Browsing Tag

bhubaneswar news

ରାଜ୍ୟରେ ଗତ ୨୪ ଘଣ୍ଟାରେ ୪ ଜଣ ଆକ୍ରାନ୍ତଙ୍କ ପ୍ରାଣ ନେଲା କରୋନା

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ରାଜ୍ୟରେ ଗତ ୨୪ ଘଣ୍ଟାରେ ୪ ଜଣ କରୋନା ଆକ୍ରାନ୍ତ ପ୍ରାଣ ହରାଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୮୨୯୪ ବୃଦ୍ଧି ପାଇଛି । ମୃତକଙ୍କ ମଧ୍ୟରେ କଟକ ଓ ଜଗତସିଂହପୁର ଜିଲ୍ଲାରୁ ୨ଜଣ ଲେଖାଏଁ ରହିଛନ୍ତି । ଏନେଇ ରାଜ୍ୟ
Read More...

ଗତ ୨୪ ଘଂଟାରେ ୫୫୬ ଜଣ ନୂଆ ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ଗତ ୨୪ ଘଂଟା ମଧ୍ୟରେ ରାଜ୍ୟରେ ୫୫୬ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଥିବା ସରକାରୀ ସୂତ୍ରରେ କୁହାଯାଇଛି । ସେମାନଙ୍କ ମଧ୍ୟରୁ ୮୭ ଜଣ ୦ରୁ ୧୮ ବର୍ଷ ବୟସ ରହିଛି । ଏବେ ସକ୍ରିୟ ରୋଗୀଙ୍କ ସଂଖ୍ୟା ୪୮୪୬ । ନୂଆ ଆକ୍ରାନ୍ତଙ୍କ ମଧ୍ୟରୁ ୩୨୪ ଜଣ କ୍ୱାରେନ୍‌ଟାଇନ୍‌ରୁ
Read More...

ପୂର୍ବତନ ମନ୍ତ୍ରୀ ଅଞ୍ଜଳି ବେହେରା ବିଜେପିରେ ମିଶିଲେ

ଭୁବନେଶ୍ୱର : ରାଜ୍ୟ ବିଜେପି କାର୍ଯ୍ୟାଳୟରେ ଆୟୋଜିତ ମିଶ୍ରଣ ପର୍ବରେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ଉପସ୍ଥିତିରେ ଢେଙ୍କାନାଳ ଜିଲ୍ଲାର ଶତାଧିକ କର୍ମୀଙ୍କ ସହ ପୂର୍ବତନ ମନ୍ତ୍ରୀ ଅଞ୍ଜଳି ବେହେରା ବିଜେପିରେ ମିଶିଛନ୍ତି । ଢେଙ୍କାନାଳ ଜିଲ୍ଲା ହିନ୍ଦୋଳ ନିର୍ବାଚନ ମଣ୍ଡଳୀରୁ
Read More...

ରାଜ୍ୟରେ ଗତ ୨୪ ଘଣ୍ଟାରେ ୫ ଜଣ ଆକ୍ରାନ୍ତଙ୍କ ପ୍ରାଣ ନେଲା କରୋନା

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ରାଜ୍ୟରେ ଗତ ୨୪ ଘଣ୍ଟାରେ ୫ ଜଣ କରୋନା ଆକ୍ରାନ୍ତ ପ୍ରାଣ ହରାଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୮୨୯୦ ବୃଦ୍ଧି ପାଇଛି । ମୃତକଙ୍କ ମଧ୍ୟରେ ସୁନ୍ଦରଗଡ଼ ଜିଲ୍ଲାରୁ ୨ଜଣ, ବରଗଡ଼, ଝାରସୁଗୁଡ଼ା ଓ ଖୋର୍ଦ୍ଧା ଜିଲ୍ଲାରୁ ଜଣେ
Read More...

ବିଧାୟକ ପ୍ରଦୀପ ପାଣିଗ୍ରାହୀଙ୍କ ଅଡ଼ୁଆ ବଢ଼ୁଛି : ଘରେ ୨୩ ଘଣ୍ଟା ରେଡ୍, ସମ୍ପର୍କୀୟଙ୍କ ଘରୁ ୨୦ ଲକ୍ଷ ଟଙ୍କା ମିଳିଲା

ଭୁବନେଶ୍ୱର : ବିଧାୟକ ପ୍ରଦୀପ ପାଣିଗ୍ରାହୀଙ୍କ ଅଡ଼ୁଆ ବଢ଼ିବାରେ ଲାଗିଛି । ଆୟ ବର୍ହିଭୂତ ସମ୍ପତ୍ତି ଅଭିଯୋଗରେ ଗୋପାଳପୁର ବିଧାୟକ ପ୍ରଦୀପ ପାଣିଗ୍ରାହୀଙ୍କ ଘରେ ରେଡ଼୍‌ କରିଛି ଭିଜିଲାନ୍ସ ବିଭାଗ । ଗତକାଲି ତାଙ୍କ ଘରେ ୨୩ ଘଣ୍ଟା ଧରି ରେଡ୍ ଚାଲିଥିଲା । ସମ୍ପର୍କୀୟ ଓ ସହଯୋଗୀଙ୍କ ଘର
Read More...

