Browsing Tag

bhubaneswar news

ଏସ୍‌ସିଏସ୍ କଲେଜରେ ଏନ୍‌ସିସି ପକ୍ଷରୁ ବିଶ୍ଵ ପରିବେଶ ଦିବସ ପାଳନ

ଭୁବନେଶ୍ୱର, (ସୁଶାନ୍ତ ସାହୁ) : ଗତକାଲି ଅପରାହ୍ନରେ ସାମନ୍ତ ଚନ୍ଦ୍ରଶେଖର ସ୍ଵୟଂଶାସିତ ମହାବିଦ୍ୟାଳୟର ଜାତୀୟ ସମର ଶିକ୍ଷାର୍ଥୀ ବାହିନୀ (ଏନ୍.ସି.ସି) ଛାତ୍ରଛାତ୍ରୀଙ୍କ ପକ୍ଷରୁ ବିଶ୍ଵ ପରିବେଶ ଦିବସ ପାଳନ ହୋଇଯାଇଛି । ୱେବ୍‌ନାର ମାଧ୍ୟମରେ ଅନୁଷ୍ଠିତ ଏହି କାର୍ଯ୍ୟକ୍ରମକୁ…
Read More...

କରୋନା ଆକ୍ରାନ୍ତ ହେଲେ ବିଧାୟକ ତାରା ପ୍ରସାଦ ବାହିନୀପତି

ଭୁବନେଶ୍ୱର, (ସୁଶାନ୍ତ ସାହୁ) : ଜୟପୁର ବିଧାୟକ ତଥା କଂଗ୍ରେସ ନେତା ତାରା ପ୍ରସାଦ ବାହିନୀପତି କରୋନାରେ ଆକ୍ରାନ୍ତ ହୋଇଛନ୍ତି । ତେବେ କିଛି ଦିନ ହେବ ସେ ଅସୁସ୍ଥ ଅନୁଭବ କରୁଥିଲେ । ଗତକାଲି ଶ୍ରୀ ବାହିନୀପତିଙ୍କ କରୋନା ଟେଷ୍ଟ କରାଇବା ପରେ ତାଙ୍କ ରିପୋର୍ଟ ପଜିଟିଭ ଆସିଥିବା ସୂଚନା…
Read More...

ମାହାଙ୍ଗାର ପୂର୍ବତନ ବିଧାୟକ ତଥା ବରିଷ୍ଠ ନେତା ବିକ୍ରମ କେଶରୀ ବର୍ମାଙ୍କ ପରଲୋକ

ଭୁବନେଶ୍ୱର, (ସୁଶାନ୍ତ ସାହୁ) : ମାହାଙ୍ଗାର ପୂର୍ବତନ ବିଧାୟକ ତଥା ବରିଷ୍ଠ ନେତା ବିକ୍ରମ କେଶରୀ ବର୍ମାଙ୍କ ପରଲୋକ ଘଟିଛି । ମୃତ୍ୟୁ ବେଳକୁ ତାଙ୍କୁ ୮୧ ବର୍ଷ ହୋଇଥିଲା । ସେ ମାହାଙ୍ଗାର ପୂର୍ବତନ ବିଜେଡି ବିଧାୟକ ଥିଲେ । ଶ୍ରୀ ବର୍ମାଙ୍କର କରୋନା ରିପୋର୍ଟ ପଜିଟିଭ ଆସିବା ପରେ ମେ…
Read More...

ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୪୨ ଜଣ ଆକ୍ରାନ୍ତଙ୍କ ପ୍ରାଣ ନେଲା କରୋନା

ଭୁବନେଶ୍ୱର : ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୪୨ ଜଣ କରୋନା ଆକ୍ରାନ୍ତ ପ୍ରାଣ ହରାଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୨୯୯୪କୁ ବୃଦ୍ଧି ପାଇଛି । ମୃତକଙ୍କ ମଧ୍ୟରୁ ଅନୁଗୁଳ, କଟକ, ଖୋର୍ଦ୍ଧାରୁ ୪ ଜଣ ଲେଖାଏଁ ରହିଥିବା ବେଳେ ବୌଦ୍ଧ, ଦେବଗଡ, କଳାହାଣ୍ଡି,…
Read More...

ଗତ ୨୪ ଘଂଟାରେ ୭୦୦୨ ନୂଆ ଆକ୍ରାନ୍ତ ଚିହ୍ନଟ, ଖୋର୍ଦ୍ଧାରୁ ୧୧୬୭

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ଗତ ୨୪ ଘଂଟା ମଧ୍ୟରେ ରାଜ୍ୟରେ ୭୦୦୨ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ଏବେ ସକ୍ରିୟ ରୋଗୀଙ୍କ ସଂଖ୍ୟା ହ୍ରାସ ପାଇ ୭୮୦୩୧କୁ ଖସିଛି । ନୂଆ ଆକ୍ରାନ୍ତଙ୍କ ମଧ୍ୟରୁ ୩୯୨୧ ଜଣ କ୍ୱାରେନ୍‌ଟାଇନ୍‌ରୁ ଏବଂ ୩୦୮୧ ଜଣ ଆଂଚଳିକ ସଂକ୍ରମଣରୁ ଚିହ୍ନଟ ହୋଇଥିବା…
Read More...

