Browsing Tag

bhubaneswar news

୫ ଶହ ତଳକୁ ଖସିଲା ରାଜ୍ୟରେ ଦୈନିକ ସଂକ୍ରମଣ ସଂଖ୍ୟା : ଗତ ୨୪ ଘଂଟାରେ ୪୨୮ ନୂଆ ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ଗତ ୨୪ ଘଂଟା ମଧ୍ୟରେ ରାଜ୍ୟରେ ୪୨୮ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ ୫୫ ଜଣ ୦ ରୁ ୧୮ ବର୍ଷ ବୟସ ରହିଛି । ଏବେ ସକ୍ରିୟ ରୋଗୀଙ୍କ ସଂଖ୍ୟା ୬୨୯୦ । ନୂଆ ଆକ୍ରାନ୍ତଙ୍କ ମଧ୍ୟରୁ ୨୫୨ ଜଣ କ୍ୱାରେନ୍‌ଟାଇନ୍‌ରୁ ଏବଂ ୧୭୬ ଜଣ ଆଂଚଳିକ
Read More...

ଲଗାଣ ବର୍ଷା ବଢାଇଲା ବନ୍ୟା ଆଶଙ୍କା : ୧୩ଟି ନଦୀରେ ବଢୁଛି ଜଳସ୍ତର

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ଆଭ୍ୟନ୍ତର ଓଡ଼ିଶାରେ ପ୍ରବଳ ବର୍ଷା ପରେ ଫୁଲିଛି ୧୩ଟି ନଈ । ମଥାନୀଠାରେ ଜଳାକା ନଦୀ ବିପଦ ସଂକେତ ଉପରେ ପ୍ରଭାବିତ ହେଉଥିବା ବେଳେ ମହାନଦୀ, ବ୍ରାହ୍ମଣୀ, ବୈତରଣୀ, ସୁବର୍ଣ୍ଣରେଖା, ବୁଢ଼ାବଳଙ୍ଗ, ବାଂଶଧାରା, ରୁଷିକୁଲ୍ୟା ନଦୀର ଜଳସ୍ତର ବୃଦ୍ଧି ପାଇବାରେ
Read More...

ସଫଳତା ପଥରେ ଜ୍ୟୋତିରଂଜନ : ଟାଇକଣ୍ଡୋରୁ ୟୁଟ୍ୟୁବର, ସବୁଥିରେ ମାହିର

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ଶିଶୁ ପ୍ରତିଭା ଜ୍ୟୋତିରଂଜନ ପାଢ଼ୀ । ମଦର ପବ୍ଲିକ୍‌ ସ୍କୁଲରେ ଅଧୁନା ଅଷ୍ଟମ ଶ୍ରେଣୀରେ ଅଧ୍ୟୟନରତ । ଲକ୍‌ଡାଉନ୍‌ ସମୟରେ ଅନ୍‌ଲାଇନ୍‌ କ୍ଲାସରୁ ବନିଛନ୍ତି ସଫଳ ୟୁଟ୍ୟୁବର । ପଢ଼ା ପାଇଁ କିଛି ସମୟ ପାଇଁ ବାପାଙ୍କ ଠାରୁ ମୋବାଇଲ୍‌ ଆଣିବା ସହ ସମୟର
Read More...

ରାଜ୍ୟରେ ଗତ ୨୪ ଘଣ୍ଟାରେ ୬ ଜଣ ଆକ୍ରାନ୍ତଙ୍କ ପ୍ରାଣ ନେଲା କରୋନା

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ରାଜ୍ୟରେ ଗତ ୨୪ ଘଣ୍ଟାରେ ୬ ଜଣ କରୋନା ଆକ୍ରାନ୍ତ ପ୍ରାଣ ହରାଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୮୧୦୪କୁ ବୃଦ୍ଧି ପାଇଛି । ବାଲେଶ୍ବର ଓ ପୁରୀ ଜିଲ୍ଲାରୁ ୨ ଜଣ ଲେଖାଏଁ, କଟକ ଓ ଖୋର୍ଦ୍ଧା ଜିଲ୍ଲାରୁ ଜଣେ ଲେଖାଏଁ
Read More...

ଅଖିଳ ଭାରତ କ୍ଷୁଦ୍ର ଓ ମଧ୍ୟମ ସମ୍ବାଦପତ୍ର ମହାସଂଘର ରାଜ୍ୟସ୍ତରୀୟ ସମାବେଶ : ୨୫ରୁ ୨୬ ଡିସେମ୍ବରରେ ୧୦ମ…

ଭୁବନେଶ୍ୱର : ଅଖିଳ ଭାରତ କ୍ଷୁଦ୍ର ଓ ମଧ୍ୟମ ସମ୍ବାଦପତ୍ର ମହାସଂଘ ଓଡ଼ିଶା ରାଜ୍ୟ ଶାଖାର ସାଧାରଣ ପରିଷଦ ବୈଠକ ସ୍ଥାନୀୟ ରେଡକ୍ରସ ଭବନ ଠାରେ ସଂଗଠନର ରାଜ୍ୟ ସଭାପତି ରବି ରଥଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଯାଇଛି । ପ୍ରଥମେ ସଂଗଠନର ଆବାହକ ଡୁମାଣି ପ୍ରକାଶନର ମୁଖ୍ୟ ଅକ୍ଷୟ କୁମାର
Read More...

