Browsing Tag

bhubaneswar news

ଗତ ୨୪ ଘଂଟାରେ ରାଜ୍ୟରେ ୩୮୦୬ ନୂଆ ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ଗତ ୨୪ ଘଂଟା ମଧ୍ୟରେ ରାଜ୍ୟରେ ୩୮୦୬ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ଏବେ ସକ୍ରିୟ ରୋଗୀଙ୍କ ସଂଖ୍ୟା ହ୍ରାସ ପାଇ ୪୩୩୩୮କୁ ଖସିଛି । ନୂଆ ଆକ୍ରାନ୍ତଙ୍କ ମଧ୍ୟରୁ ୨୧୭୨ ଜଣ କ୍ୱାରେନ୍‌ଟାଇନ୍‌ରୁ ଏବଂ ୧୬୩୪ ଜଣ ଆଂଚଳିକ ସଂକ୍ରମଣରୁ ଚିହ୍ନଟ ହୋଇଥିବା…
Read More...

ସ୍ଥାନାନ୍ତର ହେବ ମାଷ୍ଟରକ୍ୟାଣ୍ଟିନ ଛକରେ ଥିବା ଘୋଡାର ମୂର୍ତ୍ତି

ଭୁବନେଶ୍ୱର, (ସୁଶାନ୍ତ ସାହୁ) : ରାଜଧାନୀର ମାଷ୍ଟରକ୍ୟାଣ୍ଟିନ ଛକରେ ଥିବା ଘୋଡାର ମୂର୍ତ୍ତି ରାଜଭବନ ଛକକୁ ସ୍ଥାନାନ୍ତର କରାଯିବ ବୋଲି ଜଣାପଡିଛି । ତେବେ ସ୍ମାର୍ଟ ସିଟି ପକ୍ଷରୁ ମାଷ୍ଟରକ୍ୟାଣ୍ଟିନ ରାସ୍ତାକୁ ପ୍ରଶସ୍ତୀକରଣ କରିଯାଉଥିବାରୁ ଘୋଡ଼ାକୁ ସ୍ଥାନାନ୍ତର କରାଯିବ । ଛଅ ମାସ ତଳେ…
Read More...

ରାଜ୍ୟରେ ଗତ ୨୪ଘଣ୍ଟାରେ ୩୯ ଜଣ ଆକ୍ରାନ୍ତଙ୍କ ଜୀବନ ନେଲା କରୋନା

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୩୬୩୧ ଜଣ କୋଭିଡ୍ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ୩୯ ଜଣ କରୋନା ଆକ୍ରାନ୍ତ ପ୍ରାଣ ହରାଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୩୪୭୧କୁ ବୃଦ୍ଧି ପାଇଛି । ମୃତକଙ୍କ ମଧ୍ୟରୁ ଖୋର୍ଦ୍ଧାରୁ ୬ଜଣ…
Read More...

ଗତ ୨୪ ଘଂଟାରେ ରାଜ୍ୟରେ ୩୬୩୧ ନୂଆ ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ଗତ ୨୪ ଘଂଟା ମଧ୍ୟରେ ରାଜ୍ୟରେ ୩୬୩୧ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ଏବେ ସକ୍ରିୟ ରୋଗୀଙ୍କ ସଂଖ୍ୟା ହ୍ରାସ ପାଇ ୪୫୮୦୯କୁ ଖସିଛି । ନୂଆ ଆକ୍ରାନ୍ତଙ୍କ ମଧ୍ୟରୁ ୨୦୬୯ ଜଣ କ୍ୱାରେନ୍‌ଟାଇନ୍‌ରୁ ଏବଂ ୧୫୬୨ ଜଣ ଆଂଚଳିକ ସଂକ୍ରମଣରୁ ଚିହ୍ନଟ ହୋଇଥିବା…
Read More...

ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୪୪ ଜଣ ଆକ୍ରାନ୍ତଙ୍କ ପ୍ରାଣ ନେଲା କରୋନା

ଭୁବନେଶ୍ୱର : ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୩୫୩୫ ଜଣ କୋଭିଡ୍ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ୪୪ ଜଣ କରୋନା ଆକ୍ରାନ୍ତ ପ୍ରାଣ ହରାଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୩୪୩୨କୁ ବୃଦ୍ଧି ପାଇଛି । ମୃତକଙ୍କ ମଧ୍ୟରୁ ଖୋର୍ଦ୍ଧା ଜିଲ୍ଲାରୁ ୫ଜଣ ରହିଥିବା…
Read More...

ଲକଡାଉନ୍‌ କୋହଳ ହୋଇଛି, କରୋନା ନୁହେଁ

ଭୁବନେଶ୍ୱର, (କେପିଏନ୍‌ଏସ୍‌) : କୋଭିଡ୍ ମହାମାରୀ ପରିପ୍ରେକ୍ଷୀରେ ଜୀବନ ଜୀବିକାକୁ ଦୃଷ୍ଟିରେ ରଖି ଆଂଶିକ ଭାବରେ ଲକଡାଉନ୍ କୋହଳ କରାଯାଇଛି । ତେବେ କରୋନା ବିପଦ ଏବେବି ସମ୍ପୁର୍ଣ୍ଣ ଭାବରେ ଟଳି ନାହିଁ । କୋଭିଡ୍ ନିର୍ଦ୍ଦେଶାବଳୀ ପାଳନ ସହ ସାମାଜିକ ଦୂରତା ବଜାୟ ରଖନ୍ତୁ । ମାସ୍କ ସଠିକ୍…
Read More...

