Browsing Tag

bhubaneswar news

ଗତ ୨୪ ଘଂଟା ମଧ୍ୟରେ ରାଜ୍ୟରେ ୮୩୧୩ ନୂଆ ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ଗତ ୨୪ ଘଂଟା ମଧ୍ୟରେ ରାଜ୍ୟରେ ୮୩୧୩ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ଏବେ ସକ୍ରିୟ ରୋଗୀଙ୍କ ସଂଖ୍ୟା ହ୍ରାସ ପାଇ ୯୧୬୬୩ ରେ ରହିଛି । ନୂଆ ଆକ୍ରାନ୍ତଙ୍କ ମଧ୍ୟରୁ ୪୬୫୫ ଜଣ କ୍ୱାରେନ୍‌ଟାଇନ୍‌ରୁ ଏବଂ ୩୬୫୮ ଜଣ ଆଂଚଳିକ ସଂକ୍ରମଣରୁ ଚିହ୍ନଟ ହୋଇଥିବା…
Read More...

ରାୟଗଡ଼ାର ଜେକେପୁର କୋଭିଡ଼ କେୟାର ହସ୍ପିଟାଲ : କରୋନାରେ ଆଖି ବୁଜିଲେ ନବବଧୂ

ଚିକିତ୍ସାରେ ଅବହେଳା ଅଭିଯୋଗ, ଜାତୀୟ ରାଜପଥ ଅବରୋଧଭୁବନେଶ୍ୱର, (କେ.ସତ୍ୟନାରାୟଣ ରେଡ୍ଡୀ) : କରୋନାରେ ଆକ୍ରାନ୍ତ ହୋଇ ଚିକିତ୍ସାଧୀନ ଅବସ୍ଥାରେ ଜଣେ ନବବଧୂର ମୃତ୍ୟୁ ହୋଇଥିବା ଜଣାଯାଇଛି । ଆଉ ଏହି ମୃତ୍ୟୁକୁ ନେଇ ରାୟଗଡା ଜିଲ୍ଲାର ଜେକେପୁର ଅଞ୍ଚଳରେ ପ୍ରବଳ ଉତ୍ତେଜନା ପ୍ରକାଶ ପାଇଛି ।…
Read More...

ଉତ୍କଳ ସାମ୍ବାଦିକ ସଂଘ ପକ୍ଷରୁ କୋଭିଡ୍‌ ଯୁଦ୍ଧରେ ସହୀଦ୍ ସାମ୍ବାଦିକଙ୍କୁ ଶ୍ରଦ୍ଧାଞ୍ଜଳି

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ରାଜ୍ୟରେ କୋଭିଡ୍‌ ସଂକ୍ରମଣରେ ସହୀଦ୍ ସାମ୍ବାଦିକଙ୍କ ସ୍ମୃତିଚାରଣ ଉଦ୍ଦେଶ୍ୟରେ ଉତ୍କଳ ସାମ୍ବାଦିକ ସଂଘ ପକ୍ଷରୁ ଏକ ଶ୍ରଦ୍ଧାଞ୍ଜଳି ସଭା ଆୟୋଜିତ ହୋଇଯାଇଛି । ରାଜ୍ୟ ସଭାପତି ବିଭୂତି ଭୂଷଣ କରଙ୍କ ଅଧ୍ୟକ୍ଷତାରେ ଆୟୋଜିତ ସଭାରେ ବରିଷ୍ଠ ସାମ୍ବାଦିକ ତଥା…
Read More...

କୋଭିଡ ସଂକ୍ରମଣ ଦୃଷ୍ଟିରୁ ରାଜ୍ୟରେ ବଢ଼ିଲା ଲକ ଡାଉନ ଅବଧି : ଆସନ୍ତା ୧୭ ତାରିଖ ଯାଏଁ ଲକଡାଉନ

ଭୁବନେଶ୍ୱର, (କେପିଏନ୍‌ଏସ୍‌) : କୋଭିଡ ସଂକ୍ରମଣ ଦୃଷ୍ଟିରୁ ରାଜ୍ୟରେ ବଢ଼ିଲା ଲକ ଡାଉନ ସମୟ ଅବଧି । ଆସନ୍ତା ୧୭ ତାରିଖ ଯାଏଁ ଲକଡାଉନ ବଢ଼ିଥିବା ରାଜ୍ୟ ସରକାରଙ୍କ ପକ୍ଷରୁ କୁହାଯାଇଛି । ପୂର୍ବରୁ ଯେଉଁ ନିୟମ ଥିଲା ସେହି ଭଳି ଚାଲିବ ଲକ୍‌ ଡାଉନ । ଶନିବାର ଓ ରବିବାର ଉଇକେଣ୍ଡ୍‌ ସଟ ଡାଉନ…
Read More...

କରୋନା ଔଷଧ ଟୁ-ଡିଜି ରାଜ୍ୟରେ ମାଗଣାରେ ମିଳିବ

ଭୁବନେଶ୍ୱର, (ସୁଶାନ୍ତ ସାହୁ) : ଡିଆରଡିଓ ଓ ଡ.ରେଡ୍ଡି ଲ୍ୟାବ୍ ଦ୍ୱାରା ମିଳିତ ଭାବେ ପ୍ରସ୍ତୁତ କରାଯାଇଥିବା ଟୁ-ଡିଜି ଔଷଧକୁ ରାଜ୍ୟ ସରକାର ମାଗଣାରେ ଯୋଗାଇଦେବେ । ଏହି ଔଷଧର ୫ ହଜାର ପ୍ୟାକେଟ୍ ପାଇଁ ଓଡିଶା ସରକାର ଅର୍ଡର ଦେଇଛନ୍ତି । ସମସ୍ତ ସରକାରୀ ହସ୍ପିଟାଲକୁ ଏହି କରୋନା ଔଷଧ…
Read More...

