Browsing Tag

bhubaneswar news

୬ ଜଣ ବରିଷ୍ଠ ନେତାଙ୍କୁ ବିଭିନ୍ନ ଜିଲ୍ଲା ପାଇଁ ସିନିୟର ପର୍ଯ୍ୟବେକ୍ଷକ ଭାବରେ ନିଯୁକ୍ତି କଲା ବିଜେଡି

ଭୁବନେଶ୍ୱର, (ସୁଶାନ୍ତ ସାହୁ) : ୬ ଜଣ ବରିଷ୍ଠ ନେତାଙ୍କୁ ବିଭିନ୍ନ ଜିଲ୍ଲା ପାଇଁ ସିନିୟର ପର୍ଯ୍ୟବେକ୍ଷକ ଭାବରେ ନିଯୁକ୍ତି ଦେଇଛି ବିଜେଡି । ବିକ୍ରମ କେଶରୀ ଆରୁଖଙ୍କୁ ମାଲକାନଗିରି, କୋରାପୁଟ, ନବରଙ୍ଗପୁର, ରାୟଗଡ଼ା ଓ ଗଜପତି ଜିଲ୍ଲାର ବରିଷ୍ଠ ପର୍ଯ୍ୟବେକ୍ଷକ ଭାବରେ ନିଯୁକ୍ତି ଦେଇଥିବା…
Read More...

ବିଜେଡିର ନୂଆ ପର୍ଯ୍ୟବେକ୍ଷକ ନିଯୁକ୍ତ : ସୁଶୁାନ୍ତ ସିଂ, ଅତନୁ ସବ୍ୟସାଚୀ ନାୟକ, ଚନ୍ଦ୍ରସାରଥୀ ବେହେରା ଏବଂ ପ୍ରଣବ…

ଭୁବନେଶ୍ୱର, (ସୁଶାନ୍ତ ସାହୁ) : ବିଭିନ୍ନ ଜିଲ୍ଲା ପାଇଁ ନୂଆ ପର୍ଯ୍ୟବେକ୍ଷକ ନିଯୁକ୍ତ କରିଛି ବିଜେଡି । ଏନେଇ ବିଧିବଦ୍ଧ ନିର୍ଦ୍ଦେଶନାମା ଜାରି ହୋଇଛି । ୩୦ଜିଲ୍ଲା ପାଇଁ ପର୍ଯ୍ୟବେକ୍ଷକଙ୍କୁ ନିଯୁକ୍ତ ଦେଲେ ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ । ଅନୁଗୁଳ-ପ୍ରଶାନ୍ତ ମୁଦୁଲି,…
Read More...

ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୪୭ ଜଣ ଆକ୍ରାନ୍ତଙ୍କ ପ୍ରାଣ ନେଲା କରୋନା

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୪୭ ଜଣ କରୋନା ଆକ୍ରାନ୍ତ ପ୍ରାଣ ହରାଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୩୮୪୮କୁ ବୃଦ୍ଧି ପାଇଛି । ମୃତକଙ୍କ ମଧ୍ୟରୁ ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୯ଜଣ ରହିଥିବା ବେଳେ ବରଗଡ଼, କଟକ,…
Read More...

ଭୁବନେଶ୍ୱରରେ ଡ୍ରେନେଜ ସମସ୍ୟା ସମାଧାନ ପାଇଁ ଚିନ୍ତା ପ୍ରକଟ କଲେ ସାଂସଦ ମ୍ୟାଡମ ଅପରାଜିତା

ଭୁବନେଶ୍ୱର, (କେ.ସତ୍ୟନାରାୟଣ ରେଡ୍ଡୀ) : ଭୁବନେଶ୍ୱର ସାଂସଦ ତଥା ବିଜେପି ରାଷ୍ଟ୍ରୀୟ ପ୍ରବକ୍ତା ଅପରାଜିତା ଷଡ଼ଙ୍ଗୀ ମହୋଦୟା ଗତ ୧୫ ଫେବୃଆରୀ ୨୦୨୦ରେ ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂଙ୍କୁ ସାକ୍ଷାତ କରି ଭୁବନେଶ୍ୱର ମହାନଗରର ଡ୍ରେନେଜ ସମସ୍ୟା ପ୍ରତି ଦୃଷ୍ଟି ଆରୋପ କରିଥିଲେ ।…
Read More...

ଗତ ୨୪ ଘଂଟାରେ ରାଜ୍ୟରେ ୩୫୫୪ ନୂଆ ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ଗତ ୨୪ ଘଂଟା ମଧ୍ୟରେ ରାଜ୍ୟରେ ୩୫୫୪ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ଏବେ ସକ୍ରିୟ ରୋଗୀଙ୍କ ସଂଖ୍ୟା ହ୍ରାସ ପାଇ ୩୩୦୧୯କୁ ଖସିଛି । ନୂଆ ଆକ୍ରାନ୍ତଙ୍କ ମଧ୍ୟରୁ ୨୦୨୮ ଜଣ କ୍ୱାରେନ୍‌ଟାଇନ୍‌ରୁ ଏବଂ ୧୫୨୬ ଜଣ ଆଂଚଳିକ ସଂକ୍ରମଣରୁ ଚିହ୍ନଟ ହୋଇଥିବା…
Read More...

