Browsing Tag

bhubaneswar news

ବିଶିଷ୍ଟ ସ୍ୱର୍ଣ୍ଣ କାରିଗରଙ୍କ ଦେହାନ୍ତ

ଭୁବନେଶ୍ୱର, (କେ.ସତ୍ୟନାରାୟଣ ରେଡ୍ଡୀ) : ତାଳଚେର ସହରର କଂସାରି ଜାତିର ବିଶିଷ୍ଟ ସ୍ୱର୍ଣ୍ଣ କାରିଗର କୈଳାଶ ଚନ୍ଦ୍ର ମହାପାତ୍ରଙ୍କର ୮୫ ବର୍ଷ ବୟସରେ ଦେହାନ୍ତ ହୋଇଯାଇଥିବର ସୂଚନା ମିଳିଛି । ଏହି ଅବସରରେ ସ୍ଥାନୀୟ ଅଞ୍ଚଳରେ ଥିବା ସମସ୍ତ ସ୍ୱର୍ଣ୍ଣ କାରିଗର ମାନଙ୍କର ଦୋକାନ ବଜାର ବନ୍ଦ…
Read More...

ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୫୮ ଜଣ ଆକ୍ରାନ୍ତଙ୍କ ପ୍ରାଣ ନେଲା କରୋନା

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୫୮ ଜଣ ଆକ୍ରାନ୍ତଙ୍କ ପ୍ରାଣ ନେଲା କରୋନା । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୫୧୧୬କୁ ବୃଦ୍ଧି ପାଇଛି । ମୃତକଙ୍କ ମଧ୍ୟରୁ ଖୋର୍ଦ୍ଧା ସର୍ବାଧିକ ୧୯ଜଣ ରହିଥିବା ବେଳେ ବରଗଡ଼ ଜିଲ୍ଲାରୁ ୭ଜଣ…
Read More...

ଆଜି ପୁଣି ଓଡ଼ିଶାରୁ ୧୬୪୮ ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ଆଜି ପୁଣି ଓଡ଼ିଶାରୁ ୧୬୪୮ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏମାନଙ୍କ ମଧ୍ୟରୁ ୯୫୫ କ୍ୱାରେନ୍‌ଟାଇନ୍‌ରୁ ହୋଇଥିବା ବେଳେ ୬୯୩ ଆଂଚଳିକ ସଂକ୍ରମଣର ଶିକାର ହୋଇଥିବା ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ କୁହାଯାଇଛି । ତେବେ ଜିଲ୍ଲା ଅନୁସାରେ…
Read More...

ପୁଣି ୬୬ ଜଣଙ୍କ ଜୀବନ ନେଲା କରୋନା

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ପୁଣି ୬୬ ଜଣଙ୍କ କରୋନାରେ ମୃତ୍ୟୁ ହୋଇଛି । ୧୬ଟି ଜିଲ୍ଲାରୁ ସଂକ୍ରମିତମାନେ ଚିକିତ୍ସାଧୀନ ଅବସ୍ଥାରେ ପ୍ରାଣ ହରାଇଛନ୍ତି । ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୨୩ ଜଣ ପ୍ରାଣ ହରାଇଥିବା ବେଳେ ଗଞ୍ଜାମ ଜିଲ୍ଲାରୁ ଆଉ ୮ ଜଣଙ୍କର ମୃତ୍ୟୁ ହୋଇଛି । ମୟୂରଭଞ୍ଜ ଓ…
Read More...

ରାଜ୍ୟରେ କରୋନା ସଂକ୍ରମଣ : ଗତ ୨୪ ଘଂଟାରେ ୨୨୧୫ ନୂଆ ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ଓଡ଼ିଶାରୁ ଗତ ୨୪ ଘଂଟା ମଧ୍ୟରେ ୨୨୧୫ ଜଣ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏମାନଙ୍କ ମଧ୍ୟରୁ ୧୨୭୨ କ୍ୱାରେନ୍‌ଟାଇନ୍‌ରୁ ଚିହ୍ନଟ ହୋଇଥିବା ବେଳେ ୯୪୩ ଆଂଚଳିକ ସଂକ୍ରମଣର ଶିକାର ହୋଇଥିବା ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ କୁହାଯାଇଛି…
Read More...

