Browsing Tag

bhubaneswar news

ଆଜି ରାଜ୍ୟରେ ୬୩ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ରାଜ୍ୟରେ ଏବେ ଏକ୍‌ଟିଭ୍‌ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ମାତ୍ର ୭୦୦ ରହିଛି । ଆଜି ୬୩ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ସେମାନଙ୍କ ମଧ୍ୟରୁ ୩୮ ଜଣ କ୍ୱାରେନ୍‌ଟାଇନ୍‌ରୁ ଏବଂ ୨୫ ଜଣ ଆଂଚଳିକ ସଂକ୍ରମଣରୁ ଚିହ୍ନଟ ହୋଇଥିବା ରାଜ୍ୟ ସୂଚନା ଓ ଲୋକ ସଂପର୍କ…
Read More...

ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀଙ୍କ ଆଶୁ ଆରୋଗ୍ୟ କାମନା କଲେ ମୁଖ୍ୟମନ୍ତ୍ରୀ ନବୀନ

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ଟିଏମସି ନେତ୍ରୀ ତଥା ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀଙ୍କ ଆଶୁ ଆରୋଗ୍ୟ କାମନା କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଆଜି ଟ୍ୱିଟ୍ କରି ମମତା ଦିଦି ଶୀଘ୍ର ସୁସ୍ଥ ହୋଇଯାଆନ୍ତୁ ବୋଲି ନବୀନ କାମନା କରିବା ସହ ଉତ୍ତମ ସ୍ୱାସ୍ଥ୍ୟ ଆଶା କରିଛନ୍ତି…
Read More...

ସ୍କୁଲ ଓ ଗଣଶିକ୍ଷା ମନ୍ତ୍ରୀ ଦେଲେ ସୂଚନା, ଏପ୍ରିଲରୁ ବନ୍ଦ ହେବ ରବିବାର ପାଠପଢ଼ା

ଭୁବନେ‌ଶ୍ୱର : ଛାତ୍ରଛାତ୍ରୀଙ୍କ ପାଇଁ ଏକ ବଡ଼ ସୂଚନା ପ୍ରଦାନ କରିଛ‌ନ୍ତି ସ୍କୁଲ ଓ ଗଣଶିକ୍ଷା ମନ୍ତ୍ରୀ । ଏପ୍ରିଲ ପହିଲାରୁ ରିଭିଜନ୍ କ୍ଲାସ ଆରମ୍ଭ ହେବ । ଚଳିତ ମାର୍ଚ୍ଚ ଶେଷ ସୁଦ୍ଧା ସ୍କୁଲମାନଙ୍କରେ ସବୁ କୋର୍ସ ସମା‌ପ୍ତ ହୋଇଯିବ ବୋଲି କହିଛନ୍ତି ସ୍କୁଲ ଓ ଗଣଶିକ୍ଷା ମନ୍ତ୍ରୀ ସମୀର…
Read More...

ଆଜି ନୂଆପଡା ଜିଲ୍ଲାର ବିଭିନ୍ନ ପ୍ରକଳ୍ପର ଲୋକାର୍ପଣ କରିବେ ମୁଖ୍ୟମନ୍ତ୍ରୀ

ଭୁବନେ‌ଶ୍ୱର, (କେପିଏନ୍‌ଏସ୍‌) : ନୂଆ ଓଡିଶାର ବିକାଶ ଧାରରେ ନୂଆପଡା ଜି‌ଲ୍ଲା । ମାନ୍ୟବର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ନୂଆପଡା ଜିଲ୍ଲାର ୨୩୩୭ କୋଟି ୧୫ ଲକ୍ଷ ଟଙ୍କାର ବିଭିନ୍ନ ପ୍ରକଳ୍ପର ଲୋକାର୍ପଣ ଏବଂ ୫୦ କୋଟି ୨୯ ଟଙ୍କାର ବିଭିନ୍ନ ପ୍ରକଳ୍ପର ଶିଳାନ୍ୟାସ କରୁଛନ୍ତି । ରାଜ୍ୟ…
Read More...

ନାଲକୋରେ ଆନ୍ତର୍ଜାତିକ ମହିଳା ଦିବସ ପାଳିତ

ଭୁୁବନେଶ୍ୱର : ନବରତ୍ନ ରାଷ୍ଟ୍ରାୟତ ଉଦ୍ୟୋଗ ନାସ୍ନାଲ ଆଲୁମିନିୟମ କଂପାନୀ (ନାଲକୋ) ପକ୍ଷରୁ ନାଲକୋ ରିସର୍ଚ ଆଣ୍ଡ ଟ୍ରେନିଂ ସେଣ୍ଟର୍ ପରିସରରେ ଆନ୍ତର୍ଜାତିକ ମହିଳା ଦିବସ ପାଳିତ ହୋଇଯାଇଛି । ଏହି ଅବସରରେ ମୁଖ୍ୟ ଅତିଥି ଭାବେ ମାନ୍ୟବର ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ ଯୋଗ ଦେଇଥିଲେ ।…
Read More...

