Browsing Tag

bhubaneswar news

+୨ ବିଜ୍ଞାନ ଓ ବାଣିଜ୍ୟ ପରୀକ୍ଷା ଫଳ ଆଜି ସନ୍ଧ୍ୟାରେ ବାହାରିବ

ଭୁବନେଶ୍ୱର : +୨ ବିଜ୍ଞାନ ଓ ବାଣିଜ୍ୟ ପରୀକ୍ଷା ଫଳ ଆଜି ସନ୍ଧ୍ୟାରେ ବାହାରିବ । ଛାତ୍ରଛାତ୍ରୀମାନେ ଏଥିପାଇଁ https://orissaresults.nic.inରୁ ନିଜ ଫଳାଫଳ ଦେଖିପାରିବେ । ଆଜି କେବଳ ବିଜ୍ଞାନ ଓ ବାଣିଜ୍ୟ ଛାତ୍ରଛାତ୍ରୀଙ୍କର ରେଜଲ୍ଟ ପ୍ରକାଶ ପାଇବ । ତେବେ ଖୁବଶୀଘ୍ର କଳା ଓ ଧନ୍ଦାମୂଳକ
Read More...

ଗତ ୨୪ ଘଂଟା ମଧ୍ୟରେ ରାଜ୍ୟରେ ୧୫୭୮ ନୂଆ ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ଗତ ୨୪ ଘଂଟା ମଧ୍ୟରେ ରାଜ୍ୟରେ ୧୫୭୮ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ଏବେ ସକ୍ରିୟ ରୋଗୀଙ୍କ ସଂଖ୍ୟା ହ୍ରାସ ପାଇ ୧୬୩୮୪କୁ ଖସିଛି । ନୂଆ ଆକ୍ରାନ୍ତଙ୍କ ମଧ୍ୟରୁ ୯୧୫ ଜଣ କ୍ୱାରେନ୍‌ଟାଇନ୍‌ରୁ ଏବଂ ୬୬୩ ଜଣ ଆଂଚଳିକ ସଂକ୍ରମଣରୁ ଚିହ୍ନଟ ହୋଇଥିବା
Read More...

ୱାନ ନେସନ୍ ୱାନ ରାସନ୍ କାର୍ଡ ରାଜ୍ୟରେ ଆରମ୍ଭ ହେଲା

ଭୁବନେଶ୍ୱର : ରାଜ୍ୟରେ ଗତକାଲି ଠାରୁ ଆରମ୍ଭ ହେଲା ୱାନ ନେସନ୍ ୱାନ ରାସନ୍ କାର୍ଡ । ତେବେ ଏହାର ଶୁଭାରମ୍ଭ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଜାତୀୟ ଖାଦ୍ୟ ସୁରକ୍ଷା ଆଇନ ବଳରେ ରାଜ୍ୟ ତଥା ଦେଶର ଯେକୌଣସି ଡିଲରଙ୍କଠାରୁ ଖାଉଟି ରାସନ ସାମଗ୍ରୀ ପାଇପାରିବେ । ଖାଉଟିଙ୍କୁ
Read More...

ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୬୬ ଜଣ ଆକ୍ରାନ୍ତଙ୍କ ପ୍ରାଣ ନେଲା କରୋନା

ଭୁବନେଶ୍ୱର : ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୬୬ ଜଣ କରୋନା ଆକ୍ରାନ୍ତ ପ୍ରାଣ ହରାଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୫୮୩୪କୁ ବୃଦ୍ଧି ପାଇଛି । ମୃତକଙ୍କ ମଧ୍ୟରୁ ସୁନ୍ଦରଗଡ଼ରୁ ୧୧ ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ କଟକରୁ ୧୦, ଖୋର୍ଦ୍ଧାରୁ ୮, ଭଦ୍ରକରୁ
Read More...

ରାଜ୍ୟରେ ଆଜିଠାରୁ ଆରମ୍ଭ ହେଉଛି ମାଟ୍ରିକ ଅଫ୍‌ଲାଇନ୍‌ ପରୀକ୍ଷା : ୫୦୪ କେନ୍ଦ୍ରରେ ପରୀକ୍ଷା ଦେବେ ୧୫ହଜାରରୁ ଅଧିକ…

ଭୁବନେଶ୍ୱର : ରାଜ୍ୟରେ ଆଜିଠାରୁ ଆରମ୍ଭ ହେଉଛି ମାଟ୍ରିକ ଅଫ୍‌ଲାଇନ୍‌ ପରୀକ୍ଷା । ଚଳିତବର୍ଷ କରୋନା ଯୋଗୁଁ ମାଟ୍ରିକ ପରୀକ୍ଷା ବାତିଲ ହୋଇଥିଲା । ତେବେ ବିକଳ୍ପ ମୂଲ୍ୟାୟନ ଆଧାରରେ ରେଜଲ୍ଟ ପ୍ରକାଶ ପାଇଥିବା ବେଳେ ଫଳାଫଳକୁ ନେଇ ଅସନ୍ତୁଷ୍ଟ ଛାତ୍ରଛାତ୍ରୀ ଫର୍ମପୂରଣ କରି ଅଫ୍ ଲାଇନ୍
Read More...

