ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୩ ଜଣ ଆକ୍ରାନ୍ତଙ୍କ ପ୍ରାଣ ନେଲା କରୋନା
ଭୁବନେଶ୍ୱର, (କେପିଏନ୍ଏସ୍) : ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୩ ଜଣ କରୋନା ଆକ୍ରାନ୍ତ ପ୍ରାଣ ହରାଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ଜନିତ ମୃତ୍ୟୁ ସଂଖ୍ୟା ୮୩୮୬ ବୃଦ୍ଧି ପାଇଛି । ଖୋର୍ଦ୍ଧା, ପୁରୀ ଓ ସୁନ୍ଦରଗଡ଼ ଜିଲ୍ଲାରୁ ଜଣେ ଲେଖାଁଏ ଜୀବନ ନେଇଛି ଘାତକ କରୋନା ।!-->…
Read More...
Read More...