ମ୍ୟାଲେରିଆ ଶୂନ୍ୟ ରାଜ୍ୟ ଦିଗରେ ଓଡିଶା ମଡେଲ୍‌କୁ ବେଷ୍ଟ୍ ପ୍ରାକ୍ଟିସ୍ ଭାବରେ ବିଶ୍ୱ ସ୍ୱାସ୍ଥ୍ୟ ସଂଗଠନ ସ୍ୱୀକୃତି…

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ମ୍ୟାଲେରିଆ ନିରାକରଣ ପାଇଁ ରାଜ୍ୟ ସରକାରଙ୍କ ନିରନ୍ତର ପଦକ୍ଷେପ ଯୋଗୁଁ ୨୦୧୬ରୁ ୨୦୧୯ ମଧ୍ୟରେ ରାଜ୍ୟରେ ମ୍ୟାଲେରିଆ ପଜିଟିଭ ହାର ୯୦ ପ୍ରତିଶତ ହ୍ରାସ ପାଇବା ସହ ଏହି ସମୟରେ ମୃତ୍ୟୁ ସଂଖ୍ୟା ୭୭ରୁ ୯କୁ ହ୍ରାସ ପାଇଛି । ମ୍ୟାଲେରିଆ ନିରାକରଣରେ ଓଡିଶା…
Read More...

ପ୍ରକାଶ ପାଇଲା ଚଳିତ ବର୍ଷର ମାଟ୍ରିକ ପରୀକ୍ଷା ଫଳ : ମାଟ୍ରିକରେ ଏ ବର୍ଷ ପାସ୍ ହାର ୯୭.୮୯%

ଭୁବନେଶ୍ୱର, (ସୁଶାନ୍ତ ସାହୁ) : ଚଳିତ ବର୍ଷର ମାଟ୍ରିକ ପରୀକ୍ଷା ଫଳ ପ୍ରକାଶ ପାଇଲା । ସ୍କୁଲ ଓ ଗଣଶିକ୍ଷା ବିଭାଗର ମନ୍ତ୍ରୀ ସମୀର ରଞ୍ଜନ ଦାସ ପରୀକ୍ଷା ଫଳ ପୁସ୍ତିକାକୁ କଟକ ବୋର୍ଡ ଅଫିସରେ ଉନ୍ମୋଚନ କରିଛନ୍ତି । କରୋନା ଯୋଗୁଁ ପ୍ରଥମ ଥର ପାଇଁ ବିନା ପରୀକ୍ଷାରେ ପ୍ରକାଶ ପାଇଲା…
Read More...

ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୪୦ ଜଣ ଆକ୍ରାନ୍ତଙ୍କ ପ୍ରାଣ ନେଲା କରୋନା

ଭୁବନେଶ୍ୱର : ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୪୦ ଜଣ କରୋନା ଆକ୍ରାନ୍ତ ପ୍ରାଣ ହରାଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୩୮୦୧କୁ ବୃଦ୍ଧି ପାଇଛି । ଖୋର୍ଦ୍ଧାରୁ ୯, ବରଗଡ, କଟକ, ନୟାଗଡରୁ ୫ ଜଣ ଲେଖାଏଁ, ଅନୁଗୋଳରୁ ୩, ବାଲେଶ୍ୱର, ଭଦ୍ରକ, ବଲାଙ୍ଗିର,…
Read More...

୩ ହଜାର ତଳକୁ ଖସିଲା ରାଜ୍ୟରେ କୋଭିଡ଼ ସଂକ୍ରମଣ ଦୈନିକ ସଂଖ୍ୟା : ଆଜି ୨୯୧୨ ନୂଆ ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ୩ ହଜାର ତଳକୁ ଖସିଛି ରାଜ୍ୟରେ କୋଭିଡ଼ ସଂକ୍ରମଣ ଦୈନିକ ସଂଖ୍ୟା । ଓଡ଼ିଶାରୁ ଆଜି ୨୯୧୨ ଜଣ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏମାନଙ୍କ ମଧ୍ୟରୁ ୧୬୭୫ କ୍ୱାରେନ୍‌ଟାଇନ୍‌ରୁ ହୋଇଥିବା ବେଳେ ୧୨୩୭ ଆଂଚଳିକ ସଂକ୍ରମଣର ଶିକାର ହୋଇଥିବା ରାଜ୍ୟ ସୂଚନା…
Read More...

ଯୁଧିଷ୍ଠିର ନାୟକଙ୍କୁ ରାଜେନ୍ଦ୍ର ବିଶ୍ୱ ବିଦ୍ୟାଳୟର ନୂଆ କୁଳସଚିବ ଭାବେ ନିଯୁକ୍ତି

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ବରିଷ୍ଠ ଓଏଏସ୍‌ ଅଧିକାରୀ ଯୁଧିଷ୍ଠିର ନାୟକଙ୍କୁ ବଲାଙ୍ଗିର ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟର କୁଳସଚିବ ଭାବେ ନିଯୁକ୍ତି ଦିଆଯାଇଛି । ଏନେଇ ରାଜଭବନ ପକ୍ଷରୁ ଖୁବ୍‌ ଶୀଘ୍ର ତାଙ୍କ ନିଯୁକ୍ତି ନେଇ ବିଜ୍ଞପ୍ତି ଜାରି ହେବ ବୋଲି ସୂଚନା ମିଳିଛି ।
Read More...