୫ ଶହ ତଳକୁ ଖସିଲା ରାଜ୍ୟରେ ଦୈନିକ ସଂକ୍ରମଣ ସଂଖ୍ୟା : ଗତ ୨୪ ଘଂଟାରେ ୪୭୧ ନୂଆ ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ଗତ ୨୪ ଘଂଟା ମଧ୍ୟରେ ରାଜ୍ୟରେ ୪୭୧ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ ୫୭ ଜଣ ୦ାରୁ ୧୮ ବର୍ଷ ବୟସ ରହିଛି । ଏବେ ସକ୍ରିୟ ରୋଗୀଙ୍କ ସଂଖ୍ୟା ୬୫୪୮ । ନୂଆ ଆକ୍ରାନ୍ତଙ୍କ ମଧ୍ୟରୁ ୨୭୪ ଜଣ କ୍ୱାରେନ୍‌ଟାଇନ୍‌ରୁ ଏବଂ ୧୯୭ ଜଣ ଆଂଚଳିକ
Read More...

ରାଜ୍ୟରେ ଲଘୁଚାପ ପ୍ରଭାବରେ ପ୍ରବଳ ବର୍ଷା ଜାରି

ଭୁବନେଶ୍ୱର : ଉତ୍ତର-ପଶ୍ଚିମ ବଙ୍ଗୋପସାଗର ଓ ସଂଲଗ୍ନ ଓଡ଼ିଶା ଉପକୂଳରେ ସୃଷ୍ଟି ହୋଇଛି ଲଘୁଚାପ । ଏହା ପଶ୍ଚିମ-ଉତ୍ତର ପଶ୍ଚିମ ଦିଗରେ ଗତି କରି ଓଡ଼ିଶା, ଉତ୍ତର ଛତିଶଗଡ଼ ଓ ମଧ୍ୟପ୍ରଦେଶ ଅତିକ୍ରମ କରିବ । ଏହାର ପ୍ରଭାବରେ ରାଜ୍ୟରେ ଜାରି ରହିଛି ଲଗାଣ ବର୍ଷା । ଆଜି ପାଇଁ ୫ ଜିଲ୍ଲା
Read More...

ଶ୍ରୀକ୍ଷତ୍ର ଫିଟ ଇଣ୍ଡିଆ ଫ୍ରିଡମ ରନ କାର୍ଯ୍ୟକ୍ରମ ଉଦଘାଟିତ : ସୁସ୍ଥ ଜୀବନ ପାଇଁ ଦୌଡିବା ଆବଶ୍ୟକ ବାର୍ତ୍ତା ଦେଇ…

ଭୁବନେଶ୍ୱର, (କେ.ସତ୍ୟନାରାୟଣ ରେଡ୍ଡୀ) : ଫିଟ ଇଣ୍ଡିଆ ଫ୍ରିଡମ ରନ ୨ .୦ ଏନସିସି ଦ୍ୱାରା ପାଳିତ ଭାରତ ସରକାରଙ୍କ ଆହ୍ଵାନ କ୍ରମେ ତଥା ଜାତୀୟ ସମର ଶିକ୍ଷାର୍ଥୀ ବାହିନୀ (ଏନ୍.ସି.ସି.) ମହାନିର୍ଦ୍ଦେଶାଳୟ ନୂଆଦିଲ୍ଲୀଙ୍କ ନିର୍ଦ୍ଦେଶରେ ସ୍ୱାଧୀନତାର ୭୫ ବର୍ଷ ପୂରଣ ଅବସରରେ ଷଷ୍ଠ ଓଡ଼ିଶା
Read More...

ଗତ ୨୪ ଘଂଟାରେ ରାଜ୍ୟରେ ୬୪୯ ନୂଆ ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ଗତ ୨୪ ଘଂଟା ମଧ୍ୟରେ ରାଜ୍ୟରେ ୬୪୯ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ ୧୦୩ ଜଣ ୦ାରୁ ୧୮ ବର୍ଷ ବୟସ ରହିଛି । ଏବେ ସକ୍ରିୟ ରୋଗୀଙ୍କ ସଂଖ୍ୟା ୬୯୫୭ । ନୂଆ ଆକ୍ରାନ୍ତଙ୍କ ମଧ୍ୟରୁ ୩୮୧ ଜଣ କ୍ୱାରେନ୍‌ଟାଇନ୍‌ରୁ ଏବଂ ୨୬୮ ଜଣ ଆଂଚଳିକ
Read More...

ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୮ ଜଣ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ

ଭୁବନେଶ୍ୱର : ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୮ ଜଣ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି । ଏହାଫଳରେ ରାଜ୍ୟରେ ମୋଟ କରୋନା ମୃତ୍ୟୁ ସଂଖ୍ୟା ୮,୦୯୨ କୁ ବୃଦ୍ଧି ପାଇଛି । ତେବେ ଆଜି କଟକରୁ ସର୍ବାଧିକ ୨ ଜଣ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି । ସେହପରି ବାଲେଶ୍ୱର, ଢେଙ୍କାନାଳ,
Read More...