Browsing Tag

bhubaneswar news

ରାଜ୍ୟରେ ଆଜି କରୋନାରେ ୧୨ ଜଣଙ୍କ ପ୍ରାଣହାନୀ

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ଦେଶରେ ତଥା ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢୁଥିବା ସହ ମୃତ୍ୟୁ ସଂଖ୍ୟା ବି ବଢିବାରେ ଲାଗିଲାଣି । ତେବେ ରାଜ୍ୟରେ ଆଜି ୧୨ ଜଣଙ୍କ ପ୍ରାଣହାନୀ ହୋଇଥିବା ବେଳେ ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୨୦୨୯କୁ ବୃଦ୍ଧି ପାଇଛି ।…
Read More...

ମାର୍କେଟ ବିଲ୍ଡିଂ ଅଂଚଳରେ ଦେଖିବାକୁ ମିଳିଲା ପ୍ରବଳ ଜନଗହଳି : ବିଏମସି ଓ କମିସନରେଟ୍ ପୋଲିସ ପହଞ୍ଚି ୪୮ ଘଣ୍ଟା ପାଇଁ…

ଭୁବନେଶ୍ୱର, (ସୁଶାନ୍ତ ସାହୁ) : କୋଭିଡ ଆକ୍ରାନ୍ତଙ୍କ ସଂଖ୍ୟା ଦେଶରେ ତଥା ରାଜ୍ୟରେ ଦିନକୁ ଦିନ ବଢି ବଢି ଚାଲିଥିବା ବେଳେ ସଂକ୍ରମଣକୁ ରୋକିବା ପାଇଁ ସରକାରଙ୍କ ଦ୍ୱାରା କଡାକଡି ଭାବରେ କୋଭିଡ ନିୟମ ପାଳନ କରାଯିବା ପାଇଁ କୁହାଯାଇଛି । ତେବେ ଭୁବନେଶ୍ୱର ସ୍ଥିତ ମାର୍କେଟ ବିଲ୍ଡିଂ ଠାରେ ଗତ…
Read More...

ଉତ୍କଳ ବିଶ୍ୱବିଦ୍ୟାଳୟ ଦ୍ୱାରା ପରିଚାଳିତ ଏମବିବିଏସ ପରୀକ୍ଷା ସ୍ଥଗିତ

ଭୁବନେଶ୍ୱର, (ସୁଶାନ୍ତ ସାହୁ) : ଦେଶରେ ତଥା ରାଜ୍ୟରେ କରୋନା ସଂକ୍ରମଣ ବଢିବାରେ ଲାଗିଥିବା ବେଳେ ତାକୁ ଆଖି ଆଗରେ ରଖି ଉତ୍କଳ ବିଶ୍ୱବିଦ୍ୟାଳୟ ଦ୍ୱାରା ପରିଚାଳିତ ସମସ୍ତ ମେଡିକାଲ କଲେଜ ଗୁଡ଼ିକରେ ଏମବିବିଏସ ପରୀକ୍ଷାକୁ ସ୍ଥଗିତ ରଖାଯାଇଛି । ପରବର୍ତ୍ତୀ ବିଜ୍ଞପ୍ତି ପର୍ଯ୍ୟନ୍ତ ପରୀକ୍ଷା…
Read More...

ଆଜି ଅପରାହ୍ନ ୪ଟାରୁ ତୃତୀୟ ପର୍ଯ୍ୟାୟ କୋଭିଡ୍ ଟୀକାକରଣ ପାଇଁ ଅନ୍‌ଲାଇନ୍ ପଞ୍ଜୀକରଣ ଆରମ୍ଭ ହେବ

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ଦେଶରେ ତୃତୀୟ ପର୍ଯ୍ୟାୟ କୋଭିଡ୍ ଟୀକାକରଣ ମେ' ୧ ତାରିଖରୁ ଆରମ୍ଭ ହେବାକୁ ଥିବା ବେଳେ ଟୀକା ନେବା ପାଇଁ ଆଜି ଅପରାହ୍ନ ୪ଟାରୁ ଅନ୍‌ଲାଇନ୍ ପଞ୍ଜୀକରଣ ଆରମ୍ଭ ହେବ । କୋଓ୍ଵିନ୍ ପୋର୍ଟାଲ, ଆରୋଗ୍ୟ ସେତୁ ମୋବାଇଲ୍ ଆପ୍ କିମ୍ଵା ଉମଙ୍ଗ୍ ଆପ୍ ଜରିଆରେ ଟୀକା…
Read More...

ରାଜ୍ୟରେ ଟେଲିମେଡିସିନ୍ ଚିକିତ୍ସା ଚାଲିଛି

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ରାଜ୍ୟରେ ଟେଲିମେଡିସିନ୍ ଜରିଆରେ ଚିକିତ୍ସା ସେବା ପରିଚାଳନା କରାଯାଉଛି । ୩୦ଟି ଜିଲ୍ଲାର ମୁଖ୍ୟ ଚିକିତ୍ସାଳୟ, କ୍ୟାପିଟାଲ୍ ହସ୍ପିଟାଲ୍, ଆଇଜିଏଚ୍ ରାଉରକେଲା ଏବଂ ନୂତନ ୪ଟି ମେଡିକାଲ୍ କଲେଜରେ ସକାଳ ୮ଟାରୁ ଅପରାହ୍ନ ୫ଟା ଏବଂ କଟକ, ବ୍ରହ୍ମପୁର ଓ ବୁର୍ଲା…
Read More...

