Browsing Tag

bhubaneswar news

ଉତ୍କଳ ବିଶ୍ୱବିଦ୍ୟାଳୟର ୫୦ତମ ସମାବର୍ତ୍ତନ ଉତ୍ସବରେ ଉପରାଷ୍ଟ୍ରପତିଙ୍କ ଅଭିଭାଷଣ

ଭୁବନେଶ୍ୱର, (ପିଆଇବି) : ମନୋରମ ମନ୍ଦିର ନଗରୀ ଭୁବନେଶ୍ୱରରେ ଅବସ୍ଥିତ ଉତ୍କଳ ବିଶ୍ୱବିଦ୍ୟାଳୟର ୫୦ତମ ସମାବର୍ତ୍ତନ ଉତ୍ସବରେ ଯୋଗଦେଇ ମୁଁ ବିଶେଷ ଆନନ୍ଦିତ । ଉତ୍କଳ ବିଶ୍ୱବିଦ୍ୟାଳୟ ଓଡ଼ିଶାର ପ୍ରଥମ ତଥା ଅବିଭକ୍ତ ଭାରତର ସପ୍ତଦଶ ବିଶ୍ୱବିଦ୍ୟାଳୟ ହୋଇଥିବା ଜାଣି ଖୁସି ହେଲି । ମୋଟ ୨୭ଟି…
Read More...

ଆଜି ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୪୫୨

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ରାଜ୍ୟରେ ଏବେ ଏକ୍‌ଟିଭ୍‌ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ମାତ୍ର ୨୮୨୦ ରହିଛି । ଆଜି ୪୫୨ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ସେମାନଙ୍କ ମଧ୍ୟରୁ ୨୬୭ ଜଣ କ୍ୱାରେନ୍‌ଟାଇନ୍‌ରୁ ଏବଂ ୧୮୫ ଜଣ ଆଂଚଳିକ ସଂକ୍ରମଣରୁ ଚିହ୍ନଟ ହୋଇଥିବା ରାଜ୍ୟ ସୂଚନା ଓ ଲୋକ…
Read More...

ସାକ୍ଷରତାର ମୂଳଦୁଆ ମଜବୁତ କରିବା ପାଇଁ ଯୁବଗୋଷ୍ଠୀଙ୍କ ମଧ୍ୟରେ ପଠନ ଅଭ୍ୟାସ ଜାରୀ ରଖିବାକୁ ପଡିବ : ଉପରାଷ୍ଟ୍ରପତି

• ପିଲାମାନଙ୍କ ପାଇଁ ଲେଖକମାନେ ଅଧିକ ପୁସ୍ତକ ରଚନା କରିବା ଉଚିତ:ଉପରାଷ୍ଟ୍ରପତି• ପ୍ରଶାସନ, ବିଚାର ବିଭାଗ ଓ ଶିକ୍ଷା କ୍ଷେତ୍ରରେ ଅଧିକରୁ ଅଧିକ ସ୍ଥାନୀୟ ଭାଷାର ପ୍ରୟୋଗ ପାଇଁ ଉପରାଷ୍ଟ୍ରପତି ଶ୍ରୀ ନାଇଡୁଙ୍କ ଆହ୍ୱାନ• ସାରଳା ଦାସଙ୍କ ଓଡିଆ ମହାଭାରତ ସରଳ ଓ କଥିତ ଭାଷାରେ ରଚିତ:…
Read More...

ଅଂଶୁଘାତ ପ୍ରତି ସାବଧାନ !

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ଅଂଶୁଘାତ ପ୍ରତି ସାବଧାନ ରୁହନ୍ତୁ । ଟାଣ ଖରାରେ ବାହାରକୁ ବାହାରନ୍ତୁ ନାହିଁ । ଜରୁରୀ କାର୍ୟ୍ୟରେ ବାହାରକୁ ଗଲେ ମୁଣ୍ଡରେ ଓଦା ଗାମୁଛା, ଛତା, ଚପଲ ଏବଂ କଳା ଚଷମା ବ୍ୟବହାର କରନ୍ତୁ । ଢିଲା ପୋଷାକ ପରିଧାନ କରନ୍ତୁ ଏବଂ ଅଧିକ ପାଣି, ତୋରାଣି ଓ ଘୋଳଦହି…
Read More...

କୋଲକାତାରେ ୮୬ତମ ଓଡିଶା ଦିବସ ପାଳିତ

ଭୁବନେଶ୍ୱର, (କେପିଏନ୍‌ଏସ୍‌) : କୋଲକାତା ସ୍ଥିତ ଭାଷା ଭବନ ପରିସରରେ ୮୬ତମ ଓଡିଶା ଦିବସ ସମାରୋହ ଅନୁଷ୍ଠିତ ହୋଇଯାଇଛି । ଏଥିରେ ମୁଖ୍ୟ ଅତିଥି ଭାବେ ଯୋଗ ଦେଇ ପୂର୍ବତନ ବିଧାୟକ ଶ୍ରୀ ଦେବୀପ୍ରସାଦ ମିଶ୍ର ପଶ୍ଚିମବଙ୍ଗରେ ରହୁଥିବା ଓଡିଆ ଭାଇଭଉଣୀମାନଙ୍କୁ ଅଭିବାଦନ କରିବା ସହ ଆମ ଭାଷା ଓ…
Read More...

