Browsing Tag

bhubaneswar news

ଭୁବନେଶ୍ୱରରେ ପହଂଚିଲେ ପ୍ରଧାନମନ୍ତ୍ରୀ ମୋଦୀ : ବାତ୍ୟା କ୍ଷୟକ୍ଷତି ସମ୍ପର୍କରେ ସମୀକ୍ଷା

ଭୁବନେଶ୍ୱର : ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଆଜି ଭୁବନେଶ୍ୱରରେ ପହଂଚି ବାତ୍ୟା 'ୟାସ' ଜନିତ କ୍ଷୟକ୍ଷତି ସମ୍ପର୍କରେ ସମୀକ୍ଷା କରୁଛନ୍ତି । ଭୁବନେଶ୍ୱର ବିମାନବନ୍ଦରରେ ଅନୁଷ୍ଠିତ ଏକ ବୈଠରେ ମୋଦୀ ଏହାର ସମୀକ୍ଷା କରିଛନ୍ତି । ଏହି ବୈଠକରେ ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ ଓ…
Read More...

ବାତ୍ୟା ପରବର୍ତ୍ତୀ ବିଦ୍ୟୁତ୍‌ ପୁନଃସଂଯୋଗ କାର୍ଯ୍ୟ

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ବାତ୍ୟା ପ୍ରଭାବିତ ଜିଲ୍ଲାର ଅଧିକାଂଶ ଉପଭୋକ୍ତାଙ୍କୁ ବିଦ୍ୟୁତ ସଂଯୋଗ ପ୍ରଦାନ କରାଯାଇଛି । ଅଧିକ ପ୍ରଭାବିତ ହୋଇଥିବା ଭଦ୍ରକ ଏବଂ ବାଲେଶ୍ୱର ଜିଲ୍ଲା ପାଇଁ ସ୍ୱତନ୍ତ୍ର ଭାବରେ ଏକ ହଜାର କୁଶଳୀ ଶ୍ରମିକଙ୍କୁ ନିୟୋଜିତ କରାଯାଇଛି । ଆଜି ରାତି ସୁଦ୍ଧା ୮୦…
Read More...

ବାତ୍ୟା ପୁନରୁଦ୍ଧାର କାର୍ଯ୍ୟରେ ଏନ୍‌ଡିଆର୍‌ଏଫ୍‌, ଓଡ୍ରାଫ୍‌ର ଏବଂ ଅଗ୍ନିଶମ ସେବାଦଳର ତ୍ୱରିତ ପଦକ୍ଷେପ

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ବାତ୍ୟା ପୁନରୁଦ୍ଧାର କାର୍ଯ୍ୟରେ ନିୟୋଜିତ ଏନ୍‌ଡିଆର୍‌ଏଫ୍‌ର ୫୨ଟି ଦଳ, ଓଡ୍ରାଫ୍‌ର ୫୦ଟି ଦଳ, ଅଗ୍ନିଶମ ସେବାର ୨୦୦ରୁ ଅଧିକ ଦଳ ଏବଂ ପୂର୍ତ୍ତ ଓ ଗ୍ରାମ୍ୟ ଉନ୍ନୟନ ବିଭାଗର ୫୦୦ରୁ ଅଧିକ ସ୍ୱତନ୍ତ୍ର ଇଞ୍ଜିନିୟରିଂ ଦଳ ତ୍ୱରିତ ପଦକ୍ଷେପ ଗ୍ରହଣ କରି ଉପୁଡି…
Read More...

ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୩୩ ଜଣଙ୍କ ପ୍ରାଣ ନେଲା କରୋନା

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୩୩ ଜଣ କରୋନା ଆକ୍ରାନ୍ତ ପ୍ରାଣ ହରାଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୨୬୫୧କୁ ବୃଦ୍ଧି ପାଇଛି । ଅନୁଗୋଳରେ ସର୍ବାଧିକ ୫, ସୁନ୍ଦରଗଡ଼ରେ ୪, ବୌଦ୍ଧ, କଳାହାଣ୍ଡି, କେନ୍ଦୁଝର ଓ ଖୋର୍ଦ୍ଧା…
Read More...

ଗତ ୨୪ ଘଂଟାରେ ରାଜ୍ୟରେ ୭୨୧୬ ନୂଆ ଆକ୍ରାନ୍ତ ଚିହ୍ନଟ, କଟକରୁ ୧୦୯୧

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ଗତ ୨୪ ଘଂଟା ମଧ୍ୟରେ ରାଜ୍ୟରେ ୭୨୧୬ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ଏବେ ସକ୍ରିୟ ରୋଗୀଙ୍କ ସଂଖ୍ୟା ୧,୦୨,୦୭୨ରେ ରହିଛି । ନୂଆ ଆକ୍ରାନ୍ତଙ୍କ ମଧ୍ୟରୁ ୪୦୪୧ ଜଣ କ୍ୱାରେନ୍‌ଟାଇନ୍‌ରୁ ଏବଂ ୩୧୭୫ ଜଣ ଆଂଚଳିକ ସଂକ୍ରମଣରୁ ଚିହ୍ନଟ ହୋଇଥିବା ରାଜ୍ୟ…
Read More...

