Browsing Tag

bhubaneswar news

ରାଜ୍ୟରେ କରୋନା ସଂକ୍ରମଣ : ଗତ ୨୪ ଘଂଟା ମଧ୍ୟରେ ୬୩୮ ନୂଆ ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ଗତ ୨୪ ଘଂଟା ମଧ୍ୟରେ ରାଜ୍ୟରେ ୬୩୮ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ଏବେ ସକ୍ରିୟ ରୋଗୀଙ୍କ ସଂଖ୍ୟା ୬୯୦୦ରେ ପହଂଚିଛି । ନୂଆ ଆକ୍ରାନ୍ତଙ୍କ ମଧ୍ୟରେ ୯୩ ଜଣ ୦ ରୁ ୧୮ ବର୍ଷ ବୟସର ସଂକ୍ରମିତ ରହିଥିବା ବେଳେ ନୂଆ ଆକ୍ରାନ୍ତଙ୍କ ମଧ୍ୟରୁ ୩୭୨ ଜଣ
Read More...

+୨ ଡ଼୍ରପ୍ ଆଉଟ୍ ଓ ଏକ୍ସ-ରେଗୁଲାର୍ ଛାତ୍ରଛାତ୍ରୀଙ୍କ ବିକ୍ଷୋଭ ପ୍ରଦର୍ଶନ

ଭୁବନେଶ୍ୱର, (ସୁଶାନ୍ତ ସାହୁ) : ଦଶମ ବୋର୍ଡ଼ ରେଜଲ୍ଟ ଆଧାରରେ +୨ ଡ଼୍ରପ୍ ଆଉଟ୍ ଓ ଏକ୍ସ-ରେଗୁଲାର୍ ଛାତ୍ରଛାତ୍ରୀଙ୍କୁ ମାର୍କ ଦେବା ଦାବୀ ନେଇ ଆଜି ଶହ ଶହ ଛାତ୍ରଛାତ୍ରୀ ରାଜଧାନୀରେ ବିକ୍ଷୋଭ ପ୍ରଦର୍ଶନ କରିଥିବା ଦେଖିବାକୁ ମିଳିଛି । ସେମାନେ ନବୀନ ନିବାସ ଘେରାଉ ଉଦେ୍‌ଦ୍ଦଶ୍ୟ କଂଗ୍ରେସ
Read More...

ରାଜ୍ୟରେ ୨୪ ଘଣ୍ଟା ମଧ୍ୟରେ ୮ ଜଣ ଆକ୍ରାନ୍ତଙ୍କ ପ୍ରାଣ ନେଲା କରୋନା

ଭୁବନେଶ୍ୱର : ରାଜ୍ୟରେ ୨୪ ଘଣ୍ଟା ମଧ୍ୟରେ ୮ ଜଣ କରୋନା ଆକ୍ରାନ୍ତ ପ୍ରାଣ ହରାଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ଜନିତ ମୃତ୍ୟୁ ସଂଖ୍ୟା ୮୦୫୫ଜଣକୁ ବୃଦ୍ଧି ପାଇଛି । ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୩ ଜଣ, ଗଞ୍ଜାମ ଓ ପୁରୀ ଜିଲ୍ଲାରୁ ୨ ଜଣ ଲେଖାଏଁ, ଅନୁଗୁଳ ଜିଲ୍ଲାରୁ ଜଣେ
Read More...

ରାଜ୍ୟରେ କରୋନା ସଂକ୍ରମଣ : ଗତ ୨୪ ଘଂଟା ମଧ୍ୟରେ ୬୦୯ ନୂଆ ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ଗତ ୨୪ ଘଂଟା ମଧ୍ୟରେ ରାଜ୍ୟରେ ୬୦୯ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ଏବେ ସକ୍ରିୟ ରୋଗୀଙ୍କ ସଂଖ୍ୟା ୬୯୯୬ରେ ପହଂଚିଛି । ନୂଆ ଆକ୍ରାନ୍ତଙ୍କ ମଧ୍ୟରେ ୧୨୨ ଜଣ ୦ ରୁ ୧୮ ବର୍ଷ ବୟସର ସଂକ୍ରମିତ ରହିଥିବା ବେଳେ ନୂଆ ଆକ୍ରାନ୍ତଙ୍କ ମଧ୍ୟରୁ ୩୫୪ ଜଣ
Read More...

ଓଡିଶା ଆଦର୍ଶ ବିଦ୍ୟାଳୟ ଗୁଡିକରେ ୪୪୩ ଶିକ୍ଷକ ନିଯୁକ୍ତି ପ୍ରଦାନ

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଉପସ୍ଥିତିରେ ଗତକାଲି ଲୋକସେବା ଭବନର କନ୍‌ଭେନ୍‌ସନ ସେଣ୍ଟରରେ ଆୟୋଜିତ ଏକ କାର୍ଯ୍ୟକ୍ରମରେ ଓଡିଶା ଆଦର୍ଶ ବିଦ୍ୟାଳୟ ଗୁଡିକରେ ୪୪୩ ଶିକ୍ଷକ ନିଯୁକ୍ତି ପ୍ରଦାନ କରାଯାଇଛି । ଏହି ଅବସରରେ ନବନିଯୁକ୍ତ ଶିକ୍ଷକ ମାନଙ୍କୁ
Read More...

ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୭ ଜଣ ଆକ୍ରାନ୍ତଙ୍କ ପ୍ରାଣ ନେଲା କରୋନା

ଭୁବନେଶ୍ୱର : ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୭ ଜଣ କରୋନା ଆକ୍ରାନ୍ତ ପ୍ରାଣ ହରାଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ଜନିତ ମୃତ୍ୟୁ ସଂଖ୍ୟା ୮୦୪୦ଜଣକୁ ବୃଦ୍ଧି ପାଇଛି । ଅନୁଗୁଳ ଓ ବାଲେଶ୍ୱର ଜିଲ୍ଲାରୁ ୨ ଜଣ ଲେଖାଏଁ ଏବଂ ଭଦ୍ରକ, କଟକ ଓ ଖୋର୍ଦ୍ଧା ଜିଲ୍ଲାରୁ ଜଣେ ଲେଖାଏଁ
Read More...

ଗତ ୨୪ ଘଂଟାରେ ରାଜ୍ୟରେ ୮୦୫ ନୂଆ ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ଗତ ୨୪ ଘଂଟା ମଧ୍ୟରେ ରାଜ୍ୟରେ ୮୦୫ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ ୧୩୧ ଜଣ ୦ରୁ ୧୮ ବର୍ଷ ବୟସ ରହିଛି । ଏବେ ସକ୍ରିୟ ରୋଗୀଙ୍କ ସଂଖ୍ୟା ୭୧୫୮ । ନୂଆ ଆକ୍ରାନ୍ତଙ୍କ ମଧ୍ୟରୁ ୪୬୭ ଜଣ କ୍ୱାରେନ୍‌ଟାଇନ୍‌ରୁ ଏବଂ ୩୩୮ ଜଣ ଆଂଚଳିକ
Read More...

ଗତ ୨୪ ଘଂଟାରେ ରାଜ୍ୟରେ ୬୮୧ ନୂଆ ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ଗତ ୨୪ ଘଂଟା ମଧ୍ୟରେ ରାଜ୍ୟରେ ୬୮୧ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ ୧୧୮ ଜଣ ୦ରୁ ୧୮ ବର୍ଷ ବୟସ ରହିଛି । ଏବେ ସକ୍ରିୟ ରୋଗୀଙ୍କ ସଂଖ୍ୟା ୭୧୮୬ । ନୂଆ ଆକ୍ରାନ୍ତଙ୍କ ମଧ୍ୟରୁ ୩୯୮ ଜଣ କ୍ୱାରେନ୍‌ଟାଇନ୍‌ରୁ ଏବଂ ୨୮୩ ଜଣ ଆଂଚଳିକ
Read More...

ଚାଷୀ ଆତ୍ମହତ୍ୟାକୁ ନେଇ ବିଧାନସଭାରେ ଗର୍ଜିଲେ ବିଧାୟକ ସାଲୁଜା

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ଚାଷୀ ଆତ୍ମହତ୍ୟାକୁ ନେଇ ବିଧାନସଭାରେ ଗର୍ଜିଛନ୍ତି କଂଟାବାଂଜି ବିଧାୟକ ସନ୍ତୋଷ ସିଂ ସାଲୁଜା । ବଲାଙ୍ଗିର ତୁରେକେଲା ବ୍ଲକରେ ଚାଷୀ ଆତ୍ମହତ୍ୟା ପ୍ରସଂଗ ବିଧାନସଭାରେ ଗତକାଲି ଉଠିଥିବା ବେଳେ ତୁରେକେଲା ବ୍ଲକରେ ୧ ଶତକଡ଼ା ଜମି ମଧ୍ୟ ଜଳସେଚିତ ହୋଇ ନଥିବା
Read More...

ଖାଣ୍ଟି ଓଡିଆ ଖାଦ୍ୟ ଯୋଗାଇ ଦେବ ଓଟିଡିସିର ‘ନିମନ୍ତ୍ରଣ’ ରେଷ୍ଟୁରାଂଟ୍ : ଲୋକାର୍ପଣ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ଓଡିଆ ଖାଦ୍ୟର ପ୍ରସାର ପାଇଁ ଓଟିଡିସି ନୂଆ ପଦକ୍ଷେପ ନେଇଛି । ଓଡିଆ ପାରମ୍ପରିକ ଖାଦ୍ୟର ଲୋକପ୍ରିୟତା ବୃଦ୍ଧି ସହ ସୁବିଧାରେ ଏହାକୁ ଉପଲବ୍ଧ କରାଇବା ପାଇଁ ଓଟିଡିସି ପକ୍ଷରୁ ଭୁବନେଶ୍ୱର ସହିଦ ନଗରରେ 'ନିମନ୍ତ୍ରଣ'-ଖାଣ୍ଟି ଓଡିଆ ଖାଦ୍ୟ ରେଷ୍ଟୁରାଂଟ୍
Read More...