Browsing Tag

bhubaneswar news

ମାସ୍କ ଆମର ରକ୍ଷା କବଚ

ଭୁବନେଶ୍ୱର, (କେପିଏନ୍‌ଏସ୍‌) : କରୋନା ୨ୟ ଲହର ଅତ୍ୟନ୍ତ ଘାତକ ଅଟେ। ସଂକ୍ରମଣରୁ ସୁରକ୍ଷିତ ରହିବା ପାଇଁ ମାସ୍କ ହେଉଛି ଆମର ସୁରକ୍ଷା କବଚ । ଅନ୍ୟମାନଙ୍କ ସହ କଥା ହେବା ସମୟରେ ମାସ୍କକୁ ପାଟି ଓ ନାକ ପାଖରୁ ତଳକୁ ଟାଣନ୍ତୁ ନାହିଁ । ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଏହି…
Read More...

କରୋନାର କରୁଣ ଚିତ୍ର : ୨୪ ଘଣ୍ଟାରେ ଆଉ ୧୫ ଜଣଙ୍କ ଜୀବନ ନେଲା

ଭୁବନେଶ୍ୱର : ରାଜ୍ୟରେ ଦିନକୁ ଦିନ ସଂକ୍ରମିତଙ୍କ ସଂଖ୍ୟା ବଢି ବଢି ଚାଲିଥିବା ବେଳେ ମୃତକଙ୍କ ସଂଖ୍ୟା ମଧ୍ୟ ବଢିବାରେ ଲାଗିଛି । ତେବେ ଗତ ୨୪ ଘଣ୍ଟାରେ ଆଉ ୧୫ ଜଣଙ୍କ ଜୀବନ ନେଇଛି କରେନା । ମୃତକଙ୍କ ମଧ୍ୟରୁ ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୫ଜଣଙ୍କ ଜୀବନ ନେଇଛି ମହାମାରୀ କରୋନା ।…
Read More...

ପକ୍ଷୀଙ୍କ ପାଇଁ ପାଣି ପିଇବାର ବ୍ୟବସ୍ଥା କଲେ ସମାଜସେବୀ ପ୍ରତାପ ସାହୁ

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ମହାମାରୀ କରୋନାର ଦ୍ୱିତୀୟ ଲହରରେ ଲୋକମାନେ ଏକପ୍ରକାର ତ୍ରାହି ତ୍ରାହି ଡାକୁଥିବା ବେଳେ ସେମାନଙ୍କର ଆର୍ଥିକ ମେରୁଦଣ୍ଡ ଦୋହଳି ଯାଇଛି । ପେଟକୁ ମୁଠାଏ ଦାନା ପାଇଁ ଡହଳ ବିକଳ ହେଉଛନ୍ତି ଗରିବ ନିରାଶ୍ରୟ ଲୋକମାନେ । ଏଥିରେ ପକ୍ଷୀମାନେ ବି ବାଦ୍‌…
Read More...

ମହାମାରୀ କରୋନା ସଂକ୍ରମଣ ସ୍ଥିତିକୁ ଦୃଷ୍ଟିରେ ରଖି ସ୍ଥଗିତ ହେଲା ପିପିଲି ଉପନିର୍ବାଚନ

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ମହାମାରୀ କରୋନା ସଂକ୍ରମଣ ସ୍ଥିତିକୁ ଦୃଷ୍ଟିରେ ରଖି ପିପିଲି ଉପନିର୍ବାଚନକୁ ସ୍ଥଗିତ ରଖାଯାଇଥିବା ସୂଚନା ମିଳିଛି । ତେବେ ପରିସ୍ଥିତି ସୁଧୁରିବା ପରେ ଏହାର ପୁନଃ ନିର୍ଦ୍ଧାରିତ ତିଥି ପ୍ରକାଶ ପାଇବ ବୋଲି କୁହାଯାଇଛି ।
Read More...

ଲକଡାଉନ ସମୟରେ ଆହାର କେନ୍ଦ୍ର ଗୁଡିକ ଖୋଲା ରହିବ

ଭୁବନେଶ୍ୱର, (ସୁଶାନ୍ତ ସାହୁ) : ଉନ୍ନୟନ କମିଶନର ତଥା ସ୍ୱତନ୍ତ୍ର ରିଲିଫ କମିଶନର ପ୍ରଦୀପ୍ତ ଜେନା ଲକଡାଉନ ସମୟରେ ଆହାର କେନ୍ଦ୍ର ଗୁଡିକ ଖୋଲା ରହିବ ବୋଲି ସୂଚନା ଦେଇଛନ୍ତି । ଆହାର କେନ୍ଦ୍ର ପରିସରରରେ ବସି ଖାଇବା ସମ୍ପୂର୍ଣ୍ଣ ନିଷେଧ ହୋଇଥିବା ବେଳେ କେନ୍ଦ୍ରକୁ ରନ୍ଧା ଖାଦ୍ୟ ନେଇ…
Read More...

