ରାଜ୍ୟରେ ଆଜିଠୁ ସକାଳୁଆ ସ୍କୁଲ୍, ୬ ରୁ ୧୦ ପାଠପଢା
ଭୁବନେଶ୍ୱର : ସାରା ରାଜ୍ୟରେ ଆଜିଠୁ ସକାଳୁଆ ସ୍କୁଲ । ଅସହ୍ୟ ଖରା ଓ ଗୁଳୁଗୁଳି ପାଇଁ ତାରିଖ ଓ ସମୟରେ ପରିବର୍ତ୍ତନ କରାଯାଇଛି । ସ୍କୁଲ୍ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ଏନେଇ ବିଧିବଦ୍ଧ ବିଜ୍ଞପ୍ତି ପ୍ରକାଶ ପାଇଛି । ପ୍ରଥମରୁ ଦ୍ୱାଦଶ ଶ୍ରେଣୀ ପର୍ଯ୍ୟନ୍ତ ସକାଳ ୬ଟା ୩୦ରୁ ସ୍କୁଲ ଖୋଲି!-->…
Read More...
Read More...