Browsing Tag

bhubaneswar news

ପରିବହନ ବିଭାଗର ଘୋଷଣା : ଆସନ୍ତା ୨୨ ତାରିଖରୁ ଡିଏଲ୍‌/ଏଲ୍‌ଏଲ୍‌ ଟେଷ୍ଟ ହେବନାହିଁ ପରବର୍ତ୍ତୀ ନିର୍ଦ୍ଦେଶ ଯାଏଁ

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ଆସନ୍ତା ୨୨ ତାରିଖରୁ ସମସ୍ତ ଡିଏଲ୍‌/ଏଲ୍‌ଏଲ୍‌ ଟେଷ୍ଟ ପରବର୍ତ୍ତୀ ନିର୍ଦ୍ଦେଶ ଯାଏଁ ବନ୍ଦ ରହିବ ବୋଲି ରାଜ୍ୟ ପରିବହନ ବିଭାଗ ପକ୍ଷରୁ ଘୋଷଣା କରାଯାଇଛି । କରୋନା ସଂକ୍ରମଣକୁ ଦୃଷ୍ଟିରେ ରଖି ଏଭଳି ନିଷ୍ପତ୍ତି ଗ୍ରହଣ କରାଯାଇଛି । ଏହି ନିର୍ଦ୍ଦେଶ…
Read More...

୧୮ ବର୍ଷରୁ ଅଧିକ ବୟସ୍କ ବ୍ୟକ୍ତିଙ୍କୁ ଆସ‌ନ୍ତା ମେ ୧ ତାରିଖରୁ ଟୀକାକରଣ

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ୧୮ ବର୍ଷରୁ ଅଧିକ ବୟସ୍କ ବ୍ୟକ୍ତିଙ୍କୁ ଆସ‌ନ୍ତା ମେ ୧ ତାରିଖରୁ ଟୀକାକରଣ ପାଇଁ ଓଡ଼ିଶା ସମ୍ପୂର୍ଣ୍ଣ ପ୍ରସ୍ତୁତ ରହିଛି ବୋଲି ପରିବାର କଲ୍ୟାଣ ନିର୍ଦ୍ଦେଶକ ବିଜୟ ପାଣିଗ୍ରାହୀ ସୂଚନା ଦେଇଛନ୍ତି । ଆସ‌ନ୍ତା ମେ ୧ ତାରିଖରୁ ଓଡ଼ିଶା ଯୁବବର୍ଗଙ୍କୁ ଟୀକା ଦେବା…
Read More...

ରାଜ୍ୟରେ ଆଜି ନୂଆ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୪୪୪୫

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ଗତ ୨୪ ଘଂଟା ମଧ୍ୟରେ ରାଜ୍ୟରେ ୪୪୪୫ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ସେମାନଙ୍କ ମଧ୍ୟରୁ ୨୫୭୪ ଜଣ କ୍ୱାରେନ୍‌ଟାଇନ୍‌ରୁ ଏବଂ ୧୮୭୧ ଜଣ ଆଂଚଳିକ ସଂକ୍ରମଣରୁ ଚିହ୍ନଟ ହୋଇଥିବା ରାଜ୍ୟ ସୂଚନା ଓ ଲୋକ ସଂପର୍କ ବିଭାଗ ପକ୍ଷରୁ କୁହାଯାଇଛି । ଜିଲ୍ଲା…
Read More...

ଭୁବନେଶ୍ୱର ବିମାନ ବନ୍ଦରରେ ପହଞ୍ଚିଲା ଆଉ ୨ ଲକ୍ଷ କୋଭିସିଲ୍ଡ ଟୀକା

ଭୁବନେ‌ଶ୍ୱର, (ସୁଶା‌ନ୍ତ ସାହୁ) : ରାଜ୍ୟରେ ଟୀକାର ଅଭାବ ନେଇ ଅନେକ ସ୍ଥାନରେ ଟୀକାକରଣ ବନ୍ଦ ହୋଇଥିବା ବେଳେ ଆଜି ରାଜ୍ୟକୁ ଆଉ ୨ ଲକ୍ଷ କୋଭିସିଲ୍ଡ ଟିକା ପହଂଚିଥିବା ନେଇ ସୂଚନା ମିଳିଛି । ତେବେ ଏହି ଟୀକା ଭୁବନେଶ୍ୱର ବିମାନ ବନ୍ଦରରେ ପହଞ୍ଚିଛି । ପରେ ଏହାକୁ ରାଜ୍ୟର ବିଭିନ୍ନ ଜିଲ୍ଲାର…
Read More...

କୋଭିଡ଼ କଟକଣା ଯୋଗୁଁ ଶ୍ରୀ ଲିଙ୍ଗରାଜ ମହୋତ୍ସବ ବନ୍ଦ

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ଏକାମ୍ର ସାଂସ୍କୃତିକ ପ୍ରକାଶନୀ ପକ୍ଷରୁ ଶ୍ରୀ ଲିଙ୍ଗରାଜ ଭଜନ ମଣ୍ଡପରେ ଶ୍ରୀ ଲିଙ୍ଗରାଜ ମହୋତ୍ସବ ଚଳିତ ବର୍ଷ କୋଭିଡ଼ ସଂକ୍ରମଣକୁ ଦୃଷ୍ଟିରେ ରଖି ବନ୍ଦ କରି ଦିଆଯାଇଛି । ଦୀର୍ଘ ବର୍ଷ ହେଲା ୬ ଦିନ ଧରି ଶ୍ରୀ ଲିଙ୍ଗରାଜଙ୍କ ରୁକୁଣା ରଥଯାତ୍ରା ଅନୁଷ୍ଠିତ…
Read More...

