Browsing Tag

bhubaneswar news

ବଡ଼ଦାଣ୍ଡରେ ତିନିରଥର କାମ ପ୍ରାୟ ଶେଷ ସୋପାନରେ ପହଞ୍ଚିଛି : ରଙ୍ଗ ତୁଳୀ କାମ ଜୋରସୋରରେ ଚାଲିଛି

ଭୁବନେଶ୍ୱର, (କେ.ସତ୍ୟନାରାୟଣ ରେଡ୍ଡୀ) : ବଡ଼ଦାଣ୍ଡରେ ତିନିରଥର କାମ ପ୍ରାୟ ଶେଷ ସୋପାନରେ ପହଞ୍ଚିଛି । ରଙ୍ଗ ତୁଳୀ କାମ ଜୋରସୋରରେ ଚାଲିଛି । ତିନି ରଥରେ ଏବେ ରଥର ମୁଖଶାଳା ସମ୍ମୁଖସ୍ଥ ପ୍ରଭା ନିର୍ମାଣ ସରି ଟଙ୍ଗା ଯିବା ଲାଗି କାମ ଚାଲିଛି । ବିଭିନ୍ନ ବର୍ଗର କାରିଗର ମାନେ ନିଜନିଜର…
Read More...

ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୪୬ ଜଣ ଆକ୍ରାନ୍ତଙ୍କ ପ୍ରାଣ ନେଲା କରୋନା

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୪୬ ଜଣ କରୋନା ଆକ୍ରାନ୍ତ ପ୍ରାଣ ହରାଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୪୧୦୯କୁ ବୃଦ୍ଧି ପାଇଛି । ଖୋର୍ଦ୍ଧାରୁ ସର୍ବାଧିକ ୯ ଜଣ, ନୟାଗନ, ପୁରୀ ଓ ସୁନ୍ଦରଗଡ଼ରୁ ୪ ଜଣ ଲେଖାଏଁ, କଟକ,…
Read More...

ମାଟ୍ରିକ୍ ଅଫଲାଇନ ପରୀକ୍ଷା ଜୁଲାଇ ୩୦ରୁ ଆରମ୍ଭ

ଭୁବନେଶ୍ୱର, (ସୁଶାନ୍ତ ସାହୁ) : ମାଟ୍ରିକ୍ ଅଫଲାଇନ ପରୀକ୍ଷା ଜୁଲାଇ ୩୦ରୁ ଆରମ୍ଭ ହୋଇ ଅଗଷ୍ଟ ୫ତାରିଖ ପର୍ଯ୍ୟନ୍ତ ଚାଲିବ । ପ୍ରତ୍ୟକ ଦିନ ପରୀକ୍ଷା ଦିନ ୧୦ଟାରୁ ଆରମ୍ଭ ହୋଇ ଦିନ ୧୨ଟା ପର୍ଯ୍ୟନ୍ତ ଚାଲିବ । ହେଲେ କେବଳ ଗଣିତ ପରୀକ୍ଷା ୧୨ଟା ୧୫ ପର୍ଯ୍ୟନ୍ତ ଚାଲିବ । ଏନେଇ ବୋର୍ଡ ପକ୍ଷରୁ…
Read More...

ରାଜ୍ୟରେ କୋଭିଡ଼ ସଂକ୍ରମଣ ସ୍ଥିତି : ଆଜି ୩୨୨୨ ନୂଆ ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ଓଡ଼ିଶାରୁ ଗତ ୨୪ ଘଂଟା ମଧ୍ୟରେ ୩୨୨୨ ଜଣ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏମାନଙ୍କ ମଧ୍ୟରୁ ୧୮୩୮ କ୍ୱାରେନ୍‌ଟାଇନ୍‌ରୁ ଚିହ୍ନଟ ହୋଇଥିବା ବେଳେ ୧୩୮୪ ଆଂଚଳିକ ସଂକ୍ରମଣର ଶିକାର ହୋଇଥିବା ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ କୁହାଯାଇଛି…
Read More...

ରାଜ୍ୟର ଆଜି ୧୬ ଜିଲ୍ଲାରେ ଟୀକାକରଣ ବନ୍ଦ

ଭୁବନେଶ୍ୱର, (ସୁଶାନ୍ତ ସାହୁ) : ରାଜ୍ୟରେ ଆଜି ୧୬ ଜିଲ୍ଲାରେ ଟୀକାକରଣ ବନ୍ଦ ହୋଇଥିବା ନେଇ ସୂଚନା ମିଳିଛି । ସେହି ଜିଲ୍ଲା ଗୁଡିକ ହେଲା ଅନୁଗୁଳ, ବଲାଙ୍ଗିର, ବାଲେଶ୍ୱର, ବରଗଡ଼, ଭଦ୍ରକ, ଦେବଗଡ଼, ଢେଙ୍କାନାଳ, ଗଞ୍ଜାମ, ଯାଜପୁର, ଝାରସୁଗୁଡ଼ା, କନ୍ଧମାଳ, କେନ୍ଦ୍ରାପଡ଼ା, କୋରାପୁଟ,…
Read More...

