ସୁଭଦ୍ରା ଯୋଜନାରେ ଆଜି ମିଳିବ ପ୍ରଥମ କିସ୍ତିର ପଞ୍ଚମ ପର୍ଯ୍ୟାୟ ଟଙ୍କା
ଭୁବନେଶ୍ୱର : ଆଜି ‘ସୁଭଦ୍ରା’ ଯୋଜନାରେ ଆସିବ ପ୍ରଥମ କିସ୍ତିର ପଞ୍ଚମ ପର୍ଯ୍ୟାୟ ସୁଭଦ୍ରା ଟଙ୍କା । ୨ ଲକ୍ଷ ୩୦ ହଜାରରୁ ଅଧିକ ହିତାଧିକାରୀ ପାଇବେ । ଦିନ ସାଢେ ୧୨ଟାରେ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ମହିଳା ଓ ଶିଶୁ ବିକାଶ ସମ୍ମିଳନୀ କକ୍ଷରୁ ଆବାସୀ ମାଧ୍ୟମରେ ଶୁଭାବମ୍ଭ କରିବେ ।!-->…
Read More...
Read More...