ଆଜି ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୪୬୧

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ରାଜ୍ୟରେ ଏବେ ଏକ୍‌ଟିଭ୍‌ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ମାତ୍ର ୨୫୮୬ ରହିଛି । ଆଜି ୪୬୧ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ସେମାନଙ୍କ ମଧ୍ୟରୁ ୨୭୨ ଜଣ କ୍ୱାରେନ୍‌ଟାଇନ୍‌ରୁ ଏବଂ ୧୮୯ ଜଣ ଆଂଚଳିକ ସଂକ୍ରମଣରୁ ଚିହ୍ନଟ ହୋଇଥିବା ରାଜ୍ୟ ସୂଚନା ଓ ଲୋକ…
Read More...

ରାଜ୍ୟସ୍ତରୀୟ ଓଡିଶା ଦିବସ ସମାରୋହ : ଓଡିଶା ତଥା ଦେଶ ବିଦେଶରେ ରହୁଥିବା ଓଡିଆ ଭାଇ ଭଉଣୀଙ୍କୁ ଅଭିନନ୍ଦନ ଜଣାଇଲେ…

ଭୁବନେ‌ଶ୍ୱର, (କେପିଏନ୍‌ଏସ୍‌) : ଶାସନ ସଚିବ ସଞ୍ଜୟ କୁମାର ସିଂଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ରାଜ୍ୟସ୍ତରୀୟ ଓଡିଶା ଦିବସ ସମାରୋହରେ ମାନ୍ୟବର ବାଚସ୍ପତି ସୂର୍ୟ୍ୟ ନାରାୟଣ ପାତ୍ର, ବିଭାଗୀୟ ମନ୍ତ୍ରୀ ରଘୁନନ୍ଦନ ଦାସ, ମନ୍ତ୍ରୀ ଅଶୋକ ଚନ୍ଦ୍ର ପଣ୍ଡା, ମନ୍ତ୍ରୀ ଜ୍ୟୋତିପ୍ରକାଶ ପାଣିଗ୍ରାହୀ…
Read More...

ଗାନ୍ଧୀ ଭିତ୍ତି ସ୍ଥାପତ୍ୟ କଳାର ଲୋକାର୍ପଣ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ମହାତ୍ମା ଗାନ୍ଧୀଙ୍କ ଓଡିଶା ଆଗମନର ଏକଶତ ବର୍ଷ ପାଳନ ଅବସରରେ ମହାତ୍ମାଙ୍କ ସ୍ମାରକୀ ଭାବରେ ଆଜି ମୁଖ୍ୟମନ୍ତ୍ରୀ ନବୀନ ପ‌ଟ୍ଟନାୟକ କାଠଯୋଡିର ବେଲ ଭ୍ୟୁ ଛକରେ ଗାନ୍ଧୀ ଭିତ୍ତି ସ୍ଥାପତ୍ୟ କଳାର ଲୋକାର୍ପଣ କରିଛନ୍ତି । ଗାନ୍ଧୀଜୀଙ୍କ ବିଭିନ୍ନ ଆନ୍ଦୋଳନର…
Read More...

ମହାତ୍ମା ଗାନ୍ଧୀ ଓ ଉତ୍କଳମଣି ପଣ୍ଡିତ ଗୋପବନ୍ଧୁ ଦାସଙ୍କ ପ୍ରତିମୂର୍ତ୍ତୀ ଅନାବରଣ କରି ଶ୍ରଦ୍ଧାଞ୍ଜଳି ଅର୍ପଣ କଲେ…

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ମାନ୍ୟବର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି କଟକରେ ମହାତ୍ମା ଗାନ୍ଧୀ ଓ ଉତ୍କଳମଣି ପଣ୍ଡିତ ଗୋପବନ୍ଧୁ ଦାସଙ୍କ ପ୍ରତିମୂର୍ତ୍ତୀ ଅନାବରଣ କରି ଶ୍ରଦ୍ଧାଞ୍ଜଳି ଅର୍ପଣ କରିଛନ୍ତି । କ୍ୟାଣ୍ଟନମେଣ୍ଟ ରୋଡ ଗୋପବନ୍ଧୁ ଛକରେ ଉତ୍କଳମଣିଙ୍କ ପ୍ରତିମୂର୍ତ୍ତୀ…
Read More...

ଆଜିଠୁ ମିଳୁଛି ଓଟିଇଟି ପରୀକ୍ଷା ପାଇଁ ଆଡମିଟ୍ କାର୍ଡ

ଭୁବନେଶ୍ୱର : ଆସ‌ନ୍ତା ଏପ୍ରିିଲ ୯ ତାରିଖରେ ହେବାକୁ ଥିବା ଓଟିଇଟି ପରୀକ୍ଷା ପାଇଁ ମାଧ୍ୟମିକ ଶିକ୍ଷା ବୋର୍ଡ (ବିଏସ୍ଇ) ପକ୍ଷରୁ ଆଜିଠାରୁ ଅଫିସିଆଲ୍ ପୋର୍ଟାଲରେ ପରୀକ୍ଷାର୍ଥୀଙ୍କ ଆଡମିଟ୍ କାର୍ଡ ଅପଲୋଡ୍ କରାଯାଇଛି । ତେବେ ପ୍ରାର୍ଥୀମାନେ ସେମାନଙ୍କ ପଞ୍ଜୀକରଣ ନମ୍ବର ଏବଂ ଇ-ମେଲ୍…
Read More...