Browsing Tag

bhubaneswar news

ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୪୪ ଜଣ ଆକ୍ରାନ୍ତଙ୍କ ପ୍ରାଣ ନେଲା କରୋନା

ଭୁବନେଶ୍ୱର : ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୩୫୩୫ ଜଣ କୋଭିଡ୍ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ୪୪ ଜଣ କରୋନା ଆକ୍ରାନ୍ତ ପ୍ରାଣ ହରାଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୩୪୩୨କୁ ବୃଦ୍ଧି ପାଇଛି । ମୃତକଙ୍କ ମଧ୍ୟରୁ ଖୋର୍ଦ୍ଧା ଜିଲ୍ଲାରୁ ୫ଜଣ ରହିଥିବା…
Read More...

ଗତ ୨୪ ଘଂଟାରେ ରାଜ୍ୟରେ ୩୫୩୫ ନୂଆ ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ଗତ ୨୪ ଘଂଟା ମଧ୍ୟରେ ରାଜ୍ୟରେ ୪୩୩୯ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ଏବେ ସକ୍ରିୟ ରୋଗୀଙ୍କ ସଂଖ୍ୟା ହ୍ରାସ ପାଇ ୪୭୭୯୬କୁ ଖସିଛି । ନୂଆ ଆକ୍ରାନ୍ତଙ୍କ ମଧ୍ୟରୁ ୨୦୧୬ ଜଣ କ୍ୱାରେନ୍‌ଟାଇନ୍‌ରୁ ଏବଂ ୧୫୧୯ ଜଣ ଆଂଚଳିକ ସଂକ୍ରମଣରୁ ଚିହ୍ନଟ ହୋଇଥିବା…
Read More...

ଗତ ୨୪ ଘଂଟାରେ ରାଜ୍ୟରେ ୩୪୦୫ ନୂଆ ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ଗତ ୨୪ ଘଂଟା ମଧ୍ୟରେ ରାଜ୍ୟରେ ୩୪୦୫ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ଏବେ ସକ୍ରିୟ ରୋଗୀଙ୍କ ସଂଖ୍ୟା ହ୍ରାସ ପାଇ ୫୧୧୦୪କୁ ଖସିଛି । ନୂଆ ଆକ୍ରାନ୍ତଙ୍କ ମଧ୍ୟରୁ ୧୯୪୨ ଜଣ କ୍ୱାରେନ୍‌ଟାଇନ୍‌ରୁ ଏବଂ ୧୪୬୩ ଜଣ ଆଂଚଳିକ ସଂକ୍ରମଣରୁ ଚିହ୍ନଟ ହୋଇଥିବା…
Read More...

ରଜ ପର୍ବ ଅବସରରେ ସମସ୍ତଙ୍କୁ ହାର୍ଦ୍ଦିକ ଶୁଭକାମନା ଜଣାଇଲେ ପ୍ରଧାନମନ୍ତ୍ରୀ ଏବଂ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ରଜ ପର୍ବ ଅବସରରେ ସମସ୍ତଙ୍କୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ହାର୍ଦ୍ଦିକ ଶୁଭକାମନା ଜଣାଇବା ସହ ସେ ନିଜ ଟ୍ୱିଟରରେ ଲେଖିଛନ୍ତି ଯେ, ‘ରଜ ପର୍ବ’ର ପବିତ୍ର ଅବସରରେ ହାର୍ଦ୍ଦିକ ଶୁଭକାମନା । ସମସ୍ତଙ୍କର ଉତ୍ତମ ସ୍ୱାସ୍ଥ୍ୟ ଓ ମଙ୍ଗଳମୟ ଜୀବନ କାମନା କରୁଛି…
Read More...

ରାଜ୍ୟର ସମସ୍ତ ଐତିହ୍ୟସ୍ଥଳୀ ଆସନ୍ତା ୧୬ରୁ ଖୋଲିବ

ଭୁବନେଶ୍ୱର, (ସୁଶାନ୍ତ ସାହୁ) : ଏଏସଆଇ ପକ୍ଷରୁ ରାଜ୍ୟର ସମସ୍ତ ଐତିହ୍ୟସ୍ଥଳୀ ଆସନ୍ତା ୧୬ରୁ ଖୋଲିବ ନେଇ ବିଜ୍ଞପ୍ତି ଜାରି କରାଯାଇଛି । ତେବେ ରାଜ୍ୟ ସରକାର ଓ ଜିଲ୍ଲା ପ୍ରଶାସନ ପକ୍ଷରୁ ଜାରି ହୋଇଥିବା ନିର୍ଦ୍ଦେଶ ଅନୁସାରେ ଏହା ଖୋଲାଯିବ । କୋଭିଡ୍ ସଂକ୍ରମଣ ବୃଦ୍ଧିକୁ ଦେଖି ଏପ୍ରିଲ…
Read More...