ଲକଡାଉନ ବେଳେ ଚାଲୁ ରହିବ ଟୀକାକରଣ ଓ ଟେଷ୍ଟିଂ

ଭୁବନେଶ୍ୱର, (ସୁଶାନ୍ତ ସାହୁ) : କରୋନା ସଂକ୍ରମଣକୁ ଦୃଷ୍ଟିରେ ରଖି ମେ' ୫ରୁ ୧୯ ତାରିଖ ପର୍ୟ୍ୟନ୍ତ ଲକଡାଉନ ଘୋଷଣା କରିଛନ୍ତି ରାଜ୍ୟ ସରକାର । ତେବେ ଏହି ସମୟରେ ଟୀକାକରଣ ଓ ଟେଷ୍ଟିଂକୁ ଅନୁମତି ଦିଆଯାଇଛି । ଲକ୍‌ଡାଉନ୍‌ ବେଳେ ଟୀକା ପାଇଁ ଅନୁମତିପ୍ରାପ୍ତ ବ୍ୟକ୍ତି ଟୀକା କେନ୍ଦ୍ରକୁ…
Read More...

ଲକ୍‌ଡାଉନ୍‌ ବେଳେ ଜରୁରୀ ସେବା ଚାଲୁ ରଖିବାକୁ ଅନୁମତି

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ଲକଡାଉନ ବେଳେ ଜରୁରୀ ସେବା ଚାଲୁ ରଖିବାକୁ ଅନୁମତି ଦିଆଯାଇଛି। ହସ୍ପିଟାଲ, ନର୍ସିଂହୋମ, ଔଷଧ ଦୋକାନ ଖୋଲା ରହିବ । ରାସନ ଦୋକାନ, ଗ୍ରୋସରୀ, ଫଳ ଦୋକାନ ଖୋଲା ରହିବ । ମାଛ, ମାଂସ, ଅଣ୍ଡା, କ୍ଷୀର ଦୋକାନ ଖୋଲା ରହିବ । ସୋମବାରରୁ ଶୁକ୍ରବାର ସକାଳ ୬ରୁ ୧୨…
Read More...

ଓଡିଶାରେ ଘୋଷଣା ହେଲା ଲକ୍‌ଡାଉନ୍‌

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ରାଜ୍ୟରେ ମେ' ୫ ରୁ ୧୯ ତାରିଖ ପର୍ଯ୍ୟନ୍ତ ଲକ୍‌ଡାଉନ୍‌ ଘୋଷଣା କରାଯାଇଛି । ଘୋଷଣା ଅନୁସାରେ ଚଳିତ ମଇ ମାସ ୦୫ ବୁଧବାର ସକାଳ ଠାରୁ ୧୯ ତାରିଖ ବୁଧବାର ସକାଳ ପର୍ଯ୍ୟନ୍ତ ଲକ୍‌ଡାଉନ୍‌ ଜାରି ରହିବ । ଶନିବାର ଓ ରବିବାର ଦିନ ପୂର୍ବ ଭଳି ସମ୍ପୂର୍ଣ୍ଣ…
Read More...

ଆଜି ରାଜ୍ୟରେ ୧୪ ଜଣଙ୍କ ଜୀବନ ନେଲା କରୋନା

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ରାଜ୍ୟରେ କରୋନା ସଂକ୍ରମିତଙ୍କ ସଂଖ୍ୟା ବଢୁଥିବା ବେଳେ କରୋନା ମୃତକଙ୍କ ସଂଖ୍ୟା ମଧ୍ୟ ବଢିବାରେ ଲାଗିଛି । ତେବେ ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୧୪ ଜଣ କରୋନା ଆକ୍ରାନ୍ତ ପ୍ରାଣ ହରାଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା…
Read More...

ଗତ ୨୪ ଘଂଟାରେ ରାଜ୍ୟରେ ୮୦୧୫ ନୂଆ ଆକ୍ରାନ୍ତ, ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ୭୦ ହଜାର ପାଖାପାଖି

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ଗତ ୨୪ ଘଂଟା ମଧ୍ୟରେ ରାଜ୍ୟରେ ୮୦୧୫ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ଏବେ ସକ୍ରିୟ ରୋଗୀଙ୍କ ସଂଖ୍ୟା ୬୯୪୫୩ରେ ପହଂଚିଛି । ନୂଆ ଆକ୍ରାନ୍ତଙ୍କ ମଧ୍ୟରୁ ୪୫୬୮ ଜଣ କ୍ୱାରେନ୍‌ଟାଇନ୍‌ରୁ ଏବଂ ୩୪୪୭ ଜଣ ଆଂଚଳିକ ସଂକ୍ରମଣରୁ ଚିହ୍ନଟ ହୋଇଥିବା ରାଜ୍ୟ…
Read More...