Browsing Tag

bhubaneswar news

ବିଜୁ ଜନତା ଦଳର ସୁପ୍ରିମୋଙ୍କ ବଡ ନିଷ୍ପତ୍ତି : ୨୭% ପଛୁଆବର୍ଗଙ୍କୁ ଦେଶର ପ୍ରଥମ ଦଳ ଭାବେ ପ୍ରାର୍ଥୀ କରିବ ବିଜେଡ଼ି

ଭୁବନେଶ୍ୱର : ମୁଖ୍ୟମନ୍ତ୍ରୀ ତଥା ବିଜୁ ଜନତା ଦଳର ସୁପ୍ରିମୋ ନବୀନ ପଟ୍ଟନାୟକ ଏକ ବଡ ନିଷ୍ପତ୍ତି ନେଇଛନ୍ତି । ୨୭% ପଛୁଆବର୍ଗ ତଥା ଓବିସି ପ୍ରାର୍ଥୀ ବିଜେଡ଼ି ଦେବ ବୋଲି ଏକ ସାମ୍ବାଦିକ ସମ୍ମିଳନୀରେ ବିଧିବଦ୍ଧ ଭାବରେ ସୂଚନା ଦେଇଛନ୍ତି ମନ୍ତ୍ରୀ ରଣେନ୍ଦ୍ର ପ୍ରତାପ ସ୍ୱାଇଁ ଏବଂ ଅରୁଣ ସାହୁ…
Read More...

+୨ କଳା ଓ ଧନ୍ଦାମୂଳକ ରେଜଲ୍ଟ ଆସନ୍ତାକାଲି ପ୍ରକାଶ ପାଇବ

ଭୁବନେଶ୍ୱର : +୨ କଳା ଓ ଧନ୍ଦାମୂଳକ ରେଜଲ୍ଟ ଆସନ୍ତାକାଲି ପ୍ରକାଶ ପାଇବ । ଏନେଇ ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ ପକ୍ଷରୁ ସୂଚନା ଦିଆଯାଇଛି । ଛାତ୍ରଛାତ୍ରୀମାନେ orissaresults.nic.in ଏହି ୱେବ୍‌ସାଇଟ୍‌କୁ ଯାଇ ରେଜଲ୍ଟ ଚେକ୍‌ କରିପାରିବେ ।
Read More...

ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୬୦ ଜଣ ଆକ୍ରାନ୍ତଙ୍କ ପ୍ରାଣ ନେଲା କରୋନା

ଭୁବନେଶ୍ଵର : ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୬୦ ଜଣ କରୋନା ଆକ୍ରାନ୍ତ ପ୍ରାଣ ହରାଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୬୭୫୭କୁ ବୃଦ୍ଧି ପାଇଛି । ମୃତକଙ୍କ ମଧ୍ୟରେ ବରଗଡରୁ ସର୍ବାଧିକ ୧୩ ଜଣ, କଟକ ଜିଲ୍ଲାରୁ ୧୧ଜଣ, ବଲାଙ୍ଗିରରୁ ୬ଜଣ, ଅନୁଗୁଳ,…
Read More...

ଗତ ୨୪ ଘଂଟା ମଧ୍ୟରେ ରାଜ୍ୟରେ ୧୧୯୩ ନୂଆ ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ଗତ ୨୪ ଘଂଟା ମଧ୍ୟରେ ରାଜ୍ୟରେ ୧୧୯୩ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ଏବେ ସକ୍ରିୟ ରୋଗୀଙ୍କ ସଂଖ୍ୟା ୧୦୮୦୯ରେ ପହଂଚିଛି । ନୂଆ ଆକ୍ରାନ୍ତଙ୍କ ମଧ୍ୟରୁ ୬୯୫ ଜଣ କ୍ୱାରେନ୍‌ଟାଇନ୍‌ରୁ ଏବଂ ୪୯୮ ଜଣ ଆଂଚଳିକ ସଂକ୍ରମଣରୁ ଚିହ୍ନଟ ହୋଇଥିବା ରାଜ୍ୟ ସୂଚନା…
Read More...

ଓଡ଼ିଶାର ୪ ପୋଲିସ ଅଧିକାରୀ ସ୍ୱାଧୀନତା ଦିବସ ଉପଲକ୍ଷେ ସମ୍ମାନିତ ହେବେ

ଭୁବନେଶ୍ୱର : ଓଡ଼ିଶାର ୪ ପୋଲିସ ଅଧିକାରୀ ସ୍ୱାଧୀନତା ଦିବସ ଉପଲକ୍ଷେ ସମ୍ମାନିତ ହେବେ । ଓଡ଼ିଶାରୁ ୪ଜଣ ପୋଲିସ ଅଧିକାରୀଙ୍କୁ ଏହି ଅବସରରେ ମିଳିବ ଉତ୍କର୍ଷ ସେବା ପଦକ । ରାଜ୍ୟର ୨ ଇନ୍ସପେକ୍ଟର ଓ ୨ସବ୍ ଇନ୍ସପେକ୍ଟରଙ୍କୁ ସମ୍ମାନୀତ କରାଯିବ । ଇନସପେକ୍ଟର ଦେବେନ୍ଦ୍ର ମଲ୍ଲିକ ଓ…
Read More...

ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୬୭ ଜଣ ଆକ୍ରାନ୍ତଙ୍କ ପ୍ରାଣ ନେଲା କରୋନା

ଭୁବନେଶ୍ଵର : ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୬୭ ଜଣ କରୋନା ଆକ୍ରାନ୍ତ ପ୍ରାଣ ହରାଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୬୬୯୭କୁ ବୃଦ୍ଧି ପାଇଛି । ୬୭ କରୋନା ଆକ୍ରାନ୍ତଙ୍କ ମଧ୍ୟରେ କଟକ ଜିଲ୍ଲାରୁ ୧୮ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୧୧ଜଣ, ସମ୍ବଲପୁର ଜିଲ୍ଲାରୁ…
Read More...

ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୬୫ ଜଣ ଆକ୍ରାନ୍ତଙ୍କ ପ୍ରାଣ ନେଲା କରୋନା

ଭୁବନେଶ୍ଵର, (କେପିଏନ୍‌ଏସ୍‌) : ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୬୫ ଜଣ କରୋନା ଆକ୍ରାନ୍ତ ପ୍ରାଣ ହରାଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୬୬୩୦କୁ ବୃଦ୍ଧି ପାଇଛି । ମୃତକଙ୍କ ମଧ୍ୟରେ ଖୋର୍ଦ୍ଧା ଜିଲ୍ଲାରୁ ୨୦ଜଣ, କଟକ ଜିଲ୍ଲାରୁ ୧୨ଜଣ, ନୟାଗଡ଼ ଜିଲ୍ଲାରୁ…
Read More...

ଗତ ୨୪ ଘଂଟା ମଧ୍ୟରେ ରାଜ୍ୟରେ ୧୦୭୮ ନୂଆ ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ଗତ ୨୪ ଘଂଟା ମଧ୍ୟରେ ରାଜ୍ୟରେ ୧୦୭୮ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ଏବେ ସକ୍ରିୟ ରୋଗୀଙ୍କ ସଂଖ୍ୟା ହ୍ରାସ ପାଇ ୧୦୬୮୨କୁ ଖସିଛି । ନୂଆ ଆକ୍ରାନ୍ତଙ୍କ ମଧ୍ୟରୁ ୬୨୬ ଜଣ କ୍ୱାରେନ୍‌ଟାଇନ୍‌ରୁ ଏବଂ ୪୫୨ ଜଣ ଆଂଚଳିକ ସଂକ୍ରମଣରୁ ଚିହ୍ନଟ ହୋଇଥିବା…
Read More...

ଖାଲିପଡିଥିବା ଏସ୍‌ଏସବି ଓଡ଼ିଆ ଅଧ୍ୟାପକ ପଦବୀ ପୂରଣ ନିମନ୍ତେ ପଶ୍ଚିମ ଓଡ଼ିଶା ଓଡ଼ିଆ ଛାତ୍ର ସଂସଦର ଦାବୀପତ୍ର ପ୍ରଦାନ

ଭୁବନେଶ୍ୱର, (ସୁଶାନ୍ତ ସାହୁ) : ଓଡିଶା ହେଉଛି ଭାରତର ପ୍ରଥମ ଭାଷା ଭିତ୍ତିକ ରାଜ୍ୟ । ଅଥଚ ଓଡ଼ିଶା ସରକାରଙ୍କ ଓଡ଼ିଆ ଭାଷା ଓ ସାହିତ୍ୟ ପ୍ରତି ଚରମ ଅବହେଳା, ଓଡିଶା ଓ ଓଡ଼ିଆ ଜାତିର ଅସ୍ମିତା ଉପରେ ପ୍ରଶ୍ନବାଚୀ ସୃଷ୍ଟି କରେ । ହଜାର ହଜାର ବିଦ୍ୟାର୍ଥୀ ମାନେ ରାଜ୍ୟର ବିଭିନ୍ନ…
Read More...

ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୬୪ ଜଣ ଆକ୍ରାନ୍ତଙ୍କ ପ୍ରାଣ ନେଲା କରୋନା

ଭୁବନେଶ୍ଵର : ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୬୪ ଜଣ କରୋନା ଆକ୍ରାନ୍ତ ପ୍ରାଣ ହରାଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୬୫୬୫କୁ ବୃଦ୍ଧି ପାଇଛି । ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୨୦ ଜଣ, ସୁନ୍ଦରଗଡ଼ ଜିଲ୍ଲାରୁ ୮ଜଣ, ବାଲେଶ୍ୱର ଜିଲ୍ଲାରୁ ୬ଜଣ, କନ୍ଧମାଳ…
Read More...