ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୪୦ ଜଣ ଆକ୍ରାନ୍ତଙ୍କ ପ୍ରାଣ ନେଲା କରୋନା
ଭୁବନେଶ୍ୱର, (କେପିଏନ୍ଏସ୍) : ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୪୦ ଜଣ କରୋନା ଆକ୍ରାନ୍ତ ପ୍ରାଣ ହରାଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୨୮୩୧କୁ ବୃଦ୍ଧି ପାଇଛି । ମୃତକଙ୍କ ମଧ୍ୟରୁ ଅନୁଗୁଳ, କଟକ, ଖୋର୍ଦ୍ଧା ଓ କଳାହାଣ୍ଡି ଜିଲ୍ଲାରୁ ୫ ଜଣଙ୍କ ମୃତ୍ୟୁ!-->…
Read More...
Read More...