ଗତ ୨୪ ଘଂଟାରେ ୩୪୦ ଜଣ ନୂଆ ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ଗତ ୨୪ ଘଂଟା ମଧ୍ୟରେ ରାଜ୍ୟରେ ୩୪୦ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଥିବା ସରକାରୀ ସୂତ୍ରରେ କୁହାଯାଇଛି । ସେମାନଙ୍କ ମଧ୍ୟରୁ ୫୦ ଜଣ ୦ରୁ ୧୮ ବର୍ଷ ବୟସ ରହିଛି । ଏବେ ସକ୍ରିୟ ରୋଗୀଙ୍କ ସଂଖ୍ୟା ୪୮୨୪ । ନୂଆ ଆକ୍ରାନ୍ତଙ୍କ ମଧ୍ୟରୁ ୧୯୯ ଜଣ କ୍ୱାରେନ୍‌ଟାଇନ୍‌ରୁ
Read More...

ଗତ ୨୪ ଘଂଟାରେ ୪୪୩ ଜଣ ନୂଆ ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ଗତ ୨୪ ଘଂଟା ମଧ୍ୟରେ ରାଜ୍ୟରେ ୪୪୩ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଥିବା ସରକାରୀ ସୂତ୍ରରେ କୁହାଯାଇଛି । ସେମାନଙ୍କ ମଧ୍ୟରୁ ୭୫ ଜଣ ୦ରୁ ୧୮ ବର୍ଷ ବୟସ ରହିଛି । ଏବେ ସକ୍ରିୟ ରୋଗୀଙ୍କ ସଂଖ୍ୟା ୪୯୯୭ । ନୂଆ ଆକ୍ରାନ୍ତଙ୍କ ମଧ୍ୟରୁ ୨୫୮ ଜଣ କ୍ୱାରେନ୍‌ଟାଇନ୍‌ରୁ
Read More...

ମନିଷ ଅନୁରାଗ ମୃତ୍ୟୁ ମାମଲାରେ ତିନି ଜଣ ଅଭିଯୁକ୍ତଙ୍କୁ ଗିରଫ କଲା କମିସନରେଟ୍ ପୁଲିସ

ଭୁବନେଶ୍ୱର, (ସୁଶାନ୍ତ ସାହୁ) : ମନିଷ ଅନୁରାଗ ମୃତ୍ୟୁ ମାମଲାରେ ତିନି ଜଣ ଅଭିଯୁକ୍ତଙ୍କୁ କମିସନରେଟ୍ ପୁଲିସ ଗିରଫ କରିଛି । ଏନେଇ ଏକ ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଇଛନ୍ତି ଡିସିପି ଉମାଶଙ୍କର ଦାଶ । ଗିରଫ ହୋଇଥିବା ୩ ଜଣ ଅଭିଯୁକ୍ତମାନେ ହେଲେ ମୃତ୍ୟୁଞ୍ଜୟ ମିଶ୍ର ଓରଫ ମୁନ୍ନା,
Read More...

୭୬ ବର୍ଷରେ ପାଦ ଦେଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ : ଛୁଟୁଛି ଶୁଭେଚ୍ଛାର ସୁଅ

ଭୁବନେଶ୍ୱର, (ସୁଶାନ୍ତ ସାହୁ) : ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ୭୬ ବର୍ଷରେ ପାଦ ଥାପିଛନ୍ତି । ଏହି ଅବସରରେ ଚାରିଆଡୁ ତାଙ୍କୁ ଶୁଭେଚ୍ଛାର ସୁଅ ଛୁଟୁଥିବା ବେଳେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଟ୍ୱିଟ୍ କରି ଶୁଭେଚ୍ଛା ଜଣାଇ ଲେଖିଛନ୍ତି ଯେ, ନବୀନ ପଟ୍ଟନାୟକଙ୍କୁ ତାଙ୍କ ଜନ୍ମଦିନରେ
Read More...

ଗତ ୨୪ ଘଂଟାରେ ୩୫୮ ଜଣ ନୂଆ ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ଗତ ୨୪ ଘଂଟା ମଧ୍ୟରେ ରାଜ୍ୟରେ ୩୫୮ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଥିବା ସରକାରୀ ସୂତ୍ରରେ କୁହାଯାଇଛି । ସେମାନଙ୍କ ମଧ୍ୟରୁ ୪୭ ଜଣ ୦ରୁ ୧୮ ବର୍ଷ ବୟସ ରହିଛି । ଏବେ ସକ୍ରିୟ ରୋଗୀଙ୍କ ସଂଖ୍ୟା ୫୧୧୯ । ନୂଆ ଆକ୍ରାନ୍ତଙ୍କ ମଧ୍ୟରୁ ୨୦୯ ଜଣ କ୍ୱାରେନ୍‌ଟାଇନ୍‌ରୁ
Read More...