Browsing Tag

bhubaneswar news

ଗତ ୨୪ ଘଂଟାରେ ରାଜ୍ୟରେ ୧୧୨୯ ନୂଆ ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ଗତ ୨୪ ଘଂଟା ମଧ୍ୟରେ ରାଜ୍ୟରେ ୧୧୨୯ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ଏବେ ସକ୍ରିୟ ରୋଗୀଙ୍କ ସଂଖ୍ୟା ହ୍ରାସ ପାଇ ୧୪୩୨୫କୁ ଖସିଛି । ନୂଆ ଆକ୍ରାନ୍ତଙ୍କ ମଧ୍ୟରୁ ୬୫୭ ଜଣ କ୍ୱାରେନ୍‌ଟାଇନ୍‌ରୁ ଏବଂ ୪୭୨ ଜଣ ଆଂଚଳିକ ସଂକ୍ରମଣରୁ ଚିହ୍ନଟ ହୋଇଥିବା…
Read More...

ପିଏସ୍ ବିରଞ୍ଚି ସାହୁଙ୍କୁ ସସ୍‌ପେଣ୍ଡ କଲେ ଓଡ଼ିଶା ଷ୍ଟାଫ୍ ସିଲେକ୍ସନ କମିଶନ

ଭୁବନେଶ୍ୱର : ପିଏସ୍ ବିରଞ୍ଚି ସାହୁଙ୍କୁ ସସ୍‌ପେଣ୍ଡ କରିଛନ୍‌ନ୍ତି ଓଡ଼ିଶା ଷ୍ଟାଫ୍ ସିଲେକ୍ସନ କମିଶନ । ସୂଚନା ଯୋଗ୍ୟ ଯେ, ଗତ ୩୧ ତାରିଖରେ ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ପିଏସ୍ ବିରଞ୍ଚି ସାହୁ ଗିରଫ ହୋଇଥିବା ବେଳେ ଚଢ଼ାଉ ସମୟରେ ତାଙ୍କ ନିକଟରୁ ମୋଟ୍ ୩ କୋଟି ୭୯ ଲକ୍ଷ…
Read More...

ଗତ ୨୪ ଘଣ୍ଟା ମଧ୍ୟରେ ୬୭ ଜଣ ଆକ୍ରାନ୍ତଙ୍କ ଜୀବନ ନେଲା କରୋନା

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ଗତ ୨୪ ଘଣ୍ଟା ମଧ୍ୟରେ ୬୭ ଜଣ ଆକ୍ରାନ୍ତଙ୍କ ଜୀବନ ନେଇଛି କରୋନା । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୬୦୩୩କୁ ବୃଦ୍ଧି ପାଇଛି । ମୃତକଙ୍କ ମଧ୍ୟରୁ ଖୋର୍ଦ୍ଧା ଜିଲ୍ଲାରୁ ୧୨ ଜଣ, ସୁନ୍ଦରଗଡ଼ ଜିଲ୍ଲାରୁ ୧୧ଜଣ, କଟକ ଜିଲ୍ଲାରୁ ୧୦ଜଣ,…
Read More...

ରାଜ୍ୟରେ ଖସୁଛି ସଂକ୍ରମଣ : ଗତ ୨୪ ଘଂଟା ମଧ୍ୟରେ ରାଜ୍ୟରେ ୧୦୩୨ ନୂଆ ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ରାଜ୍ୟରେ ଖସୁଛି କରୋନା ସଂକ୍ରମଣ । ଗତ ୨୪ ଘଂଟା ମଧ୍ୟରେ ରାଜ୍ୟରେ ୧୦୩୨ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ଏବେ ସକ୍ରିୟ ରୋଗୀଙ୍କ ସଂଖ୍ୟା ହ୍ରାସ ପାଇ ୧୫୦୫୦କୁ ଖସିଛି । ନୂଆ ଆକ୍ରାନ୍ତଙ୍କ ମଧ୍ୟରୁ ୫୯୮ ଜଣ କ୍ୱାରେନ୍‌ଟାଇନ୍‌ରୁ ଏବଂ ୪୩୪ ଜଣ ଆଂଚଳିକ…
Read More...

ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୬୪ ଜଣ ଆକ୍ରାନ୍ତଙ୍କ ଜୀବନ ନେଲା କରୋନା

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୬୪ ଜଣ ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଥିବା ସୂଚନା ମିଳିଛି । ଏହାଫଳରେ ରାଜ୍ୟରେ ମୋଟ କରୋନା ମୃତ୍ୟୁ ସଂଖ୍ୟା ୫୯୬୬କୁ ବୃଦ୍ଧି ପାଇଛି । ଆଜି ଭଦ୍ରକ, କଟକ, ଖୋର୍ଦ୍ଧାରୁ ୮ ଜଣ ଲେଖାଏଁ, ପୁରୀ, ସୁନ୍ଦରଗଡ଼ରୁ ୭ ଜଣ ଲେଖାଏଁ,…
Read More...

