Browsing Tag

bhubaneswar news

ଆଜି ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୩୯୪

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ରାଜ୍ୟରେ ଏବେ ଏକ୍‌ଟିଭ୍‌ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ମାତ୍ର ୨୨୪୬ ରହିଛି । ଆଜି ୩୯୪ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ସେମାନଙ୍କ ମଧ୍ୟରୁ ୨୩୧ ଜଣ କ୍ୱାରେନ୍‌ଟାଇନ୍‌ରୁ ଏବଂ ୧୬୩ ଜଣ ଆଂଚଳିକ ସଂକ୍ରମଣରୁ ଚିହ୍ନଟ ହୋଇଥିବା ରାଜ୍ୟ ସୂଚନା ଓ ଲୋକ…
Read More...

ଉତ୍କଳ ଦିବସ ଅବସରରେ ମାନ୍ୟବର ରା‌ଷ୍ଟ୍ରପତି‌ଙ୍କ ଶୁଭେ‌ଚ୍ଛା

ଭୁବନେ‌ଶ୍ୱର, (କେପିଏନ୍‌ଏସ୍‌) : ଉତ୍କଳ ଦିବସ ଅବସରରେ ମାନ୍ୟବର ରା‌ଷ୍ଟ୍ରପତି ‌ଟ୍ୱିଟ ମାଧ୍ୟମରେ ଶୁଭେ‌ଚ୍ଛା ଜଣାଇ ଲେଖିଛନ୍ତି ଯେ, ଉତ୍କଳ ଦିବସରେ ସମସ୍ତଙ୍କୁ, ବିଶେଷ କରି ଓଡ଼ିଶାର ଜନସାଧାରଣଙ୍କୁ ଅଭିନନ୍ଦନ । ମାନବିକତାକୁ ପ୍ରେମ ଏବଂ ଶାନ୍ତିର ଚିରନ୍ତନ ବାର୍ତ୍ତା ଦେଉଥିବା ଏହି…
Read More...

ଡାକ୍ତରୀ ଓ ଇଞ୍ଜିନିୟରିଂ ପାଠ୍ୟକ୍ରମରେ ସଂରକ୍ଷଣ ନେଇ ବିଜ୍ଞପ୍ତି ଜାରି

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ଡାକ୍ତରୀ ଓ ଇଞ୍ଜିନିୟରିଂ ପାଠ୍ୟକ୍ରମରେ ସଂରକ୍ଷଣ ନେଇ ବିଜ୍ଞପ୍ତି ଜାରି ହୋଇଛି । ସରକାରୀ ସ୍କୁଲ ଓ +୨ରେ ପାଠ ପଢୁଥିବା ଛାତ୍ରଛାତ୍ରୀଙ୍କ ପାଇଁ ଡାକ୍ତରୀ ଓ ଇଞ୍ଜିନିୟରିଂ ପାଠ୍ୟକ୍ରମରେ ୧୫% ସ୍ଥାନ ସଂରକ୍ଷଣ କରାଯାଇଛି । ଅସୁବିଧା କାରଣରୁ କୋଚିଂ…
Read More...

ପିପିଲି ଉପନିର୍ବାଚନ ପାଇଁ ୧୫ ପ୍ରାର୍ଥୀଙ୍କ ନାମାଙ୍କନ ପତ୍ର ଦାଖଲ

ଭୁବନେ‌ଶ୍ୱର, (କେପିଏନ୍‌ଏସ୍‌) : ୧୧୦-ପିପିଲି ଉପନିର୍ବାଚନ ପାଇଁ ୧୫ ଜଣ ପ୍ରାର୍ଥୀ ସେମାନଙ୍କର ନାମାଙ୍କନ ପତ୍ର ଅତିରିକ୍ତ ଜିଲ୍ଲାପାଳ ତଥା ରିଟର୍ଣ୍ଣିଙ୍ଗ୍ ଅଧିକାରୀଙ୍କ ନିକଟରେ ଦାଖଲ କରିଛନ୍ତି । ସେମାନେ ହେଲେ ଆଶ୍ରିତ ପଟ୍ଟନାୟକ, ସମ୍ବିତ୍ ପଟ୍ଟନାୟକ, ସନ୍ତୋଷ କୁମାର ମହାପାତ୍ର,…
Read More...

ଓଡିଶା ଦିବସ ସମାରୋହରେ ବିଭିନ୍ନ ସ୍ଥାନରେ ହେବାକୁ ଥିବା କାର୍ଯ୍ୟକ୍ରମରେ ଯୋଗ ଦେବାକୁ ଥିବା ମୁଖ୍ୟ ଅତିଥିମାନଙ୍କ…

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ଓଡିଶା ଦିବସ ସମାରୋହରେ ରାଜ୍ୟର ବିଭିନ୍ନ ସ୍ଥାନ ଏବଂ ନୂଆଦିଲ୍ଲୀରେ ହେବାକୁ ଥିବା କାର୍ଯ୍ୟକ୍ରମରେ ଯୋଗ ଦେବାକୁ ଥିବା ମୁଖ୍ୟ ଅତିଥିମାନଙ୍କ ତାଲିକା ପ୍ରକାଶ ପାଇଛି । ବଲାଙ୍ଗିରରେ ଅନୁଷ୍ଠିତ ହେବାକୁ ଥିବା ସମାରୋହରେ ମହିଳା ଓ ଶିଶୁ ବିକାଶ, ମିଶନ ଶକ୍ତି…
Read More...