ପରଲୋକରେ ବିଶିଷ୍ଟ ସାହିତ୍ୟିକ ତଥା ପଦ୍ମ ବିଭୂଷଣ ମନୋଜ ଦାସ

ଭୁବନେଶ୍ୱର, (ସୁଶାନ୍ତ ସାହୁ) : ଓଡିଆ ସାହିତ୍ୟର ମଉଡମଣି କୁହାଯାଉଥିବା ପ୍ରଖ୍ୟାତ ସାହିତ୍ୟିକ ତଥା ପଦ୍ମ ବିଭୂଷଣ ମନୋଜ ଦାସଙ୍କ ପରଲୋକ ଘଟିଛି । ୮୭ ବର୍ଷ ବୟସରେ ତାଙ୍କର ବିୟୋଗ ହୋଇଛି ବୋଲି ତାଙ୍କ ପରିବାର ଲୋକଙ୍କ ପକ୍ଷରୁ ସୂଚନା ମିଳିଛି । ପୁଡୁଚେରୀ ଆଶ୍ରମ ହସ୍ପିଟାଲରେ ସେ…
Read More...

କରୋନା ୨ୟ ସଂକ୍ରମଣ ଘାତକ ଅଟେ

ଭୁବନେଶ୍ୱର, (କେପିଏନ୍‌ଏସ୍‌) : କରୋନାର ଦ୍ୱିତୀୟ ଲହର ଅଧିକ ଘାତକ ଅଟେ । କରୋନା ଭୂତାଣୁ ସଂକ୍ରମଣରୁ ସୁରକ୍ଷିତ ରହିବା ପାଇଁ ଅଧିକ ସତର୍କତା ଅବଲମ୍ବନ କରନ୍ତୁ ଏବଂ କୋଭିଡ୍ ନିୟମାବଳୀ ପାଳନ କରନ୍ତୁ । ମାସ୍କ୍ ସଠିକ୍ ଭାବେ ପିନ୍ଧନ୍ତୁ । ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ…
Read More...

ଆଜି ପୁଣି ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ୬ ହଜାର ଉପରେ : ଖୋର୍ଦ୍ଧା ଜିଲ୍ଲାରୁ ୧୦୯୨ ଏବଂ ବଲାଙ୍ଗିର ଜିଲ୍ଲାରୁ ୪୫୭…

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ଆଜି ପୁଣି ରାଜ୍ୟରେ ନୂଆ କରୋନା ସଂକ୍ରମିତଙ୍କ ସଂଖ୍ୟା ୬ ହଜାର ଉପରେ ରହିଛି । ଗତ ୨୪ ଘଂଟା ମଧ୍ୟରେ ରାଜ୍ୟରେ ଆଜି ୬୦୭୩ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ଓ ସେମାନଙ୍କ ମଧ୍ୟରୁ ୩୫୨୨ ଜଣ କ୍ୱାରେନ୍‌ଟାଇନ୍‌ରୁ ଏବଂ ୨୫୫୧ ଜଣ ଆଂଚଳିକ ସଂକ୍ରମଣରୁ ଚିହ୍ନଟ…
Read More...

ମହାରାଜା କୃଷ୍ଣଚନ୍ଦ୍ର ଗଜପତି ନାରାୟଣ ଦେବଙ୍କ ଜୟନ୍ତୀରେ ଶ୍ରଦ୍ଧାଞ୍ଜଳି

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ମହାରାଜା ଶ୍ରୀ କୃଷ୍ଣଚନ୍ଦ୍ର ଗଜପତି ନାରାୟଣ ଦେବଙ୍କ ଜୟନ୍ତୀ ଅବସରରେ ବିଧାନସଭା ପରିସର ସ୍ଥିତ ମହାରାଜାଙ୍କ ପ୍ରତିମୂର୍ତ୍ତିରେ ମାନ୍ୟବର ବାଚସ୍ପତିଙ୍କ ସମେତ ଅନ୍ୟାନ୍ୟ ମନ୍ତ୍ରୀ ଓ ବିଶିଷ୍ଟ ବ୍ୟକ୍ତିଗଣ ପୁଷ୍ପମାଲ୍ୟ ଅର୍ପଣ କରିଥିବା ବେଳେ ରାଜ୍ୟ ସୂଚନା…
Read More...

କରୋନା ଦ୍ୱିତୀୟ ଲହର ଅତି ମାରାତ୍ମକ : ସତର୍କ ରୁହନ୍ତୁ, ସୁରକ୍ଷିତ ରୁହନ୍ତୁ

ଭୁବନେଶ୍ୱର, (କେପିଏନ୍‌ଏସ୍‌) : କରୋନା ଦ୍ୱିତୀୟ ଲହର ଅତି ମାରାତ୍ମକ ଅଟେ । କରୋନା ଭୂତାଣୁ ସଂକ୍ରମଣରୁ ସୁରକ୍ଷିତ ରହିବା ପାଇଁ ଅଧିକ ସତର୍କତା ଅବଲମ୍ବନ କରନ୍ତୁ ଏବଂ ନିଜକୁ ତଥା ଅନ୍ୟମାନଙ୍କୁ ସୁରକ୍ଷିତ ରଖିବା ପାଇଁ ସହାୟକ ହୁଅନ୍ତୁ । ସମସ୍ତ କୋଭିଡ୍ ନିୟମାବଳୀ ପାଳନ କରନ୍ତୁ । ରାଜ୍ୟ…
Read More...