Browsing Tag

bhubaneswar news

ଅଣ୍ଡାଗ୍ରାମ ଜନସେବା କେନ୍ଦ୍ର ଓ ତପସ୍ୟା ପାଠାଗାର ପକ୍ଷରୁ ବୃକ୍ଷକୁ ରାକ୍ଷୀ ବନ୍ଧନ

ଭୁବନେଶ୍ୱର, (କେ.ସତ୍ୟନାରାୟଣ ରେଡ୍ଡୀ) : ରବିବାର ପବିତ୍ର ରାକ୍ଷୀ ପୂର୍ଣ୍ଣିମା ଅବସରରେ ଖୋର୍ଦ୍ଧା ଜିଲ୍ଲା ଅଣ୍ଡାଗ୍ରାମ ସ୍ଥିତ ଜନସେବା କେନ୍ଦ୍ର ଓ ତପସ୍ୟା ପାଠାଗାରର ମିଳିତ ଆନୁକୂଲ୍ୟରେ ବୃକ୍ଷଦେବତାଙ୍କୁ ବିଧିବଦ୍ଧ ଭାବେ ପୂଜନ ହୋଇ ବୃକ୍ଷ ସହିତ ରାକ୍ଷୀ ବନ୍ଧନ କାର୍ଯ୍ୟକ୍ରମ ଏକ
Read More...

ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୬୯ ଜଣ ଆକ୍ରାନ୍ତଙ୍କ ପ୍ରାଣ ନେଲା କରୋନା

ଭୁବନେଶ୍ୱର : ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୬୯ ଜଣ କରୋନା ଆକ୍ରାନ୍ତ ପ୍ରାଣ ହରାଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୭୩୫୮କୁ ବୃଦ୍ଧି ପାଇଛି । ମୃତକଙ୍କ ମଧ୍ୟରେ କଟକ ଏବଂ ଜଗତସିଂହପୁର ଜିଲ୍ଲାରୁ ୧୩ଜଣ ଲଖାଏଁ ଆକ୍ରାନ୍ତଙ୍କ ଜୀବନ ନେଇଛି କରୋନା ।
Read More...

ଗତ ୨୪ ଘଂଟାରେ ରାଜ୍ୟରେ ୮୫୩ ନୂଆ ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ଗତ ୨୪ ଘଂଟା ମଧ୍ୟରେ ରାଜ୍ୟରେ ୮୫୩ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ଏବେ ସକ୍ରିୟ ରୋଗୀଙ୍କ ସଂଖ୍ୟା ହ୍ରାସ ପାଇ୯୩୦୨କୁ ଖସିଛି । ନୂଆ ଆକ୍ରାନ୍ତଙ୍କ ମଧ୍ୟରୁ ୪୯୬ ଜଣ କ୍ୱାରେନ୍‌ଟାଇନ୍‌ରୁ ଏବଂ ୩୫୭ ଜଣ ଆଂଚଳିକ ସଂକ୍ରମଣରୁ ଚିହ୍ନଟ ହୋଇଥିବା ରାଜ୍ୟ
Read More...

ଗ୍ୟାସ ସିଲିଣ୍ଡର ଦୁର୍ଘଟଣାରେ ଜଣେ ବ୍ୟକ୍ତିଙ୍କର ପରଲୋକ ଖବର ପାଇ ଶୋକ ପ୍ରକାଶ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ଗତକାଲି ବାଣପୁରର ଗମ୍ଭାରୀ ମୁଣ୍ଡା ଗାଁରେ ଗ୍ୟାସ ସିଲିଣ୍ଡର ଦୁର୍ଘଟଣାରେ ଗୁରୁତର ଆହତ ଜଣେ ବ୍ୟକ୍ତିଙ୍କର ପରଲୋକ ଖବର ପାଇ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗଭୀର ଶୋକ ପ୍ରକାଶ କରି ନିଜ ଟ୍ୱିଟ୍‌ରେ ଟ୍ୱିଟ୍‌ କରି ଲେଖିଛନ୍ତି ଯେ, ଶୋକସନ୍ତପ୍ତ ପରିବାର
Read More...

ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୬୬ ଜଣ ଆକ୍ରାନ୍ତଙ୍କ ପ୍ରାଣ ନେଲା କରୋନା

ଭୁବନେଶ୍ଵର : ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୬୬ ଜଣ କରୋନା ଆକ୍ରାନ୍ତ ପ୍ରାଣ ହରାଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୭୨୮୯ କୁ ବୃଦ୍ଧି ପାଇଛି । ଜଗତସିଂହପୁର ଜିଲ୍ଲାରୁ ସର୍ବାଧିକ ୧୧ଜଣ, କଟକ ଜିଲ୍ଲାରୁ ୧୦ଜଣ, ଢେଙ୍କାନାଳ ଜିଲ୍ଲାରୁ ୮ଜଣ,
Read More...