୫୧ତମ ସଂସ୍କୃତି ଚର୍ଚ୍ଚା ସଂପାନ ଅନୁଷ୍ଠିତ

ଭୁବନେଶ୍ୱର, (ସୁଶାନ୍ତ ସାହୁ) : ୧୯୨୧ ମାର୍ଚ୍ଚ ମାସ ୨୩ ତାରିଖ ଗାନ୍ଧିଜୀଙ୍କ ଓଡ଼ିଶା ଗସ୍ତର ଶତବାର୍ଷିକୀ ପାଳନ ଅବସରରେ ବିଶିଷ୍ଟ ଗାନ୍ଧୀବାଦୀ ନେତା ପ୍ରହଲ୍ଲାଦ କୁମାର ସିଂହ ଯୋଗ ଦେଇ ଓଡ଼ିଶାର ସାହିତ୍ୟ, ସଂସ୍କୃତି ଓ ସଂସ୍କାର ଉପରେ ଗାନ୍ଧିଜୀଙ୍କ ପ୍ରଭାବ ବିଷୟରେ ବକ୍ତବ୍ୟ ରଖିଥିଲେ ।…
Read More...

ଜ‌ଙ୍ଗଲ ସୁରକ୍ଷା ଓ ପରିଚାଳନା

ଭୁବନେ‌ଶ୍ୱର, (କେପିଏନ୍‌ଏସ୍‌) : ୨୦୨୧-୨୨ ଆର୍ଥିକ ବର୍ଷରେ ୧ଲକ୍ଷ ୫୦ ହଜାର ୪୮୧ ହେକ୍ଟର ବନୀକରଣ ଲକ୍ଷ୍ୟ ରଖାଯାଇଛି । ଜଙ୍ଗଲ ସୁରକ୍ଷା ପାଇଁ ୫୧ଟି ବନଖଣ୍ଡ, ୨୮୩ଟି ବନାଞ୍ଚଳ, ୧୦୧୭ ଶାଖା ଓ ୩୬୮୩ଟି ବିଟ୍ କାର୍ଯ୍ୟ କରୁଛି । ସବୁଜ ବଳୟ ପାଇଁ ୧୬ ହଜାର ୫ଶହ ହେକ୍ଟର ଜମିରେ ୪ହଜାର…
Read More...

ଆଜି ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୨୧୮

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ରାଜ୍ୟରେ ଏବେ ଏକ୍‌ଟିଭ୍‌ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ମାତ୍ର ୧୮୩୭ ରହିଛି । ଆଜି ୨୧୮ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ସେମାନଙ୍କ ମଧ୍ୟରୁ ୧୨୯ ଜଣ କ୍ୱାରେନ୍‌ଟାଇନ୍‌ରୁ ଏବଂ ୮୯ ଜଣ ଆଂଚଳିକ ସଂକ୍ରମଣରୁ ଚିହ୍ନଟ ହୋଇଥିବା ରାଜ୍ୟ ସୂଚନା ଓ ଲୋକ…
Read More...

ବଲାଙ୍ଗିର ଓ ସୋନପୁର ଜିଲ୍ଲା ପାଇଁ ହିଟ୍ ୱେଭ୍ ସତର୍କତା

ଭୁବନେ‌ଶ୍ୱର, (ସୁଶା‌ନ୍ତ ସାହୁ) : ରାଜ୍ୟରେ ବଢ଼ୁଛି ଗ୍ରୀଷ୍ମ ପ୍ରବାହ । ଜନଜୀବନ ଅସ୍ତବ୍ୟସ୍ତ ହେବାରେ ଲାଗିଛି । ସୂଚନା ଅନୁସାରେ ରାଜ୍ୟରେ ୧୫ଟି ସହରର ତାପମାତ୍ରା ୪୦ ଡିଗ୍ରୀ ପାର କରିଛି । ଟିଟିଲାଗଡ଼ ୪୨.୨ ଡିଗ୍ରୀ ତାପମାତ୍ରାକୁ ଛୁଇଁଛି। ଏତିକି ବେଳେ ୪୮ ଘଂଟା ନିମନ୍ତେ ବଲାଙ୍ଗିର ଓ…
Read More...

କରୋନା ସଂକ୍ରମଣ ବୃ‌ଦ୍ଧିକୁ ନେଇ ରାଜ୍ୟରେ ନବମ ଏବଂ ଏକାଦଶ ଶ୍ରେଣୀର କ୍ଲାସ ବନ୍ଦ ହେବ ନାହିଁ : ଗଣଶିକ୍ଷା ମନ୍ତ୍ରୀ

ଭୁବନେ‌ଶ୍ୱର, (ସୁଶାନ୍ତ ସାହୁ) : କରୋନା ସଂକ୍ରମଣ ବୃ‌ଦ୍ଧିକୁ ନେଇ ରାଜ୍ୟରେ ନବମ ଏବଂ ଏକାଦଶ ଶ୍ରେଣୀର କ୍ଲାସ ବନ୍ଦ ହେବ ବୋଲି ସାଧାରଣରେ ଯେଉଁ ଚର୍ଚ୍ଚା ହେଉଥିଲା, ତାହା ଆଜି ‌ସ୍ପ‌ଷ୍ଟ ଭାବେ ସ୍କୁଲ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାଶ ସୂଚନା ଦେଇ କହିଛନ୍ତି ଯେ, "ଏବେ ବନ୍ଦ ହେବନି…
Read More...