Browsing Tag

bhubaneswar news

ଭୁବନେଶ୍ୱରରେ ବିଜେପିର ସାମ୍ବାଦିକ ସମ୍ମିଳନୀ

ଭୁବନେଶ୍ୱର, (ନିରୋଜ କୁମାର ପାଣୀ) : କେନ୍ଦ୍ର ସରକାରଙ୍କ ଖାଉଟି ବ୍ୟାପାର ଓ ଖାଦ୍ୟ ଯୋଗାଣ ବିଭାଗର ଅତିରିକ୍ତ ସଚିବଙ୍କ ନେତୃତ୍ଵରେ ଓଡ଼ିଶାରେ ଧାନ କିଣାବିକାର ଅବ୍ୟବସ୍ଥା, ଚାଷୀଙ୍କ ଟୋକନ ଲେପ୍ସ, ମଣ୍ଡିରେ ଚାଷୀଙ୍କ ଧାନ କଟନି ଛଟନି, କେନ୍ଦ୍ର ସରକାର ବସ୍ତା ସୁତୁଲି ପରିବହନର ଖର୍ଚ୍ଚ…
Read More...

ଗତ ୨୪ ଘଂଟାରେ ରାଜ୍ୟରେ ୨୯୫୭ ନୂଆ ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ଗତ ୨୪ ଘଂଟା ମଧ୍ୟରେ ରାଜ୍ୟରେ ୨୯୫୭ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ଏବେ ସକ୍ରିୟ ରୋଗୀଙ୍କ ସଂଖ୍ୟା ହ୍ରାସ ପାଇ ୩୪୯୬୫କୁ ଖସିଛି । ନୂଆ ଆକ୍ରାନ୍ତଙ୍କ ମଧ୍ୟରୁ ୧୬୯୮ ଜଣ କ୍ୱାରେନ୍‌ଟାଇନ୍‌ରୁ ଏବଂ ୧୨୫୯ ଜଣ ଆଂଚଳିକ ସଂକ୍ରମଣରୁ ଚିହ୍ନଟ ହୋଇଥିବା…
Read More...

ସଷ୍ଟେନେବଲ୍ ଡେଭେଲପମ୍ୟାଣ୍ଟ୍ ଗୋଲ୍‌ରେ ୨୦୨୦-୨୧ରେ ଓଡିଶାକୁ ୬୧ ପଏଣ୍ଟ

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ରାଜ୍ୟ ସରକାରଙ୍କ ଅନୁରୋଧ କ୍ରମେ ଓଡିଶା ଆସିଥିବା ନୀତି ଆୟୋଗର ପ୍ରତିନିଧି ଦଳ ସହିତ ମୁଖ୍ୟ ଶାସନ ସଚିବ ସୁରେଶ ଚନ୍ଦ୍ର ମହାପାତ୍ରଙ୍କ ଅଧ୍ୟକ୍ଷତାରେ ଗତକାଲି ଅନୁଷ୍ଠିତ ଏକ ଉଚ୍ଚସ୍ତରୀୟ ବୈଠକରେ "ସଷ୍ଟେନେବଲ୍ ଡେଭେଲପମ୍ୟାଣ୍ଟ୍ ଗୋଲ୍" ସୂଚୀ ସମ୍ପର୍କରେ…
Read More...

ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୪୩ ଜଣ ଆକ୍ରାନ୍ତଙ୍କ ପ୍ରାଣ ନେଲା କରୋନା

ଭୁବନେଶ୍ୱର : ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୪୩ ଜଣ କରୋନା ଆକ୍ରାନ୍ତ ପ୍ରାଣ ହରାଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୩୬୩୩କୁ ବୃଦ୍ଧି ପାଇଛି । ମୃତକଙ୍କ ମଧ୍ୟରୁ ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୭ ଜଣ ରହିଥିବା ବେଳେ ବରଗଡ଼ ଏବଂ କଟକରୁ ୫ ଜଣ ଲେଖାଏଁ…
Read More...

ମୁଖ୍ୟମନ୍ତ୍ରୀଙ୍କ ଦ୍ୱାରା ଘୋଷଣା ହେଲା ନୂଆ ଯୋଜନା ଆଶୀର୍ବାଦ

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ଅପ୍ରେଲ ପହିଲା ୨୦୨୦ ଦିନ ବା ତା ପରେ ଉଭୟ ବାପା, ମା' ବା ପରିବାରର ମୁଖ୍ୟ ଉପାର୍ଜନକାରୀଙ୍କୁ ହରାଇ ଥିବା ପିଲାମାନଙ୍କ ଶିକ୍ଷା, ଭରଣପୋଷଣ ତଥା ଯତ୍ନ ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଶୀର୍ବାଦ ନାମରେ ନୂଆ ଯୋଜନା ଘୋଷଣା କରିଛନ୍ତି । ଏହି ଯୋଜନା…
Read More...