ଗତ ୨୪ ଘଂଟାରେ ରାଜ୍ୟରେ ୯୧୧ନୂଆ ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ଗତ ୨୪ ଘଂଟା ମଧ୍ୟରେ ରାଜ୍ୟରେ ୯୧୧ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ଏବେ ସକ୍ରିୟ ରୋଗୀଙ୍କ ସଂଖ୍ୟା ହ୍ରାସ ପାଇ୯୪୯୭କୁ ଖସିଛି । ନୂଆ ଆକ୍ରାନ୍ତଙ୍କ ମଧ୍ୟରୁ ୫୩୧ ଜଣ କ୍ୱାରେନ୍‌ଟାଇନ୍‌ରୁ ଏବଂ ୩୮୦ ଜଣ ଆଂଚଳିକ ସଂକ୍ରମଣରୁ ଚିହ୍ନଟ ହୋଇଥିବା ରାଜ୍ୟ
Read More...

ଆଜି ଗଞ୍ଜାମ ଜିଲ୍ଲାର ଶେରଗଡ଼ ଓ ହିଞ୍ଜିଳି ବ୍ଲକରେ ୫ଟି ଲେଖାଏଁ ସ୍ମାର୍ଟ ସ୍କୁଲର ଉଦଘାଟନ କରିବେ ମୁଖ୍ୟମନ୍ତ୍ରୀ

ଗଞ୍ଜାମ, (ପ୍ରଦୀପ କୁମାର ପଣ୍ଡା) : ଆଜି ଗଞ୍ଜାମ ଜିଲ୍ଲାର ଶେରଗଡ଼ ଓ ହିଞ୍ଜିଳି ବ୍ଲକରେ ୫ଟି ଲେଖାଏଁ ସ୍ମାର୍ଟ ସ୍କୁଲର ଉର୍ଚୁଆଲ୍ ମୋଡରେ ଉଦଘାଟନ କରିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ତେବେ ଫାଇଭ୍ ଟି ଅଧୀନରେ ୩୦ ତାରିଖ ମଧ୍ୟରେ ୫୦ଟି ସ୍କୁଲ ରୁପାନ୍ତରୀକରଣର ଉଦଘାଟନ କାର୍ୟ୍ୟକ୍ରମ
Read More...

ଆଇଆଇଟି ଭୁବନେଶ୍ୱରର ଲେକଚର୍‌ ହଲ୍‌ ଏବଂ ଛାତ୍ରାବାସର ଲୋକାର୍ପଣ କଲେ କେନ୍ଦ୍ରମନ୍ତ୍ରୀ : ଆଇଆଇଟି ଭଳି ଶିକ୍ଷାନୁଷ୍ଠାନ…

 ଆଇଆଇଟି ଭୁବନେଶ୍ୱର ଏବଂ ଏସଡିଆଇ ଭୁବନେଶ୍ୱର ମଧ୍ୟରେ ଏମଓୟୁ ସ୍ୱାକ୍ଷରିତ ଓଡିଆ ଛାତ୍ରଛାତ୍ରୀଙ୍କ ଦକ୍ଷତା ବୃଦ୍ଧି ପାଇଁ ଏମଓୟୁ ଖୁବ ଶୀଘ୍ର ଆଇଆଇଟି ଇଞ୍ଜିନିୟରିଂରେ ଓଡିଆ ଭାଷାରେ ପାଠ ପଢିବେ ଛାତ୍ରଛାତ୍ରୀ ଆଂଚଳିକ ଭାଷାରେ ଛାତ୍ରଛାତ୍ରୀଙ୍କୁ ଶିକ୍ଷା ଦାନ କରିବା ଜାତୀୟ ଶିକ୍ଷା
Read More...

ଦକ୍ଷତା ବିକାଶ ଅନୁଷ୍ଠାନର ସ୍ଥାୟୀ କ୍ୟାମ୍ପସ୍‍ ମୁଖ୍ୟମନ୍ତ୍ରୀଙ୍କ ଦ୍ୱାରା ରାଷ୍ଟ୍ର ଉଦ୍ଦେଶ୍ୟରେ ଲୋକାର୍ପିତ :…

ଭୁବନେଶ୍ୱର, (ପିଆଇବି) : ଦକ୍ଷତା ବିକାଶ ଅନୁଷ୍ଠାନ (ଏସ୍‍ଡିଆଇ) ଭୁବନେଶ୍ୱରର ସ୍ଥାୟୀ କ୍ୟାମ୍ପସ୍‍ ଓଡ଼ିଶାର ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକଙ୍କ ଦ୍ୱାରା ରାଷ୍ଟ୍ର ଉଦ୍ଦେଶ୍ୟରେ ଲୋକାର୍ପିତ ହୋଇଯାଇଛି । କେନ୍ଦ୍ର ଶିକ୍ଷା, ଦକ୍ଷତା ଏବଂ ଉଦ୍ୟୋଗ ମନ୍ତ୍ରୀ ଶ୍ରୀ ଧର୍ମେନ୍ଦ୍ର ପ୍ରଧାନ,
Read More...

ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୬୯ ଜଣ ଆକ୍ରାନ୍ତଙ୍କ ପ୍ରାଣ ନେଲା କରୋନା

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୬୯ ଜଣ କରୋନା ଆକ୍ରାନ୍ତ ପ୍ରାଣ ହରାଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୭୨୨୩ କୁ ବୃଦ୍ଧି ପାଇଛି । କଟକ ଜିଲ୍ଲାରୁ ୧୧ ଜଣ, ଜଗତସିଂହପୁର ଜିଲ୍ଲାରୁ ୧୨ ଜଣ, ଢେଙ୍କାନାଳ ଜିଲ୍ଲାରୁ ୮ଜଣ,
Read More...