Browsing Tag

bhubaneswar news

ଘର ବାହାରେ ଫୁଲ ତୋଳୁଥିବା ସମୟରେ ମହିଳାଙ୍କ ସୁନା ଚେନ୍‌ ଲୁଟିନେଲେ ୨ ଜଣ ଲୁଟେରା

ଭୁବନେଶ୍ୱର, (ସୁଶାନ୍ତ ସାହୁ) : ଲୁଟେରା‌ଙ୍କ ଲୁଟ୍‌ କାରବାର ଦିନକୁ ଦିନ ବଢିବାରେ ଲାଗିଥିବା ବେଳେ ଅନେକ ନିରୀହ ଲୋକ ଲୁଟ୍‌ର ଶିକାର ହେଉଛ‌ନ୍ତି । ତେବେ ଆଜି ପୁଣି ଥରେ ଘର ବାହାରୁ ଫୁଲ ତୋଳୁ ଥିବା ସମୟରେ ମହିଳାଙ୍କ ଉପରେ ଲୁଟେରାମାନେ ଆକ୍ରମଣ କରି ଲୁଟିନେଲେ ସୁନା ଚେନ । ଏଭଲି ଏକ…
Read More...

ଆଜି ରାଜ୍ୟରେ ୭୦ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ରାଜ୍ୟରେ ଏବେ ଏକ୍‌ଟିଭ୍‌ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ମାତ୍ର ୭୮୪ ରହିଛି । ଆଜି୭୦ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ସେମାନଙ୍କ ମଧ୍ୟରୁ ୪୧ ଜଣ କ୍ୱାରେନ୍‌ଟାଇନ୍‌ରୁ ଏବଂ ୨୯ ଜଣ ଆଂଚଳିକ ସଂକ୍ରମଣରୁ ଚିହ୍ନଟ ହୋଇଥିବା ରାଜ୍ୟ ସୂଚନା ଓ ଲୋକ ସଂପର୍କ…
Read More...

ବିଚ୍ ବଜାରରେ ଯୁବକଙ୍କୁ ଗୋଡେଇ ଗୋଡେଇ ହତ୍ୟା

ଭୁବନେଶ୍ୱର, (ସୁଶା‌ନ୍ତ ସାହୁ) : ରାଜଧାନୀ ସିଆରପି ଛକରେ ଜଣେ ଯୁବକଙ୍କୁ ଗୋଡେଇ ଗୋଡେଇ ଭୁଜାଲି ଓ ଫାର୍ସାରେ ହାଣି ହତ୍ୟା କରାଯାଇଥିବା ଖବର ମଳିଛି । ସୂଚନା ଯୋଗ୍ୟ ଯେ, ଏକ ପିକଅପ୍ ଭ୍ୟାନରେ ୩ ଜଣ ଯୁବକ ଜଟିଆ, ସୁଧୀର ଓ ସାଗର ବସିଥିଲେ ତେବେ ହଠାତ୍‌ କୌଣସି କାରଣରୁ ସେମାନଙ୍କ ମଧ୍ୟରେ…
Read More...

ଆଜି ରାଜ୍ୟରେ ୫୪ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ରାଜ୍ୟରେ ଏବେ ଏକ୍‌ଟିଭ୍‌ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ମାତ୍ର ୮୦୨ ରହିଛି । ଆଜି ୫୪ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ସେମାନଙ୍କ ମଧ୍ୟରୁ ୩୨ଜଣ କ୍ୱାରେନ୍‌ଟାଇନ୍‌ରୁ ଏବଂ ୨୨ ଜଣ ଆଂଚଳିକ ସଂକ୍ରମଣରୁ ଚିହ୍ନଟ ହୋଇଥିବା ରାଜ୍ୟ ସୂଚନା ଓ ଲୋକ ସଂପର୍କ…
Read More...

ବିଜୁ ବାବୁଙ୍କ ଜୀବନୀ ଉପରେ ଆଧାରିତ ଫଟୋଚିତ୍ର ପ୍ରଦର୍ଶନୀ ଆୟୋଜିତ

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ବିଜୁ ପଟ୍ଟନାୟକଙ୍କ ୧୦୫ତମ ଜୟନ୍ତୀ ପାଳନ ଅବସରରେ ସୂଚନା ଓ ଲୋକସମ୍ପର୍କ ବିଭାଗ ପକ୍ଷରୁ ବିଜୁ ବାବୁଙ୍କ ଜୀବନୀ ଉପରେ ଆଧାରିତ ଫଟୋଚିତ୍ର ପ୍ରଦର୍ଶନୀ ଜୟଦେବ ଭବନ ଠାରେ ଆୟୋଜିତ ହୋଇଥିଲା । ଏଥିରେ ବିଜୁ ପଟ୍ଟନାୟକଙ୍କ ସାମାଜିକ, ରାଜନୈତିକ ଜୀବନ ସହ ଜଡିତ…
Read More...

