Browsing Tag

bhubaneswar news

ରାଜ୍ୟରେ ଏକ୍‌ଟିଭ୍‌ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ମାତ୍ର ୬୫୨ : ଆଜି ୭୧ ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ରାଜ୍ୟରେ ଏବେ ଏକ୍‌ଟିଭ୍‌ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ମାତ୍ର ୬୫୨ ରହିଛି । ଆଜି ୭୧ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ସେମାନଙ୍କ ମଧ୍ୟରୁ ୪୩ ଜଣ କ୍ୱାରେନ୍‌ଟାଇନ୍‌ରୁ ଏବଂ ୨୮ ଜଣ ଅଂଚଳିକ ସଂକ୍ରମଣରୁ ଚିହ୍ନଟ ହୋଇଥିବା ରାଜ୍ୟ ସୂଚନା ଓ ଲୋକ ସଂପର୍କ…
Read More...

କେନ୍ଦ୍ର ସରକାର ପ୍ରଣୟନ କରିଥିବା ୩ କୃଷି ଆଇନ ରାଜ୍ୟରେ ଲାଗୁ ନ କରିବାକୁ ବିଧାନସଭାରେ ସଂକଳ୍ପ ପାରିତ ପାଇଁ…

ଭୁବନେଶ୍ୱର, (ସୁଶାନ୍ତ ସାହୁ) : କେନ୍ଦ୍ର ସରକାର ପ୍ରଣୟନ କରିଥିବା ୩ କୃଷି ଆଇନ ରାଜ୍ୟରେ ଲାଗୁ ନ କରିବାକୁ ବିଧାନସଭାରେ ସଂକଳ୍ପ ପାରିତ୍‌ ପାଇଁ କଂଗ୍ରେସ ବିଧାୟକ ଦଳ ନେତା ନରସିଂହ ମିଶ୍ର ନୋଟିସ୍‌ କରିଛନ୍ତି । କେନ୍ଦ୍ର ସରକାରଙ୍କ ଉକ୍ତ ୩ କୃଷି ଆଇନ କୃଷକ ବିରୋଧୀ ହୋଇଥିବା ବେଳେ ଏହା…
Read More...

ନଦୀରେ ନିଖୋଜ ଯୁବକ ଉଦ୍ଧାର

ଭୁବନେଶ୍ୱର : ବାଙ୍କୁଆଳ କୁଆଖାଇ ନଦୀରେ ୪ ଜଣ ସାଙ୍ଗଙ୍କ ସହ ନଦୀରେ ଗାଧୋଉଥିବା ବେଳେ ଭାସି ଯାଇଥିଲେ ଯୁବକ । ତେବେ ଖବର ପାଇ ଘଟଣା ସ୍ଥଳରେ ପହଞ୍ଚ ବାଲିଅନ୍ତା ଅଗ୍ନିଶମ ବାହିନୀ ଉଦ୍ଧାର କାର୍ୟ୍ୟ ଜାରି ରଖିଥିଲା । କିଛି ଘଣ୍ଟାର ପରିଶ୍ରମ ପରେ ଗୁରୁତର ଅବସ୍ଥାରେ ଯୁବକ ଜଣଙ୍କୁ ଉଦ୍ଧାର…
Read More...

ଚଳିତ ବର୍ଷ ପ୍ରଥମରୁ ଅଷ୍ଟମ ଶ୍ରେଣୀ ଛାତ୍ରଛାତ୍ରୀମାନେ ବିନା ପରୀକ୍ଷାରେ ପାସ୍‌ : ଗଣଶିକ୍ଷା ମନ୍ତ୍ରୀ

ଭୁବନେ‌ଶ୍ୱର : ପୁଣି ବଢିବାରେ ଲାଗିଲାଣି କରୋନା । ତେବ ତା ‌ସ୍ଥିତିକୁ ଦେଖି ଏ ବର୍ଷର ପ୍ରଥମରୁ ଅଷ୍ଟମ ଯାଏ ଆଉ ସ୍କୁଲ ଖୋଲିବନି କି କ୍ଲାସ୍ ହେବନି । ପ୍ରଥମରୁ ଅଷ୍ଟମ ଶ୍ରେଣୀ ପର୍ୟ୍ୟନ୍ତ ଛାତ୍ରଛାତ୍ରୀମାନେ ପାସ୍ । ଗତବର୍ଷ ଭଳି ଏଥର ବି ପରୀକ୍ଷା ନ କରି କ୍ଲାସ ପ୍ରମୋସନ କରାଯିବ ବୋଲି…
Read More...

ଅଗଷ୍ଟ ୧ରେ ହେବ ଚଳିତ ବର୍ଷର ଡାକ୍ତରୀ ପରୀକ୍ଷା ବା ନିଟ୍

ଭୁବନେଶ୍ୱର : ଅଗଷ୍ଟ ୧ରେ ହେବ ଚଳିତ ବର୍ଷର ଡାକ୍ତରୀ ପରୀକ୍ଷା ବା ନିଟ୍ । ଏନେଇ ନାସନାଲ ଟେଷ୍ଟିଂ ଏଜେନ୍ସି(ଏନଟିଏ) ପକ୍ଷରୁ ବିଜ୍ଞପ୍ତି ଜାରି କରାଯାଇଛି । ଚଳିତ ବର୍ଷ ଅଫଲାଇନରେ ପରୀକ୍ଷା ହେବାନେଇ ସୂଚନା ରହିଛି । ୨୦୨୧ ବର୍ଷରେ ହିନ୍ଦୀ, ଇଂରାଜୀ ସମେତ ପ୍ରାୟ ୧୧ଟି ଭାଷାରେ ପରୀକ୍ଷା…
Read More...