ରୋଜାଲିନ ପାଟ୍ଟଶାଣୀ ମିଶ୍ର ଆନ୍ତର୍ଜାତିକ ସଂସ୍ଥା ଡବ୍ଲୁଇଡିଓର ଭାରତ ପାଇଁ ଆମ୍ବାସଡର ମନୋନୀତ

ଭୁବନେଶ୍ୱର, (ସୁଶାନ୍ତ ସାହୁ) : ପରିଚୟ ଫାଉଣ୍ଡେସନର ପ୍ରତିଷ୍ଠାତା ସଭାପତି ତଥା ବିଶିଷ୍ଟ ସମାଜସେବୀ ଡ଼. ରୋଜାଲିନ ପାଟ୍ଟଶାଣୀ ମିଶ୍ର ଆନ୍ତର୍ଜାତିକ ସଂସ୍ଥା ଡବ୍ଲୁଇଡିଓ (Women entrepreneur's day organization)ର ଭାରତ ପାଇଁ ଆମ୍ବାସଡର ମନୋନୀତ ହୋଇଛନ୍ତି । ଆନ୍ତର୍ଜାତିକ…
Read More...

ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୪୪ ଜଣ ଆକ୍ରାନ୍ତଙ୍କ ପ୍ରାଣ ନେଲା କରୋନା

ଭୁବନେଶ୍ୱର : ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୪୩୩୯ ଜଣ କୋଭିଡ୍ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ୪୪ ଜଣ କରୋନା ଆକ୍ରାନ୍ତ ପ୍ରାଣ ହରାଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୩୩୪୬କୁ ବୃଦ୍ଧି ପାଇଛି । ମୃତକଙ୍କ ମଧ୍ୟରୁ ଖୋର୍ଦ୍ଧା ଜିଲ୍ଲାରୁ ୫ଜଣ ରହିଥିବା…
Read More...

ଚଳଚଞ୍ଚଳମୟ ପରିବେଶ ବଡ଼ଦାଣ୍ଡର ରଥଖଳା

ଭୁବନେଶ୍ବର, (କେ.ସତ୍ୟନାରାୟଣ ରେଡ୍ଡୀ) : ମହାପ୍ରଭୁ ଶ୍ରୀ ଜଗନ୍ନାଥଙ୍କ ରଥଯାତ୍ରା ଜୁଲାଇ ମାସ ୧୨ ତାରିଖରେ ପଡୁଛି । ଜୁଲାଇ ମାସର ରଥଯାତ୍ରାର ଆଦ୍ୟ ପର୍ବ ନେତ୍ର ଉତ୍ସବ ଦିନ ଶ୍ରୀ ମନ୍ଦିର ପରିସର ଚଳଚଞ୍ଚଳ ହୋଇ ଉଠିବ । ରଥଯାତ୍ରା ପାଖେଇ ଆସୁଥିବା ବେଳେ ପୁରୀ ଶ୍ରୀମନ୍ଦିର ସିଂହଦ୍ୱାର…
Read More...

ମାଟ୍ରିକ ଫଳ ଜୁନ ଶେଷ ସୁଦ୍ଧା ପ୍ରକାଶ ପାଇପାରେ

ଭୁବନେଶ୍ୱର, (ସୁଶାନ୍ତ ସାହୁ) : କରୋନା ସଂକ୍ରମଣ ପାଇଁ ମାଟ୍ରିକ ପରୀକ୍ଷେକୁ ନେଇ ଛାତ୍ରଛାତ୍ରୀ ଦ୍ୱନ୍ଦରେ ଥିବା ବେଳେ ସରକାର ପରୀକ୍ଷାକୁ ବାତିଲ କରିଦେଥିଲେ । କିନ୍ତୁ ପିଲାଙ୍କ ମନରେ ରେଜଲ୍ଟକୁନେଇ ମଧ୍ୟ ଚିନ୍ତା ଲାଗିରହିଥିଲା । ତେବେ ସବୁ ଦ୍ୱନ୍ଦଦୂର ଏବେ ହୋଇଯାଛି । ଜୁନ ଶେଷ ସପ୍ତାହ…
Read More...

ରଜ ପର୍ବ ପାଇଁ ଓଟିଡିସି ପକ୍ଷରୁ ଆରମ୍ଭ ହେଲା ‘ପିଠା ଅନ୍ ହ୍ୱିଲ୍‌’ ଯୋଜନା : ମୁଖ୍ୟମନ୍ତ୍ରୀଙ୍କ ଶୁଭେଚ୍ଛା

ଭୁବନେଶ୍ୱର, (ସୁଶାନ୍ତ ସାହୁ) : ଓଡ଼ିଶାର ସାଂସ୍କୃତିକ ଗଣପର୍ବ ରଜ ମହୋତ୍ସବକୁ ନିରାଡ଼ମ୍ବର ଭାବେ ପାଳନ କରିବାକୁ ଓଡ଼ିଶା ପର୍ଯ୍ୟଟନ ଉନ୍ନୟନ ନିଗମ(ଓଟିଡିସି) ନିଷ୍ପତ୍ତି ନେଇଛି । ଆସନ୍ତାକାଲିଠୁ ‘ପିଠା ଅନ୍ ହ୍ୱିଲ୍‌’ ମାଧ୍ୟମରେ ରାଜଧାନୀ ଭୁବନେଶ୍ୱର ସମେତ ସମ୍ବଲପୁର ଓ କଟକରେ ସୁଲଭ ଦରରେ…
Read More...