ବିଜେପି ରାଜ୍ୟ ପ୍ରଭାରୀ ଡି. ପୁରନ୍ଦେଶ୍ଵରୀ ୨ ଦିନିଆ ଓଡ଼ିଶା ଗସ୍ତରେ ଆସି ପହଞ୍ଚିଲେ

ଭୁବନେଶ୍ଵର, (ସୁଶାନ୍ତ ସାହୁ) : ବିଜେପି ରାଜ୍ୟ ପ୍ରଭାରୀ ଡି. ପୁରନ୍ଦେଶ୍ଵରୀ‌ଙ୍କ ୨ ଦିନିଆ ଓଡ଼ିଶା ଗସ୍ତରେ ଆସିଛ‌ନ୍ତି । ଆଜି ରାଜ୍ୟ ବିଜେପିର ପଦାଧିକାରୀ ବୈଠକ ଓ ଆସନ୍ତାକାଲି କାର୍ୟ୍ୟକାରିଣୀ ବୈଠକ ବସିବ । ଏହି ଦୁଇ ଦିନିଆ କାର୍ୟ୍ୟକାରିଣୀ ବୈଠକରେ ଯୋଗ ଦେବା ପାଇଁ ରାଜ୍ୟ ପ୍ରଭାରୀ…
Read More...

ମୁଖ୍ୟମନ୍ତ୍ରୀ ବିଧାନସଭା ପରିସରରେ ଏବଂ ଭୁବନେ‌ଶ୍ୱର ବିଜୁ ପଟ୍ଟନାୟକ ପାର୍କ ପରିସରରେ ଥିବା ବିଜୁ ବାବୁଙ୍କ…

ଭୁବନେ‌ଶ୍ୱର, (କେପିଏନ୍‌ଏସ) : ମହାନ ଜନନାୟକ, ପ୍ରବାଦ ପୁରୁଷ ବିଜୁ ବାବୁଙ୍କ ୧୦୫ତମ ଜୟନ୍ତୀ ଅବସରରେ ମାନ୍ୟବର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଓଡିଶା ବିଧାନସଭା ପରିସରରେ ଏବଂ ଭୁବନେ‌ଶ୍ୱର ବିଜୁ ପଟ୍ଟନାୟକ ପାର୍କ ପରିସରରେ ଥିବା ବିଜୁ ବାବୁଙ୍କ ପ୍ରତିମୂର୍ତ୍ତିରେ ପୁଷ୍ପଗୁଚ୍ଛ ପ୍ରଦାନ…
Read More...

ଆସ‌ନ୍ତା କାଲି ମହାନ୍ ଜନନାୟକ ପ୍ରବାଦ ପୁରୁଷ ବିଜୁ ପଟ୍ଟନାୟକଙ୍କ ରାଜ୍ୟସ୍ତରୀୟ ଜୟନ୍ତୀ ପାଳନ ହେବ

ଭୁବନେ‌ଶ୍ୱର, (କେପିଏନ୍‌ଏସ୍‌) : ମହାନ୍ ଜନନାୟକ ପ୍ରବାଦ ପୁରୁଷ ବିଜୁ ପଟ୍ଟନାୟକଙ୍କ ରାଜ୍ୟସ୍ତରୀୟ ଜୟନ୍ତୀ ଅବସରରେ ୫ ମାର୍ଚ୍ଚ, ୨୦୨୧ ପୂର୍ବାହ୍ନ ୧୧ଟା ସମୟରେ ଜୟଦେବ ଭବନରେ ବିଜୁ ବାବୁଙ୍କ ଜୀବନୀ ଉପରେ ଆଧାରିତ ଫଟୋଚିତ୍ର ପ୍ରଦର୍ଶନୀ ଉଦଘାଟିତ ହେବ । ଅପରାହ୍ନ ୫.୩୦ ସମୟରେ ଜୟଦେବ…
Read More...

ପୁଣି ବଢିଲା ବସ୍‌ ଭଡା

ଭୁବନେଶ୍ୱର : ଦିନକୁ ଦିନ ବଢି ବଢି ଚାଲିଛି ପେଟ୍ରୋଲ ଦର ଥମିବାକୁ ନା ଧରୁନି । ଯେଉଁଥି ପାଇଁ ରାଜ୍ୟରେ ପୁଣି ବଢିଲା ବସ୍‌ ଭଡା । ଅର୍ଡିନାରୀ ଓ ଏକ୍ସପ୍ରେସ ବସ୍‌ ଭଡ଼ା କିମି ପିଛା ୫ ପଇସା ବୃଦ୍ଧି ପାଇଛି । ପୂର୍ବରୁ ଅର୍ଡିନାରୀ ବସ୍‌ ଭଡ଼ା ଥିଲା ୮୦ ପଇସା, ହେଲା ୮୫ ପଇସା । ସେହିପରି…
Read More...

ଆଜି ରାଜ୍ୟରେ ୮୧ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ରାଜ୍ୟରେ ଏବେ ଏକ୍‌ଟିଭ୍‌ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ମାତ୍ର ୭୯୨ ରହିଛି । ଆଜି ୮୧ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ସେମାନଙ୍କ ମଧ୍ୟରୁ ୪୯ ଜଣ କ୍ୱାରେନ୍‌ଟାଇନ୍‌ରୁ ଏବଂ ୩୨ ଜଣ ଆଂଚଳିକ ସଂକ୍ରମଣରୁ ଚିହ୍ନଟ ହୋଇଥିବା ରାଜ୍ୟ ସୂଚନା ଓ ଲୋକ ସଂପର୍କ…
Read More...