ଚଳିତ ବର୍ଷ ଆୟୋଜିତ ହେଉଛି ମାର୍ଚ୍ଚ ୧୫ରୁ ୧୯ ପର୍ଯ୍ୟନ୍ତ “କୃଷି ଓଡିଶା”

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ଚଳିତ ବର୍ଷ "କୃଷି ଓଡିଶା" ମାର୍ଚ୍ଚ ୧୫ରୁ ୧୯ ତାରିଖ ପର୍ୟ୍ୟନ୍ତ ବରମୁଣ୍ଡା ଖେଳ ପଡିଆରେ ଆୟୋଜିତ ହେଉଛି। ମାନ୍ୟବର ମୁଖ୍ୟମନ୍ତ୍ରୀ ଏହାକୁ ଉଦଘାଟନ କରିବେ ଏବଂ ମାନ୍ୟବର ରାଜ୍ୟପାଳ ୧୯ ତାରିଖ ଉଦଯାପନୀ ଉତ୍ସବରେ ଯୋଗ ଦେବେ। ସମନ୍ବିତ ଚାଷ, ଚାଷୀଙ୍କ ବିକାଶ…
Read More...

ଆସନ୍ତା ମାର୍ଚ୍ଚ ୧୬ରୁ ଦ୍ୱିତୀୟ ପର୍ଯ୍ୟାୟ ଜେଇଇ ମେନ୍‌

ଭୁବନେଶ୍ୱର : ଦ୍ୱିତୀୟ ପର୍ୟ୍ୟାୟ ଜେଇଇ ମେନ୍‌ ଆସନ୍ତା ମାର୍ଚ୍ଚ ୧୬ ତାରିଖରୁ ଅନୁଷ୍ଠିତ ହୋଇ ୧୮ ତାରିଖରେ ସରିବ । ଦ୍ୱିତୀୟ ପର୍ୟ୍ୟାୟ ଜେଇଇ ମେନ୍‌ ପାଇଁ ରାଷ୍ଟ୍ରୀୟ ପରୀକ୍ଷା ଏଜେନ୍ସି (ଏନ୍‌ଟିଏ) ପକ୍ଷରୁ ଶୁକ୍ରବାର ଆଡମିଟ୍‌ କାର୍ଡ ଜାରି କରାଯାଇଛି । ପରୀକ୍ଷା କମ୍ପ୍ୟୁଟର୍‌ ବେସ୍‌ଡ…
Read More...

ରାଜ୍ୟରେ ଆଜି ୬୪ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ରାଜ୍ୟରେ ଏବେ ଏକ୍‌ଟିଭ୍‌ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ମାତ୍ର ୬୭୭ ରହିଛି । ଆଜି ୬୪ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ସେମାନଙ୍କ ମଧ୍ୟରୁ ୩୭ ଜଣ କ୍ୱାରେନ୍‌ଟାଇନ୍‌ରୁ ଏବଂ ୨୭ ଜଣ ଆଂଚଳିକ ସଂକ୍ରମଣରୁ ଚିହ୍ନଟ ହୋଇଥିବା ରାଜ୍ୟ ସୂଚନା ଓ ଲୋକ ସଂପର୍କ…
Read More...

ଚକା ଫାଟି ଓଲଟି ପଡିଲା ଟ୍ରକ୍

ଭୁବନେଶ୍ୱର, (ସୁଶା‌ନ୍ତ ସାହୁ) : ଚକା ଫାଟି ଓଲଟି ପଡିଲା ଟ୍ରକ୍ ବୋଲି ଖବର ମଳିଛି । ସୂଚନା ଯୋଗ୍ୟ ଯେ, ଚକା ଫାଟିଯିବାରୁ ଭାରସାମ୍ୟ ହରାଇ ଭୁବନେ‌ଶ୍ୱର ସତସଙ୍ଗ ବିହାର ନିକଟତାରିଣୀ ବସ୍ତି ଭିତରକୁ ମାଡ଼ିଗଲା ମୋରମ ବୋଝେଇ ଟ୍ରକ୍ । ଫଳରେ ଅଳ୍ପକେ ବର୍ତ୍ତିଛନ୍ତି ତାରିଣୀ ବସ୍ତି…
Read More...

ରାଜ୍ୟ‌ସ୍ତରୀୟ ଓଡିଶା ଦିବସ- ୨୦୨୧ ପାଇଁ ପ୍ରସ୍ତୁତି ବୈଠକ ଅନୁଷ୍ଠିତ

ଭୁବନେ‌ଶ୍ୱର, (କେପିଏନ୍‌ଏସ୍‌) : ଆସନ୍ତା ଅପ୍ରେଲ ପହିଲାରେ ରାଜ୍ୟସ୍ତରୀୟ ଓଡିଶା ଦିବସ ପାଳନ ପାଇଁ ଉନ୍ନୟନ କମିଶନରଙ୍କ ଅଧ୍ୟକ୍ଷତାରେ ଶାସନ ସଚିବ ଏବଂ ଅନ୍ୟାନ୍ୟ ବରିଷ୍ଠ ଅଧିକାରୀଙ୍କ ଉପସ୍ଥିତିରେ ଏକ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଯାଇଛି । କୋଭିଡ୍ ନିୟମାବଳୀ ସହିତ ଉତ୍କଳ ମଣ୍ଡପରେ…
Read More...