ପିପିଲି ଉପନିର୍ବାଚନ ନେଇ ସାନି ବିଜ୍ଞପ୍ତି ପ୍ରକାଶ ପାଇଲା

ଭୁବନେଶ୍ୱର, (କେପିଏନ୍‌ଏସ୍‌) : କଂଗ୍ରେସ ପ୍ରାର୍ଥୀ ଅଜିତ ମଙ୍ଗରାଜଙ୍କ ଆକସ୍ମିକ ମୃତ୍ୟୁ ଯୋଗୁଁ ସ୍ଥଗିତ ହୋଇଥିବା ପିପିଲି ଉପନିର୍ବାଚନ ପାଇଁ ସାନି ବିଜ୍ଞପ୍ତି ପ୍ରକାଶ ପାଇଛି । ଆସନ୍ତା ମେ' ୧୩ ତାରିଖରେ ଅନୁଷ୍ଠିତ ହେବ ଉପନିର୍ବାଚନ । ଏପ୍ରିଲ ୨୬ ତାରିଖ ପ୍ରାର୍ଥୀପତ୍ର ଦାଖଲ କରିବାର…
Read More...

ରାଜ୍ୟରେ ଆଜି ନୂଆ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୩୬୬୪ : ଶୀର୍ଷରେ ଖୋର୍ଦ୍ଧା

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ଗତ ୨୪ ଘଂଟା ମଧ୍ୟରେ ରାଜ୍ୟରେ ୩୬୪୪ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ସେମାନଙ୍କ ମଧ୍ୟରୁ ୨୧୨୭ ଜଣ କ୍ୱାରେନ୍‌ଟାଇନ୍‌ରୁ ଏବଂ ୧୫୩୭ ଜଣ ଆଂଚଳିକ ସଂକ୍ରମଣରୁ ଚିହ୍ନଟ ହୋଇଥିବା ରାଜ୍ୟ ସୂଚନା ଓ ଲୋକ ସଂପର୍କ ବିଭାଗ ପକ୍ଷରୁ କୁହାଯାଇଛି । ଜିଲ୍ଲା…
Read More...

କଟକ-ଭୁବନେଶ୍ୱରରେ ୧୪୪ ଧାରା ଲାଗୁ

ଭୁବନେଶ୍ୱର, (ସୁଶା‌ନ୍ତ ସାହୁ) : ହୁ ହୁ ହୋଇ ବଢିବାରେ ଲାଗିଛି ମହାମାରୀ କରେନା । ତେବେ ତାକୁ ଆଖି ଆଗରେ ରଖି ରାଜ୍ୟ ସରକାର ରାଜ୍ୟରେ ଆଜିଠାରୁ ନାଇଟ୍‌ କର୍ଫ୍ୟୁ ଆରମ୍ଭ କରିଛ‌ନ୍ତି । ରାତ୍ରିକାଳୀନ କର୍ଫ୍ୟୁ ସମୟରେ କଟକ, ଭୁବନେଶ୍ୱରରେ ରାତି ୯ରୁ ସକାଳ ୫ଟା ଯାଏ ୧୪୪ ଧାରା ଜାରି ରହିବ ।…
Read More...

ଆଜି ପ୍ରବାଦ ପୁରୁଷ ତଥା ପୂର୍ବତନ ମୁଖ୍ୟମନ୍ତ୍ରୀ ବିଜୁ ପଟ୍ଟନାୟକଙ୍କ ଶ୍ରାଦ୍ଧ ଦିବସ

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ମହାନ୍ ଜନନାୟକ, ଓଡିଶାର ପୂର୍ବତନ ମୁଖ୍ୟମନ୍ତ୍ରୀ ପ୍ରବାଦ ପୁରୁଷ ବିଜୁ ପଟ୍ଟନାୟକଙ୍କ ଆଜି ଶ୍ରାଦ୍ଧାବାର୍ଷିକୀ । ୧୯୧୬ ମାର୍ଚ୍ଚ ୫ତାରିଖରେ କଟକଠାରେ ଜନ୍ମଗ୍ରହଣ କରିଥିଲେ ବିଜୁ ପଟ୍ଟନାୟକ । ୧୯୯୭ ମସିହା ଏପ୍ରିଲ ୧୭ ତାରିଖରେ ତାଙ୍କର ତୀରୋଧାନ ହୋଇଥିଲା…
Read More...

ରାଜ୍ୟରେ ଆଜି ନୂଆ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୩୧୪୪

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ଗତ ୨୪ ଘଂଟା ମଧ୍ୟରେ ରାଜ୍ୟରେ ୩୧୪୪ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ସେମାନଙ୍କ ମଧ୍ୟରୁ ୧୮୨୩ ଜଣ କ୍ୱାରେନ୍‌ଟାଇନ୍‌ରୁ ଏବଂ ୧୩୨୧ ଜଣ ଆଂଚଳିକ ସଂକ୍ରମଣରୁ ଚିହ୍ନଟ ହୋଇଥିବା ରାଜ୍ୟ ସୂଚନା ଓ ଲୋକ ସଂପର୍କ ବିଭାଗ ପକ୍ଷରୁ କୁହାଯାଇଛି । ଜିଲ୍ଲା…
Read More...