Browsing Tag

bhubaneswar news

ଟିବି ନିରାକରଣ କ୍ଷେତ୍ରରେ ଉଲ୍ଲେଖନୀୟ କାର୍ଯ୍ୟ କରି ଓଡିଶା ୨ୟ ସ୍ଥାନରେ ରହିବା ସହିତ କେନ୍ଦ୍ର ସ୍ୱାସ୍ଥ୍ୟ…

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ଟିବି ନିରାକରଣ କ୍ଷେତ୍ରରେ ଉଲ୍ଲେଖନୀୟ କାର୍ଯ୍ୟ କରି ଓଡିଶା ୨ୟ ସ୍ଥାନରେ ରହିବା ସହିତ କେନ୍ଦ୍ର ସ୍ୱସ୍ଥ୍ୟ ମନ୍ତ୍ରୀଙ୍କ ଠାରୁ ପୁରସ୍କୃତ ହୋଇଛି । ନିକ୍ଷୟ ପୋଷଣ ଯୋଜନାରେ ୮୫ ପ୍ରତିଶତ ହିତାଧିକାରୀଙ୍କୁ ପୋଷଣୀୟ ଖାଦ୍ୟ ପାଇଁ ଅର୍ଥ ଯୋଗାଇ ଦିଆଯାଉଛି ।
Read More...

ବାଉଁଶ ହସ୍ତଶିଳ୍ପ ବିକାଶ ପୁଞ୍ଜ ଗଠନ

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ଓଡିଶା ବାଉଁଶ ଉନ୍ନୟନ ସଂସ୍ଥାର ୭୨୧.୩୦ ଲକ୍ଷ ଟଙ୍କାର ଆର୍ଥିକ ସହଯୋଗରେ ବାଉଁଶ ହସ୍ତଶିଳ୍ପ ବିକାଶ ପୁଞ୍ଜ ଗଠନ କରାଯାଇଛି । ଏହି ହସ୍ତଶିଳ୍ପର ଅଧିକ ବିକାଶ ନିମନ୍ତେ ଗତକାଲି ହସ୍ତ ଓ କୁଟୀର ଶିଳ୍ପ ନିର୍ଦ୍ଦେଶାଳୟ ଏବଂ ରାଜ୍ୟ ବାଉଁଶ ଉନ୍ନୟନ ସଂସ୍ଥା
Read More...

ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୭ ଜଣ ଆକ୍ରାନ୍ତଙ୍କ ପ୍ରାଣ ନେଲା କରୋନା

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୭ ଜଣ ଆକ୍ରାନ୍ତଙ୍କ ପ୍ରାଣ ନେଲା କରୋନା । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୮୦୩୫କୁ ବୃଦ୍ଧି ପାଇଛି । ମୃତକଙ୍କ ମଧ୍ୟରେ ଗଞ୍ଜାମରୁ ୨ ଜଣ, ବାଲେଶ୍ୱର, କଟକ, ଢେଙ୍କାନାଳ, କେନ୍ଦ୍ରାପଡା ଓ ପୁରୀରୁ
Read More...

ଗତ ୨୪ ଘଂଟାରେ ରାଜ୍ୟରେ ୮୪୯ ନୂଆ ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ଗତ ୨୪ ଘଂଟା ମଧ୍ୟରେ ରାଜ୍ୟରେ ୮୪୯ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ ୧୨୦ ଜଣ ୦ରୁ ୧୮ ବର୍ଷ ବୟସ ରହିଛି । ଏବେ ସକ୍ରିୟ ରୋଗୀଙ୍କ ସଂଖ୍ୟା ୭୩୪୫ । ନୂଆ ଆକ୍ରାନ୍ତଙ୍କ ମଧ୍ୟରୁ ୪୯୫ ଜଣ କ୍ୱାରେନ୍‌ଟାଇନ୍‌ରୁ ଏବଂ ୩୫୪ ଜଣ ଆଂଚଳିକ
Read More...

ରାଜ୍ୟରେ କରୋନା ସଂକ୍ରମଣ : ଗତ ୨୪ ଘଂଟା ମଧ୍ୟରେ ୭୫୪ ନୂଆ ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ଗତ ୨୪ ଘଂଟା ମଧ୍ୟରେ ରାଜ୍ୟରେ ୧୧୦୭ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ଏବେ ସକ୍ରିୟ ରୋଗୀଙ୍କ ସଂଖ୍ୟା ୭୨୪୧ରେ ପହଂଚିଛି । ନୂଆ ଆକ୍ରାନ୍ତଙ୍କ ମଧ୍ୟରେ ୧୦୮ ଜଣ ୦ରୁ ୧୮ ବର୍ଷ ବୟସର ସଂକ୍ରମିତ ରହିଥିବା ବେଳେ ନୂଆ ଆକ୍ରାନ୍ତଙ୍କ ମଧ୍ୟରୁ ୪୩୮ ଜଣ
Read More...