ବିଜେପି କୃଷକ ମୋର୍ଚ୍ଚାର ଚାଷୀଙ୍କ ହକ୍ ପାଇଁ ଆନ୍ଦୋଳନ ଡାକରା

ରେଜିଷ୍ଟ୍ରେସନ କରିଥିବା ସମସ୍ତ ଚାଷୀଙ୍କ ଧାନ ସରକାର କିଣନ୍ତୁ ୟାସ୍ ବାତ୍ୟା ଓ ଅଦିନିଆଁ ବର୍ଷାରେ ଚାଷୀଙ୍କ ଧାନ କ୍ଷୟକ୍ଷତିର ସରକାର କ୍ଷତି ପୁରଣ ଦିଅନ୍ତୁକଟନି ଛଟନି କରୁଥିବା ମିଲର୍ସ ବିରୁଦ୍ଧରେ ସରକାର କଡା ଆଭିମୁଖ୍ୟ ଗ୍ରହଣ କରନ୍ତୁଆସନ୍ତା ୭ ତାରିଖ ଦିନ ଜିଲ୍ଲାପାଳଙ୍କ ଜରିଆରେ…
Read More...

ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୪୦ ଜଣ ଆକ୍ରାନ୍ତଙ୍କ ପ୍ରାଣ ନେଲା କରୋନା

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୪୦ ଜଣ କରୋନା ଆକ୍ରାନ୍ତ ପ୍ରାଣ ହରାଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୨୯୫୨କୁ ବୃଦ୍ଧି ପାଇଛି । ମୃତକଙ୍କ ମଧ୍ୟରୁ ଖୋର୍ଦ୍ଧା ଜିଲ୍ଲାରୁ ୬ ଜଣ, କଟକ, ମୟୂରଭଞ୍ଜ ଓ ସୁନ୍ଦରଗଡରୁ ୪ ଜଣ…
Read More...

ଗତ ୨୪ ଘଂଟା ମଧ୍ୟରେ ରାଜ୍ୟରେ ୭୩୯୫ ନୂଆ ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ଗତ ୨୪ ଘଂଟା ମଧ୍ୟରେ ରାଜ୍ୟରେ ୭୩୯୫ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ଏବେ ସକ୍ରିୟ ରୋଗୀଙ୍କ ସଂଖ୍ୟା ହ୍ରାସ ପାଇ ୭୮୬୮୭କୁ ଖସିଛି । ନୂଆ ଆକ୍ରାନ୍ତଙ୍କ ମଧ୍ୟରୁ ୪୧୬୯ ଜଣ କ୍ୱାରେନ୍‌ଟାଇନ୍‌ରୁ ଏବଂ ୩୨୨୬ ଜଣ ଆଂଚଳିକ ସଂକ୍ରମଣରୁ ଚିହ୍ନଟ ହୋଇଥିବା…
Read More...

ଗର୍ଭବତୀ, ପ୍ରସୂତି ମହିଳା ଏବଂ ପ୍ରାକ୍ ବିଦ୍ୟାଳୟ ଶିଶୁମାନଙ୍କ ପୁଷ୍ଟି ସାଧନ ପାଇଁ ଟେକ୍ ହୋମ୍ ରାସନ

ଭୁବନେଶ୍ୱର, (କେପିଏନ୍‌ଏସ୍‌) : କୋଭିଡ୍ ଯୋଗୁଁ ରାଜ୍ୟରେ ଅଙ୍ଗନବାଡି କେନ୍ଦ୍ର ବନ୍ଦ ରହିଥିବା ବେଳେ ଗର୍ଭବତୀ, ପ୍ରସୂତି ମହିଳା ଏବଂ ପ୍ରାକ୍ ବିଦ୍ୟାଳୟ ଶିଶୁମାନଙ୍କ ପୁଷ୍ଟି ସାଧନ ପାଇଁ ଟେକ୍ ହୋମ୍ ରାସନ ଦିଆଯାଉଛି । ଜୁନ୍ ମାସ ପାଇଁ ଅଙ୍ଗନବାଡି କର୍ମୀମାନେ କୋଭିଡ୍ ନିୟମ ପାଳନ ସହ…
Read More...

ରାଜ୍ୟ ସରକାରଙ୍କ ବଡ ନିଷ୍ପତି : +୨ ପରୀକ୍ଷା ବାତିଲ

ଭୁବନେଶ୍ୱର, (କେପିଏନ୍‌ଏସ୍‌) : +୨ ପରୀକ୍ଷା ବାତିଲ । ଏନେଇ ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ସୂଚନା ଦିଆଯାଇଛି । କରୋନାକୁ ଦୃଷ୍ଟିରେ ରଖି ଏଭଳି ନିଷ୍ପତି ନେଇଛନ୍ତି ରାଜ୍ୟ ସରକାର । କରୋନାର ଦ୍ୱିତୀୟ ଲହର ସାରା ଓଡିଶାରେ ହଇଚଇ ସୃଷ୍ଟି କରିଥିବା ବେଳେ ଜୀବନ ଓ ଜୀବିକାକୁ…
Read More...