Browsing Tag

bhubaneswar news

ରାଜ୍ୟରେ ଗତ ୨୪ ଘଣ୍ଟାରେ ୫ ଜଣ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ରାଜ୍ୟରେ ଗତ ୨୪ ଘଣ୍ଟାରେ ୫ ଜଣ କରୋନା ଆକ୍ରାନ୍ତ ପ୍ରାଣ ହରାଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୮୨୭୯କୁ ବୃଦ୍ଧି ପାଇଛି । ମୃତକଙ୍କ ମଧ୍ୟରୁ ଖୋର୍ଦ୍ଧା ଜିଲ୍ଲାରୁ ୨ ଜଣ, ନବରଙ୍ଗପୁର ଜିଲ୍ଲାରୁ ୩ ଜଣଙ୍କର ମୃତ୍ୟୁ ଘଟିଛି
Read More...

ଗତ ୨୪ ଘଂଟାରେ ୪୬୭ ଜଣ ନୂଆ ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ଗତ ୨୪ ଘଂଟା ମଧ୍ୟରେ ରାଜ୍ୟରେ ୪୬୭ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଥିବା ସରକାରୀ ସୂତ୍ରରେ କୁହାଯାଇଛି । ସେମାନଙ୍କ ମଧ୍ୟରୁ ୬୬ ଜଣ ୦ରୁ ୧୮ ବର୍ଷ ବୟସ ରହିଛି । ଏବେ ସକ୍ରିୟ ରୋଗୀଙ୍କ ସଂଖ୍ୟା ୫୨୯୯ । ନୂଆ ଆକ୍ରାନ୍ତଙ୍କ ମଧ୍ୟରୁ ୨୭୧ ଜଣ କ୍ୱାରେନ୍‌ଟାଇନ୍‌ରୁ
Read More...

ଏଣିକି ପୂଜାଛୁଟି ପରେ ଖୋଲିବ ଅଷ୍ଟମ ଓ ଏକାଦଶ ଶ୍ରେଣୀ

ଭୁବନେଶ୍ୱର, (ସୁଶାନ୍ତ ସାହୁ) : ପୂର୍ବରୁ ନବମ, ଦଶମ ଓ ଦ୍ୱାଦଶ ଶ୍ରେଣୀ ପାଠପଢ଼ା ଅଫଲାଇନ୍‌ରେ ଚାଲିଥିବା ବେଳେ ଦଶହରା ଛୁଟି ପରେ ଖୋଲିବ ଅଷ୍ଟମ ଓ ଏକାଦଶ ଶ୍ରେଣୀ । କୋଭିଡ୍‌ ଗାଇଡଲାଇନ୍‌ ଅନୁସାରେ ଶ୍ରେଣୀଗୃହରେ ପାଠପଢ଼ିିବେ ଛାତ୍ରଛାତ୍ରୀ । ଏନେଇ ସୂଚନା ଦେଇଛନ୍ତି ଗଣଶିକ୍ଷା ମନ୍ତ୍ରୀ
Read More...

ରାଜ୍ୟରେ ଗତ ୨୪ ଘଣ୍ଟାରେ ୬ ଜଣ ଆକ୍ରାନ୍ତଙ୍କ ପ୍ରାଣ ନେଲା କରୋନା

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ରାଜ୍ୟରେ ଗତ ୨୪ ଘଣ୍ଟାରେ ୬ ଜଣ କରୋନା ଆକ୍ରାନ୍ତ ପ୍ରାଣ ହରାଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୮୨୭୪କୁ ବୃଦ୍ଧି ପାଇଛି । ମୃତକଙ୍କ ମଧ୍ୟରେ ଖୋର୍ଦ୍ଧା ଜିଲ୍ଲାରୁ ୩ଜଣ ରହିଥିବା ବେଳେ ଭଦ୍ରକ, କଟକ, ଯାଜପୁର ଜିଲ୍ଲାରୁ
Read More...

ରାଜ୍ୟରେ ଆଉ ୬୧୫ ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର : ଆଜି ରାଜ୍ୟରେ ୬୧୫ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଆଜି ଚିହ୍ନଟ ମୋଟ୍‌ ଆକ୍ରାନ୍ତଙ୍କ ମଧ୍ୟରୁ କ୍ୱାରେନଣ୍ଟାଇନ୍‌ କେନ୍ଦ୍ରରୁ ୩୫୭ ଜଣ ଚିହ୍ନଟ ହୋଇଥିବା ବେଳେ ୨୫୮ଟି ଲୋକାଲ କେସ୍‌ ରହିଛ । ୬୧୫ ଆକ୍ରାନ୍ତଙ୍କ ମଧ୍ୟରୁ ୧୮ ବର୍ଷରୁ କମ ବର୍ଗର ୬୮ ଜଣ ପିଲା ଚିହ୍ନଟ
Read More...