‘ୟାସ୍’ କ୍ଷତିଗ୍ରସ୍ତ ଅଞ୍ଚଳକୁ ଆକାଶ ମାର୍ଗରୁ ବୁଲି ଦେଖିଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ

ଭୁବନେଶ୍ୱର, (ସୁଶାନ୍ତ ସାହୁ) : 'ୟାସ୍' କ୍ଷତିଗ୍ରସ୍ତ ଅଞ୍ଚଳକୁ ଆଜି ଆକାଶ ମାର୍ଗରୁ ବୁଲି ଦେଖିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଗତକାଲି ସାମୁଦ୍ରିିକ ବାତ୍ୟା 'ୟାସ୍' ବାଲେଶ୍ୱର, ଭଦ୍ରକ ସହ କେନ୍ଦ୍ରାପଡ଼ା ଜିଲ୍ଲାରେ ବ୍ୟାପକ କ୍ଷୟକ୍ଷତି ଘଟାଇଥିଲା । ଧାମରା ନିକଟ…
Read More...

ବିଶିଷ୍ଟ ଓଡ଼ିଆ ସଙ୍ଗୀତ ନିର୍ଦ୍ଦେଶକ ଶାନ୍ତିରାଜ ଖୋସ୍‌ଲାଙ୍କ ଦେହାନ୍ତ

ଭୁବନେଶ୍ୱର, (ସୁଶାନ୍ତ ସାହୁ) : ଓଡ଼ିଆ ସଙ୍ଗୀତ ଜଗତର ବେଶ୍‌ ଜଣାଶୁଣା ସଙ୍ଗୀତ ନିର୍ଦ୍ଦେଶକ ଶାନ୍ତିରାଜ ଖୋସ୍‌ଲା(୫୫)ଙ୍କ ଦେହାନ୍ତ ହୋଇଥିବା ଖବର ମଳିଛି । ସୂଚନା ଅନୁସାରେ କିଛିଦିନ ହେବ କୋଭିଡରେ ସେ ଆକ୍ରାନ୍ତ ଥିଲେ । ତେବେ ଆଜି ଦେହ ଭୀଷଣ ଖରାପ ହେବାରୁ ମେଡିକାଲ୍‌ ନେବା ବାଟରେ…
Read More...

ବାତ୍ୟା ‘ୟାସ୍‌’କୁ ଦୃଷ୍ଟିରେ ରଖି ବାତିଲ୍‌ ହୋଇଥିବା ସ୍ୱତନ୍ତ୍ର ଟ୍ରେନ୍‌ ଆଜିଠାରୁ ଚଳାଚଳ କରିବ

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ବାତ୍ୟା 'ୟାସ୍‌'କୁ ଦୃଷ୍ଟିରେ ରଖି ବାତିଲ୍‌ ହୋଇଥିବା ସ୍ୱତନ୍ତ୍ର ଟ୍ରେନ୍‌ ଆଜିଠାରୁ ଚଳାଚଳ କରିବ ବୋଲି ପୂର୍ବତଟ ରେଳପଥ ପକ୍ଷରୁ ନିଷ୍ପତ୍ତି ନିଆଯାଇଛି । ବାତ୍ୟା ପରବର୍ତ୍ତୀ ସ୍ଥିତିରେ ଉନ୍ନତି ଆସିବା ହେତୁ ଟ୍ରେନ୍ ଚଳାଚଳର ନିରାପତ୍ତା ସମୀକ୍ଷା…
Read More...

ଗତ ୨୪ ଘଣ୍ଟା ମଧ୍ୟରେ ୩୪ ଜଣ ଆକ୍ରାନ୍ତଙ୍କ ପ୍ରାଣ ନେଲା କରୋନା

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ଗତ ୨୪ ଘଣ୍ଟା ମଧ୍ୟରେ ୩୪ ଜଣ କରୋନା ଆକ୍ରାନ୍ତ ପ୍ରାଣ ହରାଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୨୬୧୮କୁ ବୃଦ୍ଧି ପାଇଛି । ଅନୁଗୁଳ ଜିଲ୍ଲାରୁ ୫ ଜଣ, ଖୋର୍ଦ୍ଧା ଓ କଳାହାଣ୍ଡି ଜିଲ୍ଲାରୁ ୪ ଜଣ ଲେଖାଏଁ ଆକ୍ରାନ୍ତଙ୍କ…
Read More...

ଓଡ଼ିଶା ଉପକୂଳରେ ଅତି ଭୀଷଣ ବାତ୍ୟା ‘ୟାସ’ ସ୍ଥଳଭାଗରେ ମାଡ଼ ହେବା ସମୟରେ ଭାରତୀୟ ତଟରକ୍ଷୀ ବାହିନୀର ସତର୍କତାମୂଳକ…

ଭୁବନେଶ୍ୱର, (ପିଆଇବି) : ଅତି ଭୀଷଣ ସାମୁଦ୍ରିକ ଝଡ଼ ‘ୟାସ’ ମେ ୨୬, ୨୦୨୧ରେ ଓଡ଼ିଶା ଉପକୂଳ ବାଲେଶ୍ବର ଠାରୁ ଦକ୍ଷିଣରେ ୨୦ କିମି ଦୂରରେ ସ୍ଥଳ ଭାଗରେ ମାଡ଼ ହୋଇଥିଲା । ତେବେ ଭାରତୀୟ ତଟରକ୍ଷୀ ବାହିନୀ ପକ୍ଷରୁ ପୂର୍ବ ସାମୁଦ୍ରିକ କ୍ଷେତ୍ର ଏବଂ ଆଣ୍ଡାମାନ ଓ ନିକୋବର ଦ୍ବୀପସମୂହ ଅଞ୍ଚଳରେ…
Read More...