ଜୁଲାଇ ୨୬ରୁ ଦଶମ ଏବଂ ଦ୍ୱାଦଶ ଶ୍ରେଣୀ ଛାତ୍ରଛାତ୍ରୀଙ୍କ ଶ୍ରେଣୀ ଗୃହରେ ପାଠପଢା ଆରମ୍ଭ ହେବ

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ଚଳିତ ଜୁଲାଇ ୨୬ ତାରିଖରୁ ଦଶମ ଏବଂ ଦ୍ୱାଦଶ ଶ୍ରେଣୀ ଛାତ୍ରଛାତ୍ରୀଙ୍କ ଶ୍ରେଣୀ ଗୃହରେ ପାଠପଢା ଆରମ୍ଭ ହେବ । ସମସ୍ତ ସରକାରୀ ତଥା ବେସରକାରୀ ସ୍କୁଲ୍ ପାଇଁ ଏହି ନିୟମ ଲାଗୁହେବ । ଅନ୍ୟାନ୍ୟ ଶ୍ରେଣୀର ପାଠ ପଢା ଅନଲାଇନ୍ ମାଧ୍ୟମରେ ହେବ। ସକାଳ ୧୦.୦୦ ରୁ…
Read More...

ଗତ ୨୪ ଘଂଟାରେ ରାଜ୍ୟରେ ୨୧୮୨ ନୂଆ ଆକ୍ରାନ୍ତ ଚିହ୍ନଟ, ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୫୧୦

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ଓଡ଼ିଶାରୁ ଗତ ୨୪ ଘଂଟା ମଧ୍ୟରେ ୨୧୮୨ ଜଣ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏମାନଙ୍କ ମଧ୍ୟରୁ ୧୨୫୮ କ୍ୱାରେନ୍‌ଟାଇନ୍‌ରୁ ଚିହ୍ନଟ ହୋଇଥିବା ବେଳେ ୯୨୪ ଆଂଚଳିକ ସଂକ୍ରମଣର ଶିକାର ହୋଇଥିବା ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ କୁହାଯାଇଛି…
Read More...

ଗର୍ଭବତୀ ମହିଳାଙ୍କ ଟୀକାକରଣ ଆଜିଠୁ ରାଜ୍ୟରେ ଆରମ୍ଭ

ଭୁବନେଶ୍ୱର, (ସୁଶାନ୍ତ ସାହୁ) : ଗର୍ଭବତୀ ମହିଳାଙ୍କ ଟୀକାକରଣ ଆଜିଠୁ ରାଜ୍ୟରେ ଆରମ୍ଭ । ଏ ନେଇ ରାଜ୍ୟ ସ୍ୱାସ୍ଥ୍ୟ ନିର୍ଦ୍ଦେଶକ ବିଜୟ ପାଣିଗ୍ରାହୀ ସୂଚନା ଦେଇଛନ୍ତି । ସେ କହିଛନ୍ତି ଯେ ଗର୍ଭବତୀ ମହିଳାଙ୍କ ପାଇଁ କୋୱିନ୍ ପୋର୍ଟାଲରେ ଏକ ବିଶେଷ ବୈଶିଷ୍ଟ୍ୟ ଯୋଗ କରାଯାଇଛି। ସେମାନେ…
Read More...

ନିର୍ମାଣ ଶ୍ରମିକମାନଙ୍କୁ ‘ମୁଖ୍ୟମନ୍ତ୍ରୀଙ୍କ କୋଭିଡ୍ ସହାୟତା’ ପ୍ରଦାନ

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ରାଜ୍ୟର ପଞ୍ଜୀକୃତ ନିର୍ମାଣ ଶ୍ରମିକମାନଙ୍କୁ "ମୁଖ୍ୟମନ୍ତ୍ରୀଙ୍କ କୋଭିଡ୍ ସହାୟତା" ପ୍ରଦାନ କରିଛନ୍ତି । ରାଜ୍ୟର ପ୍ରାୟ ୨୬ଲକ୍ଷ ନିର୍ମାଣ ଶ୍ରମିକଙ୍କୁ ୩୮୫କୋଟି ଟଙ୍କାର ସହାୟତା ପ୍ରଦାନ କରାଯାଇଛି । ଏହି…
Read More...

ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୬୪ ଜଣ କରୋନା ଆକ୍ରାନ୍ତଙ୍କ ପ୍ରାଣ ନେଲା କରୋନା

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୬୪ ଜଣ କରୋନା ଆକ୍ରାନ୍ତ ପ୍ରାଣ ହରାଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୪୯୨୫କୁ ବୃଦ୍ଧି ପାଇଛି । ଖୋର୍ଦ୍ଧାରୁ ୨୨, ବରଗଡରୁ ୧୦, ବାଲେଶ୍ୱରରୁ ୮, ସୁନ୍ଦରଗଡରୁ ୭, ଗଞ୍ଜାମରୁ ୬, କନ୍ଧମାଳ…
Read More...