ନୂତନ ପୁଲିସ କମିସନର ଭାବେ ଦାୟିତ୍ବ ନେଲେ ବରିଷ୍ଠ ଆଇପିଏସ୍ ସୌମେନ୍ଦ୍ର ପ୍ରିୟଦର୍ଶୀ

ଭୁବନେ‌ଶ୍ୱର : କଟକ ଓ ଭୁବନେ‌ଶ୍ୱରର ନୂତନ ପୁଲିସ କମିସନର ଭାବେ ବରିଷ୍ଠ ଆଇପିଏସ୍ ସୌମେନ୍ଦ୍ର ପ୍ରିୟଦର୍ଶୀ ଦାୟିତ୍ବ ଗ୍ରହଣ କରିଥିବା ସୂଚନା ମିଳିଛି । ପୂର୍ବ ପୁଲିସ କମିସନର ଡ.ସୁଧାଂଶୁ ଷଡ଼ଙ୍ଗୀ ଶ୍ରୀ ପ୍ରିୟଦର୍ଶୀ‌ଙ୍କୁ ଦାୟିତ୍ବ ହସ୍ତାନ୍ତର କରିଛନ୍ତି । ୧୯୯୫ ବ୍ୟାଚର ଆଇପିଏସ୍…
Read More...

ମହା ଶିବରାତ୍ରୀ ପାଳନ ସଂକ୍ରାନ୍ତରେ ରାଜ୍ୟ ସରକାର‌ଙ୍କ ସ୍ୱତନ୍ତ୍ର ନିର୍ଦ୍ଦେଶାବଳୀ ଜାରି

ଭୁବନେ‌ଶ୍ୱର, (କେପିଏନ୍‌ଏସ୍‌) : କୋଭିଡ୍ ପରିସ୍ଥିତିରେ ହେବାକୁ ଥିବା ମହା ଶିବରାତ୍ରୀ ପାଳନ ସଂକ୍ରାନ୍ତରେ ରାଜ୍ୟ ସରକାର ସ୍ୱତନ୍ତ୍ର ନିର୍ଦ୍ଦେଶାବଳୀ ଜାରି କରିଛନ୍ତି । ଶିବ ମନ୍ଦିର ପରିସରରେ ଏବଂ ବାହାରେ ଅଧିକ ଗହଳି କରିବା ତଥା ମେଳା ଭଳି କାର୍ଯ୍ୟକ୍ରମ ଆୟୋଜନ କରିବାକୁ ବାରଣ…
Read More...

ଆଇଆଇଟି-ଜେଇଇ ମେନ୍ ପରୀକ୍ଷାରେ ଓଡ଼ିଶା ଟପ୍ପର ହୋଇଥିବା ଗୌତମ ଦାସଙ୍କୁ ମୁଖ୍ୟମନ୍ତ୍ରୀ‌ଙ୍କ ଶୁଭେଚ୍ଛା

ଭୁବନେ‌ଶ୍ୱର, (କେପିଏନ୍‌ଏସ୍‌) : ଆଇଆଇଟି-ଜେଇଇ ମେନ୍ ପରୀକ୍ଷାରେ ଓଡ଼ିଶା ଟପ୍ପର ହୋଇଥିବା ଗୌତମ ଦାସଙ୍କୁ ମୁଖ୍ୟମନ୍ତ୍ରୀ ଟ୍ୱିଟ୍‌ ମାଧ୍ୟମରେ ଶୁଭେଚ୍ଛା ଜଣାଇବା ସହ ଲେଖିଛ‌ନ୍ତି ଯେ, 'ଆଇଆଇଟି-ଜେଇଇ ମେନ୍ ପରୀକ୍ଷାରେ ଓଡ଼ିଶା ଟପ୍ପର ହୋଇଥିବା ଗୌତମ ଦାସ ଏବଂ ସଫଳତା ହାସଲ କରିଥିବା…
Read More...

ଆଜି ରାଜ୍ୟରେ ୫୭ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ରାଜ୍ୟରେ ଏବେ ଏକ୍‌ଟିଭ୍‌ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ମାତ୍ର ୭୨୨ ରହିଛି । ଆଜି ୫୭ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ସେମାନଙ୍କ ମଧ୍ୟରୁ ୩୪ ଜଣ କ୍ୱାରେନ୍‌ଟାଇନ୍‌ରୁ ଏବଂ ୨୩ ଜଣ ଆଂଚଳିକ ସଂକ୍ରମଣରୁ ଚିହ୍ନଟ ହୋଇଥିବା ରାଜ୍ୟ ସୂଚନା ଓ ଲୋକ ସଂପର୍କ…
Read More...

ମଓଜ୍ୱେସୀ ଫାଉଣ୍ଡେସନ ତରଫରୁ ମିନି ମାରାଥନ କାର୍ଯ୍ୟକ୍ରମ

ଭୁବନେଶ୍ୱର, (ସୁଶାନ୍ତ ସାହୁ) : ଆଜି ବି‌ଶ୍ୱ ମହିଳା ଦିବସ । ଏହି ଉପଲକ୍ଷେ ଭୁବନେଶ୍ୱରରେ ଗାନ୍ଧୀ ମେମୋରିଆଲ ପାର୍କରୁ ରୁପାଲି ଛକ ପର୍ୟ୍ୟନ୍ତ ମଓଜ୍ୱେସୀ ଫାଉଣ୍ଡେସନ ତରଫରୁ ମିନି ମାରାଥନ କାର୍ୟ୍ୟକ୍ରମ ଆୟୋଜନ କରାଯାଥିଲା । ଏହି ମାରଥାନରେ ଉତ୍କଳ ବିଶ୍ୱବିଦ୍ୟାଳୟର କୁଳପତି ପ୍ରଫେସର…
Read More...