Browsing Tag

bhubaneswar news

ସ୍ଥାନୀୟ ବ୍ୟବସାୟୀଙ୍କଠାରୁ ୧୧ ଲକ୍ଷ ଟଙ୍କା ଚୋରି : ୪ ଜଣଙ୍କୁ ଗିରଫ କରିଛି ପୁଲିସ

ଭୁବନେଶ୍ୱର : ସ୍ଥାନୀୟ ବ୍ୟବସାୟୀଙ୍କଠାରୁ ୧୧ ଲକ୍ଷ ଟଙ୍କା ଚୋରି ଘଟଣାରେ ୪ ଜଣଙ୍କୁ ଗିରଫ କରିଛି ପୁଲିସ । ବ୍ୟବସାୟୀ ବ୍ୟକ୍ତି କହିଥିଲେ ଲୁଟେରାଙ୍କୁ ଜାଣିନାହାନ୍ତି । କିନ୍ତୁ ଜଣଙ୍କ ହାତରେ ଟାଟୁ ରହିଛି । ନିଜ ବ୍ୟବସାୟରେ ସୁବିଧା ପାଇଁ ରିଜର୍ଭ ବ୍ୟାଙ୍କରେ ନିୟମିତ ଭାବେ ଛୋଟ ନୋଟ୍
Read More...

ରାଜ୍ୟରେ ପ୍ରଚଣ୍ଡ ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ରଖି ସକାଳୁଆ ହେଲା କୋର୍ଟ

ଭୁବନେଶ୍ଵର : ପ୍ରଚଣ୍ଡ ଖରାରେ ସିଝୁଛି ସାରା ଓଡ଼ିଶା । ଆସନ୍ତା ୬ ତାରିଖ ପର୍ଯ୍ୟନ୍ତ ତାତିରୁ ନାହିଁ ନିସ୍ତାର । ଯାହାକୁ ନଜରରେ ରଖି ହିଟୱେଭ୍ ଜାରି କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର । ଗରମ ସହ ଅନେକ ସ୍ଥାନରେ ୫୦ରୁ ୭୦ ପ୍ରତିଶତ ଆଦ୍ରତା ରହୁଛି । ଏନେଇ ଉଷ୍ମ ଓ ଆଦ୍ର ସ୍ଥିତି ୩ ଦିନ
Read More...

ସରିଲା ଯୁକ୍ତ ୨ ପ୍ରଥମ ପର୍ଯ୍ୟାୟ ଖାତା ଦେଖା

ଭୁବନେଶ୍ୱର : ଆଜି ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ (ସିଏଚ୍ଏସ୍‌ଇ) ପରିଚାଳିତ ଯୁକ୍ତ ୨ ପରୀକ୍ଷାର ପ୍ରଥମ ପର୍ଯ୍ୟାୟ ଖାତା ମୂଲ୍ୟାୟନ ଶେଷ ହୋଇଛି । ଆସନ୍ତା ୪ ତାରିଖରୁ ଦ୍ଵିତୀୟ ପର୍ଯ୍ୟାୟ ଖାତା ଦେଖା ହେବ । ଏହା ୧୫ ତାରିଖ ପର୍ଯ୍ୟନ୍ତ ଚାଲିବ । ମେ ୧୫ ତାରିଖ ସୁଦ୍ଧା ପରୀକ୍ଷା ଫଳ
Read More...

୨୧.୫ କେଜିର ଗଞ୍ଜେଇ ଜବତ : ୨ ଗିରଫ

ଭୁବନେଶ୍ୱର : ବିଶେଷ ସୂତ୍ରରୁ ହସ୍ତଗତ ହୋଇଥିବା ସୂଚନା ଅନୁସାରେ ଭରତପୁର ଥାନାଧିକାରୀଙ୍କ ନିର୍ଦ୍ଦେଶ କ୍ରମେ ସମ୍ପୃକ୍ତ ଥାନାର ଏକ ସ୍ପେଶାଲ ଟିମ୍‌ ଆଇଜିକେସି ହସ୍ପିଟାଲ ସନ୍ନିକଟ ଘାଟିକିଆ ସର୍ଭିସ ରୋଡ଼ରେ ଅତର୍କିତ ଚଢଉ କରିଥିଲା । ଏକ ବୋଲେରୋ ଗାଡିରେ କନ୍ଧମାଳ ଅଞ୍ଚଳରୁ ଭୁବନେଶ୍ୱର
Read More...

ମନୋରଞ୍ଜନ ପାଣିଗ୍ରାହୀ ଓଡ଼ିଶାର ପ୍ରଧାନ ମୁଖ୍ୟ ଆୟକର କମିଶନର

ଭୁବନେଶ୍ୱର, (ପିଆଇବି) : ମନୋରଞ୍ଜନ ପାଣିଗ୍ରାହୀ ଏପ୍ରିଲ୍ ୧ ତାରିଖ ଦିନ ଓଡ଼ିଶାର ପ୍ରଧାନ ମୁଖ୍ୟ ଆୟକର କମିଶନର ଭାବେ ଅତିରିକ୍ତ ଦାୟିତ୍ୱ ଗ୍ରହଣ କରିଛନ୍ତି । ବିହାର, ଝାଡ଼ଖଣ୍ଡ ସହ ସେ ଓଡ଼ିଶାର ଦାୟିତ୍ୱ ମଧ୍ୟ ନିର୍ବାହ କରିବେ । ଶ୍ରୀ ପାଣିଗ୍ରାହୀ ୧୯୮୮ ମସିହା ଭାରତୀୟ ରାଜସ୍ୱ ସେବାର
Read More...

