Browsing Tag

bhubaneswar news

ଗତ ୨୪ ଘଂଟାରେ ରାଜ୍ୟରେ ୨୦୭୦ ନୂଆ ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ଓଡ଼ିଶାରୁ ଗତ ୨୪ ଘଂଟା ମଧ୍ୟରେ ୨୦୭୦ ଜଣ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏମାନଙ୍କ ମଧ୍ୟରୁ ୧୧୯୫ କ୍ୱାରେନ୍‌ଟାଇନ୍‌ରୁ ଚିହ୍ନଟ ହୋଇଥିବା ବେଳେ ୮୭୫ ଆଂଚଳିକ ସଂକ୍ରମଣର ଶିକାର ହୋଇଥିବା ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ କୁହାଯାଇଛି…
Read More...

ଅଗଷ୍ଟ ୧ ଯାଏଁ ରାଜ୍ୟରେ ଆଂଶିକ ଲକ୍‌ଡାଉନ୍ ରହିବ

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ରାଜ୍ୟ ସରକାର ୧୬ ଜୁଲାଇ ସକାଳ ୬ଟାରୁ ୦୧ ଅଗଷ୍ଟ, ୨୦୨୧ ସକାଳ ୬ଟା ପର୍ଯ୍ୟନ୍ତ ରାଜ୍ୟରେ ଆଂଶିକ ଲକଡାଉନ୍ ଘୋଷଣା କରିଛନ୍ତି । ପୂର୍ବ ନିଷ୍ପତ୍ତି ଅନୁଯାୟୀ ସଂକ୍ରମଣ ହାର କମ୍ ଥିବା ୨୦ଟି ଜିଲ୍ଲାକୁ କ୍ୟାଟେଗୋରି "ଏ" ତଥା ଅଧିକ ସଂକ୍ରମଣ ହାର ଥିବା…
Read More...

ଖରିଫ ଧାନ ସଂଗ୍ରହ ପାଇଁ ଚାଷୀ ପଞ୍ଜିକରଣ

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ରାଜ୍ୟରେ ୨୦୨୧-୨୨ ବର୍ଷ ପାଇଁ ଖରିଫ ଧାନ ସଂଗ୍ରହ ୦୧-୧୧-୨୦୨୧ରୁ ୩୧-୦୩-୨୦୨୨ ମଧ୍ୟରେ ପରିଚାଳିତ ହେବ। ଏଥିପାଇଁ ଚାଷୀମାନେ ସେମାନଙ୍କ ନିକଟସ୍ଥ ଅନୁମୋଦିତ ପ୍ରାଥମିକ କୃଷି ସମବାୟ ସମିତି, ମହିଳା ସ୍ୱୟଂ ସହାୟକ ଗୋଷ୍ଠୀ ଅଥବା ପାଣି ପଞ୍ଚାୟତରେ ଆଗୁଆ…
Read More...

ସମଗ୍ର ରାଜ୍ୟରେ ଆସନ୍ତାକାଲି ଠାରୁ ବସ୍ ଚଳାଚଳ ଆରମ୍ଭ

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ସମଗ୍ର ରାଜ୍ୟରେ ଆସନ୍ତାକାଲି ଠାରୁ ବସ୍ ଚଳାଚଳ ଆରମ୍ଭ ହେବ । ରାଜ୍ୟରେ କୋଭିଡ ସ୍ଥିତି ନେଇ ମୁଖ୍ୟ ଶାସନ ସଚିବ ପ୍ରେସମିଟ କରି ଏହି ସୂଚନା ଦେଇଛନ୍ତି । ଅନ୍ୟପଟେ ରଥଯାତ୍ରା ପାଇଁ ପୁରୀକୁ ଜୁଲାଇ ୨୫ ଯାଏଁ ବସ୍ ଚଳାଚଳ କରିବନି । ସେହିପରି ଅଗଷ୍ଟ ୧ ତାରିଖ…
Read More...

କରୋନା ନିୟମ ମାନି ଚଳିବା… ନିଜେ ସଂକ୍ରମିତ ହେବା ନାହିିଁ, ଅନ୍ୟ ମାନଙ୍କୁୂ ସୁରକ୍ଷିତ ରଖିବା

ଭୁବନେଶ୍ୱର, (କେପିଏନ୍‌ଏସ୍‌) : କରୋନା ଏକ ଲମ୍ବା ଯୁଦ୍ଧ । ଏହି ଯୁଦ୍ଧ ଜିତିବା ପାଇଁ ଆମକୁ ଆହୁରି ସତର୍କ ଓ ସାବଧାନ ହେବାକୁ ପଡିବ । ବର୍ତ୍ତମାନର କଠିନ ସମୟରେ କରୋନା ସଂକ୍ରମଣରୁ ସୁରକ୍ଷିତ ରହିବା ପାଇଁ କୋଭିଡ ନିୟମର କଡା ଅନୁପାଳନ କରନ୍ତୁ । ନିଜ ତଥା ନିଜ ପରିବାର ସହ ଅନ୍ୟମାନଙ୍କୁ…
Read More...

