Browsing Tag

bhubaneswar news

ଶିଶୁ ବାଟିକା ପିଲାଙ୍କୁ ମିଳିବ ୟୁନିଫର୍ମ : ୩ ଲକ୍ଷ ୧୦ ହଜାର ୮୩୯ ପିଲାଙ୍କୁ ବଣ୍ଟନ ହେବ

ଭୁବନେଶ୍ୱର : ସ୍କୁଲରେ ନାମ ଲେଖାଇଥିବା ସମସ୍ତ ଶିଶୁ ବାଟିକା ପିଲାଙ୍କୁ ବଣ୍ଟନ ହେବ ସ୍କୁଲ ୟୁନିଫର୍ମ । ପ୍ରଥମ ଶ୍ରେଣୀ ପିଲାଙ୍କ ପରି ଶିଶୁ ବାଟିକା ପିଲାଙ୍କୁ ମଧ୍ୟ ଦିଆଯିବ ସ୍କୁଲ ପୋଷାକ, ଜୋତା, ମୋଜା, ଟି-ସାର୍ଟ, ଟ୍ରାକ୍‌-ପାଣ୍ଟ, ଟୋପି ଓ ପରିଚୟ ପତ୍ର । ଏଥିପାଇଁ ଖର୍ଚ୍ଚ ହେବ
Read More...

ଇଗ୍ନୋ ଡିଇସିଇ ପାଠ୍ୟକ୍ରମର ଓଡ଼ିଆ ପୁସ୍ତକ ଉନ୍ମୋଚିତ

ଭୁବନେଶ୍ୱର : ଇନ୍ଦିରାଗାନ୍ଧୀ ରାଷ୍ଟ୍ରୀୟ ମୁକ୍ତ ବିଶ୍ୱବିଦ୍ୟାଳୟର ବିଭିନ୍ନ ପାଠ୍ୟକ୍ରମକୁ ଓଡ଼ିଆରେ ପ୍ରଚଳନ କରିବା ପାଇଁ ବିଗତ ଜୁନ୍‌ ୯ ତାରିଖରେ ଉଚ୍ଚଶିକ୍ଷା ବିଭାଗ ଓ ଇନ୍ଦିରାଗାନ୍ଧୀ ଜାତୀୟ ମୁକ୍ତ ବିଶ୍ୱବିଦ୍ୟାଳୟ ମଧ୍ୟରେ ବୁଝାମଣା ପତ୍ର ସ୍ଵାକ୍ଷରିତ ହୋଇଥିଲା । ଏହି ବୁଝାମଣା
Read More...

ସମ୍ବଲପୁରରେ ହେବ କେନ୍ଦ୍ରୀୟ କୃଷି ବିଶ୍ୱବିଦ୍ୟାଳୟ

ଭୁବନେଶ୍ୱର : ଆଜି ଲୋକସେବା ଭବନରେ ଉପମୁଖ୍ୟମନ୍ତ୍ରୀ ତଥା କୃଷି ଓ କୃଷକ ସଶକ୍ତିକରଣ, ଶକ୍ତିମନ୍ତ୍ରୀ କନକ ବର୍ଦ୍ଧନ ସିଂହଦେଓଙ୍କ ଅଧ୍ୟକ୍ଷତାରେ କେନ୍ଦ୍ରୀୟ କୃଷି ବିଶ୍ୱ ବିଦ୍ୟାଳୟ ପ୍ରସ୍ତାବ ସମ୍ବନ୍ଧୀୟ ଏକ ବୈଠକ ଅନୁଷ୍ଠିତ ହୋଇଯାଇଛି । କେନ୍ଦ୍ର କୃଷି ବିଶ୍ୱ ବିଦ୍ୟାଳୟ ଅଧିନିୟମ, ୧୯୯୨
Read More...