ରାଜ୍ୟରେ ଗତ ୨୪ ଘଣ୍ଟାରେ ୭ଜଣ ଆକ୍ରାନ୍ତଙ୍କ ପ୍ରାଣ ନେଲା କରୋନା

ଭୁବନେଶ୍ୱର : ରାଜ୍ୟରେ ଗତ ୨୪ ଘଣ୍ଟାରେ ୭ଜଣ କରୋନା ଆକ୍ରାନ୍ତ ପ୍ରାଣ ହରାଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୮୨୬୮କୁ ବୃଦ୍ଧି ପାଇଛି । ମୃତକଙ୍କ ମଧ୍ୟରେ କଟକ ଏବଂ ଖୋର୍ଦ୍ଧା ଜିଲ୍ଲାରୁ ୨ଜଣ ଲେଖାଏଁ ରହିଥିବା ବେଳେ ଜଗତସିଂହପୁର, ଯାଜପୁର, ସୁନ୍ଦରଗଡ଼
Read More...

ଓଡ଼ିଆ ସଙ୍ଗୀତ ଜଗତର କିମ୍ବଦନ୍ତୀ ବ୍ୟକ୍ତିତ୍ୱ ଅକ୍ଷୟ ମହାନ୍ତିଙ୍କ ଜୟନ୍ତୀରେ ମୁଖ୍ୟମନ୍ତ୍ରୀଙ୍କ ଶ୍ରଦ୍ଧାଞ୍ଜଳି

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ଓଡ଼ିଆ ସଙ୍ଗୀତ ଜଗତର କିମ୍ବଦନ୍ତୀ ବ୍ୟକ୍ତିତ୍ୱ ଅକ୍ଷୟ ମହାନ୍ତିଙ୍କ ଜୟନ୍ତୀରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ନିଜ ଟ୍ୱିଟର ମାଧ୍ୟମରେ ଟ୍ୱିଟ କରି ଶ୍ରଦ୍ଧାଞ୍ଜଳି ଜଣାଇ ଲେଖିଛନ୍ତି ଯେ, ଓଡ଼ିଆ ସଙ୍ଗୀତ ଜଗତର କିମ୍ବଦନ୍ତୀ ବ୍ୟକ୍ତିତ୍ୱ ଅକ୍ଷୟ ମହାନ୍ତିଙ୍କ
Read More...

ପବିତ୍ର ଦୁର୍ଗା ପୂଜା ଅବସରରେ ସମସ୍ତଙ୍କୁ ହାର୍ଦ୍ଦିକ ଅଭିନନ୍ଦନ ଓ ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ପବିତ୍ର ଦୁର୍ଗା ପୂଜା ଅବସରରେ ସମସ୍ତଙ୍କୁ ହାର୍ଦ୍ଦିକ ଅଭିନନ୍ଦନ ଓ ଶୁଭେଚ୍ଛା ଜଣାଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଏନେଇ ଟ୍ୱିଟ ମାଧ୍ୟମରେ ଏକ ଭିଡିଓ ବାର୍ତ୍ତା ଜାରି କରି କହିଛନ୍ତି ଯେ, ପବିତ୍ର ଦୁର୍ଗା ପୂଜା ଅବସରରେ ସମସ୍ତଙ୍କୁ ମୋର
Read More...

ରାଜ୍ୟରେ ଗତ ୨୪ ଘଣ୍ଟାରେ ୬ଜଣ ଆକ୍ରାନ୍ତଙ୍କ ପ୍ରାଣ ନେଲା କରୋନା

ଭୁବନେଶ୍ୱର : ରାଜ୍ୟରେ ଗତ ୨୪ ଘଣ୍ଟାରେ ୬ଜଣ କରୋନା ଆକ୍ରାନ୍ତ ପ୍ରାଣ ହରାଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୮୨୬୦କୁ ବୃଦ୍ଧି ପାଇଛି । ମୃତକଙ୍କ ମଧ୍ୟରେ ଖୋର୍ଦ୍ଧାରୁ ୨ଜଣ ରହିଥିବା ବେଳେ ବାଲେଶ୍ୱର, ଭଦ୍ରକ, ଯାଜପୁର, ଜଗତସିଂହପୁର ଜିଲ୍ଲାରୁ ଜଣେ
Read More...

ରାଜ୍ୟରେ ଗତ ୨୪ ଘଣ୍ଟାରେ ୫୨୯ ସଂକ୍ରମିତ ଚିହ୍ନଟ

ଭୁବନେଶ୍ୱର : ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ଆଉ ୫୨୯ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୦-୧୮ ବର୍ଷ ବୟସର ୬୨ ନୂଆ ରୋଗୀ ଚିହ୍ନଟ ହୋଇଛନ୍ତି । ସଂକ୍ରମିତଙ୍କ ମଧ୍ୟରୁ ୩୦୮ ଜଣ କ୍ଵାରେଣ୍ଟାଇନ୍ ସେଣ୍ଟରରୁ ଓ ୨୨୧ ଜଣ ସ୍ଥାନୀୟ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଏହାକୁ
Read More...