ଜଳସମ୍ପଦ ମନ୍ତ୍ରୀଙ୍କ ନବରଙ୍ଗପୁର ଜିଲ୍ଲା ଗସ୍ତ

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ଜଳସମ୍ପଦ ମନ୍ତ୍ରୀ ରଘୁନନ୍ଦନ ଦାସ ଗତକାଲି ନବରଙ୍ଗପୁର ଜିଲ୍ଲା ଗସ୍ତ କରି ଜିଲ୍ଲାରେ ଜଳ ସମ୍ପଦ ବିଭାଗ ପକ୍ଷରୁ କାର୍ଯ୍ୟକାରୀ ହୋଇଥିବା ବିଭିନ୍ନ ପ୍ରକଳ୍ପର ସମୀକ୍ଷା କରିଛନ୍ତି । ସମୀକ୍ଷା ବୈଠକରେ ସାଂସଦ ଶ୍ରୀ ରମେଶ ଚନ୍ଦ୍ର ମାଝୀ, ଜିଲ୍ଲାର ସମସ୍ତ…
Read More...

ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୬୬ ଜଣ ଆକ୍ରାନ୍ତଙ୍କ ପ୍ରାଣ ନେଲା କରୋନା

ଭୁବନେଶ୍ୱର : ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୬୬ ଜଣ କରୋନା ଆକ୍ରାନ୍ତ ପ୍ରାଣ ହରାଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୪୮୬୧କୁ ବୃଦ୍ଧି ପାଇଛି । ମୃତକଙ୍କ ମଧ୍ୟରୁ ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୨୧ଜଣ ରହିଥିବା ବେଳେ ବରଗଡ଼, ସୁନ୍ଦରଗଡ଼ ଜିଲ୍ଲାରୁ ୧୦…
Read More...

ଗତ ୨୪ ଘଂଟାରେ ରାଜ୍ୟରେ ୨୧୧୦ ନୂଆ ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ଓଡ଼ିଶାରୁ ଗତ ୨୪ ଘଂଟା ମଧ୍ୟରେ ୨୧୧୦ ଜଣ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏମାନଙ୍କ ମଧ୍ୟରୁ ୧୨୧୩ କ୍ୱାରେନ୍‌ଟାଇନ୍‌ରୁ ଚିହ୍ନଟ ହୋଇଥିବା ବେଳେ ୮୯୭ ଆଂଚଳିକ ସଂକ୍ରମଣର ଶିକାର ହୋଇଥିବା ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ କୁହାଯାଇଛି…
Read More...

ବିସ୍ମୟ : ଚତୁର୍ଦ୍ଧା ମୂର୍ତ୍ତି କାର୍‌ରେ ଗଲେ ମାଉସୀ ଘରକୁ

ଭୁବନେଶ୍ୱର, (କେ.ସତ୍ୟନାରାୟଣ ରେଡ୍ଡୀ) : ମହାପ୍ରଭୂ ଶ୍ରୀଜଗନ୍ନାଥ, ବଳଭଦ୍ର ଓ ଦେବୀ ସୁଭଦ୍ରା, ସୁଦର୍ଶନ ଠାକୁରଙ୍କୁ ଯାନ୍ତ୍ରିକ ଯାନ କାରରେ ନେଇ ଗଲେ ମାଉସୀ ମା' ଘର ଅଥବା ଗୁଣ୍ଡିଚା ଘର ଆଡ଼ପ ମଣ୍ଡପକୁ । ଘଟଣାଟି ଘଟିଛି ବାଲେଶ୍ୱର ସହର ପୋଲିସ ଲାଇନ ଛକସ୍ଥିତ ଜଗନ୍ନାଥ ମନ୍ଦିରରେ । ଏ…
Read More...

ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୬୫ ଜଣ ଆକ୍ରାନ୍ତଙ୍କ ଜୀବନ ନେଲା କରୋନା

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୬୫ ଜଣ କରୋନା ଆକ୍ରାନ୍ତ ପ୍ରାଣ ହରାଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୪୭୯୫କୁ ବୃଦ୍ଧି ପାଇଛି । ମୃତକଙ୍କ ମଧ୍ୟରୁ ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୨୦ଜଣ ରହିଥିବା ବେଳେ ବରଗଡ଼ ୧୦ଜଣ…
Read More...