ଗତ ୨୪ ଘଂଟା ମଧ୍ୟରେ ରାଜ୍ୟରେ ୩୦୩୧ ନୂଆ ଆକ୍ରାନ୍ତ ଚିହ୍ନଟ : ଖୋର୍ଦ୍ଧାରୁ ୩୮୧

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ଗତ ୨୪ ଘଂଟା ମଧ୍ୟରେ ରାଜ୍ୟରେ ୩୦୩୧ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ଏବେ ସକ୍ରିୟ ରୋଗୀଙ୍କ ସଂଖ୍ୟା ହ୍ରାସ ପାଇ ୩୬୬୩୩କୁ ଖସିଛି । ନୂଆ ଆକ୍ରାନ୍ତଙ୍କ ମଧ୍ୟରୁ ୧୭୩୮ ଜଣ କ୍ୱାରେନ୍‌ଟାଇନ୍‌ରୁ ଏବଂ ୧୨୯୩ ଜଣ ଆଂଚଳିକ ସଂକ୍ରମଣରୁ ଚିହ୍ନଟ ହୋଇଥିବା…
Read More...

ପ୍ରଥମରୁ ଦଶମ ଛାତ୍ରଛାତ୍ରୀମାନଙ୍କ ନିମନ୍ତେ ‘ଶିକ୍ଷା ଦର୍ପଣ’ କାର୍ଯ୍ୟକ୍ରମ ଓ ୟୁଟ୍ୟୁବ୍ ମାଧ୍ୟମରେ…

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ଆସନ୍ତା କାଲି ଠାରୁ ପ୍ରତିଦିନ ସକାଳ ୯ଟାରୁ "୧ମରୁ ୧୦ମ ଶ୍ରେଣୀ" ପର୍ଯ୍ୟନ୍ତ ଛାତ୍ରଛାତ୍ରୀଙ୍କ ପାଇଁ ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ ପକ୍ଷରୁ 'ଶିକ୍ଷା ଦର୍ପଣ' କାର୍ୟ୍ୟକ୍ରମ ଓ ୟୁଟ୍ୟୁବ୍ ମାଧ୍ୟମରେ ଶିକ୍ଷାଦାନ ବ୍ୟବସ୍ଥା ଆରମ୍ଭ କରାଯିବ।…
Read More...

ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୪୦ ଜଣ ଆକ୍ରାନ୍ତଙ୍କ ପ୍ରାଣ ନେଲା କରୋନା

ଭୁବନେଶ୍ୱର : ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୪୦ ଜଣ କରୋନା ଆକ୍ରାନ୍ତ ପ୍ରାଣ ହରାଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୩୫୯୦କୁ ବୃଦ୍ଧି ପାଇଛି । ମୃତକଙ୍କ ମଧ୍ୟରୁ କଟକ ଓ ବରଗଡ ଜିଲ୍ଲାରୁ ୫ ଜଣ, କୋରାପୁଟ, ମୟୂରଭଞ୍ଜ, ରାୟଗଡାରୁ ୪ ଜଣ ଲେଖାଏଁ, ଗଞ୍ଜାମ,…
Read More...

ତପୁଙ୍କ ବିୟୋଗରେ ମୁଖ୍ୟମନ୍ତ୍ରୀ ଏବଂ କେନ୍ଦ୍ରମନ୍ତ୍ରୀଙ୍କ ଶୋକ

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ଓଲିଉଡ୍‌ର ସୁନାମଧନ୍ୟ କଣ୍ଠଶିଳ୍ପୀ ତପୁ ମିଶ୍ରଙ୍କ ବିୟୋଗରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶୋକ ବ୍ୟକ୍ତ କରି ନିଜ ଟ୍ୱିଟ୍‌ରରେ ଲେଖିଛନ୍ତି ଯେ, ଲୋକପ୍ରିୟ କଣ୍ଠଶିଳ୍ପୀ ତପୁ ମିଶ୍ରଙ୍କ ଦେହାନ୍ତ ବିଷୟରେ ଜାଣି ମୁଁ ଦୁଃଖିତ । ଓଡ଼ିଆ ସଙ୍ଗୀତ ଜଗତରେ ସେ…
Read More...

ଚାଲିଗଲେ କଣ୍ଠଶିଳ୍ପୀ ତପୁ ମିଶ୍ର

ଭୁବନେଶ୍ୱର, (ସୁଶାନ୍ତ ସାହୁ) : ଓଲିଉଡ୍‌ର ସୁନାମଧନ୍ୟ କଣ୍ଠଶିଳ୍ପୀ ତପୁ ମିଶ୍ରଙ୍କ ପରଲୋକ ହୋଇଯାଇଛି । ମୃତ୍ୟୁ ବେଳକୁ ତାଙ୍କୁ ମାତ୍ର ୩୬ ବର୍ଷ ବୟସ ହେଉଥିଲା । ଗତ ମେ' ୨୦ ତାରିଖରେ କରୋନାରେ ଆକ୍ରାନ୍ତ ହୋଇ ତପୁ ସ୍ପର୍ଶ ହସ୍‌ପିଟାଲ୍‌ରେ ଭର୍ତ୍ତି ହୋଇଥିଲେ । ସେଠାରେ…
Read More...