ରାଜ୍ୟରେ ପୁଣି ୪୮ ଜୀବନ ନେଲା ମହାମାରୀ କୋରୋନା
ଭୁବନେଶ୍ୱର, (କେପିଏନ୍ଏସ୍) : ରାଜ୍ୟରେ ପୁଣି ୪୮ ଜଣଙ୍କ ଜୀବନ ନେଇଛି କରୋନା । ୧୮ ଜିଲ୍ଲାରୁ ଚିକିତ୍ସାଧୀନ ଅବସ୍ଥାରେ ସଂକ୍ରମିତ ପ୍ରାଣ ହରାଇଛନ୍ତି । ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୭ ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ କଟକ ଓ ନୟାଗଡ଼ ଜିଲ୍ଲାରେ ୫ ଜଣ ଲେଖାଏଁ, ଗଞ୍ଜାମ ଓ ସୁନ୍ଦରଗଡ଼ରେ!-->…
Read More...
Read More...