ଦେଢ଼ ହଜାର ତଳକୁ ଖସିଲା ରାଜ୍ୟରେ ସଂକ୍ରମଣ : ଗତ ୨୪ ଘଂଟା ମଧ୍ୟରେ ରାଜ୍ୟରେ ୧୪୩୭ ନୂଆ ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ଦେଢ଼ ହଜାର ତଳକୁ ଖସିଛି କରୋନା ସଂକ୍ରମଣ । ଗତ ୨୪ ଘଂଟା ମଧ୍ୟରେ ରାଜ୍ୟରେ ୧୪୩୭ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ଏବେ ସକ୍ରିୟ ରୋଗୀଙ୍କ ସଂଖ୍ୟା ହ୍ରାସ ପାଇ ୧୫୮୫୮କୁ ଖସିଛି । ନୂଆ ଆକ୍ରାନ୍ତଙ୍କ ମଧ୍ୟରୁ ୮୩୨ ଜଣ କ୍ୱାରେନ୍‌ଟାଇନ୍‌ରୁ ଏବଂ ୬୦୫ ଜଣ…
Read More...

ଅଗଷ୍ଟ ମାସ ପାଇଁ ଜାରି ହେଲା ନୂତନ ଗାଇଡ୍‌ ଲାଇନ୍‌ : କଟକଣାରେ ସାମାନ୍ୟ କୋହଳ

ଭୁବନେଶ୍ୱର, କଟକ ଏବଂ ପୁରୀ ସହରରେ ସପ୍ତାହାନ୍ତ ସଟ୍‌ଡାଉନ୍ସମଗ୍ର ରାଜ୍ୟରେ ରାତି ୮ଟାରୁ ସକାଳ ୬ଟା ଯାଏଁ ନାଇଟ୍ କର୍ଫ୍ୟୁ ବଳବତ୍ତର ରହିବ ଭୁବନେଶ୍ୱର, (କେପିଏନ୍‌ଏସ୍‌) : ରାଜ୍ୟ ସରକାର ଅଗଷ୍ଟ ମାସ ପାଇଁ ନୂତନ ଗାଇଡ୍‌ ଲାଇନ୍‌ ଜାରି କରିଛନ୍ତି । ତେବେ ରାଜ୍ୟରେ କରୋନା ସ୍ଥିତିକୁ…
Read More...

ମଣିଷ ଚାଳଣ ବିରୋଧୀ ଦିବସ ବିଷୟରେ ନବସଂଚାର

କଂଟାବାଞ୍ଜି, (ମନୀଷ କୁମାର ହଂସ) : ଗତକାଲି ନବସଂଚାର ମାଧ୍ୟମରେ ନେସେନାଲ ଇନିସିଏଟିଭ୍ ଅନ୍ ମାଇଗ୍ରେସନ ତରଫରୁ ମଣିଷ ଚାଳଣ ବିରୋଧୀ ଦିବସ ବିଷୟରେ ନବସଂଚାର ଅନୁଷ୍ଠିତ ହୋଇଯାଇଛି । ଇନିସିଏଟିଭ୍‌ର ଜାତୀୟ ଆବାହକ ଡ. ସଂଜୟ କୁମାର ମିଶ୍ରଙ୍କ ଆବାହନ କ୍ରମେ ଆୟୋଜିତ ଏହି କାର୍ଯ୍ୟକ୍ରମରେ…
Read More...

+୨ ବିଜ୍ଞାନ ଓ ବାଣିଜ୍ୟ ପରୀକ୍ଷା ଫଳ ଆଜି ସନ୍ଧ୍ୟାରେ ବାହାରିବ

ଭୁବନେଶ୍ୱର : +୨ ବିଜ୍ଞାନ ଓ ବାଣିଜ୍ୟ ପରୀକ୍ଷା ଫଳ ଆଜି ସନ୍ଧ୍ୟାରେ ବାହାରିବ । ଛାତ୍ରଛାତ୍ରୀମାନେ ଏଥିପାଇଁ https://orissaresults.nic.inରୁ ନିଜ ଫଳାଫଳ ଦେଖିପାରିବେ । ଆଜି କେବଳ ବିଜ୍ଞାନ ଓ ବାଣିଜ୍ୟ ଛାତ୍ରଛାତ୍ରୀଙ୍କର ରେଜଲ୍ଟ ପ୍ରକାଶ ପାଇବ । ତେବେ ଖୁବଶୀଘ୍ର କଳା ଓ ଧନ୍ଦାମୂଳକ…
Read More...

ଗତ ୨୪ ଘଂଟା ମଧ୍ୟରେ ରାଜ୍ୟରେ ୧୫୭୮ ନୂଆ ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ଗତ ୨୪ ଘଂଟା ମଧ୍ୟରେ ରାଜ୍ୟରେ ୧୫୭୮ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ଏବେ ସକ୍ରିୟ ରୋଗୀଙ୍କ ସଂଖ୍ୟା ହ୍ରାସ ପାଇ ୧୬୩୮୪କୁ ଖସିଛି । ନୂଆ ଆକ୍ରାନ୍ତଙ୍କ ମଧ୍ୟରୁ ୯୧୫ ଜଣ କ୍ୱାରେନ୍‌ଟାଇନ୍‌ରୁ ଏବଂ ୬୬୩ ଜଣ ଆଂଚଳିକ ସଂକ୍ରମଣରୁ ଚିହ୍ନଟ ହୋଇଥିବା…
Read More...