ଆସନ୍ତା ୩୦ରେ ଅନ୍ତୋଦୟ ଗୃହ ଯୋଜନାର ହେବ ଶୁଭାରମ୍ଭ
ଭୁବନେଶ୍ୱର : ଅନ୍ତୋଦୟ ଗୃହ ଯୋଜନାର ଶୁଭାରମ୍ଭ କରିବେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ଆସନ୍ତା ୩୦ ତାରିଖରେ କଳାହାଣ୍ଡି ଜିଲ୍ଲାରୁ ଆରମ୍ଭ ହେବ ଅନ୍ତୋଦୟ ଗୃହ ଯୋଜନା । ୫୦ ହଜାର ଲୋକଙ୍କୁ ଯୋଜନା ସହ ଯୋଡ଼ିବେ ସରକାର । ଏ ନେଇ ପଞ୍ଚାୟତିରାଜ ମନ୍ତ୍ରୀ ରବିନାରାୟଣ ନାଏକ ସୂଚନା ଦେଇଛନ୍ତି!-->…
Read More...
Read More...