ଆର୍‌ଏନ୍‌ୟୁ, ଦୂରଦର୍ଶନ କେନ୍ଦ୍ର ଭୁବନେଶ୍ୱର ଦ୍ୱାରା ସମ୍ବଲପୁରୀ ନ୍ୟୁଜ୍ ବୁଲେଟିନର ଶୁଭାରମ୍ଭ

ଡିଡି ଓଡ଼ିଆରେ ସ୍ୱାଧୀନତା ଦିବସରେ ଉଦ୍‌ଘାଟନୀ ବୁଲେଟିନ୍ ପ୍ରସାରଣସୂଚନା ଏବଂ ପ୍ରସାରଣ ମନ୍ତ୍ରଣାଳୟର ବରିଷ୍ଠ ଅଧିକାରୀ ଏବଂ ସମ୍ବଲପୁରୀ-ଭାଷୀ ଅଞ୍ଚଳର ଅତିଥିମାନେ ଶୁଭାରମ୍ଭ ଉତ୍ସବରେ ଯୋଗଦେଲେ ଭୁବନେଶ୍ୱର, (ପିଆଇବି) : ସ୍ୱାଧୀନତା ଦିବସର ଐତିହାସିକ ଅବସରରେ, ଆଞ୍ଚଳିକ ସମାଚାର
Read More...

ନାବାଳକଙ୍କ ମୃତଦେହ ଠାବ : ଭୋଜି ବେଳେ ଦୟା ନଦୀରେ ଭାସିଯାଇଥିଲେ ଶୁଭମ

ଭୁବନେଶ୍ୱର : ଦୟୀ ନଦୀରେ ନାବାଳିକା ଭାସି ଯାଇ ନିଖୋଜ ଘଟଣା । କିଛି ଘଟଣାର ଅକ୍ଲାନ୍ତ ପରିଶ୍ରମ ପରେ ଠାବ ହେଲା ନିଖୋଜ ଛାତ୍ରଙ୍କ ମୃତଦେହ । ଶୁଭମ୍‌ଙ୍କ ମୃତଦେହକୁ ଠାବ କଲା ଅଗ୍ନିଶମ ବାହିନୀ । ଗଙ୍ଗେଶ୍ୱର ନିକଟରୁ ଉଦ୍ଧାର ହୋଇଛି ଶୁଭମଙ୍କ ମୃତଦେହ । ଧଉଳି ଥାନା ପୋଲିସ ପହଞ୍ଚି
Read More...

କଂଗ୍ରେସ ଭବନରେ ପାଳିତ ହୋଇଛି ୭୯ତମ ସ୍ୱାଧୀନତା ଦିବସ : କେନ୍ଦ୍ର ଓ ରାଜ୍ୟ ସରକାରଙ୍କ ଉପରେ ବର୍ଷିଲେ ପିସିସି ସଭାପତି

ଭୁବନେଶ୍ୱର : ଦେଶ ପାଳୁଛି ୭୯ତମ ସ୍ୱାଧୀନତା ଦିବସ । ସ୍ୱାଧୀନତା ସଂଘର୍ଷର ପ୍ରତିଟି ମୁହୂର୍ତ୍ତକୁ ମନେପକାଉଛି ସାରାଦେଶ । ଦିଲ୍ଲୀ ଲାଲକିଲ୍ଲାରେ ଜାତୀୟ ପତାକା ଉତ୍ତୋଳନ କରିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । ସେହିଭଳି ଭୁବନେଶ୍ୱର ଗାନ୍ଧୀ ମାର୍ଗରେ ରାଜ୍ୟସ୍ତରୀୟ ସ୍ୱାଧୀନତା
Read More...

ଗାନ୍ଧିମାର୍ଗରୁ ମୁଖ୍ୟମନ୍ତ୍ରୀଙ୍କ ରଣହୁଙ୍କାର : ମୁକ୍ତ ହେବ ଅପରାଧ ଦମନ ହେବେ ଅପାରଧୀ

ଭୁବନେଶ୍ୱର : ଭୁବନେଶ୍ୱରରେ ପାଳିତ ହୋଇଛି ରାଜ୍ୟସ୍ତରୀୟ ସ୍ୱାଧୀନତା ଦିବସ । ମୁଖ୍ୟମନ୍ତ୍ରୀ ମୋହନ ମାଝୀ ପତାକା ଉତ୍ତୋଳନ କରିବା ସହିତ ଅଭିବାଦନ ଗ୍ରହଣ କରିଛନ୍ତି । ରାଜ୍ୟରେ ସଂଗଠିତ ଅପରାଧକୁ ଦମନ କରାଯିବ ବୋଲି ମୁଖ୍ୟମନ୍ତ୍ରୀ ତାଙ୍କ ଅଭିଭାଷଣରେ କହିଛନ୍ତି । ବ୍ୟକ୍ତି ଯେତେ ବି
Read More...

