Browsing Tag

bhubaneswar news

ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୪୪ ଜଣ ଆକ୍ରାନ୍ତଙ୍କ ପ୍ରାଣ ନେଲା କରୋନା

ଭୁବନେଶ୍ୱର : ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୪୪ ଜଣ କରୋନା ଆକ୍ରାନ୍ତ ପ୍ରାଣ ହରାଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୩୭୬୧କୁ ବୃଦ୍ଧି ପାଇଛି । ମୃତକଙ୍କ ମଧ୍ୟରୁ ଖୋର୍ଦ୍ଧା ଜିଲ୍ଲାରୁ ୯ଜଣ ରହିଥିବା ବେଳେ ବରଗଡ଼, କଟକ ଜିଲ୍ଲାରୁ ୫ଜଣ ଲେଖାଏଁ ରହିଛନ୍ତି…
Read More...

ଆସନ୍ତାକାଲି ପ୍ରକାଶ ପାଇବ ମାଟ୍ରିକ୍ ରେଜଲ୍ଟ

ଭୁବନେଶ୍ଵର, (କେ.ସତ୍ୟନାରାୟଣ ରେଡ୍ଡୀ) : ଆସନ୍ତାକାଲି ମାଧ୍ୟମିକ ଶିକ୍ଷା ପରିଷଦ (ବୋର୍ଡ) ଦ୍ୱାରା ପରିଚାଳିତ ମାଟ୍ରିକ, ଷ୍ଟେଟ୍‌ ଓପନ୍‌ ସ୍କୁଲ୍‌ ସାର୍ଟିଫିକେଟ୍‌ ଓ ସଂସ୍କୃତ ମଧ୍ୟମା ପରୀକ୍ଷା ଫଳ । କଟକ ବିଏସଇ ମୁଖ୍ୟାଳୟରେ ଅପରାହ୍ନ ୪ଟାରେ ପ୍ରକାଶ ପାଇବ । ସନ୍ଧ୍ୟା ୬ଟା ପରେ…
Read More...

ସ୍ନାନଯାତ୍ରାରେ ଛେରାପହଁରା କରିବେନି ପୁରୀ ଗଜପତି ମହାରାଜା

ଭୁବନେଶ୍ୱର, (କେ.ସତ୍ୟନାରାୟଣ ରେଡ୍ଡୀ) : ଗୁରୁବାର ହେବାକୁ ଥିବା ପବିତ୍ର ଜ୍ୟେଷ୍ଠପୂର୍ଣ୍ଣମୀ ଅବସରରେ ମହାପ୍ରଭୁଙ୍କ ସ୍ନାନଯାତ୍ରା । ବିନା ଭକ୍ତରେ ପାରମ୍ପରୀକ ବିଧିରେ ସମ୍ପନ୍ନ ହେବ । କିନ୍ତୁ ମହାପ୍ରଭୁଙ୍କ ଏହି ସ୍ନାନଯାତ୍ରାରେ ଛେରାପହଁରା କରିବେନି ଗଜପତି ମହାରାଜା ଦିବ୍ୟସିଂହ ଦେବ…
Read More...

ପୁରୀ ବ୍ୟତୀତ ଅନ୍ୟସ୍ଥାନରେ ରଥଯାତ୍ରା ହୋଇପାରିବନି : ହାଇକୋର୍ଟ

ଭୁବନେଶ୍ୱର, (କେ.ସତ୍ୟନାରାୟଣ ରେଡ୍ଡୀ) : ରଥଯାତ୍ରାକୁ ନେଇ ହାଇକୋର୍ଟ ଶୁଣାଇଲେ ଗୁରୁତ୍ୱପୂର୍ଣ୍ଣ ରାୟ । ପୁରୀ ରଥଯାତ୍ରା ବ୍ୟତୀତ ଅନ୍ୟ କୌଣସି ସ୍ଥାନରେ ହୋଇପାରିବନି ରଥଯାତ୍ରା । ରାଜ୍ୟ ସରକାର ନେଇଥିବା ନିଷ୍ପତ୍ତି ଉପରେ ମୋହର ମାରିଛନ୍ତି ହାଇକୋର୍ଟ । ସୂଚନା ମୁତାବକ,…
Read More...

ଓଡ଼ିଶାରୁ ୩୬୫୦ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ, ଖୋର୍ଦ୍ଧାରୁ ୬୦୪

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ଓଡ଼ିଶାରୁ ଆଜି ୩୬୫୦ ଜଣ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏମାନଙ୍କ ମଧ୍ୟରୁ ୨୦୯୮ କ୍ୱାରେନ୍‌ଟାଇନ୍‌ରୁ ହୋଇଥିବା ବେଳେ ୧୫୫୨ ଆଂଚଳିକ ସଂକ୍ରମଣର ଶିକାର ହୋଇଥିବା ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ କୁହାଯାଇଛି । ତେବେ ଜିଲ୍ଲା…
Read More...

ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୪୬ ଜଣ ଆକ୍ରାନ୍ତଙ୍କ ପ୍ରାଣ ନେଲା କରୋନା

ଭୁବନେଶ୍ୱର, (କେପିଏନ୍‌ଏସକ) : ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୪୬ ଜଣ କରୋନା ଆକ୍ରାନ୍ତ ପ୍ରାଣ ହରାଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୩୭୧୭କୁ ବୃଦ୍ଧି ପାଇଛି । ମୃତକଙ୍କ ମଧ୍ୟରୁ ଖୋର୍ଦ୍ଧା ଜିଲ୍ଲାରୁ ୭ଜଣ ରହିଥିବା ବେଳେ ବରଗଡ଼, କଟକ, ପୁରୀ…
Read More...

୭ମ ଆନ୍ତର୍ଜାତୀୟ ଯୋଗ ଦିବସ ଉପଲକ୍ଷେ ଜାତୀୟ ସ୍ତରୀୟ ଏକ ଦିବସୀୟ ଆଭାସି ଯୋଗ କର୍ମଶାଳା ଅନୁଷ୍ଠିତ

ଭୁବନେଶ୍ୱର, (କେ.ସତ୍ୟନାରାୟଣ ରେଡ୍ଡୀ) : ୨୧ ତାରିଖ ପୂର୍ବାହ୍ନରେ ପୁରୀ ସହରସ୍ଥିତ ସାମନ୍ତ ଚନ୍ଦ୍ରଶେଖର ସ୍ଵୟଂଶାସିତ ମହାବିଦ୍ୟାଳୟର ଜାତୀୟ ସମର ଶିକ୍ଷାର୍ଥୀ ବାହିନୀ(ଏନ୍.ସି.ସି) ଏବଂ ଆୟୁଷ ମନ୍ତ୍ରଣାଳୟ, ଭାରତ ସରକାରଙ୍କ ଆଞ୍ଚଳିକ ହୋମିଓପାଥି ଗବେଷଣା ପ୍ରତିଷ୍ଠାନ, ପୁରୀ ପକ୍ଷରୁ…
Read More...

ଗତ ୨୪ ଘଂଟାରେ ରାଜ୍ୟରେ ୩୪୫୬ ନୂଆ ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ଗତ ୨୪ ଘଂଟା ମଧ୍ୟରେ ରାଜ୍ୟରେ ୩୪୫୬ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ଏବେ ସକ୍ରିୟ ରୋଗୀଙ୍କ ସଂଖ୍ୟା ହ୍ରାସ ପାଇ ୩୪୨୧୬କୁ ଖସିଛି । ନୂଆ ଆକ୍ରାନ୍ତଙ୍କ ମଧ୍ୟରୁ ୧୯୭୩ ଜଣ କ୍ୱାରେନ୍‌ଟାଇନ୍‌ରୁ ଏବଂ ୧୪୮୩ ଜଣ ଆଂଚଳିକ ସଂକ୍ରମଣରୁ ଚିହ୍ନଟ ହୋଇଥିବା…
Read More...

ରେଳ ଷ୍ଟେସନରେ ଟିକେଟ ଚେକିଙ୍ଗ କରିବ “ଆତ୍ମା”

ଭୁବନେଶ୍ୱର, (ସୁଶାନ୍ତ ସାହୁ) : ଏଣିକି ଭୁବନେଶ୍ୱର ରେଳ ଷ୍ଟେସନରେ ଟିକେଟ ଜାଂଚ୍ କରିବ ମେସିନ । ଆଜି ଆତ୍ମା ବା ସ୍ୱୟଂଚାଳିତ ଟିକେଟ୍ ଯାଞ୍ଚ ଏବଂ ପରିଚାଳନା ଆକ୍ସେସ୍ (ଏଟିଏମ୍ଏ) ସିଷ୍ଟମ ଭୁବନେଶ୍ୱର ରେଳ ଷ୍ଟେସନରେ ଉଦଘାଟିତ ହୋଇଯାଇଛି । ଏଟିଏମଏ ବା ଆତ୍ମା ସିଷ୍ଟମ ଦ୍ୱାରା ଯାତ୍ରୀଙ୍କ…
Read More...

ଖୋଲିଲା ୪୭୭ ପୋଲିସ ସବ୍ ଇନ୍ସପେକ୍ଟର ନିଯୁକ୍ତି ପାଇଁ ଅନଲାଇନ୍ ରେଜିଷ୍ଟ୍ରେସନ୍ ପୋର୍ଟାଲ୍

ଭୂବନେଶ୍ୱର, (ସୁଶାନ୍ତ ସାହୁ) : ଆଜିଠାରୁ ରାଜ୍ୟ ପୋଲିସରେ ୪୭୭ ସବ୍-ଇନ୍ସପେକ୍ଟରର ପଦବୀ ପାଇଁ ନିଯୁକ୍ତି ପାଇଁ ଅନଲାଇନ ରେଜିଷ୍ଟ୍ରେସନ ଆରମ୍ଭ ହୋଇଛି । ଏଥିପାଇଁ ପୋର୍ଟଲକୁ ଖୋଲି ଦିଆଯାଇଛି । ଏଥିପାଇଁ ଆଜିଠାରୁ ପ୍ରାର୍ଥୀମାନେ ଅନଲାଇନରେ ଆବେଦନ କରିପାରିବେ । ଆସନ୍ତା ୧୫ ତାରିଖ ଆବେଦନ…
Read More...