ବାତ୍ୟାଞ୍ଚଳ ପରିଦର୍ଶନ କରିବେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ

ଭୁବନେଶ୍ୱର : ଆଜି ରାଜ୍ୟର ବାତ୍ୟାଞ୍ଚଳ ପରିଦର୍ଶନ କରିବେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ । ପାରାଦୀପ, କେନ୍ଦ୍ରାପଡ଼ାର ଆଳି ଓ ରାଜନଗର ଅଞ୍ଚଳ, ଭଦ୍ରକର ବାସୁଦେବପୁର, ଚାନ୍ଦବାଲି ଓ ଧାମରା ଅଞ୍ଚଳ ବୁଲି ଦେଖିବେ । ଧାମରା ଅଞ୍ଚଳର ସଁପାଟିଆ, ବଳଭଦ୍ର ପ୍ରସାଦ ଓ ଝାଡ଼କାଟି ଗାଁକୁ ବି…
Read More...

ରାଜ୍ୟରେ ୨୪ ଘଣ୍ଟା ମଧ୍ୟରେ ୩୩ ଜଣ ଆକ୍ରାନ୍ତଙ୍କ ପ୍ରାଣ ନେଲା କରୋନା

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ରାଜ୍ୟରେ ୨୪ ଘଣ୍ଟା ମଧ୍ୟରେ ୩୩ ଜଣ କରୋନା ଆକ୍ରାନ୍ତ ପ୍ରାଣ ହରାଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୨୭୧୯କୁ ବୃଦ୍ଧି ପାଇଛି । ମୃତକଙ୍କ ମଧ୍ୟରୁ ଅନୁଗୋଳ ଜିଲ୍ଲାରୁ ୫ ଜଣ, ବୌଦ୍ଧ, ନବରଙ୍ଗପୁର, କଳାହାଣ୍ଡି ଓ ସୁନ୍ଦରଗଡ…
Read More...

ଆସନ୍ତା ମାସ ଜୁନ୍‌ ୧ତାରିିଖରୁ ଆରମ୍ଭ ହେବ ଅନ୍‌ଲାଇନ୍‌ କ୍ଲାସ୍‌

ଭୁବନେଶ୍ୱର, (କେପିଏନ୍‌ଏସ୍‌) : କରୋନା ମହାମାରୀ ସଂକ୍ରମଣ ଆଶଙ୍କା ମଧ୍ୟରେ ଜୁନ୍ ପହିଲାରୁ ରାଜ୍ୟର ସମସ୍ତ ଡିଗ୍ରୀ କଲେଜ ଓ ବିଶ୍ୱବିଦ୍ୟାଳୟ ଖୋଲିବ । କିନ୍ତୁ ଆସିବେ ନାହିଁ ଛାତ୍ରଛାତ୍ରୀ, ଅନଲାଇନ କ୍ଲାସ ନେବେ ଅଧ୍ୟାପକ । ଏନେଇ ଉଚ୍ଚଶିକ୍ଷା ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି । ସୂଚନା…
Read More...

ସ୍ଵର୍ଗତ ପ୍ରଦୀପ ମହାରଥୀଙ୍କ ଭାଇ ପ୍ରଣୟ ମହାରଥୀ ବି ଚାଲିଗଲେ

ଭୁବନେଶ୍ୱର : ସ୍ୱର୍ଗତ ପ୍ରଦୀପ ମହାରଥୀଙ୍କ ଭାଇ ପ୍ରଣୟ ମହାରଥୀଙ୍କ ପରଲୋକ ହୋଇଯାଇଛି । ୬୪ବର୍ଷ ବୟସରେ ପ୍ରଣୟଙ୍କର ପରଲୋକ ହୋଇଥିବା ଖବର ମିଳିଛି । ଭୁବନେଶ୍ୱର ସ୍ଥିତ ଏକ ଘରୋଇ ମେଡିକାଲରେ ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର ଦେହାନ୍ତ ହୋଇଯାଇଛି । ଖବର ଅନୁଯାୟୀ, ପ୍ରଣୟ କିଛି ଦିନ…
Read More...

ଗତ ୨୪ ଘଂଟାରେ ୯୫୪୧ ନୂଆ ଆକ୍ରାନ୍ତ ଚିହ୍ନଟ, ଖୋର୍ଦ୍ଧାରୁ ୧୩୪୨

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ଗତ ୨୪ ଘଂଟା ମଧ୍ୟରେ ରାଜ୍ୟରେ ୯୫୪୧ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ଏବେ ସକ୍ରିୟ ରୋଗୀଙ୍କ ସଂଖ୍ୟା ହ୍ରାସ ପାଇ ୯୫,୨୬୬ରେ ରହିଛି । ନୂଆ ଆକ୍ରାନ୍ତଙ୍କ ମଧ୍ୟରୁ ୫୩୪୩ ଜଣ କ୍ୱାରେନ୍‌ଟାଇନ୍‌ରୁ ଏବଂ ୪୧୯୮ ଜଣ ଆଂଚଳିକ ସଂକ୍ରମଣରୁ ଚିହ୍ନଟ ହୋଇଥିବା…
Read More...