଡ଼ ଜିଲ୍ଲାରୁ ଜଣେ ଲେଖାଁଏ ଜୀବନ ନେଇଛି ଘାତକ କରୋନା ।
Read More...