ଦେଖୁ ଦେଖୁ ରାସ୍ତା ମଝିରେ ହୁ ହୁ ହୋଇ ଜଳିଗଲା ସ୍କୁଟି

ଭୁବନେଶ୍ୱର, (ସୁଶାନ୍ତ ସାହୁ) : ଦେଖୁ ଦେଖୁ ରାସ୍ତା ମଝିରେ ହୁହୁ ହୋଇ ଜଳିଗଲା ସ୍କୁଟି । ଏପରି ଏକ ଘଟଣା ଦେଖିବାକୁ ମିଳିଛି ଭୁବନେଶ୍ୱର ରମାଦେବୀ ମହିଳା ବିଶ୍ୱବିଦ୍ୟାଳୟ ସାମନାରେ । ସ୍କୁଟି ଆରୋହୀ ପେଟ୍ରୋଲ ପମ୍ପରେ ପେଟ୍ରୋଲ ପକାଇ ଆସଥିଲେ । ଏତିକିବେଳେ ହଠାତ ସ୍କୁଟିରେ ଲାଗିଥିଲା…
Read More...

ପିସିଆର ଭେନ୍‌କୁ ଧକ୍କା ଦେଲା ଟ୍ରକ୍ : ୨ ଜଣ ପୋଲିସ କର୍ମଚାରୀ ଆହତ

ଭୁବନେଶ୍ୱର, (ସୁଶାନ୍ତ ସାହୁ) : ପିସିଆରଭେନ୍‌କୁ ପଛ ପଟୁ ଧକ୍କା ଦେଲା ଏକ ମାଲ ବୋଝେଇ ଟ୍ରକ୍ ଫଳରେ ଘଟଣାସ୍ଥଳରେ ୨ ଜଣ ପୋଲିସ କର୍ମଚାରୀ ଆହତ ହୋଇଥିବା ବେଳେ ଅଳ୍ପକେ ବର୍ତ୍ତି ଯାଇଛନ୍ତି ଆଉ ୫ ଜଣ । ତେବେ ଆଜି ଭୋରରୁ ଏହି ଦୁର୍ଘଟଣା ଘଟିଥିବା ଜଣାପଡିଛି । ତେବେ ଦୁର୍ଘଟଣା ଘଟଇଥିବା ମାଲ…
Read More...

ରାଜ୍ୟର ସମସ୍ତ ଜିଲ୍ଲାରେ ଜୁଲାଇ ୧ ପର୍ଯ୍ୟନ୍ତ ଜାରି ରହିବ ଆଂଶିକ ଲକଡାଉନ୍

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ରାଜ୍ୟରେ କରୋନା ସଂକ୍ରମଣକୁ ନେଇ ରାଜ୍ୟ ସରକାର ବଡ ନିଷ୍ପତ୍ତି ନେଇଛନ୍ତି । ରାଜ୍ୟର ସମସ୍ତ ଜିଲ୍ଲାରେ ୧୭ ଜୁନ୍ ସକାଳ ୫ଟାରୁ ୧ଜୁଲାଇ ସକାଳ ୫ଟା ପର୍ଯ୍ୟନ୍ତ ଆଂଶିକ ଲକଡାଉନ୍ ଜାରି ରହିବ । ସରକାରଙ୍କ ପକ୍ଷରୁ ସଂକ୍ରମଣ ହାରକୁ ନେଇ ଓଡିଶାର ଜିଲ୍ଲାଗୁଡିକୁ…
Read More...

ଆନ୍ତର୍ଜାତୀୟ ଖ୍ୟାତି ସମ୍ପନ୍ନ କବି ଜୟନ୍ତ ମହାପାତ୍ର ୯୩ ବର୍ଷ ବୟସରେ କରୋନାକୁ ହରାଇ ଘରକୁ ଫେରିଲେ

ଭୁବନେଶ୍ୱର : ଆନ୍ତର୍ଜାତୀୟ ଖ୍ୟାତି ସମ୍ପନ୍ନ କବି ଜୟନ୍ତ ମହାପାତ୍ର ୯୩ ବର୍ଷ ବୟସରେ କରୋନାକୁ ହରାଇ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ତାଙ୍କ ସୁସ୍ଥତା ଖବର ପାଇ କବି, ଲେଖକ ତଥା ସାହିତ୍ୟିକଙ୍କ ଜଗତରେ ଖୁସିର ଲହରି ଖେଳିଯାଇଛି । ସେ କୋଭିଡ଼୍‌ ଆକ୍ରାନ୍ତ ହେବାପରେ କବି, ଲେଖକମାନେ ତାଙ୍କ…
Read More...