ପରଲୋକରେ ବିଶିଷ୍ଟ କଣ୍ଠଶିଳ୍ପୀ ଶାନ୍ତିଲତା ବାରିକ

ଭୁବନେଶ୍ୱର : ସ୍ୱନାମଧନ୍ୟ ଭଜନ କଣ୍ଠଶିଳ୍ପୀ ଶାନ୍ତିଲତା ବାରିକ ଛୋଟରାୟଙ୍କ ପରଲୋକ । ଭୁବନେଶ୍ୱରର ଏକ ଘରୋଇ ହସ୍ପିଟାଲରେ ତାଙ୍କର ଦେହାନ୍ତ ହୋଇଥିବା ଖବର ମିଳିଛି । ତାଙ୍କ ସ୍ୱାମୀ ବସନ୍ତ କୁମାର ଛୋଟରାୟ ଏହି ସୂଚନା ଦେବା ପରେ, ଓଡ଼ିଶା ସଂଗୀତ ଜଗତରେ ଶୋକର ଛାୟା ଖେଳିଯାଇଛି । ଦୀର୍ଘଦିନ
Read More...

୧୧ଟାରୁ ଅପରାହ୍ଣ ୩ଟା ଯାଏ ବାହାରେ ନ ବୁଲିବାକୁ ଆଞ୍ଚଳିକ ପାଣିପାଗ କେନ୍ଦ୍ରର ପରାମର୍ଶ

ଭୁବନେଶ୍ୱର : ରାଜ୍ୟରେ ପ୍ରଚଣ୍ଡ ଗ୍ରୀଷ୍ମପ୍ରବାହକୁ ଆଖି ଆଗରେ ରଖି ଦିନ ୧୧ଟାରୁ ଅପରାହ୍ଣ ୩ଟା ପର୍ଯ୍ୟନ୍ତ ଲୋକମାନେ ବାହାରେ ନ ବୁଲିବାକୁ ସୂଚନା ଜାରି କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର । ଏନେଇ ଅଧିକ ତଥ୍ୟ ଦେଇ ପାଣିପାଗ ବିଜ୍ଞାନୀ ଉମାଶଙ୍କର ଦାସ କହିଛନ୍ତି, ଗତ ୨୪ ଘଣ୍ଟାରେ ରାଜ୍ୟରେ
Read More...

ଟ୍ୱିନ ସିଟି ସହ ରାଜ୍ୟର ବିଭିନ୍ନ ସ୍ଥାନରେ ମେଘୁଆ ପାଗ

ଭୁବନେଶ୍ୱର : ଦୁଇ ଦିନର ପ୍ରଚଣ୍ଡ ଗ୍ରୀଷ୍ମ ପ୍ରବାହ ପରେ ଆଜି ସକାଳୁ କଟକ ଓ ଭୁବନେଶ୍ୱର ସମେତ ରାଜ୍ୟର ବିଭିନ୍ନ ସ୍ଥାନରେ ମେଘୁଆ ପାଗ ଦେଖିବାକୁ ମିଳିଛି । ସକ୍ରିୟ ଘୂର୍ଣ୍ଣିବଳୟ ଏବଂ କାଳବୈଶାଖୀ ପ୍ରଭାବରେ ମେଘୁଆ ପାଗ ହୋଇଛି । ଛତିଶଗଡ଼ ଉପରେ ଗତକାଲିର ସକ୍ରିୟ ଘୂର୍ଣ୍ଣବଳୟ ଏବଂ
Read More...

ରାଜ୍ୟରେ ତାପମାତ୍ରା ୪୦ ଡ଼ିଗ୍ରି ଅତିକ୍ରମ

ଭୁବନେଶ୍ୱର : ରାଜ୍ୟରେ ପ୍ରଥମ ଥର ପାଇଁ ଚଳିତ ବର୍ଷର ତାପମାତ୍ରା ୪୦ ଡ଼ିଗ୍ରି ଅତିକ୍ରମ କରିଛି । ମାଲକାନଗିରିରେ ଶନିବାର ଦିନ ତାପମାତ୍ରା ସର୍ବାଧିକ ୪୧ ଡ଼ିଗ୍ରି ଛୁଇଁଛି । ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଏହି ସୂଚନା ଦିଆଯାଇଛି । ପାଣିପାଗ ବିଭାଗ ପକ୍ଷରୁ କୁହାଯାଇଛି ଯେ,
Read More...

ଏପ୍ରିଲ୍ ୨ରୁ ନୂଆ ଶ୍ରେଣୀରେ ପଢ଼ିବେ ପିଲା

ଭୁବନେଶ୍ୱର : ଏପ୍ରିଲ୍ ୨ରୁ ଆରମ୍ଭ ନୂଆ ଶିକ୍ଷା ବର୍ଷ । ଏଥିସହ ସମେଟିଭ୍ ଆସେସ୍‌ମେଣ୍ଟ (ଏସ୍ଏ) -୨ ରେଜଲ୍ଟ ପ୍ରକାଶ କରାଯିବ । ପାଠପଢ଼ା ସହ ନାମଲେଖା ମଧ୍ୟ ଜାରି ରହିବ । ଏନେଇ ଗୁରୁବାର ଓଡ଼ିଶା ବିଦ୍ୟାଳୟ ଶିକ୍ଷା କାର୍ଯ୍ୟକ୍ରମ ପ୍ରାଧିକରଣଙ୍କ ପକ୍ଷରୁ ସମସ୍ତ ଜିଲ୍ଲା ଶିକ୍ଷା
Read More...