କମନ୍ ପିଜି ପ୍ରବେଶିକା ପରୀକ୍ଷା ପାଇଁ ଉଚ୍ଚ ଶିକ୍ଷା ବିଭାଗ ପ୍ରକାଶ କଲା ବିଜ୍ଞପ୍ତି

ଭୁବନେଶ୍ୱର : କମନ୍ ପିଜି ପ୍ରବେଶିକା ପରୀକ୍ଷା ପାଇଁ ଉଚ୍ଚ ଶିକ୍ଷା ବିଭାଗ ପ୍ରକାଶ କରିଛି । ଅନ୍‌ଲାଇନ୍‌ ଆପ୍ଲିକେସନ୍ ଫର୍ମ www.samsodisha.gov.inରେ ଉପଲବ୍ଧ ହେବାକୁ ଥିବା ବେଳେ ଅଗଷ୍ଟ୨ ତାରିଖ ସକାଳ ୧୧ଟାରୁ ଛାତ୍ରଛାତ୍ରୀମାନେ ଏହି ୱେବ୍‌ସାଇଟ୍‌କୁ ଯାଇ ପ୍ରବେଶିକା ପରୀକ୍ଷା ପାଇଁ
Read More...

ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୬୫ ଜଣ ଆକ୍ରାନ୍ତଙ୍କ ପ୍ରାଣ ନେଲା କରୋନା

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୬୫ ଜଣ ଆକ୍ରାନ୍ତଙ୍କ ପ୍ରାଣ ନେଲା କରୋନା । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୫୭୬୮କୁ ବୃଦ୍ଧି ପାଇଛି । ମୃତକଙ୍କ ମଧ୍ୟରୁ ସର୍ବାଧିକ ଖୋର୍ଦ୍ଧା ଜିଲ୍ଲାରୁ ୯ଜଣ ରହିଥିବା ବେଳେ ବରଗଡ଼ ଜିଲ୍ଲାରୁ
Read More...

ରାଜ୍ୟରେ କୋଭିଡ଼ ସଂକ୍ରମଣ : ଗତ ୨୪ ଘଂଟାରେ ୧୬୧୫ ନୂଆ ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ଗତ ୨୪ ଘଂଟା ମଧ୍ୟରେ ରାଜ୍ୟରେ ୧୬୧୫ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ଏବେ ସକ୍ରିୟ ରୋଗୀଙ୍କ ସଂଖ୍ୟା ହ୍ରାସ ପାଇ ୧୭୨୬୨କୁ ଖସିଛି । ନୂଆ ଆକ୍ରାନ୍ତଙ୍କ ମଧ୍ୟରୁ ୯୩୭ ଜଣ କ୍ୱାରେନ୍‌ଟାଇନ୍‌ରୁ ଏବଂ ୬୭୮ ଜଣ ଆଂଚଳିକ ସଂକ୍ରମଣରୁ ଚିହ୍ନଟ ହୋଇଥିବା
Read More...

ଚଳିତ ବର୍ଷର +୨ ବିଜ୍ଞାନ ଓ ବାଣିଜ୍ୟ ରେଜଲ୍ଟ ଆସନ୍ତା ଜୁଲାଇ ୩୧ରେ ପ୍ରକାଶ ପାଇବ

ଭୁବନେଶ୍ୱର, (ସୁଶାନ୍ତ ସାହୁ) : ଚଳିତ ବର୍ଷର +୨ ବିଜ୍ଞାନ ଓ ବାଣିଜ୍ୟ ରେଜଲ୍ଟ ଆସନ୍ତା ଜୁଲାଇ ୩୧ରେ ପ୍ରକାଶ ପାଇବ । ୩୧ ତାରିଖ ଦିନ ସନ୍ଧ୍ୟାରେ ପରୀକ୍ଷା ଫଳ ପ୍ରକାଶିତ ହେବ । ଏନେଇ ଉଚ୍ଚ ଶିକ୍ଷା ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି । ତେବେ କଳା ଓ ଧନ୍ଦାମୂଳକ ପାଠ୍ୟକ୍ରମର ଆବଶ୍ୟକୀୟ
Read More...

ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୬୯ ଜଣ ଆକ୍ରାନ୍ତଙ୍କ ପ୍ରାଣ ନେଲା କରୋନା

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୬୯ ଜଣ ଆକ୍ରାନ୍ତଙ୍କ ପ୍ରାଣ ନେଇଛି କରୋନା । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୫୭୦୩କୁ ବୃଦ୍ଧି ପାଇଛି । ମୃତକଙ୍କ ମଧ୍ୟରୁ ଖୋର୍ଦ୍ଧାରୁ ସର୍ବାଧିକ ୧୪ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଥିବା ବେଳେ
Read More...