ଗାନ୍ଧୀ ମାର୍ଗରେ ରାଜ୍ୟସ୍ତରୀୟ ସ୍ୱାଧୀନତା ଦିବସ : ପତାକା ଉତ୍ତୋଳନ କଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ

ଭୁବନେଶ୍ୱର : ଭୁବନେଶ୍ୱର ମହାତ୍ମାଗାନ୍ଧୀ ମାର୍ଗରେ ୭୯ତମ ରାଜ୍ୟସ୍ତରୀୟ ସ୍ୱାଧୀନତା ଦିବସ ପାଳିତ । ମୁଖ୍ୟ ଅତିଥି ଭାବେ ଯୋଗ ଦେଇ ଜାତୀୟ ପତାକା ଉତ୍ତୋଳନ କଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ । ସମ୍ମିଳିତ ପରେଡ୍‌ରେ ଅଭିବାଦନ ଗ୍ରହଣ କରିଛନ୍ତି । ଏଥିସହିତ ଓଡ଼ିଶାବାସୀଙ୍କୁ ସ୍ୱାଧୀନତା
Read More...

ଐତିହାସିକ ଉପଲବ୍ଧି : ପୂର୍ବତଟ ରେଳପଥର ରେକର୍ଡ ସମୟରେ ୧୦୦ ମିଟର ମାଲ ପରିବହନ

ମାତ୍ର ୧୩୪ ଦିନରେ ଏହା ହାସଲ କରିଥିବା ପ୍ରଥମ ରେଳବାଇ ଭୁବନେଶ୍ୱର, (ପିଆଇବି) : ପୂର୍ବତଟ ରେଳପଥ ଦେଶର ପ୍ରଥମ ରେଳ ଜୋନ୍ ଭାବରେ ଇତିହାସରେ ନିଜର ନାମ ଲିପିବଦ୍ଧ କରିଛି, ମାତ୍ର ୧୩୪ ଦିନରେ ୧୦୦ ନିୟୁତ ଟନ୍ (ଏମ୍‌ଟି) ମାଲ ପରିବହନ ରେକର୍ଡ ହାସଲ କରିଛି, ଯାହା ଚଳିତ ୨୦୨୫-୨୬ ଆର୍ଥିକ
Read More...

ଓଡ଼ିଶା ଆସିବେ ରାହୁଲ ଓ ପ୍ରିୟଙ୍କା : ମାଲକାନଗିରିରୁ ଆରମ୍ଭ ହେବ ପଦଯାତ୍ରା

ଭୁବନେଶ୍ୱର : ପୁଣି ଓଡ଼ିଶା ଆସିବେ କଂଗ୍ରେସ ନେତା ରାହୁଲ ଗାନ୍ଧି । ଏଥର ପ୍ରିୟଙ୍କା ଗାନ୍ଧି ବି ଆସିବା ପାଇଁ କାର୍ଯ୍ୟକ୍ରମ ପ୍ରସ୍ତୁତ ହେଉଛି । ଏ ସୂଚନା ଦେଇଛନ୍ତି ପିସିସି ସଭାପତି ଭକ୍ତ ଚରଣ ଦାସ । ଆସନ୍ତା ଅକ୍ଟୋବର ୨ ତାରିଖ ପବିତ୍ର ଗାନ୍ଧି ଜୟନ୍ତୀରୁ କଂଗ୍ରେସ ଓଡ଼ିଶାରେ ପଦଯାତ୍ରା
Read More...