ଗର୍ଭବତୀଙ୍କ ପାଇଁ ଏଣିକି ୧୦୨ ନୁହେଁ ଡାଏଲ ୧୦୮ ଆମ୍ବୁଲାନ୍ସ ସେବା

ଭୁବନେଶ୍ୱର, (ସୁଶାନ୍ତ ସାହୁ) : ଗର୍ଭବତୀ ଓ ଛୋଟ ଶିଶୁମାନଙ୍କ ଆମ୍ବୁଲାନ୍ସ ପାଇଁ ଏଣିକି ୧୦୨ ନୁହେଁ, କେବଳ ୧୦୮ ଡାଏଲ କରିବାକୁ ହେବ । ତେବେ ପୂର୍ବରୁ ଗର୍ଭବତୀ ଓ ନବଜାତ ଶିଶୁଙ୍କ ପାଇଁ ଉପଲବ୍ଧ ଥିବା ୧୦୨ ଆମ୍ବୁଲାନ୍ସ ସେବାକୁ ୧୦୮ ନମ୍ବର ସହ ମିଶ୍ରଣ କରାଯାଇଛି । ଫଳରେ ଗର୍ଭବତୀ ଓ…
Read More...

ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୪୫ ଜଣ ଆକ୍ରାନ୍ତଙ୍କ ପ୍ରାଣ ନେଲା କରୋନା

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୪୫ ଜଣ କରୋନା ଆକ୍ରାନ୍ତ ପ୍ରାଣ ହରାଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୪୦୬୩କୁ ବୃଦ୍ଧି ପାଇଛି । ମୃତକଙ୍କ ମଧ୍ୟରୁ ଖୋର୍ଦ୍ଧାରୁ ୯ଜଣ, ନୟାଗଡ ଓ ପୁରୀରୁ ୫ ଲେଖାଏଁ, ଗଞ୍ଜାମ ଓ…
Read More...

ଗତ ୨୪ ଘଂଟାରେ ରାଜ୍ୟରେ ୩୦୮୭ ନୂଆ ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ଗତ ୨୪ ଘଂଟା ମଧ୍ୟରେ ରାଜ୍ୟରେ ୩୦୮୭ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ଏବେ ସକ୍ରିୟ ରୋଗୀଙ୍କ ସଂଖ୍ୟା ହ୍ରାସ ପାଇ ୩୧୨୩୧କୁ ଖସିଛି । ନୂଆ ଆକ୍ରାନ୍ତଙ୍କ ମଧ୍ୟରୁ ୧୭୭୫ ଜଣ କ୍ୱାରେନ୍‌ଟାଇନ୍‌ରୁ ଏବଂ ୧୩୧୨ ଜଣ ଆଂଚଳିକ ସଂକ୍ରମଣରୁ ଚିହ୍ନଟ ହୋଇଥିବା…
Read More...

ଓଡ଼ିଶାରେ ବଢ଼ିଲା ଆଂଶିକ ଲକ୍‌ଡାଉନ୍‌ : ଗାଇଡଲାଇନ୍‌ ନେଇ ମୁଖ୍ୟ ଶାସନ ସଚିବଙ୍କ ଘୋଷଣା

ଭୁବନେଶ୍ୱର, (ସୁଶାନ୍ତ ସାହୁ) : ରାଜ୍ୟରେ ଆଂଶିକ ଲକ୍‌ଡାଉନ୍‌ ଜୁଲାଇ ୧୬ ଯାଏ ବଢ଼ାଯାଇଛି । ଏନେଇ ମୁଖ୍ୟ ଶାସନ ସଚିବ ଘୋଷଣା କରି କହିଛନ୍ତି ଯେ, ଆଂଶିକ ଲକ୍‌ଡାଉନକୁ ଲୋକେ ପାଳନ କରିଛନ୍ତି । ୧୭ ଜିଲ୍ଲାରେ ସଂଧ୍ୟା ୫ ଯାଏ ସବୁ ଦୋକାନ ଖୋଲିବାକୁ ଅନୁମତି ଥିଲା । ଖୁସିର କଥା ୧୭ ଜିଲ୍ଲାରେ…
Read More...

ଚାଲିଗଲେ ଉପେନ୍ଦ୍ର କୁମାର ପାହାଡସିଂ

ଭୁବନେଶ୍ୱର, (କେ ସତ୍ୟ ନାରାୟଣ ରେଡ୍ଡୀ) : ଆକାଶବାଣୀର ବିଶିଷ୍ଠ ସମ୍ବାଦ ପାଠକ ଉପେନ୍ଦ୍ର ପାହାଡସିଂଙ୍କ ଦେହାନ୍ତ ହୋଇଯାଇଛି । ମୃତ୍ୟୁ ବେଳକୁ ତାଙ୍କୁ ୮୪ ବର୍ଷ ହେଉଥିଲା । ଦିଲ୍ଲୀର ଏକ ଘରୋଇ ହସସ୍ପିଟାଲରେ ଚିକିତ୍ସାଧୀନ ଅବସ୍ଥାରେ ହୃଦଘାତରେ ଗତକାଲି ଅପରାହ୍ନରେ ତାଙ୍କର ମୃତ୍ୟୁ…
Read More...