ରାଜ୍ୟରେ ସିଭିଲ୍ ଜଜ୍ କୋର୍ଟ୍ (ଜେଏଫ୍‌ଏମସି) ଉଦ୍‌ଘାଟନ

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ଓଡିଶା ହାଇକୋର୍ଟର ମୁଖ୍ୟ ବିଚାରପତି ଡ.ଏସ୍.ମୁରଲୀଧର ଭିସି ମାଧ୍ୟମରେ ରାଜ୍ୟରେ ସିଭିଲ୍ ଜଜ୍ କୋର୍ଟ୍ (ଜେଏଫ୍‌ଏମସି) ଉଦଘାଟନ କରିଛନ୍ତି । ଏହି ସବୁ କୋର୍ଟ୍ କେଉଁଝର ଜିଲ୍ଲାର ତେଲକୋଇ, ବଲାଙ୍ଗିର ଜିଲ୍ଲାର ବଙ୍ଗୋମୁଣ୍ଡା, ମୟୂରଭଞ୍ଜ ଜିଲ୍ଲାର
Read More...

ଆଜିଠୁ ଖୋଲିଲା ଲିଙ୍ଗରାଜ ମନ୍ଦିର

ଭୁବନେଶ୍ୱର, (ସୁଶାନ୍ତ ସାହୁ) : ଆଜିଠୁ ଖୋଲିଲା ଲିଙ୍ଗରାଜ ମନ୍ଦିର । ଭକ୍ତମାନେ କୋଭିଡ୍ ଗାଇଡଲାଇନ ମାନି ମହାପ୍ରଭୁଙ୍କୁ ଦର୍ଶନ କରୁଛନ୍ତି । ମାସ୍କ ପିନ୍ଧିବା ଓ ସାମାଜିକ ଦୂରତା ରକ୍ଷା କରିବା ବାଧ୍ୟତାମୂଳକ କରାଯାଇଛି । ମନ୍ଦିର ସିଂହଦ୍ୱାର ନିକଟରେ ସମସ୍ତଙ୍କର ଥର୍ମାଲ ସ୍କ୍ରିନିଂ
Read More...

ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୫୩ ଜଣ ଆକ୍ରାନ୍ତଙ୍କ ପ୍ରାଣ ନେଲା କରୋନା

ଭୁବନେଶ୍ୱର : ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୫୩ ଜଣ କରୋନା ଆକ୍ରାନ୍ତ ପ୍ରାଣ ହରାଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ଜନିତ ମୃତ୍ୟୁ ସଂଖ୍ୟା ୮୦୨୨ଜଣକୁ ବୃଦ୍ଧି ପାଇଛି । ଆଜି ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୧୯ ଜଣ ମୃତ୍ୟୁବରଣ କରିଛନ୍ତି । ସେହିପରି ଜଗତସିଂହପୁର ଓ
Read More...

ଗତ ୨୪ ଘଂଟାରେ ରାଜ୍ୟରେ ୭୧୯ ନୂଆ ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ଗତ ୨୪ ଘଂଟା ମଧ୍ୟରେ ରାଜ୍ୟରେ ୭୧୯ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ ୧୨୫ ଜଣ ୦ରୁ ୧୮ ବର୍ଷ ବୟସ ରହିଛି । ଏବେ ସକ୍ରିୟ ରୋଗୀଙ୍କ ସଂଖ୍ୟା ୭୧୫୯ । ନୂଆ ଆକ୍ରାନ୍ତଙ୍କ ମଧ୍ୟରୁ ୪୨୨ ଜଣ କ୍ୱାରେନ୍‌ଟାଇନ୍‌ରୁ ଏବଂ ୨୯୭ ଜଣ ଆଂଚଳିକ
Read More...

କରୋନା କଟକଣାକୁ କୋହଳ କଲେ ରାଜ୍ୟ ସରକାର : ସେପ୍ଟେମ୍ବର ମାସ ପାଇଁ ଆସିଲା ନୂଆ ଗାଇଡଲାଇନ୍‌

ଭୁବନେଶ୍ୱର : ଆସନ୍ତା ସେପ୍ଟେମ୍ବର ମାସ ପାଇଁ କରୋନା କଟକଣାକୁ କୋହଳ କରିବା ସହ ଆଜି ନୂଆ ଗାଇଡଲାଇନ୍‌ ଘୋଷଣା କରିଛନ୍ତି ରାଜ୍ୟ ସରକାର । ତେବେ ଏହି ନୂଆ ଗାଇଡଲାଇନ ଅନୁସାରେ ସେପ୍ଟେମ୍ବର ୧ରୁ ଅକ୍ଟୋବର ୧ ପର୍ଯ୍ୟନ୍ତ କଟକଣା ବଳବତ୍ତର ରହିବାକୁ ଥିବା ବେଳେ ନାଇଟ୍ କର୍ଫ୍ୟୁରେ ମଧ୍ୟ
Read More...